ଖେଳ

ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରିବାକୁ ପ୍ରସ୍ତାବ, ମୁମ୍ବାଇରେ ହେବ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୧୦: ୧୨୮ ବର୍ଷ ପରେ ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରାଯିବାକୁ ନେଇ ପ୍ରସ୍ତୁତି ଚାଲିଛି। ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ସାମିଲ କରିବାକୁ ନିଷ୍ପତ୍ତି ନିଆଯାଉଛି। କ୍ରିକେଟ ସହିତ ଫ୍ଲାଗ ଫୁଟବଲ, ବେସବଲ ଏବଂ ସଫ୍ଟବଲକୁ ମଧ୍ୟ ସାମିଲ...

ଗେଲ୍‌ଙ୍କ ପୁସ୍ତକରୁ ଗୋଟିଏ ପତ୍ର ନେଇଛି: ରୋହିତ

ଚେନ୍ନାଇ,୧୨ା୧୦: ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଛକା ମାରିବାରେ କ୍ରିସ୍‌ ଗେଲ୍‌ଙ୍କୁ ପଛରେ ପକାଇଛନ୍ତି ଭାରତର ଅଧିନାୟକ ରୋହିତ ଶର୍ମା। ବୁଧବାର ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ୫ ଛକା ମାରି ରୋହିତ ଏହି ରେକର୍ଡ ହାସଲ କରିଛନ୍ତି। ଛକା ମାରିବାରେ ଗେଲ୍‌...

ଅଷ୍ଟ୍ରେଲିଆ ଆଗରେ ୩୧୨ ରନ୍‌ର ବିଜୟ ଟାର୍ଗେଟ୍‌

ଲକ୍ଷ୍ନୌ,୧୨।୧୦: ଲକ୍ଷ୍ନୌର ଇକାନା କ୍ରିକେଟ ଷ୍ଟାଡ଼ିୟମରେ ଖେଳାଯାଉଥିବା ୨୦୨୩ ବିଶ୍ୱକପ୍‌ର ଗୁରୁବାର ଦଶମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ପ୍ରଥମେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇଁ ଦକ୍ଷିଣ ଆଫ୍ରିକା ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ...

ପଏଣ୍ଟ ଟେବୁଲର ୨ୟ ସ୍ଥାନରେ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ ଟିମ୍‌ ବିଶ୍ୱକପ୍‌ରେ ଲଗାତାର ଦୁଇଟି ବିଜୟ ସହ ବିଶ୍ୱକପ୍‌ରେ ନିଜର ଯାତ୍ରା ଆରମ୍ଭ କରିଛି। ଏଥିସହ ଦଳ ପଏଣ୍ଟ ଟେବୁଲର ୨ୟ ସ୍ଥାନରେ ପହଞ୍ଚିଛି। ଭାରତ ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ତାନକୁ ପରାଜିତ କରିବା ପରେ +୧.୫୦୦...

ରେକର୍ଡ ବିଷୟରେ ବେଶି ଭାବୁନାହିଁ, ବହୁତ ଦୂର ଯିବାକୁ ଅଛି: ରୋହିତ

ନୂଆଦିଲ୍ଲୀ,୧୨।୧୦: ଆଫଗାନିସ୍ତାନ ବିପକ୍ଷ ବିଶ୍ୱକପ୍‌ ମୁକାବିଲାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶତକ ମାରି ଅନେକ ରେକର୍ଡ ଭାଙ୍ଗିଛନ୍ତି। ୮୪ ବଲ୍‌ରେ ୧୩୧ ରନ୍‌ର ଇନିଂସ ସହ ରୋହିତ ବିଶ୍ୱକପ୍‌ରେ ସର୍ବାଧିକ ଶତକ ଏବଂ ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ସର୍ବାଧିକ ଛକା...

ଅଷ୍ଟ୍ରେଲିଆ ପ୍ଲେଇଙ୍ଗ-୧୧ରେ ୨ ପରିବର୍ତ୍ତନ,ଦକ୍ଷିଣ ଆଫ୍ରିକାର ଜଣେ ନୂଆ ଖେଳାଳି…

ଲକ୍ଷ୍ନୌ,୧୨।୧୦ : ବିଶ୍ୱକପ ୨୦୨୩ର ଦଶମ ମ୍ୟାଚ ଆଜି ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଛି। ଲକ୍ଷ୍ନୌର ଭାରତର ରତ୍ନ ଅଟଳ ବିହାରୀ ବାଜପେୟୀଏକାନା ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହୋଇଛନ୍ତି। ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ...

ଟସ୍‌ ଜିତିଲା ଅଷ୍ଟ୍ରେଲିଆ

ଲକ୍ଷ୍ନୌ,୧୨।୧୦: ବିଶ୍ୱକପ୍‌ ୨୦୨୩ର ଦଶମ ମ୍ୟାଚ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଲକ୍ଷ୍ନୌର ଇକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଅଷ୍ଟ୍ରେଲିଆ ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଆମନ୍ତ୍ରଣ ପାଇଁ ଦକ୍ଷିଣ ଆଫ୍ରିକା ବ୍ୟାଟିଂ...

ରୋହିତ ଶର୍ମାଙ୍କୁ ଖାସ୍‌ ଅନ୍ଦାଜ୍‌ରେ ଶୁଭେଚ୍ଛା ଜଣାଇଲେ ‘ୟୁନିଭର୍ସ ବସ୍‌’

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଦିଲ୍ଲୀରେ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ବିସ୍ଫୋରକ ଶତକ ହାସଲ କରିଥିଲେ। ଏହି ଶତକ ସହ ସେ ‘ୟୁନିଭର୍ସ ବସ୍‌’ କୁହାଯାଉଥିବା କ୍ରିସ ଗେଲଙ୍କ ରେକର୍ଡ ଭାଙ୍ଗିଥିଲେ। ରୋହିତ ଅନ୍ତର୍ଜାତୀୟ କ୍ରିକେଟରେ...

କ୍ରିକେଟ୍‌ରେ ଫୁଟବଲ୍‌ ତଡ୍‌କା ଲଗାଇଲେ ବୁମ୍‌ରା

ନୂଆଦିଲ୍ଲୀ,୧୨।୧୦: ୨୦୨୩ ବିଶ୍ୱକପର ୯ମ ମ୍ୟାଚରେ ଟିମ ଇଣ୍ଡିଆ ଆଫଗାନିସ୍ତାନକୁ ୮ ଉଇକେଟରେ ପରାସ୍ତ କରିଛି। ଜଶପ୍ରୀତ ବୁମ୍‌ରା ଭାରତ ପାଇଁ ଚମତ୍କାର ବୋଲିଂ କରି ୪ଟି ଉଇକେଟ ନେଇଥିଲେ। ଉଇକେଟ ନେବା ପରେ ବୁମରା ଏକ ବିଶେଷ ଢଙ୍ଗରେ...

ଭାରତୀୟ ଦଳ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧୨।୧୦: ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଦଳର ଓପନିଂ ବ୍ୟାଟ୍ସମ୍ୟାନ ଶୁଭମାନ ଗିଲ ଅହମ୍ମଦାବାଦରେ ପହଞ୍ଚିଛନ୍ତି। ବୁଧବାର ରାତିରେ ଗିଲ ଅହମ୍ମଦାବାଦ ବିମାନବନ୍ଦରରେ ପହଞ୍ଚିଥିଲେ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ୧୪ ଅକ୍ଟୋବରରେ ଅନୁଷ୍ଠିତ ହେବ। ଗିଲ ଏହି...

ଆଜି ଅଷ୍ଟ୍ରେଲିଆ ସହ ମୁହାଁମୁହିଁ ହେବ ଦକ୍ଷିଣ ଆଫ୍ରିକା; ଜାଣନ୍ତୁ କେବେ, କେଉଁଠି ଏବଂ କେତେବେଳେ ଦେଖିବେ ଏହି ମୁକାବିଲା…

ଲକ୍ଷ୍ନୌ,୧୨।୧୦: ବିଶ୍ୱକପ୍‌ ୨୦୨୩ର ୧୦ମ ମୁକାବିଲା ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଟିମ୍‌ ମଧ୍ୟରେ ଗୁରୁବାର ଖେଳାଯିବ। ପ୍ରଥମ ମୁକାବିଲାରେ ଭାରତଠାରୁ ପରାଜିତ ହୋଇଥିବା ଅଷ୍ଟ୍ରେଲିଆ ଏହି ମ୍ୟାଚ୍‌ରେ ବିଜେତା ହେବାକୁ ଚାହିଁବ। ଅପରପକ୍ଷେ ଦକ୍ଷିଣ ଆଫ୍ରିକା ଟିମ୍‌ ଶ୍ରୀଲଙ୍କା...

ଦୀପ୍‌ ଗ୍ରେସ୍‌, ଅମିତଙ୍କୁ ଭବ୍ୟ ସ୍ବାଗତ

ଭୁବନେଶ୍ୱର, ୧୨।୧୦(ତପନ ସ୍ବାଇଁ): ଚାଇନାର ହାଙ୍ଗଝୋରେ ଅନୁଷ୍ଠିତ ଏସିଆନ ଗେମ୍ସରେ ଅଂଶଗହଣ କରି ପଦକ ଜିତିଥିବା ଭାରତୀୟ ହକି ଦଳର ସଦସ୍ୟ ଓ ସଦସ୍ୟା ଅମିତ ରୋହିଦାସ ଓ ଦୀପ୍‌ ଗ୍ରେସ୍‌ ଏକ୍କା ବୁଧବାର ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଅମିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri