ଖେଳ

ଜିମ୍ବାଓ୍ବେ କ୍ରିକେଟ ବୋର୍ଡ ବାସନ୍ଦ

ହାରରେ,୨୨।୬(ଏପି): ଦୁର୍ନୀତି ଅଭିଯୋଗ ଆସିବା ପରେ ଦେଶରେ କ୍ରୀଡ଼ା ପରିଚାଳନା କରୁଥିବା ସରକାରୀ ସଂସ୍ଥା ପକ୍ଷରୁ ଜିମ୍ବାଓ୍ବେ କ୍ରିକେଟ୍‌ (ଜେଡ୍‌ସି) ବୋର୍ଡକୁ ବାସନ୍ଦ କରାଯାଇଛି। ସ୍ପୋଟର୍‌ସ ଓ ରିକ୍ରିଏଶନ କମିଶନ (ଏସ୍‌ଆରସି)ର ନିର୍ଦ୍ଦେଶକୁ ଅବହେଳା କରିଥିବାରୁ ଜେଡ୍‌ସିକୁ ଏଭଳି ସ୍ଥିତିର...

ସ୍ବତନ୍ତ୍ର କ୍ଲବରେ ମାଲିଙ୍ଗା

ଲିଡ୍ସ,୨୧।୬: ଶ୍ରୀଲଙ୍କାର ଅଭିଜ୍ଞ ପେସର ଲସିଥ ମାଲିଙ୍ଗା ଏକ ସ୍ବତନ୍ତ୍ର କ୍ଲବରେ ସ୍ଥାନ ପାଇଛନ୍ତି। ଏଠାରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ୪ ଉଇକେଟ ନେଇ ବିଶ୍ୱକପ୍‌ ଇତିହାସରେ ୫୦ ଉଇକେଟ ପୂରଣ କରିଛନ୍ତି। ସେ ବିଶ୍ୱର ୪ର୍ଥ...

ପ୍ରଥମେ ବ୍ୟାଟିଂ କରିବ ଭାରତ

ସାଉଥାମ୍ପଟନ,୨୨।୬: ଏଠାରେ ଖେଳାଯାଉଥିବା ଆଫଗାନିସ୍ତାନ ବିପକ୍ଷ ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ବଡ଼ ସ୍କୋର ଛିଡ଼ କରିବା ଉଦ୍ଦେଶ୍ୟ ରଖି ଏହି ନିଷ୍ପତ୍ତି ନେଇଥିବା ଅଧିନାୟକ ବିରାଟ କୋହଲି କହିଛନ୍ତି।...

ଓ୍ବାର୍ନରଙ୍କ ରେକର୍ଡ

ନଟିଂହାମ, ୨୨।୬- ଆଇସିସି ବିଶ୍ୱକପ୍‌ରେ ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୪୮ ରନରେ ବାଂଲାଦେଶକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଓପନର ବ୍ୟାଟ୍ସମ୍ୟାନ ଡେଭିଡ୍‌ ଓ୍ବାର୍ନର ୧୪୭ ବଲରୁ ୧୬୬ ରନର ମାରାଥନ ଇନିଂସ ଖେଳି ଅଷ୍ଟ୍ରେଲିଆ ବିଜୟରେ ପ୍ରମୁଖ...

ଅମିତ୍‌, ବ୍ରଜ ଭୂଷଣ ଓସ୍‌ଜା ପୁରସ୍କାର ପାଇଁ ମନୋନୀତ

ଭୁବନେଶ୍ୱର, ୨୨।୬ (ସ୍ପୋଟର୍‌ସ ବ୍ୟୁରୋ)- ପ୍ରତିବର୍ଷ ଭଳି ୨୦୧୮ ବର୍ଷ ଲାଗି କ୍ରୀଡ଼ାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ରାଜ୍ୟର ଦୁଇ କ୍ରୀଡ଼ାବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧିତ କରିବା ଲାଗି ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଉଦୀୟମାନ...

ରାହୁଲଙ୍କୁ ସମସ୍ୟା କରିବନି ନୂଆ ବଲ୍‌

ମୁମ୍ବାଇ, ୨୨ା୬ (ପି.ଟି.)-ଚଳିତ ବିଶ୍ୱକପ୍‌ରେ ନୂଆ ବଲ୍‌କୁ ସାମ୍ନା କରିବା କେ.ଏଲ୍‌. ରାହୁଲଙ୍କ ପାଇଁ କୌଣସି ସମସ୍ୟା ସୃଷ୍ଟି କରିବ ନାହିଁ। ଓ୍ବେଷ୍ଟଇଣ୍ଡିଜ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ଏକଥା କହିଛନ୍ତି। ଜଣେ ଡାହାଣହାତୀ ବ୍ୟାଟ୍ସମ୍ୟାନ ରୂପେ ତାଙ୍କ ଟେକ୍‌ନିକ୍‌...

କ୍ୟୁ ସ୍ପୋଟର୍‌ସରେ ଆଡଭାନୀଙ୍କୁ ସମ୍ପୂର୍ଣ୍ଣ କ୍ୟାରିୟର ଗ୍ରାଣ୍ଡସ୍ଲାମ୍‌

ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଭାରତର ଅଗ୍ରଣୀ କ୍ୟୁଇଷ୍ଟ ପଙ୍କଜ ଆଡଭାନୀ ଶୁକ୍ରବାର ୩୫ତମ ପୁରୁଷ ଏସିଆନ ସ୍ନୁକର ଚାମ୍ପିୟନଶିପ୍‌ ଜିତିଛନ୍ତି। ଏଥିସହିତ ସେ ଏକ କ୍ୟାରିୟର ଗ୍ରାଣ୍ଡସ୍ଲାମ ଶେଷ କରିଛନ୍ତି। ଆଡଭାନୀ ଏସିବିଏସ ଏସିଆନ ସ୍ନୁକର ଇଭେଣ୍ଟ୍ସ-୬-ରେଡ୍‌ (ଶର୍ଟ ଫର୍ମାଟ) ଏବଂ...

ଓ୍ବେଷ୍ଟଇଣ୍ଡିଜ ଲାଗି କର ବା ମର ସ୍ଥିତି

ମାଞ୍ଚେଷ୍ଟର,୨୨।୬(ପି.ଟି.)- ବିଶ୍ୱକପରେ ଶନିବାର ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଟୁର୍ନାମେଣ୍ଟର ଏହି ୨୯ତମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଫେଭରାଇଟ ବିବେଚିତ ହେଉଛି। ଅନ୍ୟପଟେ ଏହି ମ୍ୟାଚ୍‌ ଓ୍ବେଷ୍ଟଇଣ୍ଡିଜ ପାଇଁ କର ବା ମର ପରିସ୍ଥିତି...

ଆଇସିସି ବିଶ୍ୱକପ୍‌ : ଭାରତ- ଆଫଗାନିସ୍ତାନ ମୁକାବିଲା

ସାଉଥାମ୍ପଟନ,୨୨।୬(ପି.ଟି.)- ଚଳିତ ବିଶ୍ୱକପ୍‌ର ଅନ୍ୟତମ ଫେଭରାଇଟ ଦଳ ଭାରତ ଟୁର୍ନାମେଣ୍ଟର ୨୮ତମ ମ୍ୟାଚ୍‌ରେ ଶନିବାର ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ଭେଟିବ। ସ୍ଥାନୀୟ ରୋଜ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଏକତରଫା ହେବ ବୋଲି ଆଶା କରାଯାଉଛି। ତେବେ...

ଇଂଲଣ୍ଡକୁ ହରାଇଲା ଶ୍ରୀଲଙ୍କା

ଲିଡ୍ସ,୨୨।୬ (ପି.ଟି.)- ଚଳିତ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏକ ବଡ଼ ବିପର୍ଯ୍ୟୟ ଘଟାଇଛି। ସ୍ଥାନୀୟ ହେଡିଂଲି ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ବିଶ୍ୱକପ୍‌ର ୨୭ତମ ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ରନରେ ଇଂଲଣ୍ଡକୁ ହରାଇଛି। ଏଥିସହିତ ଇଂଲଣ୍ଡ ଟୁର୍ନାମେଣ୍ଟରେ ତା’ର ଦ୍ୱିତୀୟ ପରାଜୟ ବରଣ କରିଛି।...

ଇଂଲଣ୍ଡ ଦଳକୁ ଫେରିବା ନେଇ ରୟ ଆଶାବାଦୀ

ଲିଡ୍ସ, ୨୧।୬ (ଏଏଫ୍‌ପି)-ଆଘାତପ୍ରାପ୍ତ ଖେଳାଳି ଜାସନ ରୟ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ ବେଳକୁ ଇଂଲଣ୍ଡ କ୍ରିକେଟ ଦଳକୁ ଫେରିବା ନେଇ ଆଶାବାଦୀ ଅଛନ୍ତି। ଚଳିତ ଆଇସିସି ବିଶ୍ୱକପ୍‌ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ବିଜୟ ମ୍ୟାଚରେ ଫିଲ୍ଡିଂ କରୁଥିବାବେଳେ ଏହି ଡାଇନାମିକ୍‌ ଓପନର...

ଏସିଆନ ଜିମ୍ନାଷ୍ଟିକ୍ସରେ ପ୍ରଣତିଙ୍କୁ ବ୍ରୋଞ୍ଜ

ନୂଆଦିଲ୍ଲୀ,୨୧।୬ (ପି.ଟି.)-ମଙ୍ଗୋଲିଆର ଉଲାନବାତାରଠାରେ ଚାଲିଥିବା ଏସିଆନ ସିନିୟର ଆର୍ଟିଷ୍ଟିକ୍‌ ଜିମ୍ନାଷ୍ଟିକ୍ସ ଚାମ୍ପିୟନଶିପ୍‌ ଭଲ୍ଟ ଇଭେଣ୍ଟରେ ଶୁକ୍ରବାର ଭାରତୀୟ ମହିଳା ଜିମ୍ନାଷ୍ଟ ପ୍ରଣତି ନାୟକ ଏକ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ବେଙ୍ଗଲର ଏହି ୨୩ ବର୍ଷୀୟା ୬ଷ୍ଠ ସ୍ଥାନ ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri