ଖେଳ

ରୋହିତଙ୍କ ଶତକ ସତ୍ତ୍ୱେ ଭାରତ ପରାସ୍ତ

ବର୍ମିଂହାମ, ୧।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଫେଭରାଇଟ୍‌ ବିବେଚିତ ହେଉଥିବା ବିରାଟ କୋହଲିଙ୍କ ଭାରତୀୟ ଦଳ ପ୍ରଥମ ପରାଜୟ ବରଣ କରିଛି। ରବିବାର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୩୮ତମ ମ୍ୟାଚ୍‌ରେ ଇଂଲଣ୍ଡ ୩୧ ରନରେ ଭାରତକୁ ପରାସ୍ତ କରି...

ବାରବାଟୀ ଷ୍ଟାଡିୟମରେ ଇସାକ

କଟକ ଅଫିସ,୧।୭- ଓଡ଼ିଶା ଗସ୍ତରେ ଆସିଥିବା ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ)ର ବୈଷୟିକ ନିର୍ଦ୍ଦେଶକ ଇସାକ ଦୋରୁ ରବିବାର ବାରବାଟୀ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି । ଏହି ଅବସରରେ ସେ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ)ର କର୍ମକର୍ତ୍ତାଙ୍କ ସହ...

ଭାରତକୁ ପ୍ରାରମ୍ଭିକ ଝଟକା

ବର୍ମିଂହାମ,୩୦।୬: ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତକୁ ପ୍ରାରମ୍ଭିକ ଝଟକା ଲାଗିଛି। ବିଶାଳ ୩୩୮ରନ୍‌ ଲକ୍ଷ୍ୟ ନେଇ କ୍ରିଜ୍‌କୁ ଆସିଥିବା ଭାରତୀୟ ଦଳର ଓପନର କେ.ଏଲ ରାହୁଲ ବିନା ଖାତା ଖୋଲି ପାଭେଲିୟନ୍‌ରୁ ଫେରିଛନ୍ତି। ରୋହିତ ଶର୍ମା ଏବଂ ଅଧିନାୟକ ବିରାଟ...

ପଞ୍ଚମ ଓ୍ବିମ୍ବେଲଡନ୍‌ ଟାଇଟଲ୍‌ ଲକ୍ଷ୍ୟରେ ଜୋକୋଭିଚ୍‌

ଲଣ୍ଡନ, ୩୦।୬(ଏଏଫ୍‌ପି)- ଚଳିତ ବର୍ଷର ୩ୟ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ଓ୍ବିମ୍ବେଲଡନ ସୋମବାରଠାରୁ ସ୍ଥାନୀୟ ଅଲ୍‌ ଇଂଲଣ୍ଡ ଲନ୍‌ ଟେନିସ କ୍ଲବଠାରେ ଆରମ୍ଭ ହେବାକୁ ଯାଉଛି। ଏହି ସମ୍ମାନଜନକ ପ୍ରତିଯୋଗିତାର ଏହା ହେବ ୧୩୩ତମ ସଂସ୍କରଣ। ସର୍ବିୟା ଟେନିସ ତାରକା...

ଶ୍ରୀଲଙ୍କା ଲାଗି କର ବା ମର ସ୍ଥିତି

ଚେଷ୍ଟର-ଲି-ଷ୍ଟ୍ରିଟ୍‌,୩୦।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଗାଣିତିକ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଶ୍ରୀଲଙ୍କାର ସେମିଫାଇନାଲ ଆଶା ଏବେ ମଧ୍ୟ ଉଜ୍ଜୀବିତ ରହିଛି। ସୋମବାର ଶ୍ରୀଲଙ୍କା ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ସେମି ଦୌଡ଼ାରୁ ବାଦ୍‌ ପଡିସାରିଥିବା ଓ୍ବେଷ୍ଟଇଣ୍ଡିଜକୁ ଭେଟିବ। ସ୍ଥାନୀୟ ରିଭରସାଇଡ ଗ୍ରାଉଣ୍ଡରେ...

ଭାରତ ଆଗରେ ବିଜୟ ଲକ୍ଷ୍ୟ ୩୩୮

ବର୍ମିଂହାମ,୩୦।୬: ଚଳିତ ବିଶ୍ୱକପର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଆଗରେ ବିଶାଳ ୩୩୮ରନର ଲକ୍ଷ୍ୟ ରଖିଛି ଆୟୋଜକ ଇଂଲଣ୍ଡ। ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ଦୁଇ ଓପନର ଜେସନ ରୟ ଓ ଜନ୍ନି ବେୟାରଷ୍ଟୋ ଦମଦାର ପାଳି...

ବୀରଙ୍କୁ ୧୯ ବର୍ଷରୁ କମ୍‌ ସ୍କ୍ବାଶ ଟାଇଟଲ

ନୂଆଦିଲ୍ଲୀ,୨୯।୬(ପିଟି)- ଭାରତୀୟ ଖେଳାଳି ବୀର ଛୋଟ୍ରାନି ସାଥି ଖେଳାଳି ଯଶ ଫାଡତେଙ୍କୁ ହରାଇ ୧୯ ବର୍ଷରୁ କମ୍‌ ଏସିଆନ୍‌ ଜୁନିୟର ସ୍କ୍ବାଶ ଚାମ୍ପିୟନଶିପ୍‌ ଟାଇଟଲ ଜିତିଛନ୍ତି। ବୀର ୧୧-୫, ୯-୧୧, ୧୧-୭, ୯-୧୧, ୧୧-୭ ଗେମ୍‌ରେ ଫାଡତେଙ୍କୁ ପରାସ୍ତ କରିଥିଲେ।...

ଭାରତୀୟ ହକି ଗୋଲକିପରଙ୍କ ସ୍ବତନ୍ତ୍ର କ୍ୟାମ୍ପ୍‌

ନୂଆଦିଲ୍ଲୀ,୩୦।୬(ପିଟି)- ଭାରତୀୟ ହକି ଗୋଲକିପର ପି.ଆର. ଶ୍ରୀଜେଶ ଓ କ୍ରିଷ୍ଣା ବାହାଦୂର ପାଠକଙ୍କ ଭଳି ଦେଶର ଅନ୍ୟ ଗୋଲକିପରମାନଙ୍କ ଲାଗି ଏକ ସ୍ବତନ୍ତ୍ର କ୍ୟାମ୍ପ୍‌ ଆୟୋଜନ କରାଯିବ। ନେଦରଲାଣ୍ଡର ଲୋକପ୍ରିୟ ହକି ଗୋଲକିପର ଟ୍ରେନର ଡେନ୍ନିସ ଭାନ୍‌ ଡେ ପୋଲଙ୍କ...

ଦିନିକିଆରେ ଓ୍ବିଲିୟମସନଙ୍କ ୬ ହଜାର ରନ୍‌

ଲଡର୍‌ସ,୩୦।୬- ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ପ୍ରଥମ ପରାଜୟ ବରଣ କରିଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ୫୧ ବଲରୁ ୪୦ ରନ୍‌ କରିଥିଲେ। ଏହି ଅବସରରେ ସେ ଦିନିକିଆ କ୍ରିକେଟରେ ୬...

କୋପା ଆମେରିକା: ଉରୁଗୁଏ ବିଦା

ସାଲ୍‌ଭାଡର(ବ୍ରାଜିଲ),୩୦।୬(ଏଏଫ୍‌ପି)- ପେରୁଠାରୁ ଶୁଟଆଉଟ୍‌(୫-୪) ଜରିଆରେ ପରାଜୟ ବରଣ କରି ଉରୁଗୁଏ ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରୁ ବିଦାୟ ନେଇଛି। ଧାର୍ଯ୍ୟ ସମୟ ସୁଦ୍ଧା ମ୍ୟାଚ୍‌ଟି ଗୋଲଶୂନ୍ୟ ରହିଥିଲା। ଉରୁଗୁଏ ଲାଗି ଗିଓର୍ଗିଆନ ଡେ ଆରାକାଷ୍ଟେ, ଏଡିନ୍‌ସନ...

ପୂର୍ବତନ ପ୍ରେମିକା ଏବଂ ସ୍ତ୍ରୀଙ୍କ ସହ ଗୋଟିଏ ଫ୍ରେମ୍‌ରେ ନଜର ଆସିଲେ ଯୁବରାଜ ସିଂ

କ୍ରିକେଟରୁ ଅବସର ନେବା ପରେ ଯୁବରାଜ ସିଂ ମାୟାନଗରୀ ମୁମ୍ବାଇରେ ଏକ ପାର୍ଟିର ଆୟୋଜନ କରିଥିଲେ। କ୍ରିକେଟ ଜଗତଠାରୁ ଆରମ୍ଭ କରି ବଲିଉଡ କଳାକାର ଏହି ପାର୍ଟିରେ ଯୋଗ ଦେଇଥିଲେ। ଯୁବରାଜଙ୍କ ପୂର୍ବତନ ପ୍ରେମିକା ତଥା ଅଭିନେତ୍ରୀ କିମ୍‌ ଶର୍ମା...

ଷ୍ଟାର୍କଙ୍କ ସ୍ବତନ୍ତ୍ର ରେକର୍ଡ

ଲଡର୍‌ସ,୩୦।୬- ମିଚେଲ ଷ୍ଟାର୍କଙ୍କ ଘାତକ ବୋଲିଂ ଯୋଗୁ ଅଷ୍ଟ୍ରେଲିଆ ଦଳ ଆଇକନିକ ଗ୍ରାଉଣ୍ଡରେ ଚିରପ୍ରତିଦ୍ୱନ୍ଦ୍ୱୀ ନ୍ୟୁଜିଲାଣ୍ଡକୁ ୮୬ ରନ୍‌ର ବୃହତ୍‌ ବ୍ୟବଧାନରେ ହରାଇ ଦେଇଛି। ମ୍ୟାଚ୍‌ରେ ୫ ଉଇକେଟ ନେବା ସହ ଷ୍ଟାର୍କ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଛନ୍ତି। ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri