ଖେଳ

କ୍ରିକେଟ୍‌ ଜଗତରେ ବଡ଼ ଓଲଟପାଲଟ୍‌: ଇଂଲଣ୍ଡକୁ ଧୂଳି ଚଟାଇଲା ହଂକଂ

ନୂଆଦିଲ୍ଲୀ,୧।୧୧:ହଂକଂ ସୁପର ସିକ୍ସ ଟୁର୍ନାମେଣ୍ଟରେ ଇଂଲଣ୍ଡକୁ ପରାସ୍ତ କରି ନେପାଳ ଏକ ବଡ ବିପର୍ଯ୍ୟୟ ସୃଷ୍ଟି କରିଛି। ନେପାଳ ଇଂଲଣ୍ଡକୁ ୧୦ ଉଇକେଟରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ଇଂଲଣ୍ଡ ୫.୫ ଓଭରରେ ୬ ଉଇକେଟ ହରାଇ...

କାହିଁକି ତୃତୀୟ ଟେଷ୍ଟରୁ ବାଦ୍‌ ପଡ଼ିଲେ ବୁମ୍‌ରା: ବିସିସିଆଇ କହିଲା କାରଣ

ଓ୍ବାଙ୍ଖଡେ,୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ ପାଇଁ ଟିମ ଇଣ୍ଡିଆ ଏକ ବଡ ପରିବର୍ତ୍ତନ କରିଛି। ଜସପ୍ରୀତ ବୁମରା ପ୍ଲେଇଙ୍ଗ-୧୧ରେ ସାମିଲ ହୋଇନାହାନ୍ତି। ଏହାକୁ ନେଇ ଅନେକ ପ୍ରଶ୍ନ ଉଠିଛି। ଗୋଟିଏ ପଟେ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ...

ରିଙ୍କୁ ସିଂଙ୍କ ଉପରେ ଟଙ୍କା ବର୍ଷା କଲେ ଶାହରୁଖ: ୨୪ ଗୁଣରୁ ଅଧିକ ବଢିଲା ଦରମା

ନୂଆଦିଲ୍ଲୀ,୧।୧୧: ଆଇପିଏଲ୍‌ ୨୦୨୫ ପୂର୍ବରୁ ରଖାଯିବାକୁ ଥିବା ଖେଳାଳିଙ୍କ ନାମ ଘୋଷଣା କରାଯାଇଛି। ଅନେକ ଫ୍ରାଞ୍ଚାଇଜ କିଛି ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଇଛନ୍ତି। ଆଇପିଏଲ ୨୦୨୫ ଚାମ୍ପିଅନ କୋଲକାତା ନାଇଟ ରାଇଡର୍ସ ଦଳ ମଧ୍ୟ ଏହି ତାଲିକାରେ ଅନ୍ତର୍ଭୁକ୍ତ। କେକେଆର୍‌ ଏହାର...

ଟସ୍‌ ହାରିଲା ଭାରତ: ସୁନ୍ଦରଙ୍କ ଦମ୍‌ଦାର ଆରମ୍ଭ

ଓ୍ବାଙ୍ଖଡେ,୧।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ମ୍ୟାଚ ଶୁକ୍ରବାର ଠାରୁ ଖେଳାଯାଉଛି। ନ୍ୟୁଜିଲାଣ୍ଡର ଅଧିନାୟକ ଟମ ଲାଥାମ ଟସ ଜିତି ଭାରତ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ୟାପଟେନ...

IPL 2025 Retention List: ଫ୍ରାଞ୍ଚାଇଜ ଜାରି କଲେ ଲିଷ୍ଟ, ବାହାରିଲେ ପନ୍ତ, ଆୟର

ନୂଆଦିଲ୍ଲୀ,୩୧।୧୦: ସମସ୍ତ ଦଳ ଆଇପିଏଲ ୨୦୨୫ ପାଇଁ ସେମାନଙ୍କର ରିଟେନସନ ଲିଷ୍ଟ ପ୍ରକାଶ କରିଛନ୍ତି। ଡିଫେଣ୍ଡିଂ ଚାମ୍ପିଅନ କୋଲକାତା ନାଇଟ ରାଇଡର୍ସ ଶ୍ରେୟସ ଆୟରଙ୍କୁ ରିଟେନ କରି ନାହାଁନ୍ତି। ଏଥି ସହିତ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଋଷଭ ପନ୍ତ ଦଳ...

ଇଂଲଣ୍ଡ କ୍ରିକେଟର ବେନ୍ ଷ୍ଟୋକ୍ସଙ୍କ ଘରୁ ଚୋରି; ନେଇଗଲେ ବହୁ ମୂଲ୍ୟବାନ ଜିନିଷ

ନୂଆଦିଲ୍ଲୀ,୩୧।୧: ଇଂଲଣ୍ଡ ଅଧିନାୟକ ବେନ୍ ଷ୍ଟୋକ୍ସଙ୍କ ଘରେ ଚୋରି ହୋଇଛି। କିଛି ଦୁର୍ବୁତ୍ତ ତାଙ୍କ ଘରକୁ ଟାର୍ଗେଟ କରିଛନ୍ତି। ଏହି ସମୟରେ ଷ୍ଟୋକ୍ସ ପାକିସ୍ତାନରେ ଟେଷ୍ଟ ମ୍ୟାଚ୍ ଖେଳୁଥିଲେ। ଦୁର୍ବୁତ୍ତମାନେ ତାଙ୍କର ପରି ବହୁ ମୂଲ୍ୟବାନ ଜିନିଷ ସବୁ ଚୋରି...

ରୋହିତ-ଗମ୍ଭୀରଙ୍କ ମଧ୍ୟରେ ଫାଟ, ଅଧିନାୟକ-କୋଚ୍‌ଙ୍କ ମଧ୍ୟରେ ଜୋରଦାର କଥା କଟାକଟି!

ନୂଆଦିଲ୍ଲୀ,୩୦।୧୦: ଟି୨୦ ବିଶ୍ୱକପ୍‌ ୨୦୨୪ ବିଜୟ ପରେ ସେଲିବ୍ରେଶନ୍‌ ମୁଡ୍‌ରେ ଥିବା ଭାରତୀୟ ଟିମ୍‌ର ଖୁସିରେ ଲାଗିଛି ବ୍ରେକ୍‌। ଟି୨୦ ଫର୍ମାଟରେ ଦଳ ଜବରଦସ୍ତ ପ୍ରଦର୍ଶନ କରୁଥିଲେ ହେଁ ଟେଷ୍ଟ ଫର୍ମାଟରେ ଖେଳାଳି ଫିକା ପଡ଼ୁଛନ୍ତି। ଯାହାର ସଦ୍ୟ ଉଦାହରଣ...

ଶୁଭମନ ଗିଲ୍‌ ନେଲେ ବଡ଼ ନିଷ୍ପତ୍ତି, ଅପେକ୍ଷାରେ ଥିବା ଏହି ଦଳକୁ ଲାଗିଲା ଝଟ୍‌କା

ନୂଆଦିଲ୍ଲୀ,୩୦।୧୦: ଆଇପିଏଲ୍‌ ରିଟେନ୍‌ଶନର ଅନ୍ତିମ ତାରିଖ ହେଉଛି ଅକ୍ଟୋବର ୩୧। ଏହା ପୂର୍ବରୁ ଅନେକ ଚମକାଇବା ଭଳି ଖବର ସାମ୍ନାକୁ ଆସୁଛି। ପ୍ରଥମରୁ ଶ୍ରେୟାସ ଆୟର, କେ ଏଲ୍‌ ରାହୁଲ ଏବଂ ଋଷଭ ପନ୍ତଙ୍କ ଭଳି ଖେଳାଳି ବର୍ତ୍ତମାନର ଟିମ୍‌ରୁ...

ଇନିଂସର ପ୍ରଥମ ବଲ୍‌ରେ ୧୦ ରନ୍‌; ଟେଷ୍ଟ କ୍ରିକେଟରେ ଘଟିଲା ଅଜବ ଘଟଣା; ଦେଖନ୍ତୁ Video

ନୂଆଦିଲ୍ଲୀ,୩୦।୧୦: ବାଲାଂଦେଶ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ଏହି ସିରିଜକୁ ବିଜୟରୁ ଆରମ୍ଭ କରିଥିଲା। ଏବେ ଉଭୟ ଟିମ୍‌ ମଧ୍ୟରେ ଦ୍ୱିତୀୟ ତଥା ଅନ୍ତିମ ମୁକାବିଲା ଚଟୋଗ୍ରାମର ଜହୁର...

ପୁଣି ଆରସିବି ଅଧିନାୟକ ପଦ ସମ୍ଭାଳିବେ ବିରାଟ; ଆସିଲା ବଡ଼ ଖବର

ମୁମ୍ବାଇ,୩୦।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ରେ ପୁଣି ଦେଖିବାକୁ ମିଳିବ ବିରାଟଙ୍କ ଗର୍ଜନ। ଏବେ ଖେଳୀବା ବ୍ୟାଟିଂରେ ନୁହେଁ ବିରାଟ ପୁଣିଥରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ର ନେତୃତ୍ୱ ନେବାକୁ ଯାଉଛନ୍ତି। ବର୍ତମାନ ଫ୍ରାଞ୍ଚାଇଜ ଗୁଡିକ ଖେଳାଳିଙ୍କ ରିଟେନସନ...

‘ସେଞ୍ଚୁରୀ କୁଇନ୍‌’ ହେଲେ ସ୍ମୃତି ମନ୍ଧନା: ଭାଙ୍ଗିଦେଲେ ସବୁ ରେକର୍ଡ

ନୂଆଦିଲ୍ଲୀ,୩୦।୧୦: ସ୍ମୃତି ମନ୍ଧନା ତାଙ୍କ ନାମରେ ଏକ ଐତିହାସିକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ବର୍ତ୍ତମାନ ଭାରତୀୟ ମହିଳା କ୍ରିକେଟ ଇତିହାସରେ ସର୍ବାଧିକ ଦିନିକିଆ ଶତକ ହାସଲ କରିଛନ୍ତି। ସେ ମହାନ ବ୍ୟାଟ୍ସମ୍ୟାନ ମିତାଲି ରାଜଙ୍କୁ ପଛରେ ପକାଇ ଏହି...

୧୩ ହଜାର କି.ମି. ସାଇକେଲ ଚଳାଇ ରୋନାଲ୍‌ଡୋଙ୍କୁ ଭେଟିଲେ ପ୍ରଶଂସକ

ରିୟାଧ୍‌:ପ୍ରସିଦ୍ଧ ଫୁଟ୍‌ବଲର ତଥା କିମ୍ବଦନ୍ତୀ କ୍ରୀଡ଼ାବିତ କ୍ରିଷ୍ଟିଆନୋ ରୋନାଲ୍‌ଡୋଙ୍କର ବିଶ୍ୱବ୍ୟାପୀ ପ୍ରଶଂସକ ରହିଛନ୍ତି। ସମ୍ପ୍ରତି ତାଙ୍କୁ ଭେଟିବା ପାଇଁ ଜଣେ ପ୍ରଶଂସକ ସାଇକେଲ ଯୋଗେ ୧୩ ହଜାର କିଲୋମିଟର ଯାତ୍ରା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ରୋନାଲ୍‌ଡୋଙ୍କର ଗୋଙ୍ଗ୍‌(୨୪) ନାମକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri