ଖେଳ

ଜାତୀୟ ଜୁନିୟର ହକି କ୍ୟାମ୍ପ୍‌ ପାଇଁ ଓଡ଼ିଶାରୁ ୫

ନୂଆଦିଲ୍ଲୀ, ୧୨।୫(ପି.ଟି.)- ବେଙ୍ଗାଲୁରୁଠାରେ ସୋମବାରଠାରୁ ଆରମ୍ଭ ହେବାକୁ ଥିବା ଜାତୀୟ ଜୁନିୟର ପୁରୁଷ ହକି କୋଚିଂ କ୍ୟାମ୍ପ୍‌ ଲାଗି ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ୩୩ ଜଣିଆ ଦଳ ଘୋଷଣା କରାଯାଇଛି। ଏହି ଦଳରେ ଓଡ଼ିଶାରୁ ୫ ଜଣ ଖେଳାଳି...

ଧୋନୀଙ୍କ ଛକାରେ ଝୁମିଉଠିଲେ ପତ୍ନୀ ସାକ୍ଷୀ

ଚେନ୍ନାଇ,୨।୫: ଧୋନୀଙ୍କ ଛକାରେ ଝୁମିଉଠିଲେ ପତ୍ନୀ ସାକ୍ଷୀ। ସାକ୍ଷୀଙ୍କ ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଦ୍ୱାଦଶ ସଂସ୍କରଣ ଚାଲିଛି। ଏହି ପରିପ୍ରେକ୍ଷୀରେ ବୁଧବାର ଚେନ୍ନାଇ ସୁପର କିଙ୍ଗସ୍‌ର ନିଜ ଘର...

୨୦୧୮-୧୯ ଘରୋଇ ସେସନ: ୬,୪୭୧ଜଣ ଖେଳିଲେ ୨,୦୦୦ ମ୍ୟାଚ୍‌

ନୂଆଦିଲ୍ଲୀ,୧ା୫ (ପି.ଟି.)- ୨୦୧୮-୧୯ ଭାରତୀୟ ଘରୋଇ କ୍ରିକେଟ ସେସନ ଐତିହାସିକ ଥିଲା। ଏଥିରେ ମୋଟ ୨,୦୦୦ରୁ ଉର୍ଦ୍ଧ୍ୱ ମ୍ୟାଚ୍‌ ଖେଳାଯାଇଥିଲା। ୨୩ ବର୍ଷରୁ କମ୍‌ ମହିଳା ଚ୍ୟାଲେଞ୍ଜର ଟ୍ରଫି ଫାଇନାଲ ସହ ଏହି ଘରୋଇ ସେସନର ସମାପ୍ତି ଘଟିଥିଲା। ତେବେ...

ଫକନର ସମଲିଙ୍ଗୀ ନୁହଁନ୍ତି

ମେଲବୋର୍ନ, ୧ା୫ (ପି.ଟି.)-ଅଷ୍ଟ୍ରେଲିଆନ ଅଲରାଉଣ୍ଡର ଜେମ୍ସ ଫକନର ସମଲିଙ୍ଗୀ ନୁହଁନ୍ତି। ମଙ୍ଗଳବାର ଏ ବିଷୟରେ ସେ ସଫେଇ ଦେଇଛନ୍ତି।  ସୋମବାର ଫକ୍‌ନର ତାଙ୍କ ୨୯ତମ ଜନ୍ମ ଦିବସ ପାଳନ କରିଥିଲେ। ଏହି ଅବସରରେ ସୋସିଆଲ ମିଡିଆରେ  ସେ ଓ ତାଙ୍କ...

ଅର୍ଜୁନ ପୁରସ୍କାର ପାଇଁ ଦୂତୀ ଚାନ୍ଦଙ୍କ ନାମ ସୁପାରିସ

ନୂଆଦିଲ୍ଲୀ, ୧ା୫ (ପି.ଟି.)-ଆଥ୍‌ଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ  (ଏଏଫ୍‌ଆଇ) ତରଫରୁ ମଙ୍ଗଳବାର ସମ୍ମାନଜନକ ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ପାଇଁ ଷ୍ଟାର ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରାଙ୍କ ନାମ ସୁପାରିସ କରାଯାଇଛି। ସେହିପରି ଅର୍ଜୁନ ପୁରସ୍କାର ଟ୍ରାକ୍‌ ଆଣ୍ଡ୍‌ ଫିଲ୍ଡର...

ଚିନ୍ନାସ୍ବାମୀରେ ବର୍ଷାର ଖେଳ

ବେଙ୍ଗାଲୁରୁ, ୧ା୫ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ମଙ୍ଗଳବାର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚ ବର୍ଷାଯୋଗୁ ଅଧାରୁ ବାତିଲ ହୋଇଛି। ଫଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଓ ରାଜସ୍ଥାନ ରୟାଲ୍ସ ପଏଣ୍ଟ ଭାଗ କରିଛନ୍ତି। ଦୀର୍ଘ ସମୟଧରି ବର୍ଷା ଲାଗି ରହିବାରୁ...

୧୦ ଦିନ ପାଇଁ ସୋଏବ ଘରକୁ ଫେରିଲେ

ଲାହୋର,୩୦।୪(ପି.ଟି.)- ପାକିସ୍ତାନ ଅଭିଜ୍ଞ ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ସୋଏବ ମଲିକ ୧୦ ଦିନ ପାଇଁ ଇଂଲଣ୍ଡ ଗସ୍ତରୁ ସ୍ବଦେଶ ଫେରିଛନ୍ତି । ତେବେ ବ୍ୟକ୍ତିଗତ କାରଣରୁ ସେ ଏପରି ନିଷ୍ପତ୍ତି ନେଇଛନ୍ତି ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ତରଫରୁ...

ହାଇଦ୍ରାବାଦ ୪୫ ରନରେ ବିଜୟୀ

ହାଇଦ୍ରାବାଦ,୩୦।୪(ପି.ଟି.)- କେନ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ସନରାଇଜର୍ସ ହାଇଦ୍ରାବାଦ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୪୮ତମ ମ୍ୟାଚ୍‌ରେ ରବିଚନ୍ଦ୍ରନ ଅଶ୍ୱିନଙ୍କ କିଙ୍ଗ୍ସ ଇଲେଭେନ ପଞ୍ଜାବକୁ ୪୫ ରନରେ ପରାସ୍ତ କରିଛି। ସୋମବାର ସ୍ଥାନୀୟ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଅନୁଷ୍ଠିତ...

ହସିନ ଜାହାନ ଗିରଫ

ଲକ୍ଷ୍ନୌ, ୩୦ା୪-ଶ୍ୱଶୁର ଘରେ ଗଣ୍ଡଗୋଳ ପାଇଁ କ୍ରିକେଟର ମହମ୍ମଦ ସାମିଙ୍କଠାରୁ ଦୀର୍ଘ ଦିନ ଧରି ଅଲଗା ରହୁଥିବା ତାଙ୍କ ସ୍ତ୍ରୀ ହସିନ ଜାହାନଙ୍କୁ ପୋଲିସ ପ୍ରଥମେ ଗିରଫ କରି ପରେ ଛାଡ଼ିି ଦେଇଥିବା ଜଣାପଡ଼ିଛି। ଜାହାନ ରବିବାର ରାତିରେ ସାହାସପୁର...

ଫକନର ଜଣେ ସମଲିଙ୍ଗୀ

ସିଡ୍‌ନୀ, ୩୦ା୪ (ପି.ଟି.)-ଅଷ୍ଟ୍ରେଲୀୟ କ୍ରିକେଟର ଜେମ୍ସ ଫକ୍‌ନର ତାଙ୍କ ୨୯ତମ ଜନ୍ମ ଦିନ ଅବସରରେ ନିଜକୁ ଜଣେ ସମଲିଙ୍ଗୀ ବୋଲି ଘୋଷଣା କରିଛନ୍ତି। ତାଙ୍କର ଜଣେ ପୁରୁଷ ବନ୍ଧୁଙ୍କ ସହ ଯୌନ ସମ୍ପର୍କ ଥିବା କଥା ମଧ୍ୟ ପ୍ରକାଶ କରିଛନ୍ତି।...

ଟପ୍‌ ୨୫ରେ ସାଥିୟାଁ

ନୂଆଦିଲ୍ଲୀ, ୩୦ା୪ (ପି.ଟି.)-ଭାରତୀୟ ଟେବୁଲ ଟେନିସ (ଟିଟି) ଖେଳାଳି ଜି. ସାଥିୟଁାଙ୍କ ପ୍ରଦର୍ଶନରେ କ୍ରମେ ଉନ୍ନତି ପରିଲକ୍ଷିତ ହେଉଛି। ଫଳ ସ୍ବରୂପ ସେ ସଦସ୍ୟ ପ୍ରକାଶିତ ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକାର ଶ୍ରେଷ୍ଠ ୨୫ମଧ୍ୟରେ ସ୍ଥାନ ପାଇବାରେ ପ୍ରଥମ ଭାରତୀୟ ବିବେଚିତ...

ଏସିଆନ ରୋଡ ପାରା-ସାଇକ୍ଲିଂ: ଭାରତକୁ ୧ ରୌପ୍ୟ, ୨ ବ୍ରୋଞ୍ଜ

ନୂଆଦିଲ୍ଲୀ,୩୦।୪(ପି.ଟି.)- ଉଜ୍‌ବେକିସ୍ତାନର ତାସ୍‌କେଣ୍ଟଠାରେ ଅନୁଷ୍ଠିତ ହୋଇଥିବା ଏସିଆନ୍‌ ରୋଡ ପାରା- ସାଇକ୍ଲିଂ ଚାମ୍ପନ୍‌ଶିପ୍‌ରେ ଭାରତୀୟ ପାରାଆଥଲେଟ୍ସମାନେ ଦମ୍‌ଦାର ପ୍ରଦର୍ଶନ କରି ଗୋଟିଏ ରୌପ୍ୟ ଓ ଦୁଇଟି ବ୍ରୋଞ୍ଜ୍‌ ପଦକ ଜିତିଛନ୍ତି। ଭାରତର ଦିଭିଜ ଶାହ ତାଙ୍କ ଉନ୍ନତ ପ୍ରଦର୍ଶନ ଜାରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri