ଖେଳ

ବ୍ରେଟ୍‌ ଲି’ଙ୍କ ଟପ୍‌-୩ ଦ୍ରୁତ ବୋଲର ଲିଷ୍ଟରେ ବୁମ୍‌ରା

ମେଲବୋର୍ନ, ୨୩।୫(ପି.ଟି.)- ଚଳିତ ମାସ ୩୦ରୁ ବ୍ରିଟେନରେ ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଏଥିପୂର୍ବରୁ ପ୍ରାକ୍ତନ ଅଷ୍ଟ୍ରେଲୀୟ ମହାନ ବୋଲର ବ୍ରେଟ୍‌ ଲି ଆସନ୍ତା ବିଶ୍ୱକପ୍‌ରେ ପ୍ରଭାବୀ ପ୍ରଦର୍ଶନ କରିବାକୁ ଥିବା ଟପ୍‌-୩ ଦ୍ରୁତ ବୋଲର...

ନଟ୍ଟିଂହାମଶାୟର ସହ ଅଶ୍ୱିନଙ୍କ ଚୁକ୍ତି

ନୂଆଦିଲ୍ଲୀ, ୨୩।୫- ପ୍ରମୁଖ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ କାଉଣ୍ଟି କ୍ରିକେଟ୍‌ କ୍ଲବ ନଟ୍ଟିଂହାମଶାୟର ସହ ଚୁକ୍ତି କରିଛନ୍ତି। ଜୁନ୍‌ରେ ସେ ନଟ୍ଟିଂହାମଶାୟର ଦଳ ସହ ଯୋଗ ଦେଇ ୬ଟି କାଉଣ୍ଟି ଚାମ୍ପିୟନଶିପ୍‌ ମ୍ୟାଚ୍‌ ଖେଳିବେ ବୋଲି ଜଣାପଡ଼ିଛି। ଜୁନ...

ଉସମାନ ଖ୍ବାଜା ବିପଦମୁକ୍ତ

ସାଉଥମ୍ପଟନ, ୨୩।୫(ପି.ଟି.)- ମୁଣ୍ଡରେ ବଲ୍‌ ବାଜି ଆଘାତପ୍ରାପ୍ତ ହୋଇଥିବା ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଉସମାନ ଖ୍ବାଜା ବିପଦମୁକ୍ତ ଥିବା ଗୁରୁବାର ଘୋଷଣା କରାଯାଇଛି। ବୁଧବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ବ୍ୟାଟିଂ କରୁଥିବାବେଳେ ଆନ୍ଦ୍ରେ ରସେଲଙ୍କ ଏକ ବାଉନ୍ସର ବଲ୍‌ ଖ୍ବାଜାଙ୍କ...

ଆଇଓସି ସଦସ୍ୟ ହେଲେ ବାତ୍ରା

ନୂଆଦିଲ୍ଲୀ, ୨୩।୫- ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଏହାର କାର୍ଯ୍ୟକାରୀ ବୋର୍ଡ ଲାଗି ୧୦ ଜଣ ନୂତନ ସଦସ୍ୟଙ୍କ ନାମ ଘୋଷଣା କରିଛି। ଯେଉଁଥିରେ ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଓ ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ସଭାପତି ତଥା...

ଆମିସଙ୍କ ନାମରେ ପ୍ରଥମ ବିଶ୍ୱକପ୍‌ ଶତକ

ନୂଆଦିଲ୍ଲୀ, ୨୩।୫- ଆଇସିସି ବିଶ୍ୱକପ୍‌ ଆସନ୍ତା ୩୦ରୁ ବ୍ରିଟେନରେ ଆରମ୍ଭ ହେବ। କ୍ରିକେଟ ବିଶ୍ୱକପ୍‌ର ଏହାହେବ ଦ୍ୱାଦଶ ସଂସ୍କରଣ। ଏହା ମଧ୍ୟରେ ବିଶ୍ୱକପ୍‌ରେ ଅନେକ ରେକର୍ଡ ଭଙ୍ଗ ହୋଇଥିବାବେଳେ ଅନେକ ନୂତନ ରେକର୍ଡ ସୃଷ୍ଟି ହୋଇଛି। ତେବେ କ୍ରିକେଟର ଏହି...

୨୦୨୨ ବିଶ୍ୱକପ୍‌ରେ ୩୨ ଟିମ୍‌

ଲାଉସେନ, ୨୩।୫(ଏଏଫ୍‌ପି)- ୨୦୨୨ କାତାରରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ୪୮ଟି ଟିମ୍‌କୁ ସାମିଲ କରିବା ନେଇ ଫୁଟ୍‌ବଲର ସର୍ବୋଚ୍ଚ ସଂସ୍ଥା କରିଥିବା ଯୋଜନାରୁ ଓହରି ଯାଇଛି। ଫଳରେ କାତାର ବିଶ୍ୱକପ୍‌ ୩୨ ଟିମ୍‌କୁ ନେଇ ଅନୁଷ୍ଠିତ ହେବ ବୋଲି...

ଇଣ୍ଡିଆ ଓପନ୍‌ ବକ୍ସିଂ: ଶିବ, ଅମିତ୍‌ ସେମିରେ

ଗୁଆହାଟୀ,୨୩।୫ (ପି.ଟି.)- ଏଠାରେ ଆରମ୍ଭ ହୋଇଥିବା ଦ୍ୱିତୀୟ ଇଣ୍ଡିଆ ଓପନ ବକ୍ସିଂ ଟୁର୍ନାମେଣ୍ଟରେ ଦୁଇ ଭାରତୀୟ ବକ୍ସର ଶିବ ଥାପା ଓ ଅମିତ ପଙ୍ଘାଲ ଆଶାନୁରୂପ ପ୍ରଦର୍ଶନ କରି ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସ୍ଥାନୀୟ କର୍ମବୀର ନବିନ ଚନ୍ଦ୍ର ବୋର୍ଦୋଲୋଇ...

ୟୁରୋ ଟି୨୦ ସ୍ଲାମ୍‌ ପାଇଁ ଆଫ୍ରିଦୀ ଆଇକନ ଖେଳାଳି

ମୁମ୍ବାଇ, ୨୨ା୫ (ପି.ଟି.)-ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦୀ ୟୁରୋ ଟି୨୦ ସ୍ଲାମ୍‌ରେ ଆଇକନ ଖେଳାଳି ଭାବେ ଯୋଗ ଦେଇଛନ୍ତି। ଅନ୍ୟପକ୍ଷରେ ୬ ଜଣ ମାର୍କି ଖେଳାଳିଙ୍କ ମଧ୍ୟରେ ଦକ୍ଷିଣ ଆଫ୍ରିକାର ଟି୨୦ ଉପଅଧିନାୟକ ଜେ.ପି. ଡୁମିନୀ ତାଙ୍କ ଟିମମେଟ୍‌...

ଶାକିବ ଶ୍ରେଷ୍ଠ ଦିନିକିଆ ଅଲ୍‌ରାଉଣ୍ଡର

ଦୁବାଇ, ୨୩।୫- ଆଇସିସି ବିଶ୍ୱକପ୍‌ ଆରମ୍ଭ ହେବାକୁ ଆଉ ଗୋଟିଏ ସପ୍ତାହରୁ କମ୍‌ ସମୟ ଥିବାବେଳେ ବାଂଲାଦେଶ ଅଲ୍‌ରାଉଣ୍ଡର ଶାକିବ ଅଲ୍‌ ହାସାନ ଶ୍ରେଷ୍ଠ ଦିନିକିଆ ଅଲ୍‌ରାଉଣ୍ଡର ମାନ୍ୟତା ଲାଭ କରିଛନ୍ତି। ବୁଧବାର ଆଇସିସି ପକ୍ଷରୁ ପ୍ରକାଶିତ ଦିନିକିଆ ଅଲ୍‌ରାଉଣ୍ଡର...

ଜାତୀୟ ସବ୍‌ଜୁନିୟର ହକି: ଓଡ଼ିଶା ଚାମ୍ପିୟନ

ଭୁବନେଶ୍ୱର, ୨୩।୫(କ୍ରୀଡ଼ା ପ୍ରତିନିଧି)- ଛତିଶଗଡ଼ର ରାୟପୁରରେ ଅନୁଷ୍ଠିତ ଜାତୀୟ ସବ୍‌ଜୁନିୟର(ଡିଭିଜନ-ଏ) ହକି ଟୁର୍ନାମେଣ୍ଟରେ ଓଡ଼ିଶା ଚାମ୍ପିୟନ ହୋଇଛି। ବୁଧବାର ଅନୁଷ୍ଠିତ ଫାଇନାଲରେ ଓଡ଼ିଶା ଶୁଟ୍‌ଆଉଟ୍‌ ୩-୧ ଗୋଲରେ ଉତ୍ତର ପ୍ରଦେଶକୁ ପରାସ୍ତ କରିଛି। ପ୍ରକାଶ ଯୋଗ୍ୟ ଯେ, ଏହାକୁ ମିଶାଇ...

କାଉଣ୍ଟି ପଦାର୍ପଣରେ ରାହାନେଙ୍କ ଶତକ

ନ୍ୟୁପୋର୍ଟ, ୨୩।୫(ପି.ଟି.)- ଭାରତୀୟ ଟେଷ୍ଟ କ୍ରିକେଟ ଦଳର ଉପଅଧିନାୟକ ଅଜିଙ୍କ୍ୟ ରାହାନେ ଚମତ୍କାରଭାବେ କାଉଣ୍ଟି କ୍ରିକେଟରେ ପଦାର୍ପଣ କରିଛନ୍ତି। ହାମ୍ପଶାୟାର ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ରାହାନେ ନିଜ ପ୍ରଥମ ମ୍ୟାଚରେ ନଟିଂହାମଶାୟାର ବିପକ୍ଷରେ ଶତକ ହାସଲ କରିଛନ୍ତି। ଭାରତର ତୃତୀୟ...

ଆର୍ଚେରୀ ବିଶ୍ୱକପ ଷ୍ଟେଜ୍‌-୩: ତୃତୀୟ ରାଉଣ୍ଡରେ ଦୀପିକା, ତରୁଣଦୀପ

ଆଣ୍ଟାଲ୍ୟା (ତୁର୍କୀ), ୨୩।୫(ପି.ଟି.)- ବୁଧବାର ଏଠାରେ ଆରମ୍ଭ ହୋଇଥିବା ଆର୍ଚେରୀ ବିଶ୍ୱକପ ଷ୍ଟେଜ-୩ରେ ଦୀପିକା କୁମାରୀ ଓ ତରୁଣଦୀପ ରାୟଙ୍କ ସମେତ ୪ ଭାରତୀୟ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ତେବେ ରିକର୍ଭ ଇଣ୍ଡିଭିଜୁଆଲ ସେକ୍ସନରୁ ଅତନୁ ଦାସଙ୍କ ଅଭିଯାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri