ଖେଳ

ଅଶ୍ୱିନଙ୍କୁ ଦିନିକିଆ ଟିମ୍‌ରେ ମିଳିଛି ସୁଯୋଗ, ଦ୍ରାବିଡ କହିଲେ କାରଣ

ଚଣ୍ଡିଗଡ଼,୨୨।୯: ଭାରତୀୟ କ୍ରିକେଟ ଟିମ୍‌ ବିଶ୍ୱକପ୍‌ ୨୦୨୩ ପୂର୍ବରୁ ଶୁକ୍ରବାରଠାରୁ ଅଷ୍ଟ୍ରେଲିଆ ବିପକ୍ଷରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ନିଜର ପ୍ରସ୍ତୁତିକୁ ଅନ୍ତିମ ରୂପ ଦେବାକୁ ଓହ୍ଲାଇବ। ଏହି ସିରିଜର ପ୍ରଥମ ଦୁଇ ମ୍ୟାଚ୍‌ରେ ବରିଷ୍ଠ ଖେଳାଳିଙ୍କୁ ଆରାମ...

ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ: ଜାଣନ୍ତୁ କେବେ ଏବଂ କେଉଁଠି ଦେଖିବେ ମ୍ୟାଚ୍‌

ମୋହାଲି,୨୨।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମୁକାବିଲା ଶୁକ୍ରବାର ଖେଳାଯିବ। ଆଇଏସ୍‌ ବିନ୍ଦ୍ରା ପଞ୍ଜାବ କ୍ରିକେଟ ଆସୋସିଏଶନ ମଇଦାନରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ବିଶ୍ୱକପ୍‌ ପୂର୍ବରୁ ଉଭୟ ଟିମ୍‌ ଲାଗି...

ସୁର୍ଯ୍ୟକୁମାରଙ୍କ ଉପରେ ଅଛି ଟିମ ଇଣ୍ଡିଆର ପୂରା ଭରସା, ପ୍ରଥମ ୨ଟି ଦିନିକିଆରେ ମିଳିବ ସୁଯୋଗ

ନୂଆଦିଲ୍ଲୀ,୨୧।୯: ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଶୁକ୍ରବାର ଖେଳାଯିବ। ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଏହି ସିରିଜର ପ୍ରଥମ ମ୍ୟାଚରେ ରହିବେ ନାହିଁ। ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ଉଇକେଟ୍‌ କିପର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ ଭାରତୀୟ ଦଳର...

ଏସିଆନ୍ ଗେମ୍ସରେ ଧ୍ବଜାବାହକ ହେବା ଗର୍ବର କଥା: ହରମନପ୍ରିତ

ନୂଆଦିଲ୍ଲୀ, ୨୧। ୯: ଏସିଆନ୍‌ ଗେମ୍ସ ୨୦୨୩ର ଉଦ୍ଘାଟନୀ ଉତ୍ସବରେ ଭାରତର ପୁରୁଷ ହକି ଦଳର ଅଧିନାୟକ ହରମନପ୍ରିତ୍ ସିଂ ଧ୍ବଜାବାହକ ହେବେ। ତେବେ ମହିଳା ବକ୍ସର ଲଭଲିନା ବୋର୍ଗୋହେନଙ୍କ ସହ ସଂଯୁକ୍ତ ଭାବେ ଧ୍ବଜାବାହକ ହେବା ଗର୍ବର ବିଷୟ...

ଭାରତ ବିପକ୍ଷ ପ୍ରଥମ ଦିନିକିଆରେ ଖେଳିବେ ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ୍‌, ବାଦ୍‌ ପଡିଲେ ଏହି ୨ ଖେଳାଳି

ସିଡ଼ନୀ,୨୧।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୨୨ସେପ୍ଟେମ୍ବରରୁ ଦିନିକିଆ ସିରିଜ୍‌ ଆରମ୍ଭ ହେଉଛ। ସିରିଜର ପ୍ରଥମ ମ୍ୟାଚ ମୋହାଲିରେ ଖେଳାଯିବ। ଏହା ପୂର୍ବରୁ ଅଷ୍ଟ୍ରେଲୀୟ ପ୍ରଶଂସକଙ୍କ ପାଇଁ ଏକ ଖରାପ ଖବର ଅଛି। ଗ୍ଲେନ ମ୍ୟାକ୍ସୱେଲ ଏବଂ ମିଚେଲ ଷ୍ଟାର୍କ...

ଦେଶରେ ପ୍ରଥମ ଥର ପାଇଁ ମୋଟୋ ଜିପି ରେସିଂ ଚାମ୍ପିଅନଶିପ ସେପ୍ଟେମ୍ବର ୨୨ରୁ: ଟିକଟ ଦାମ ୮ ଶହରୁ ଲକ୍ଷେ ୮୦ ହଜାର…

ନୋଏଡା,୨୧।୯ : ଭାରତରେ ପ୍ରଥମ ଥର ପାଇଁ ମୋଟୋ ଜିପି ରେସ ଆୟୋଜିତ ହେବାକୁ ଯାଉଛି। ଏହି ରେସିଂ ଚାମ୍ପିଅନଶିପ ୨୨ ରୁ ୨୪ ସେପ୍ଟେମ୍ବର ମଧ୍ୟରେ ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବୁଦ୍ଧ ଇଣ୍ଟରନ୍ୟାଶନାଲ ସର୍କିଟରେ ଆୟୋଜିତ ହେବ। ଏହି...

ଇତିହାସ ରଚିଲେ ଶେଫାଳି

ହାଙ୍ଗଝୋ,୨୧।୯: ଏସିଆନ ଗେମ୍ସ ୨୦୨୩ରେ ମହିଳା କ୍ରିକେଟରେ ସେମିଫାଇନାଲରେ ପ୍ରବେଶ କରିଛି ଭାରତ। ବର୍ଷା ଯୋଗୁ ଭାରତ ଏବଂ ମାଲେସିଆ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରଦ୍ଦ ହୋଇଛି। ପ୍ରଥମେ ବ୍ୟାଟିଂ କରି ଭାରତ ୨ ଉଇକେଟ ହରାଇ ୧୭୩ ରନ...

ସେମିଫାଇନାଲରେ ଭାରତ

ହାଙ୍ଗଝୋ,୨୧।୯: ଆଜି ଏସିଆନ ଗେମ୍ସ ୨୦୨୩ରେ ମହିଳା କ୍ରିକେଟ ଇଭେଣ୍ଟରେ ଭାରତ ଏବଂ ମାଲେସିଆ ମଧ୍ୟରେ ଏକ ମ୍ୟାଚ ଖେଳାଯାଇଥିଲା। ବର୍ଷା ଯୋଗୁ ଏହି କ୍ୱାର୍ଟର ଫାଇନାଲ ମ୍ୟାଚ ବାତିଲ ହୋଇଥିଲ। ଏହା ସହ ଭାରତୀୟ ମହିଳା ଦଳ ବର୍ତ୍ତମାନ...

ଆର୍ଥିକ ସଙ୍କଟରେ ଦେଶର ନମ୍ବର-୧ ଟେନିସ ଖେଳାଳି: କହିଲେ, ମୋ ଆକାଉଣ୍ଟରେ ଏବେ ମାତ୍ର ୮୦ ହଜାର ଟଙ୍କା ଅଛି

ନୂଆଦିଲ୍ଲୀ,୨୧।୯: ଭାରତୀୟ ଟେନିସ ଖେଳାଳି ସୁମିତ ନାଗଲ ଆର୍ଥିକ ସଙ୍କଟ ସହ ସଂଘର୍ଷ କରୁଛନ୍ତି। ଏକଥା ନିଜେ ପ୍ରକାଶ କରିଛନ୍ତି। ଦେଶର ନମ୍ବର-୧ ଟେନିସ ଖେଳାଳି ସୁମିତ ଏଟିପି ଟୁର୍‌ ଖେଳିବା ପାଇଁ ୧ କୋଟି ଟଙ୍କା ବ୍ୟବସ୍ଥା କରିଥିଲେ,...

୧୯୯୯: ଓଡ଼ିଶାର ଦେବାଶିଷଙ୍କ ପାଇଁ ସ୍ମରଣୀୟ

ଦିନିକିଆ କ୍ରିକେଟ ପୁରୁଷ ବିଶ୍ୱକପ୍‌ର ସପ୍ତମ ସଂସ୍କରଣ ପୁନର୍ବାର ଇଂଲଣ୍ଡକୁ ଫେରିଥିଲା। ଷ୍ଟିଭ୍‌ ଓ୍ବଙ୍କ ବଳିଷ୍ଠ ନେତୃତ୍ୱରେ ଅଷ୍ଟ୍ରେଲିଆ ଏହାର ଦ୍ୱିତୀୟ ଟାଇଟଲ କରାୟତ୍ତ କରିଥିଲା। ତେବେ ଏହି ବିଶ୍ୱକପ୍‌ରେ ପ୍ରଥମ ଥର ଦେଖିବାକୁ ମିଳିଥିଲା ଓଡ଼ିଶା କନେକ୍ସନ୍‌। ଓଡ଼ିଶାର...

ହରମନ୍‌ପ୍ରୀତ୍‌, ଲଭଲିନା ଧ୍ୱଜା ବାହକ

ନୂଆଦିଲ୍ଲୀ, ୨୧ା୯ (ପି.ଟି.):ଏସିଆନ୍‌ ଗେମ୍ସ ୨୦୨୩ ଚାଇନାର ହାଙ୍ଗଝୋରେ ଅନୁଷ୍ଠିତ ହେଉଛି। ସେପ୍ଟେମ୍ବର ୨୩ରୁ ଏହି ଇଭେଣ୍ଟ ଅନୁଷ୍ଠିତ ହେବାକୁ ଥିବା ବେଳେ ପୁରୁଷ ହକି ଦଳର ଅଧିନାୟକ ହରମନ୍‌ପ୍ରୀତ୍‌ ସିଂ ଓ ମହିଳା ବକ୍ସର ଲଭଲିନା ବୋର୍ଗୋହେନଙ୍କୁ ଭାରତର...

ଜାତୀୟ କରାଟେ ପାଇଁ ୫୫ ଜଣିଆ ଓଡ଼ିଶା ଦଳ

ଭୁବନେଶ୍ୱର, ୨୧।୯(ତପନ ସ୍ବାଇଁ): ଗୁରୁବାରଠାରୁ ଚଳିତ ମାସ ୨୪ ପର୍ଯ୍ୟନ୍ତ ଡେରାଡୁନଠାରେ ହେବାକୁଥିବା ଜାତୀୟ କରାଟେ ପ୍ରତିଯୋଗିତା ପାଇଁ ବୁଧବାର ଓଡ଼ିଶା ଦଳ ଘୋଷିତ ହୋଇଛି। ପ୍ରତିଯୋଗିତାର କ୍ୟାଡେଟ୍‌ ଜୁନିୟର, ୨୧ ବର୍ଷରୁ କମ୍‌ ଏବଂ ସିନିୟର ବର୍ଗ ନିମନ୍ତେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri