ଖେଳ

ଦିଲ୍ଲୀ ଡାଇନାମସ୍‌ର ଘରାମି ସସ୍‌ପେଣ୍ଡ

ନୂଆଦିଲ୍ଲୀ, ୨୭ା୪ (ପି.ଟି.)-ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବାରୁ ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା) ଦିଲ୍ଲୀ ଡାଇନାମସ ଖେଳାଳି ରାଣା ଘରାମିଙ୍କୁ ସାମୟିକ ସସ୍‌ପେଣ୍ଡ କରିଛି। ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ର କୌଣସି ଫୁଟବଲର ଡୋପ୍‌ ଟେଷ୍ଟରେ ଧରାପଡ଼ିବା ଏହା ପ୍ରଥମ...

ପଂଘାଲଙ୍କୁ ସ୍ବର୍ଣ୍ଣ, ମହିଳାରେ ପୂଜା ଶ୍ରେଷ୍ଠ

ବ୍ୟାଙ୍କ୍‌କ, ୨୭ା୪ (ପି.ଟି.)-ଏସିଆନ ବକ୍ସିଂ ଚାମ୍ପିୟନଶିପ୍‌ରେ ଭରତୀୟ ପ୍ରତିଯୋଗୀମାନେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ଅମିତ ପଂଘାଲ(୫୨କେଜି) ସ୍ବର୍ଣ୍ଣ ପଦକ ହାସଲ କରିଥିବାବେଳେ ପୂଜା ରାଣୀ (୮୧କେଜି) ମହିଳାଙ୍କ ମଧ୍ୟରେ ଶ୍ରେଷ୍ଠ ବିବେଚିତ ହୋଇଛନ୍ତି। ଭାରତ ଦୁଇ ସ୍ବର୍ଣ୍ଣ, ୪ ରୌପ୍ୟ...

ସାକ୍ଷୀ, ଭିନେଶଙ୍କୁ ବ୍ରୋଞ୍ଜ ପଦକ

ଜିଆନ୍‌ (ଚାଇନା), ୨୬ା୪ (ପି.ଟି.)-ଏଠାରେ ଚାଲିଥିବା ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଭାରତୀୟ ମହିଳାମାନେ ବିନା ସ୍ବର୍ଣ୍ଣରେ ସେମାନଙ୍କ ଅଭିଯାନ ଶେଷ କରିଛନ୍ତି। ରିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟିନୀ ସାକ୍ଷୀ ମଲିକ ଏବଂ ଏସିଆନ ଗେମ୍ସ ଚାମ୍ପିୟନ ଭିନେଶ ଫୋଗତଙ୍କୁ...

ସାଇନା, ସିନ୍ଧୁ, ସମୀର ପରାସ୍ତ

ଉହାନ୍‌ (ଚାଇନା), ୨୭ା୪ (ପି.ଟି.)- ବ୍ୟାଡ୍‌ମିଣ୍ଟନ ଏସିଆ ଚାମ୍ପିୟନଶିପ୍‌ରେ ଭାରତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳିମାନେ ଅଶାନୁରୂପ ପ୍ରଦର୍ଶନ କରିପାରି ନାହାନ୍ତି। ଶୁକ୍ରବାର ପି.ଭି. ସିନ୍ଧୁ ଓ ସାଇନା ନେହ୍ବାଲ କ୍ୱାର୍ଟରଫାଇନାଲରେ ପରାସ୍ତ ହୋଇଛନ୍ତି। ଫଳରେ ପ୍ରତିଯୋଗିତାରେ ଭାରତୀୟ ଅଭିଯାନ ଶେଷ ହୋଇଛି।...

ମେକ୍ସିକୋ, ୟୁଏସ୍‌ଏ, ସ୍ଲୋଭେନିଆ ସହ ଖେଳିବ ଜୁନିୟର ଫୁଟ୍‌ବଲ ଦଳ

ନୂଆଦିଲ୍ଲୀ, ୨୭ା୪ (ପି.ଟି.)-ଏଏଫ୍‌ସି ୧୬ବର୍ଷରୁ କମ୍‌ କ୍ୱାଲିଫାୟର୍ସକୁ ଦୃଷ୍ଟିରେ ରଖି ଭାରତୀୟ ଜାତୀୟ ଜୁନିୟର ଦଳ ଦକ୍ଷତା ବୃଦ୍ଧି ପାଇଁ ଇଟାଲୀ ଟୁର୍‌ରେ ଯିବ। ସେଠାରେ ଦଳ ୟୁଏସ୍‌ଏ, ମେକ୍ସିକୋ ଏବଂ ସ୍ଲୋଭେନିଆ ବିପକ୍ଷରେ ଖେଳିବ। ଜାତୀୟ ଦଳରେ ୨୦୦୪...

ବିଜୟ ସହ ଦ୍ୱିତୀୟରେ ମୁମ୍ବାଇ

ଚେନ୍ନାଇ, ୨୭।୪(ପି.ଟି.)- ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୪୪ତମ ମ୍ୟାଚ୍‌ରେ ଶୁକ୍ରବାର ଚେନ୍ନାଇ ସୁପରକିଙ୍ଗ୍ସକୁ ୪୬ ରନରେ ପରାସ୍ତ କରିଛି। ଏଥିସହିତ ମୁମ୍ବାଇ ୧୧ଟି ମ୍ୟାଚ୍‌ ଖେଳି ୭ ବିଜୟ ଓ ୪ ପରାଜୟ ସହ...

ବିଦେଶୀ ଖେଳାଳିଙ୍କ ଅନୁପସ୍ଥିତି ନେଇ ଦୁଇ ଦଳ ଚିନ୍ତିତ

ଜୟପୁର,୨୭।୪(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୪୫ତମ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଓ ସନାରଇଜର୍ସ ହାଇଦ୍ରାବାଦ ଶନିବାର ମୁହଁମୁହିଁ ହେବେ। ସ୍ଥାନୀୟ ସବାଇ ମାନସିଂ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଉଭୟ ଦଳ ପାଇଁ ବେଶ୍‌ ଗୁରୁତ୍ୱ...

ଆଡଭାନୀଙ୍କୁ ଏସିଆନ ସ୍ନୁକର ଟୁର୍‌ ଟାଇଟଲ

ବେଙ୍ଗାଲୁରୁ, ୨୬ା୪ (ପି.ଟି.)-ଇରାନର ଏହେସାନ ହେଦାରି ନେଜହାଦ୍‌ଭଙ୍କୁ ୬-୪ରେ ପରାସ୍ତ କରି ଭାରତର ଅଗ୍ରଣୀ କ୍ୟୁଇଷ୍ଟ ପଙ୍କଜ ଆଡଭାନୀ ଏଠାରେ ଉଦ୍‌ଘାଟନୀ ଏସିଆନ ସ୍ନୁକର  ଟୁର୍‌ ଟାଇଟଲ ହାସଲ କରିଛନ୍ତି। ୨୧ଥର ବିଶ୍ୱ ସ୍ନୁକର ଓ ବିଲିୟାଡର୍‌ସ ଚାମ୍ପିୟନ ଆଡଭାନୀ...

ଏସିଆନ୍‌ ବକ୍ସିଂ: ଫାଇନାଲରେ ୬ ଭାରତୀୟ

ବ୍ୟାଙ୍କକ୍‌, ୨୬।୪(ପି.ଟି.)- ଏଠାରେ ଚାଲିଥିବା ଏସିଆନ୍‌ ବକ୍ସଂ ଚାମ୍ପିୟନଶିପ୍‌ରେ ଗୁରୁବାର ୬ଜଣ ଭାରତୀୟ ବକ୍ସର ଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଏହି ଚାମ୍ପିୟନଶିପ୍‌ରେ ଭାରତ ପାଇଁ ଏହା ସର୍ବକାଳୀନ ଶ୍ରେଷ୍ଠ ପ୍ରଦର୍ଶନ ସାବ୍ୟସ୍ତ ହୋଇଛି। ୫୨ କେ.ଜି.ରେ ଅମିତ ପଙ୍ଘାଲ...

ଜାତୀୟ ମହିଳା ହକି କ୍ୟାମ୍ପ୍‌: ଫେରିଲେ ରାନୀ

ନୂଆଦିଲ୍ଲୀ, ୨୬।୪(ପି.ଟି.)- ବେଙ୍ଗାଲୁରୁଠାରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ଜାତୀୟ ମହିଳା ହକି କ୍ୟାମ୍ପ୍‌ ଲାଗି ହକି ଇଣ୍ଡିଆ ପକ୍ଷରୁ ୬୦ ଜଣିଆ ସମ୍ଭାବ୍ୟ ଖେଳାଳି ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଷ୍ଟାର୍‌ ଖେଳାଳି ତଥା ଅଧିନାୟିକା ରାନୀ...

ଚେନ୍ନାଇ-ମୁମ୍ବାଇ ରୋମାଞ୍ଚକ ମୁକାବିଲା ଆଜି

ଚେନ୍ନାଇ, ୨୬।୪(ପି.ଟି.)- ଆଇପିଏଲ୍‌ରେ ଶୁକ୍ରବାର ସନ୍ଧ୍ୟାରେ ଏକ ହାଇଭୋଲ୍‌ଟେଜ୍‌ ମ୍ୟାଚ୍‌ ଦେଖିବାକୁ ମିଳିବ। ତିନିଥର ଲେଖାଏ ଟାଇଟଲ ଜିତିଥିବା ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ ଏହି ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ସୁପର୍‌...

ଭେଲୋସିଟି ଦଳରେ ଓଡ଼ିଶାର ସୁଶ୍ରୀ ଦିବ୍ୟଦର୍ଶିନୀ

ନୂଆଦିଲ୍ଲୀ, ୨୬ା୪ (ପି.ଟି.)- ଆସନ୍ତା ମେ ୬ରୁ ୧୧ ପର୍ଯ୍ୟନ୍ତ  ଜୟୁପରସ୍ଥିତ ସଓ୍ବାଇ ମାନସିଂ ଷ୍ଟାଡିୟମରେ ମହିଳା ଟି୨୦ ଚ୍ୟାଲେଞ୍ଜ ସିରିଜ ଖେଳାଯିବ। ଏଥିରେ ଭାଗନେବାକୁ ଥିବା ତିନୋଟି ଦଳ ସୁପରନୋଭାସ, ଟ୍ରେଲ୍‌ବ୍ଲେଜର୍ସ ଏବଂ ଭେଲୋସିଟି ଦଳର ଅଧିନାୟକତ୍ୱ ଯଥାକ୍ରମେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri