ଖେଳ

ନେମାର ଆହତ

ରିଓ ଡି ଜେନେରିଓ, ୨୯ା୫- ବ୍ରାଜିଲ ଷ୍ଟାର ଖେଳାଳି ଜୁନିୟର ନେମାର ଆହତ ହୋଇଛନ୍ତି। କୋପା ଆମେରିକା ଟୁର୍ନାମେଣ୍ଟ ଲାଗି ବ୍ରାଜିଲ ଦଳର ପ୍ରଥମ ଅଭ୍ୟାସ ସେସନ ବେଳେ ତାଙ୍କ ଆଣ୍ଠୁରେ ଆଘାତ ଲାଗିଛି। ୨୭ ବର୍ଷୀୟ ଖେଳାଳି ଯନ୍ତ୍ରଣା...

ଦୂର ହେଲା ଭାରତୀୟ ଦଳର ବ୍ୟାଟିଂ ଅର୍ଡର ସମସ୍ୟା

କାର୍ଡିଫ,୨୯ା୫- ଦୀର୍ଘ ଦିନ ହେଲା ଭାରତୀୟ ଦଳର ବ୍ୟାଟିଂ ଅର୍ଡରର ୪ର୍ଥ ସ୍ଥାନରେ କେଉଁ ବ୍ୟାଟ୍ସମ୍ୟାନ ଖେଳିବା ନେଇ ଚାଲିଥିବା ସମସ୍ୟା ଦୂର ହୋଇଛି। ଏଠାରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଲୋକେଶ ରାହୁଲ ଶତକୀୟ ଇନିଂସ ଖେଳି...

କାର୍ଲୋଭିକ୍‌ ବୟୋଜ୍ୟେଷ୍ଠ ଖେଳାଳି

ପ୍ୟାରିସ,୨୯ା୫- କ୍ରୋଏସିଆର ଇଭୋ କାର୍ଲୋଭିକ୍‌ ଗ୍ରାଣ୍ଡସ୍ଲାମ ଫ୍ରେଞ୍ଚ ଓପନ ଟୁର୍ନାମେଣ୍ଟରେ ବୟୋଜ୍ୟେଷ୍ଠ ଖେଳାଳି ଭାବେ ବିଜୟ ହାସଲ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ମଙ୍ଗଳବାର ଖେଳାଯାଇଥିବା ପ୍ରଥମ ରାଉଣ୍ଡ ମ୍ୟାଚ୍‌ରେ ସେ ସ୍ପେନର ଫେଲିସିଆନୋ ଲୋପେଜଙ୍କୁ ପରାସ୍ତ କରି ଏହି...

ବ୍ୟାଟିଂ ବେଳେ ଫିଲ୍ଡ ସେଟ୍‌ କଲେ ଧୋନୀ

କାର୍ଡିଫ,୨୯ା୫- କ୍ରିକେଟରେ ଏମିତି କିଛି ନାହିଁ, ଯାହା ମହେନ୍ଦ୍ର ସିଂ ଧୋନୀ କରିପାରିବେ ନାହିଁ। ଭେଟେରାନ ଭାରତୀୟ କ୍ରିକେଟର ବିଶ୍ୱର ଶ୍ରେଷ୍ଠ ଉଇକେଟକିପର ନିଜର ଫିନିଶିଂ ଦକ୍ଷତା ଓ ନେତୃତ୍ୱ ଶ୍ରେଳୀ ପାଇଁ ବିଶ୍ୱରେ ପରିଚିତ। ପୂର୍ବତନ ଅଧିନାୟକ ଏଠାରେ...

ବୋପ୍ପାନା-କୋପିଲ ଯୋଡ଼ି ବିଜୟୀ

ପ୍ୟାରିସ, ୨୯ା୫ (ପି.ଟି.)- ଭାରତର ରୋହନ ବୋପାନ୍ନା ଏବଂ ତାଙ୍କ ରୋମାନିଆନ ପାର୍ଟନର ମାରିଅସ୍‌ କୋପିଲ ଫ୍ରେଞ୍ଚ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ପ୍ରଥମ ରାଉଣ୍ଡରେ ବିଜୟ ଲାଭ କରିଛନ୍ତି। ମଙ୍ଗଳବାର ଏହି ଅଣସିଡ୍‌ ଯୋଡ଼ି ୬ଷ୍ଠ ସିଡ୍‌ ଦକ୍ଷିଣ...

ଜେଭ୍‌ରେଭ୍‌ଙ୍କ ସଂଘର୍ଷପୂର୍ଣ୍ଣ ବିଜୟ

ପ୍ୟାରିସ, ୨୯ା୫ (ଏଏଫ୍‌ପି)- ଫ୍ରେଞ୍ଚ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ୫ମ ସିଡ୍‌ ତଥା ଜର୍ମାନ ଖେଳାଳି ଆଲେକ୍‌ଜାଣ୍ଡର ଜେଭ୍‌ରେଭ୍‌ ସଂଘର୍ଷପୂର୍ଣ୍ଣ ବିଜୟ ସହ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ଏକ ପୁରୁଷ ସିଙ୍ଗଲ୍ସ ପ୍ରଥମ ରାଉଣ୍ଡ...

ବେସ୍‌ କ୍ୟାମ୍ପରେ ପହଞ୍ଚିଲା କଳ୍ପନାଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର, ୨୯ା୫(ସ୍ପୋଟର୍‌ସ ବ୍ୟୁରୋ)- ଏଭରେଷ୍ଟ ଶୃଙ୍ଗରେ ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀରର ସନ୍ଧାନ ଓ ଉଦ୍ଧାରକାର୍ଯ୍ୟରେ ଶେର୍ପା ଦଳ ସକ୍ଷମ ହୋଇଛନ୍ତି। ସେମାନେ ମଙ୍ଗଳବାର ମରଶରୀରକୁ ବେସ୍‌ କ୍ୟାମ୍ପ-୪କୁ ଆଣିଛନ୍ତି। ଲୁକ୍‌ଲାସ୍ଥିତ ବେସ୍‌ କ୍ୟାମ୍ପରେ ଆବଶ୍ୟକ ଔପଚାରିକତା ପରେ ବୁଧବାର...

କିଟ୍‌ ଇଣ୍ଟରନ୍ୟାଶନାଲ ଚେସ୍‌ ଫେଷ୍ଟିଭାଲ ୩୧ରୁ: ଦେବାଶିଷ ଭାରତୀୟ ଚ୍ୟାଲେଞ୍ଜର ନେତୃତ୍ୱ ନେବେ

ଭୁବନେଶ୍ୱର, ୨୯।୫(କ୍ରୀଡ଼ା ପ୍ରତିନିଧି)- କିଟ୍‌ ଇଣ୍ଟରନ୍ୟାଶନାଲ ଚେସ୍‌ ଫେଷ୍ଟିଭାଲର ଦ୍ୱାଦଶ ସଂସ୍କରଣ ଚଳିତମାସ ୩୧ ତାରିଖରୁ ଆରମ୍ଭ ହେବ। କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଏହା ଜୁନ ୭ ପର୍ଯ୍ୟନ୍ତ ଚାଲିବ। ଭେନେଜୁଏଲା ଗ୍ରାଣ୍ଡମାଷ୍ଟର ଇଟୁରିଜାଗା ବୋନେଲି ଏଡୁଆର୍ଡୋ (୨୬୩୭ ଏଲୋ...

ଓ୍ବାର୍ମ- ଅପ୍‌: ଓ୍ବେଷ୍ଟଇଣ୍ଡିଜ୍‌ର ବୃହତ୍‌ ବିଜୟ

ବ୍ରିଷ୍ଟଲ,୨୯।୫(ଏଏଫ୍‌ପି)- ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ମଙ୍ଗଳବାର ଅନୁଷ୍ଠିତ ବିଶ୍ୱକପ୍‌ର ଅନ୍ୟ ଏକ ହାଇସ୍କୋରିଂ ଅଭ୍ୟାସ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୯୧ ରନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଓ୍ବେଷ୍ଟଇଣ୍ଡିଜ୍‌ ସାଇ ହୋପ୍‌ଙ୍କ ୧୦୧ରନର ଶତକୀୟ...

ରାହୁଲ, ଧୋନୀଙ୍କ ଶତକ: ବିଜୟ ସହ ଭାରତ ଓ୍ବାର୍ମଅପ୍‌

କାର୍ଡିଫ, ୨୯।୫- ଲୋକେଶ ରାହୁଲ ଓ ମହେନ୍ଦ୍ର ସିଂ ଧୋନୀଙ୍କ ଶତକ ପରେ ବୋଲରମାନଙ୍କ ଭଲ ପ୍ରଦର୍ଶନ ବଳରେ ଭାରତ ୯୫ ରନରେ ବାଂଲାଦେଶକୁ ହରାଇ ବିଶ୍ୱକପ ପାଇଁ ଓ୍ବାର୍ମଅପ୍‌ ହୋଇଛି। ମଙ୍ଗଳବାର ଅନୁଷ୍ଠିତ ଓ୍ବାର୍ମଅପ୍‌ ମ୍ୟାଚରେ ଭାରତ ପକ୍ଷରୁ...

ଦଳରେ ସନ୍ତୁଳନ ରହିଛି: କୋଚ୍‌ ଗ୍ରାହମ ରିଡ୍‌

ଭୁବନେଶ୍ୱର,୨୮।୫(ସ୍ପୋଟର୍‌ସ ବ୍ୟୁରୋ)- ଏହି ଟୁର୍ନାମେଣ୍ଟରେ ଭାରତ ଭଲ ପ୍ରଦର୍ଶନ କରି ଶୀର୍ଷରେ ରହିବ ବୋଲି ହେଡ୍‌ କୋଚ୍‌ ଗ୍ରାହମ ରିଡ୍‌ କହିଛନ୍ତି। କୋଚ୍‌ ହିସାବରେ ପ୍ରଥମଥର ପାଇଁ ଏହି ଟୁର୍ନାମେଣ୍ଟରେ ଭୂମିକା ନିର୍ବାହ କରିବାକୁ ଯାଉଛି। ୨୦୨୦ ଅଲିମ୍ପିକ୍ସ ଲାଗି...

ପାକିସ୍ତାନ ଦଳ ସହ ରହିବେ ରିଜଓ୍ବାନ, ଆବିଦ୍‌

କରାଚି, ୨୮।୫(ପି.ଟି.)-ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ଓ ଆବିଦ୍‌ ଅଲି ବିଶ୍ୱକପ୍‌ ପର୍ଯ୍ୟନ୍ତ ପାକିସ୍ତାନ ଦଳ ସହ ରହିବେ। ଜାତୀୟ ଟିମ୍‌ ମ୍ୟାନେଜମେଣ୍ଟଙ୍କ ଅନୁରୋଧକ୍ରମେ ମଙ୍ଗଳବାର ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏହି ଦୁଇଜଣଙ୍କୁ ବ୍ୟାକ୍‌-ଅପ୍‌ ଖେଳାଳି ଭାବେ ଦଳ ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri