ଖେଳ

ପାକିସ୍ତାନକୁ ବିଜୟର ଶୁଭେଚ୍ଛା ଜଣାଇ ଟ୍ରୋଲ ହେଲେ ସାନିଆ: ଲୋକେ କହିଲେ ୧୬କୁ କାହାକୁ କରିବ ସମର୍ଥନ

ନୂଆଦିଲ୍ଲୀ,୪।୬: ନିଜର ପ୍ରଥମ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ୍‌ଠାରୁ ହାରିବା ପରେ ପାକିସ୍ତାନ ନିଜର ଭୁଲ୍‌ ସୁଧାରିଛି। ସୋମବାର ଆଇସିସି ଓ୍ବାର୍ଲଡ କପ୍‌-୨୦୧୯ର ଦ୍ୱିତୀୟ ମ୍ୟାଚରେ ପାକିସ୍ତାନ ଦମ୍‌ଦାର ପ୍ରଦର୍ଶନ କରିଛି। ଫେଭରାଇଟ୍‌ ଦଳ ରୂପେ ଗଣାଯାଉଥିବା ଇଂଲଣ୍ଡକୁ ୧୪ ରନ୍‌ରେ ହରାଇଛି...

କାତାରରେ କ୍ଲବ ବିଶ୍ୱକପ୍

ପ୍ୟାରିସ, ୪୬(ଏଏଫ୍ପି)- ଫିଫା ବିଶ୍ୱକପ୍ର ପରବର୍ତ୍ତୀ ସଂସ୍କରଣ ୨୦୨୨ରେ କାତାରରେ ଅନୁଷ୍ଠିତ ହେବ ତେବେ ଏଥତ୍ପୂର୍ବରୁ ୨୦୧୯ ଓ ୨୦୨୦ କ୍ଲବ ବିଶ୍ୱକପ୍ କାତାରରେ ଅାୟୋଜିତ ହେବ ବୋଲି ଫୁଟ୍ବଲର ସର୍ବୋଚ୍ଚ ସଂସ୍ଥା ଫିଫା ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି...

ଆର୍ଚର, ରଏଙ୍କ ମ୍ୟାଚ୍ ଫି କଟିଲା

ନଟ୍ଟିଂହାମ, ୪୬(ପି.ଟି.)- ଆଇସିସି ଆଚରଣ ସଂହିତା ଉଲ୍ଲଂଘନ କରିଥତ୍ବା କାରଣରୁ ଦୁଇ ଇଂଲଣ୍ଡ କ୍ରିକେଟର ଜୋଫ୍ରା ଅାର୍ଚର ଓ ଜୋ ରୁଟ୍ଙ୍କୁ ଅାଥର୍ତ୍କ ଦଣ୍ଡରେ ଦଣ୍ଡିତ କରାଯାଇଛି ସୋମବାର ଏଠାରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥତ୍ବା ଅାଇସିସି ବିଶ୍ୱକପ୍ର...

ଭାରତୀୟ ଦଳର ଖବରଦାତା ସମ୍ମିଳନୀକୁ ବୟକଟ୍‌ କଲା ମିଡିଆ

ସାଉଥାମ୍ପ୍‌ଟନ୍‌, ୪।୬: କ୍ରିକେଟ ବିଶ୍ୱକପ୍‌ ଖେଳିବାକୁ ଯାଇଥିବା ଭାରତୀୟ ଦଳ ବୁଧବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବ। ଏହାପୂର୍ବରୁ ସୋମବାର ସନ୍ଧ୍ୟାରେ ଖେଳାଳିଙ୍କ ପ୍ରାକ୍ଟିସ୍‌ ସେଶନ୍‌ ଶେଷ ପରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀକୁ ଭାରତୀୟ ଦଳର...

ବିଶ୍ୱକପ୍‌ ଓପନିଂ ମ୍ୟାଚ୍‌ କେବେ ଜିତିଥିଲା ଭାରତ

ଆଇସିସି ବିଶ୍ୱକପ୍‌ରେ ଏଥର ଭାରତ ଏବଂ ଇଂଲଣ୍ଡ ଟାଇଟେଲର ପ୍ରବଳ ଦାବିଦାର ଦଳ କୁହାଯାଉଛି। ଜୁନ୍‌ ୫ ଅର୍ଥାତ୍‌ ବୁଧବାର ବିଶ୍ୱକପରେ ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବ। ଭାରତ ଏପର୍ଯ୍ୟନ୍ତ ୧୧ଟି ବିଶ୍ୱକପ୍‌ ଖେଳିସାରିଛି। ସେଥିମଧ୍ୟରୁ...

ଚତୁଃରାଷ୍ଟ୍ରୀୟ ମହିଳା ହକି: ସ୍କଟ୍‌ଲାଣ୍ଡକୁ ହରାଇଲା ଭାରତ

ଡବ୍‌ଲିନ୍‌, ୩ା୬ (ପି.ଟି.)-ଏଠାରେ ଚାଲିଥିବା ୨୧ବର୍ଷରୁ କମ୍‌ କ୍ୟାଣ୍ଟର ଫିଜରଲାଡ୍‌ ଚତୁଃରାଷ୍ଟ୍ରୀୟ ମହିଳା ହକି ପ୍ରତିଯୋଗିତାରେ ଭାରତୀୟ ମହିଳା ହକି ଦଳ ସୋମବାର ମ୍ୟାଚ୍‌ରେ ସ୍କଟଲାଣ୍ଡକୁ ୨-୧ ଗୋଲରେ ପରାସ୍ତ କରିଛି। ଫଳରେ ଦଳ ପ୍ରତିଯୋଗିତାରେ ଅପରାଜେୟ ଧାରା ବଜାୟ...

ଆଇଏଏଏଫ୍‌ ଟେଷ୍ଟୋଷ୍ଟେରୋନ ନିୟମକୁ ସସ୍‌ପେଣ୍ଡ

ଜେନେଭା, ୪ା୬ (ଏଏଫ୍‌ପି)-ସୁଇଜରଲାଣ୍ଡର ଟପ୍‌ କୋର୍ଟ ସୋମବାର ସାମୟିକ ଭାବେ ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥଲେଟିକ୍‌ ଫେଡେରେଶନ୍ସ (ଆଇଏଏଏଫ୍‌)ର ବିବାଦୀୟ ଟେଷ୍ଟୋଷ୍ଟେରୋନ ନିୟମକୁ ସସ୍‌ପେଣ୍ଡ କରିଛନ୍ତି। ଏହି ନିୟମ ଯୋଗୁ କେତୋଟି ଇଭେଣ୍ଟରେ ଅଂଶଗ୍ରହଣ କରିବା ଲାଗି ଡବଲ ଅଲିମ୍ପିକ...

ବାରବାଟୀରେ ଭାରତ-ଓ୍ବେଷ୍ଟଇଣ୍ଡିଜ ଦିନିକିଆ କ୍ରିକେଟ

ନୂଆଦିଲ୍ଲୀ,୪ା୬ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମଗ୍ର ଘରୋଇ ସିଜନ ପାଇଁ ସୋମବାର କାର୍ଯ୍ୟସୂଚୀ ଘୋଷଣା କରିଛି। ସୂଚନା ଅନୁସାରେ କଟକ ବାରବାଟୀ ଷ୍ଟାଡିୟମରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଦିନିକିଆ ଡିସେମ୍ବର ୨୨ ତାରିଖରେ ଖେଳାଯିବ। ଆସନ୍ତା ସିଜନରେ...

ଆଦିତ୍ୟ ଚାମ୍ପିୟନ, ସାର୍ଥକଙ୍କୁ ତୃତୀୟ ସ୍ଥାନ

ଭୁବନେଶ୍ୱର, ୪।୬(କ୍ରୀଡ଼ା ପ୍ରତିନିଧି)- କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ୧୨ତମ ଅନ୍ତର୍ଜାତୀୟ ଚେସ୍‌ ଫେଷ୍ଟିଭାଲର ‘ବି’ କାଟେଗୋରି ପ୍ରତିଯୋଗିତା ସୋମବାର ଶେଷ ହୋଇଛି। ୧୦ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ମୋଟ ୨୯୭ ପ୍ରତିଯୋଗୀ ଭାଗ ନେଇଥିବାବେଳେ ଗୁଜରାଟର ଆଦିତ୍ୟ ପି....

ରୁଟ୍‌, ବଟଲରଙ୍କ ଶତକ ଫିକା: ପାକିସ୍ତାନର ପ୍ରଥମ ବିଜୟ

ନଟିଂହାମ୍‌, ୪।୫-ଜୋ ରୁଟ୍‌ ଓ ଜୋସ୍‌ ବଟଲର ଦ୍ରୁତ ଶତକ ସତ୍ତ୍ୱେ ଇଂଲଣ୍ଡ ଚଳିତ ଆଇସିସି ବିଶ୍ୱକପର ସୋମବାର ଅନୁଷ୍ଠିତ ହାଇସ୍କୋରିଂ ମ୍ୟାଚରେ ପାକିସ୍ତାନଠାରୁ ୧୪ ରନରେ ପରାଜିତ ହୋଇଛି। ପାକିସ୍ତାନ ପକ୍ଷରୁ ଧାର୍ଯ୍ୟ ବିଶାଳ ୩୪୯ ରନ ବିଜୟ...

ଏମ୍‌ଏସ୍‌ ଧୋନୀ କ୍ରିକେଟ କ୍ଲିନିକ୍‌ ଆରମ୍ଭ: ଭାଗନେଲେ ୮୦ ପ୍ରତିଯୋଗୀ

ଭୁବନେଶ୍ୱର, ୪।୬(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ସି.ଭି. ରମଣ ଇଞ୍ଜିନିୟରିଂ କ୍ରିକେଟ ଗ୍ରାଉଣ୍ଡରେ ସୋମବାରଠାରୁ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ ଏକାଡେମୀ ଆରମ୍ଭ ହୋଇଛି। ସକାଳ ୯.୩୦ରୁ ଆରମ୍ଭ ହୋଇଥିବା ଏହି କ୍ରିକେଟ କ୍ଲିନିକ୍‌ରେ ରାଜ୍ୟର ବିଭିନ୍ନ ଜିଲାରୁ ୮୦ ପ୍ରତିଯୋଗୀ...

ଭାରତ-ଏ’ର ସିରିଜ କ୍ଲିନ୍‌ସୁଇପ୍‌

ବେଙ୍ଗାଲୁରୁ, ୩।୬- ହୁବ୍‌ଲୀସ୍ଥିତ ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ୨ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ-ଏ ୧୫୨ ରନରେ ଭ୍ରମଣକାରୀ ଶ୍ରୀଲଙ୍କା-ଏ’କୁ ପରାସ୍ତ କରିଛି। ଏଥିସହ ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ ଭାରତ-ଏ ଦୁଇ ମ୍ୟାଚ୍‌ବିଶିଷ୍ଟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌କୁ ୨-୦ରେ କ୍ଲିନ୍‌ସୁଇପ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri