ଖେଳ

ସ୍ବାଭାବିକ ଖେଳିବାକୁ ଡୁ ପ୍ଲେସିଙ୍କ ପରାମର୍ଶ

ଦୁବାଇ, ୨୦ା୫ (ପି.ଟି.)-ମେ ୩୦ ତାରିଖରୁ ଇଂଲଣ୍ଡରେ ଆରମ୍ଭ ହେବାକୁଥିବା ଆଇସିସି ବିଶ୍ୱକପ୍‌ରେ ସ୍ବାଭାବିକ ଖେଳିବା ଲାଗି ଦଳର ଖେଳାଳିମାନଙ୍କୁ ପରାମର୍ଶ ଦେଇଛନ୍ତି ଦକ୍ଷିଣ ଆଫ୍ରିକା କ୍ରିକେଟ ଅଧିନାୟକ ଫାଫ୍‌ ଡୁ ପ୍ଲେସି। ପୂର୍ବ ବିଫଳତାକୁ ଭୁଲିଯିବାକୁ ହେବ। ସୁପରମ୍ୟାନ...

ରିୟଲ ମାଡ୍ରିଡ୍‌ ସହ ରହିବେ କ୍ରୁଜ୍‌

ମାଡ୍ରିଡ୍‌,୨୦।୫(ଏଏଫ୍‌ପି)- ଜର୍ମାନୀ ଅନ୍ତର୍ଜାତୀୟ ଫୁଟ୍‌ବଲ ଷ୍ଟାର ଟୋନି କ୍ରୁଜ୍‌ ରିୟଲ ମାଡ୍ରିଡ୍‌ କ୍ଲବ ସହ ହୋଇଥିବା ଚୁକ୍ତିର ସମୟସୀମାରେ ବୃଦ୍ଧି କରିଛନ୍ତି। ଫଳରେ ସେ ୨୦୨୩ ପର୍ଯ୍ୟନ୍ତ ସ୍ପାନିଶ କ୍ଲବ ପାଇଁ ଖେଳିବା ନେଇ ସ୍ପଷ୍ଟ ହୋଇଛି। ୨୯ ବର୍ଷୀୟ...

ପାକିସ୍ତାନ ବିଶ୍ୱକପ୍‌ ଦଳରେ ଅମିର, ଓ୍ବାହବ

ଇସ୍‌ଲାମବାଦ,୨୦।୫- ଇଂଲଣ୍ଡରେ ଖେଳାଯିବାକୁ ଥିବା ଆଇସିସି ବିଶ୍ୱକପ୍‌ ଲାଗି ପିସିବି ୧୫ ଜଣିଆ ପାକିସ୍ତାନ ଦଳ ଘୋଷଣା କରିଛି। ଏହି ଦଳରେ ମହମ୍ମଦ ଅମିର, ଓ୍ବାହବ ରିଆଜ ଓ ଅସିଫ ଅଲି ସ୍ଥାନ ପାଇଛନ୍ତି। ତିନିଜଣ ଖେଳାଳି ସମ୍ଭାବ୍ୟ ଦଳରେ...

ଭାରତୀୟ ମହିଳା ହକି ଦଳର ବିଜୟ ଅଭିଯାନ

ଜିନଚେଓନ,୨୦।୫- ଭାରତୀୟ ମହିଳା ହକି ଦଳ ଆୟୋଜକ ଦକ୍ଷିଣ କୋରିଆକୁ ୨-୧ ଗୋଲରେ ହରାଇ ବିଜୟରୁ ଅଭିଯାନ ଆରମ୍ଭ କରିଛି। ବିଜୟୀ ଦଳ ଲାଗି ଯୁବା ଷ୍ଟ୍ରାଇକର ଲାଲରେସିଆମି (୨୦ତମ ମିନିଟ୍‌) ଓ ନବନୀତ କୌର (୪୦ତମ) ଗୋଟିଏ ଲେଖାଏ...

ବିଶ୍ୱକପ୍‌ ପୂର୍ବରୁ ଜିମରେ ଝାଳ ବୁହାଇଲେ ହାର୍ଦ୍ଧିକ

ମୁମ୍ବାଇ, ୨୦।୫: ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଧିକ ପାଣ୍ଡ୍ୟା ଆଇପିଏଲରେ ସଫଳ ହେବା ପରେ ଏବେ ବିଶ୍ୱକପ୍‌ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି। ଏଥିପାଇଁ ଜିମ୍‌ରେ ଘଣ୍ଟା ଘଣ୍ଟା ଝାଳ ବୁହାଉଛନ୍ତି। ଶରୀରକୁ ଫିଟ୍‌ ରଖିବା ପାଇଁ ଜିମରେ...

ଯୁବିଙ୍କୁ ବ୍ୟାଟିଂ ଶିଖାଇଥିଲେ ସିଦ୍ଧୁ

ବିଶ୍ୱ କ୍ରିକେଟରେ ଯୁବରାଜ ସିଂ (ଯୁବି) ଜଣେ ଲୋକପ୍ରିୟ ଖେଳାଳି। ପୂର୍ବତନ କ୍ରିକେଟର ଯୁଗରାଜ ସିଂଙ୍କ ପୁଅ ଯୁବିଙ୍କୁ ନଭଜୋତ ସିଂ ସିଦ୍ଧୁଙ୍କ ଘରକୁ ବ୍ୟାଟିଂ ଅଭ୍ୟାସ ପାଇଁ ପଠାଉଥିଲେ। ସେତେବେଳେ ସିଦ୍ଧୁ ଭାରତୀୟ ଦଳର ସଦସ୍ୟ ଥିଲେ। ଅଭ୍ୟାସ...

ବିଶ୍ୱକପ୍‌ ପରେ ଆଫଗାନିସ୍ତାନ କୋଚ୍‌ ପଦ ଛାଡ଼ିବେ ସିମନ୍ସ

ନୂଆଦିଲ୍ଲୀ,୨୦।୫(ପି.ଟି.)-ପୂର୍ବତନ ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଫିଲ ସିମନ୍ସ ଆଗାମୀ ବିଶ୍ୱକପ୍‌ ପରେ ଆଫଗାନିସ୍ତାନ କୋଚ୍‌ ପଦ ତ୍ୟାଗ କରିବେ। ୨୦୧୭ ଡିସେମ୍ବରରେ ସେ ଦାୟିତ୍ୱ ଗ୍ରହଣ କରିଥିଲେ। କୋଚ୍‌ ଭାବେ ନିଯୁକ୍ତ ହେବା ପରେ ଆଫଗାନିସ୍ତାନକୁ ସେ ବିଶ୍ୱକପ୍‌ରେ ପହଞ୍ଚାଇବାକୁ ଯେଉଁ...

କର୍କଟରେ ପ୍ରାଣ ହରାଇଲେ ପାକିସ୍ତାନ କ୍ରିକେଟରଙ୍କ ଝିଅ

ଲଣ୍ଡନ,୨୦।୫- କର୍କଟ ରୋଗରେ ପୀଡ଼ିତ ପାକିସ୍ତାନ ବ୍ୟାଟ୍ସମ୍ୟାନ ଅସିଫ ଅଲିଙ୍କ ଦୁଇ ବର୍ଷୀୟା ଝିଅ ନୁର୍‌ ଫତିମା ସ୍ଥାନୀୟ ମେଡିକାଲରେ ପ୍ରାଣ ହରାଇଛନ୍ତି। ଅସିଫ ଖେଳୁଥିବା ଆଇଏସ୍‌ଏଲ୍‌ ଇସ୍‌ଲାମବାଦ୍‌ ୟୁନାଇଟେଡ୍‌ ଫ୍ରାଞ୍ଚାଇଜ ପକ୍ଷରୁ ରବିବାର ବିଳମ୍ବିତ ରାତିରେ ଏ ନେଇ...

ପାକିସ୍ତାନ ଲଗାତର ୧୦ଟି ମ୍ୟାଚ୍‌ ହାରିଲା, ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ମଜାକ୍‌ ଉଡ଼ାଇଲେ ଦର୍ଶକେ

ଇସଲମାବାଦ, ୨୦।୫: ଗତ ୧୦ଟି ମ୍ୟାଚରେ ପାକିସ୍ତାନର ଲଜ୍ଜାଜନକ ପରାଜୟ ପରେ ଦର୍ଶକ ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ମଜାକ ଉଡାଉଥିବା ଦେଖାଯାଇଛି। ଦ୍ୱିତୀୟଥର ପାଇଁ ପାକିସ୍ଥାନକୁ ଏଭଳି ଅବସ୍ଥା ଭୋଗିବାକୁ ପଡିଛି। ୧୯୮୮ରେ ଇମ୍ରାନ ଖାନ୍‌ ପାକିସ୍ତାନ...

ବିବାହ ବନ୍ଧନରେ ବାନ୍ଧିହେଲେ ଏହି ଭାରତୀୟ କ୍ରିକେଟର

ହାଇଦ୍ରାବାଦ, ୨୦।୫: ଭାରତୀୟ କ୍ରିକେଟର ହନୁମା ବିହାରୀ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଫେଶନ୍‌ ଡଜାଇନର୍‌ ପ୍ରୀତି ରାଙ୍କୁ ନିଜ ଜୀବନ ସାଥୀ ଭାବେ ବାଛିଛନ୍ତି ହନୁମା। ଏହି ବିବାହ ତେଲେଙ୍ଗାନାର ହମନକୋଣ୍ଡାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୧୫୦୦ ଉର୍ଦ୍ଧ୍ୱ...

ଡାକ୍ତରଖାନାରେ ମୃତ୍ୟୁସହ ସଂଗ୍ରାମ କରୁଥିଲେ ଝିଅ, ଏପଟେ ପଡିଆରେ କ୍ରିକେଟ ଖେଳିବାକୁ ଓହ୍ଲାଇଲେ ପିତା

ଲଣ୍ଡନ, ୨୦।୫: ଡାକ୍ତରଖାନାରେ ୨ବର୍ଷର ଝିଅ ମୃତ୍ୟୁ ସହ ସଂଗ୍ରାମ କରୁଥିଲାବେଳେ ଏପଟେ ବ୍ୟାଟ ଧରି ପଡିଆକୁ ଓହ୍ଲାଇ ଖେଳୁଆଡ ମନୋଭାବର ପରିଚୟ ଦେଇଛନ୍ତି ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ଆସିଫ୍‌ ଅଲ୍ଲୀ। ଆସିଫଙ୍କ ଦୁଇବର୍ଷର ଝିଅ ତୁର୍‌ ଫାତିମା କ୍ୟାନସରରେ ପୀଡିତ...

ସିରିଜ୍‌ ପୋଛିଲା ଇଂଲଣ୍ଡ

ଲିଡ୍ସ,୨୦।୫- ଏଠାରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ୫ମ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଇଂଲଣ୍ଡ ୫୪ ରନ୍‌ରେ ବିଜୟ ହାସଲ କରିଛି। ଏଥିସହ ଇଂଲଣ୍ଡ ଏକମାତ୍ର ଟି୨୦ ପରେ ଦିନିକିଆ ସିରିଜ୍‌କୁ ୪-୦ ବ୍ୟବଧାନରେ ପୋଛିନେଇଛି। ସିରିଜ୍‌ର ପ୍ରଥମ ଦିନିକିଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri