ଖେଳ

ଯୁବରାଜ ଭାରତର ଶ୍ରେଷ୍ଠ ବାମହାତୀ ବ୍ୟାଟ୍ସମ୍ୟାନ: ସୋଏବ ଅଖତର

ନୂଆଦିଲ୍ଲୀ, ୧୧।୬(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରିବା ପରେ ସୀମିତ ଓଭର କ୍ରିକେଟ୍‌ର ଅନ୍ୟତମ ଶ୍ରେଷ୍ଠ ମ୍ୟାଚ୍‌ ଓ୍ବିନର ଯୁବରାଜ ସିଂଙ୍କୁ ପ୍ରାକ୍ତନ ପାକିସ୍ତାନ ଦ୍ରୁତ ବୋଲର ସୋଏବ ଅଖତର ଅଭିନନ୍ଦନ ଜଣାଇଛନ୍ତି। ଭାରତ ପ୍ରସ୍ତୁତ କରିଥିବା ବାମହାତୀ...

ପାଣ୍ଡ୍ୟାଙ୍କୁ କ୍ଲୁଜନରଙ୍କ ସହ ତୁଳନା କଲେ ଷ୍ଟିଭ୍‌ ଓ୍ବ

ଲଣ୍ଡନ, ୧୧।୬(ପି.ଟି.)- ପ୍ରାକ୍ତନ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍‌ ଓ୍ବ ଭାରତୀୟ ଦଳର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ତୁଳନା ଦକ୍ଷିଣ ଆଫ୍ରିକାର ମହାନ ଅଲ୍‌ରାଉଣ୍ଡର ଲାନ୍ସ କ୍ଲୁଜନରଙ୍କ ୧୯୯୯ ବିଶ୍ୱକପ୍‌ ପ୍ରଦର୍ଶନ ସହ କରିଛନ୍ତି। ପାଣ୍ଡ୍ୟା ଯେଉଁଭଳି ଭାବରେ ବଡ଼ ଶଟ୍‌ମାନ ଖେଳୁଛନ୍ତି...

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ରେ ବର୍ଷା ସାଜିପାରେ ବାଧକ

ନଟ୍ଟିଂହାମ, ୧୧।୬(ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ଆଇସିସି ବିଶ୍ୱକପ୍‌ରେ ଏହାର ପରବର୍ତ୍ତୀ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ଭେଟିବ। ଏହି ମ୍ୟାଚ୍‌ ଗୁରୁବାର ଟ୍ରେଣ୍ଟବ୍ରିଜଠାରେ ଖେଳାଯିବ। ତେବେ ଏହି ହାଇଭୋଲଟେଜ୍‌ ମ୍ୟାଚ୍‌ରେ ବର୍ଷା ବାଧକ ସାଜିପାରେ ବୋଲି ସ୍ଥାନୀୟ...

ସ୍ବଦେଶ ଫେରିବେ ମାଲିଙ୍ଗା

ବ୍ରିଷ୍ଟଲ, ୧୧।୬- ଶ୍ରୀଲଙ୍କା କ୍ରିକେଟ ଦଳର ଭେଟେରାନ ଦ୍ରୁତ ବୋଲର ଲସିଥ୍‌ ମାଲିଙ୍ଗା ଚଳିତ ଆଇସିସି ବିଶ୍ୱକପ୍‌ ମଝିରୁ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ। ମଙ୍ଗଳବାର ଏଠାରେ ବାଂଲାଦେଶ ଓ ଶ୍ରୀଲଙ୍କା ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ପରେ ମାଲିଙ୍ଗା ଶାଶୁଙ୍କ ଅନ୍ତ୍ୟେଷ୍ଟି...

କ୍ୟାନ୍ସର ରୋଗୀଙ୍କ ପାଇଁ କାମ କରିବେ ଯୁବରାଜ

ଚଣ୍ଡିଗଡ, ୧୧।୬: ଭାରତୀୟ କ୍ରିକେଟ ଟିମର ଅଲରାଉଣ୍ଡର ଯୁବରାଜ ସିଂହ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୧୯ ବର୍ଷ ଧରି କ୍ରିକେଟ ଜଡିତ ଥିବା ୟୁବି କ୍ରିକେଟରୁ ଅବସର ନେବା ପରେ ଏବେ କ୍ୟାନ୍ସର ରୋଗୀଙ୍କ ପାଇଁ କାମ...

ପ୍ରଥମଥର ପାଇଁ ଏହି ରାଜ୍ୟରେ ସବୁ ଖେଳର ନାଁ, ନିୟମ ସଂସ୍କୃତରେ ଲେଖାଯିବ

ରାୟପୁର, ୧୧।୬: ପ୍ରଥମଥର ପାଇଁ ଛତିଶଗଡରେ ସବୁ ଖେଳର ନାଁ ଏବଂ ନିୟମ ସଂସ୍କୃତ ଭାଷାରେ ଲେଖାଯିବ। ଏପରିକି ରାଜ୍ୟସ୍ତରୀୟ କ୍ରିକେଟର କମେଣ୍ଟ୍ରି ମଧ୍ୟ ସଂସ୍କୃତରେ କରାଯିବ ବୋଲି ଜଣାପଡିଛି। ସଂସ୍କୃତ ଭାଷାର ଲୋକପ୍ରିୟତା ବଢାଇବା ପାଇଁ ଏଭଳି ନିଷ୍ପତ୍ତି...

ଭାରତୀୟ ଦଳକୁ ଝଟକା: ୩ ସପ୍ତାହ ପର୍ଯ୍ୟନ୍ତ ଖେଳିପାରିବେନି ଧାଓ୍ବନ

ଲଣ୍ଡନ, ୧୧।୬: ଇଂଲଣ୍ଡରେ ଚାଲିଥିବା ବିଶ୍ୱକପରେ ଭାରତୀୟ ଦଳକୁ ବଡ ଝଟକା ଲାଗିଛି। ଦଳର ଓପନର୍‌ ଶିଖର ଧାଓ୍ବନ ଆହତ ଯୋଗୁ ୩ ସପ୍ତାହ ପର୍ଯ୍ୟନ୍ତ କ୍ରିକେଟ ପାରିବେନି ବୋଲି ଜଣପଡିଛି। ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ବ୍ୟାଟିଂ କରୁଥିବାବେଳେ ନାଥନ...

ଯୁବରାଜ କ୍ରିକେଟର ଜଣେ ଯୋଦ୍ଧା: ଅମିତ ଶାହ

ନୂଆଦିଲ୍ଲୀ, ୧୧।୬: ଭାରତୀୟ କ୍ରିକେଟ ଦଳର ବାମହାତୀ ବ୍ୟାଟ୍ସମ୍ୟାନ୍‌ ଯୁବରାଜ ସିଂହ ସୋମବାର ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଛନ୍ତି। ଯୁବିଙ୍କ ଅବସର ପରେ ତାଙ୍କୁ ସାଥୀ ଖେଳାଳିଙ୍କଠାରୁ ଆରମ୍ଭ କରି ବଲିଉଡ ଷ୍ଟାର୍‌ ଏବଂ ରାଜନେତା ତାଙ୍କୁ ଭବିଷ୍ୟତ ଶୁଭକାମନା...

ମିସବାଙ୍କ ଭବିଷ୍ୟବାଣୀ: ଏହି ଦୁଇ ଟିମ୍‌ଙ୍କ ମଧ୍ୟରେ ହେବ ବିଶ୍ୱକପ୍‌ ଫାଇନାଲ୍‌

ଇସଲମାବାଦ୍‌, ୧୧।୬: ପାକିସ୍ତାନର ପୂର୍ବତନ ଅଧିନାୟକ ମିସବା ଉଲ୍‌ ହକ୍‌ ଇଂଲଣ୍ଡରେ ଚାଲିଥିବା କ୍ରିକେଟ ବିଶ୍ୱକପକୁ ନେଇ ବଡ ଭବିଷ୍ୟବାଣୀ କରିଛନ୍ତି। ଏଥର ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ବିଶ୍ୱକପ ଫାଇନାଲ ଖେଳାଯିବ ବୋଲି ସେ ପୂର୍ବାନୁମାନ କରିଛନ୍ତି। ଭାରତ...

ସର୍ବଭାରତୀୟ ଫିଡ଼େ ରେଟିଂ ଚେସ: ଧୀମନଙ୍କୁ ଟାଇଟଲ୍‌

କଟକ ଅଫିସ,୧୧ା୬- ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସେଭେନ ପିଲାର ଅଫ ୱିଜଡମ ଠାରେ ଟ୍ରିପଲ ସି ଚେସ୍‌ କ୍ଲବ ଆନୁକୂଲ୍ୟରେ ଚାଲିଥିବା ସର୍ବଭାରତୀୟ ଫିଡ଼େ ରେଟିଂ (୧୬୦୦ରୁ କମ୍‌) ଚେସ୍‌ ଚାମ୍ପିୟନଶିପ୍‌ ସୋମବାର ଉଦ୍‌ଯାପିତ ହୋଇଯାଇଛି । ୯ ରାଉଣ୍ଡ ବିଶିଷ୍ଟ...

ଏଫଆଇଏଚ୍‌ ସିରିଜ ଫାଇନାଲ୍ସ:ଆମେରିକା-ଜାପାନ ମ୍ୟାଚ ଡ୍ର

ଭୁବନେଶ୍ୱର, ୧୧।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ପୁଲ ‘ବି’ ମ୍ୟାଚରେ ଆମେରିକା ଓ ଜାପାନ ପଏଣ୍ଟ ଭାଗ କରିଛନ୍ତି। ମ୍ୟାଚ ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ ୨-୨ ଗୋଲରେ ଡ୍ର...

ମ୍ୟାଚ ବାତିଲ:ଦକ୍ଷିଣ ଆଫ୍ରିକାକୁ ପ୍ରଥମ ପଏଣ୍ଟ

ସାଉଥାମ୍ପଟନ, ୧୧ା୬ (ପି.ଟି.)-ସୋମବାର ଏଠାରେ ଦକ୍ଷିଣ ଆଫ୍ରିକା ବନାମ ଓ୍ବେଷ୍ଟଇଣ୍ଡିଜ ବିଶ୍ୱକପ୍‌ ମ୍ୟାଚ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଖେଳ ସ୍ଥଗିତ ରଖାଯିବା ବେଳକୁ ଟସ୍‌ରେ ହାରି ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ୮ ଓଭରରେ ୨ ଉଇକେଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri