ଖେଳ

୪ ଖେଳାଳି ଆହତ, ଫିଲ୍ଡିଂ କଲେ କୋଚ୍‌

ସାଉଥ୍‌ମ୍ପଟନ, ୨୫।୫(ପି.ଟି.)- ଦୀର୍ଘ ୮ ବର୍ଷ ପୂର୍ବେ କ୍ରିକେଟରୁ ସନ୍ନ୍ୟାସ ନେଇଥିବା ଇଂଲଣ୍ଡର ପ୍ରାକ୍ତନ ଅଧିନାୟକ ତଥା ବର୍ତ୍ତମାନ ସହାୟକ କୋଚ୍‌ ଦାୟିତ୍ୱ ତୁଲାଉଥିବା ପଲ୍‌ କଲିଂଉଡ୍‌ଙ୍କୁ ଶନିବାର ବାଧ୍ୟତାମୂଳକ ଭାବେ ଫିଲ୍ଡିଂ ପାଇଁ ପଡ଼ିଆକୁ ଓହ୍ଲାଇବାକୁ ପଡ଼ିଛି। ଆଇସିସି...

ଇଂଲଣ୍ଡ ଗସ୍ତ କଲେ ଅସିଫ

କରାଚୀ,୨୫।୫(ଏଏଫ୍‌ପି) – ଦୁଃଖିତ ପାକିସ୍ତାନ କ୍ରିକେଟର ଅସିଫ ଅଲି ନିଜ ଝିଅର ଅନ୍ତ୍ୟେଷ୍ଟି କାର୍ଯ୍ୟକ୍ରମ ଶେଷ କରିବା ପରେ ଶନିବାର ବିଶ୍ୱକପ୍‌ ଦଳରେ ଯୋଗଦେବା ପାଇଁ ଇଂଲଣ୍ଡ ଗସ୍ତ କରିଛନ୍ତି। ଗତ ରବିବାର ୧୯ ମାସର ଝିଅ ଦୁଆ ଫତିମା...

ଭାରତୀୟ କମ୍ପାଉଣ୍ଡ ତୀରନ୍ଦାଜ ଦଳକୁ ବ୍ରୋଞ୍ଜ

ଆଣ୍ଟାଲ୍ୟା(ତୁର୍କୀ),୨୫।୫(ପିଟି)- ଏଠାରେ ଚାଲିଥିବା ତୀରନ୍ଦାଜୀ ବିଶ୍ୱକପ୍‌ ୩ୟ ରାଉଣ୍ଡରେ ଭାରତୀୟ କମ୍ପାଉଣ୍ଡ ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ରଜତ ଚୌହ୍ବାନ, ଅଭିଷେକ ବର୍ମା ଓ ଅମଦ ସଇନିଙ୍କୁ ନେଇ ଗଠିତ ଭାରତୀୟ ଦଳ ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ଭାରତ...

ଭାରତ ବିପକ୍ଷ ମ୍ୟାଚ୍‌ ପରେ ମଧ୍ୟ ଖେଳାଳିଙ୍କ ନିକଟରେ ରହିପାରିବେ ପତ୍ନୀ

ଲାହୋର,୨୫।୫- ଇଂଲଣ୍ଡର ମାଞ୍ଚେଷ୍ଟରଠାରେ ଜୁନ୍‌ ୧୬ ତାରିଖରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ ଖେଳାଯିବ। ଏହି ହାଇଭୋଲ୍‌ଟେଜ ମ୍ୟାଚ୍‌ ପରେ ମଧ୍ୟ ପାକିସ୍ତାନ ଦଳରେ ସ୍ଥାନ ପାଇଥିବା ଖେଳାଳିମାନେ ପତ୍ନୀଙ୍କ ସହ...

ଟିମ୍‌ ଇଣ୍ଡିଆକୁ ବଡ଼ ଆଶ୍ୱସ୍ତି

ଲଣ୍ଡନ,୨୫।୫- ଭାରତୀୟ ଦଳକୁ ଶନିବାର ବଡ଼ ଆଶ୍ୱସ୍ତି ମିଳିଛି। ଭାରତୀୟ ଅଲ୍‌ରାଉଣ୍ଡର ବିଜୟ ଶଙ୍କରଙ୍କ ଆହତ ସମସ୍ୟା ଗୁରୁତର ନୁହେଁ। ତାଙ୍କ ରିଷ୍ଟର ସ୍କାନ କରାଯିବା ପରେ ଫ୍ୟାକ୍‌ଚର ହୋଇ ନ ଥିବା ଜଣାପଡ଼ିଛି। ହେଲେ ଆହତ ସମସ୍ୟା ଯୋଗୁ...

ମେସିଙ୍କୁ ୟୁରୋପର ଗୋଲ୍ଡ ବୁଟ୍‌

ବାର୍ସିଲୋନା,୨୫।୫- ଆର୍ଜେଣ୍ଟିନା ଷ୍ଟାର ଲିଓନେଲ ମେସି ଚଳିତ ସିଜନରେ ୟୁରୋପର ସମସ୍ତ ଲିଗ୍‌ରେ ସର୍ବାଧିକ ସଂଖ୍ୟକ ଗୋଲକରି ଗୋଲ୍ଡ ବୁଟ୍‌ ହାତେଇଛନ୍ତି। କ୍ରମାଗତ ୩ୟ ଥର ପାଇଁ ଏହି ସମ୍ମାନ ହାସଲ କରିବାରେ ସେ ପ୍ରଥମ ଖେଳାଳି। ୟୁରୋପ ସର୍ବାଧିକ...

କୋହଲିଙ୍କୁ ଟ୍ରୋଲ କଲେ ଜୁନିୟର ବଚ୍ଚନ

ନୂଆଦିଲ୍ଲୀ,୨୫।୫- ଇଂଲଣ୍ଡରେ ହେବାକୁ ଥିବା ଆଇସିସି ବିଶ୍ୱକପ୍‌ ଲାଗି ଭାରତୀୟ ଦଳ ସହ ପ୍ରସ୍ତୁତ ହେଉଥିବା ଅଧିନାୟକ ବିରାଟ କୋହଲି ଟୋଟେନହାମ ହଟସପୁର ଷ୍ଟାର ହାରି କେନ୍‌ଙ୍କ ସହ ଏକ ଫଟୋ ଉଠାଇ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହାର...

ଆଫଗାନିସ୍ତାନଠାରୁ ହାରିଲା ପାକିସ୍ତାନ

ବ୍ରିଷ୍ଟଲ, ୨୫।୫(ପି.ଟି.)-ଚଳିତମାସ ୩୦ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱକପ ପୂର୍ବରୁ ପାକିସ୍ତାନ ଦଳକୁ ଶକ୍ତ ଧକ୍କା ଲାଗିଛି। ଶୁକ୍ରବାର ଅନୁଷ୍ଠିତ ଓ୍ବାର୍ମଅପ୍‌ ମ୍ୟାଚରେ ଏହି ଦଳ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନଠାରୁ ହାରି ଯାଇଛି। ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ...

ଫ୍ରେଞ୍ଚ ଓପନ: ଟଏଲେଟ୍‌ ଯିବା ଉପରେ କଟକଣା

ପ୍ୟାରିସ୍‌,୨୫ା୫(ଏଏଫ୍‌ପି)-ଫ୍ରେଞ୍ଚ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ୍‌ ପ୍ରତିଯୋଗିତାରେ ଏଥର ଖେଳାଳିଙ୍କ ଲାଗି ଟଏଲେଟ୍‌ ବ୍ରେକ୍‌ ସଂଖ୍ୟାକୁ ସୀମିତ କରିବା ଲାଗି ଆୟୋଜକଗଣ ନିଷ୍ପତ୍ତି ନେଇଛନ୍ତି। ଏଥର ଏକ ମ୍ୟାଚ୍‌ ବେଳେ ଜଣେ ଖେଳାଳି କେବଳ ଥରେମାତ୍ର ଟଏଲେଟ୍‌ ବ୍ରେକ୍‌ ନେଇପାରିବ। ଏହି...

ସମସ୍ତ କ୍ରିକେଟର ଦୁର୍ନୀତିମୁକ୍ତ

ଲଣ୍ଡନ, ୨୫ା୫(ପି.ଟି.)- ଆଗାମୀ ଆଇସିସି ବିଶ୍ୱକପ୍‌ ଖେଳିବା ଲାଗି ମନୋନୀତ କୌଣସି ଅନ୍ତର୍ଜାତୀୟ କ୍ରିକେଟର ଦୁର୍ନୀତି ପରିସରଭୁକ୍ତ ନୁହନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ଦୁର୍ନୀତି ନିରୋଧୀ ୟୁନିଟ୍‌ (ଏସିୟୁ)ର ଜଣେ ବରିଷ୍ଠ ପଦାଧିକାରୀ ଆଲେକ୍ସ ମାର୍ଶାଲ ଏହି ସୂଚନା...

କଳ୍ପନାଙ୍କ ମରଶରୀର ଉଦ୍ଧାର କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର, ୨୫ା୫(ସ୍ପୋଟର୍‌ସ ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ମାଉଣ୍ଟ ଏଭରେଷ୍ଟରେ ମୃତ୍ୟୁବରଣ କରିଥିବା ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀରକୁ ଭୁବନେଶ୍ୱର ଅଣାଯିବା ବ୍ୟବସ୍ଥା କରାଯାଉଛି। କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ ସହିତ...

କ୍ରିକେଟର ଉନ୍ନତିରେ ୧ ବିଲିୟନ ଖର୍ଚ୍ଚ କରିବ ୟୁଏସ୍‌ଏ

ଓ୍ବାଶିଂଟନ,୨୫।୫(ଏଏଫ୍‌ପି)- ଆଇସିସି ସ୍ବୀକୃତି ମିଳିବା ୬ ମାସ ପରେ ୟୁଏସ୍‌ଏ କ୍ରିକେଟ ବୋର୍ଡ ଏକ ବଡ଼ ଘୋଷଣା କରିଛି। ଦେଶରେ କ୍ରିକେଟର ଭିତ୍ତିଭୂମୀ ବିକାଶ, ଆଞ୍ଚଳିକ ଏକାଡେମୀ ପ୍ରତିଷ୍ଠା ଓ ଏକ ଟି୨୦ ଲିଗ୍‌ ଆୟୋଜନ ପାଇଁ ଓ୍ବିଲୋ ଟିଭି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri