ଖେଳ

ଶେଷରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଧାଓ୍ବନ୍‌

ନୂଆଦିଲ୍ଲୀ,୫।୧୦: କ୍ରିକେଟର ଶିଖର ଧାୱନ ସ୍ତ୍ରୀ ଆୟେଶା ମୁଖାର୍ଜୀଙ୍କୁ ଶେଷରେ ଛାଡପତ୍ର ଦେଇଛନ୍ତି। ଦିଲ୍ଲୀର ପଟିଆଲା ହାଉସର ଏକ ପରିବାର କୋର୍ଟ ଶିଖର ଧାୱନଙ୍କ ଛାଡପତ୍ରକୁ ଅନୁମୋଦନ କରିଛନ୍ତି। କିଛି ମୁଖ୍ୟ କାରଣରୁ କୋର୍ଟ ଏହି ନିଷ୍ପତ୍ତି ଦେଇଛନ୍ତି। ଏଥିମଧ୍ୟରୁ...

ଆଜି ବିଶ୍ୱକପ୍‌ ଉଦ୍‌ଘାଟନୀ ମୁକାବିଲା: ଜାଣନ୍ତୁ କେବେ, କେଉଁଠି ଏବଂ କେତେବେଳେ ଦେଖିବେ…

ଅହମଦାବାଦ, ୫।୧୦: ଭାରତରେ ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଗତଥରର ଚାମ୍ପିୟନ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଏହାର ଉଦ୍‌ଘାଟନୀ ମ୍ୟାଚ ଖେଳାଯିବ। ଏହା ଗତ ସଂସ୍କରଣ ଫାଇନାଲ ଉଭୟ ଦଳ ଖେଳିଥିବାରୁ ଏହି...

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ‘କ୍ୟାପଟେନ୍ସ ଡେ’

ଅହମଦାବାଦ,୫ା୧୦(ପି.ଟି.): ଭାରତରେ ଖେଳାଯିବାକୁ ଥିବା ଦିନିକିଆ କ୍ରିକେଟ ବିଶ୍ୱକପ ପୂର୍ବରୁ ବୁଧବାର ପାଳିତ ହୋଇଛି ‘କ୍ୟାପଟେନ୍ସ ଡେ’। ପ୍ରଥମ ଥର ପାଇଁ ବିନା ଉଦ୍‌ଘାଟନୀ ସମାରୋହରେ ଏହି ବିଶ୍ୱକପ ଆୟୋଜିତ ହେବାକୁ ଥିବା ବେଳେ ସମସ୍ତ ୧୦ ଦଳର ଅଧିନାୟକ...

ହକି, ସ୍କ୍ବାଶ୍‌, ବ୍ରିଜ୍‌ରୁ ପଦକ ପକ୍କା

ହାଙ୍ଗଝୋ,୫ା୧୦(ପି.ଟି.): ୧୯ ତମ ଏସିଆନ୍‌ ଗେମ୍ସରେ ହକି, ସ୍କ୍ବାଶ୍‌ ଓ ବ୍ରିଜ୍‌ରେ ପଦକ ପକ୍କା କରିଛି ଭାରତ। ପୁରୁଷ ହକି ଦଳ ଦକ୍ଷିଣ କୋରିଆକୁ ୫-୩ ଗୋଲରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଫାଇନାଲରେ ଦଳ ଜାପାନକୁ ଭେଟିବ।...

ଭୁବନେଶ୍ୱରରେ ସିଆଇଏସ୍‌ସିଇ ଜାତୀୟ ଫୁଟ୍‌ବଲ

ଭୁବନେଶ୍ୱର, ୫।୧୦ (ତପନ ସ୍ବାଇଁ): ରୁଚିକା ସ୍କୁଲ ଆନୁକୂଲ୍ୟରେ ଭୁବନେଶ୍ୱରରେ ପ୍ରଥମଥର ପାଇଁ ସିଆଇଏସ୍‌ସିଇ(କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ) ଜାତୀୟ କ୍ରୀଡ଼ାର ୧୯ ବର୍ଷରୁ କମ୍‌ ଫୁଟବଲ ଟୁର୍ନାମେଣ୍ଟ ହେବାକୁ ଯାଉଛି। ଏହି ପ୍ରତିଯୋଗିତା ୟୁନିଟ-୧ସ୍ଥିତ...

ମା’ଙ୍କ ରେକର୍ଡ ଭାଙ୍ଗିଲେ ହରମିଲାନ

ହାଙ୍ଗଝୋ,୫ା୧୦(ପି.ଟି.): ପ୍ରଥମ ଭାରତୀୟ ମା-ଝିଅ ଯୋଡି ଭାବରେ ଏସିଆନ୍‌ ଗେମ୍ସ ପଦକ ବିଜୟୀ ହେବାର ରେକର୍ଡ କରିଛନ୍ତି ହରମିଲାନ ବେନ୍ସ ଓ ମାଧୁରୀ। ୨୦୦୨ ମସିହାରେ ମା’ ମାଧୁରୀ ଭାରତ ପାଇଁ ୮୦୦ ମିଟର ରେସ୍‌ରେ ଏକ ପଦକ ବିଜୟୀ...

ଆଜିଠୁ ମହାସମର

ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପ ପାଇଁ କ୍ଷେତ୍ର ପ୍ରସ୍ତୁତ। ଗୁରୁବାରଠାରୁ ଆରମ୍ଭ ହେବ କ୍ରିକେଟ ମହାସମର। ୧୦ ଦଳ ମଧ୍ୟରେ ହେବ ଟକ୍କର। ଭାରତର ୧୦ ଗ୍ରାଉଣ୍ଡରେ ନଭେମ୍ବର ୧୯ ପର୍ଯ୍ୟନ୍ତ ହେବ ୪୮ ମ୍ୟାଚ। ଅହମଦାବାଦସ୍ଥିତ ବିଶ୍ୱର ସର୍ବବୃହତ୍‌...

ଆଜିଠୁ ଦିନିକିଆ କ୍ରିକେଟ ବିଶ୍ୱକପ

ଅହମଦାବାଦ, ୫।୧୦: ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଗତଥରର ଚାମ୍ପିୟନ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ ଅନୁଷ୍ଠିତ ହେବ। ଏହା ଗତ ସଂସ୍କରଣ ଫାଇନାଲର ରି ମ୍ୟାଚ ସଦୃଶ। ଗତଥର ନ୍ୟୁଜିଲାଣ୍ଡକୁ...

କିଶୋରଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର

ଭୁବନେଶ୍ୱର,୪ା୧୦(ଅସମାପିକା ସାହୁ): ଚାଇନାର ହାଙ୍ଗଝୋଠାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୩ରେ ଓଡ଼ିଆ ପୁଅ କିଶୋର ଜେନା କମାଲ ଦେଖାଇଛନ୍ତି। କିଶୋର ଜାଭେଲିନ ଥ୍ରୋରେ ରୌପ୍ୟ ପଦକ ହାସଲ କରି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। କିଶୋର ତାଙ୍କ କ୍ୟାରିୟରରେ ସବୁଠୁ...

ଚାଇନାରେ ଚମକିଲେ ଓଡ଼ିଆ ପୁଅ କିଶୋର: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧୦: ଚାଇନାରେ ଅନୁଷ୍ଠିତ ହେଉଥିବା ଏସିଆନ୍‌ ଗେମ୍ସରେ ଚମକିଛନ୍ତି ଓଡ଼ିଆ ପୁଅ କିଶୋର ଜେନା। ସେ ଜାଭେଲିନ୍‌ ଥ୍ରୋରେ ରୌପ୍ୟ ପଦକ ଜିତି ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ସେ ତାଙ୍କ କ୍ୟାରିୟରରେ ସବୁଠୁ ଭଲ ପ୍ରଦର୍ଶନ କରିଛନ୍ତି। କିଶୋର...

ବିଶ୍ୱକପ୍‌ ପୂର୍ବରୁ ଖଲିସ୍ତାନୀ ଷଡଯନ୍ତ୍ର! ଧର୍ମଶାଳାର ସରକାରୀ କୋଠା କାନ୍ଥରେ ଲେଖାଯାଇଛି ବିବାଦୀୟ ସ୍ଲୋଗାନ

ଧର୍ମଶାଳା,୪।୧୦: ହିମାଚଳ ପ୍ରଦେଶର ଧର୍ମଶାଳାରେ ଦିନିକିଆ ବିଶ୍ୱକପ୍‌ ଖେଳାଯିବ। ଏହାପୂର୍ବରୁ ଏଠାରେ ଘଟିଥିବା ଏକ ଘଟଣା ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଧର୍ମଶାଳାରେ ଥିବା ଜଳଶକ୍ତି ବିଭାଗ କାର୍ଯ୍ୟାଳୟ କାନ୍ଥରେ ‘ଖଲିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଲେଖାଯାଇଛି। ଏନେଇ...

ଦେଶ ପାଇଁ ପୁଣି ସ୍ବର୍ଣ୍ଣ ଜିତିଲେ ‘ଗୋଲଡେନ୍‌ ବୟ’: କିଶୋରଙ୍କୁ ରୌପ୍ୟ

ନୂଆଦିଲ୍ଲୀ,୪।୧୦: ଭାରତର ତାରକା ଆଥଲେଟ ତଥା ‘ଗୋଲଡେନ୍‌ ବୟ’ ନୀରଜ ଚୋପ୍ରା ଜାଭେଲିନ ଥ୍ରୋରେ ପୁଣି ଥରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଏସିଆନ ଗେମ୍ସରେ ସେ ଦେଶ ପାଇଁ ପୁଣି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ନୀରଜଙ୍କ ସହିତ କିଶୋର ଜେନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri