ଖେଳ

ଆଇସିସି ଟି୨୦ ବିଶ୍ୱକପ୍‌: ଯୋଗ୍ୟତା ହାସଲ କଲା ଆୟର୍ଲାଣ୍ଡ

ଏଡିନ୍‌ବର୍ଗ,୨୮ା୭(ପି.ଟି.): ଜର୍ମାନୀ ବିପକ୍ଷ ମ୍ୟାଚ ବର୍ଷା ଯୋଗୁ ସମ୍ଭବ ନ ହେବାରୁ ଓ୍ବେଷ୍ଟଇଣ୍ଡିଜ ଓ ଯୁକ୍ତରାଷ୍ଟ୍ର ଆମେରିକାରେ ହେବାକୁଥିବା ଆଇସିସି ଟି୨୦ ବିଶ୍ୱକପ୍‌ ୨୦୨୪ ପାଇଁ ଆୟର୍ଲାଣ୍ଡ ଯୋଗ୍ୟତା ହାସଲ କରିଛି। ୟୁରୋପିଆନ କ୍ୱାଲିଫାୟର୍ସର ଶ୍ରେଷ୍ଠ ୨ ଦଳ ମୁଖ୍ୟ...

୭ ନମ୍ବରରେ ବ୍ୟାଟିଂ କରିବାକୁ କାହିଁକି ଆସିଲେ ରୋହିତ ଶର୍ମା: ନିଜେ କଲେ ଖୁଲାସା

ବ୍ରିଜ୍‌ଟାଉନ୍‌,୨୮।୭: ବାର୍ବାଡୋସର କେନସିଙ୍ଗଟନ୍‌ ଓଭାଲରେ ଅନୁଷ୍ଠିତ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚକୁ ୫ ଉଇକେଟରେ ଜିତି ନେଇଛି ଭାରତ। କୁଲଦୀପ ଯାଦବ ଓ ରବୀନ୍ଦ୍ର ଜାଡେଜାଙ୍କ ଘାତକ ବୋଲିଂ ବଳରେ ଓ୍ବେଷ୍ଟଇଣ୍ଡିଜ୍‌ ମାତ୍ର ୧୧୪ ରନ୍‌ରେ ଅଲ୍‌ଆଉଟ ହୋଇଥିଲା।...

କପିଳ ଦେବଙ୍କୁ ପଛରେ ପକାଇଲେ ଜାଡେଜା

ବ୍ରିଜ୍‌ଟାଉନ୍‌,୨୮।୭: ଟେଷ୍ଟ ସିରିଜରେ ଏକ ଚମତ୍କାର ପ୍ରଦର୍ଶନ ପରେ ରବିନ୍ଦ୍ର ଜାଡେଜା ସମାନ ଢଙ୍ଗରେ ଦିନିକିଆ ସିରିଜ୍‌ ଆରମ୍ଭ କରିଛନ୍ତି। ପ୍ରଥମ ଦିନିକିଆରେ ୪ ଉଇକେଟ ନେଇ ଜାଡେଜା ପୂର୍ବତନ ଭାରତୀୟ ଅଧିନାୟକ କପିଲ ଦେବଙ୍କ ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆରେ...

ଇତିହାସ ରଚିଲେ ଜାଡେଜା-କୁଲଦୀପ ଯୋଡି

ବ୍ରିଜ୍‌ଟାଉନ୍‌,୨୮।୭: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆକୁ ୫ ଉଇକେଟ୍‌ରେ ଜିତିନେଇଛି ଭାରତ। ଏହି ମ୍ୟାଚ୍‌ରେ ରବିନ୍ଦ୍ର ଜାଡେଜା ଏବଂ କୁଲଦୀପ ଯାଦବଙ୍କ ସ୍ପିନ ଯୋଡି ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚରେ କୁଲଦୀପ ଯାଦବ ୪ଟି ଉଇକେଟ ନେଇଥିବା ବେଳେ...

ପ୍ରଥମ ଦିନିକିଆରେ ୫ ଉଇକେଟରେ ଜିତିଲା ଭାରତ

ବ୍ରିଜ୍‌ଟାଉନ୍‌,୨୭।୭: ବ୍ରଜ୍‌ଟାଉନ ସ୍ଥିତ କେସିଙ୍ଗଟନ ଓଭାର ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୱେଷ୍ଟଇଣ୍ଡିଜ୍‌ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତ ୫ ଉଇକେଟରେ ବିଜୟୀ ହୋଇଛି। ଭାରତର ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ...

ଭାରତ ଆଗରେ ୧୧୫ ରନ୍‌ର ବିଜୟ ଟାର୍ଗେଟ

ବ୍ରିଜ୍‌ଟାଉନ୍‌,୨୭।୭: ବ୍ରଜ୍‌ଟାଉନ ସ୍ଥିତ କେସିଙ୍ଗଟନ ଓଭାର ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ୱେଷ୍ଟଇଣ୍ଡିଜ୍‌ ବିପକ୍ଷ ପ୍ରଥମ ଦିନିକିଆ ସିରିଜରେ ଭାରତର ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇଁ ୱେଷ୍ଟଇଣ୍ଡିଜ ବ୍ୟାଟିଂ ଆରମ୍ଭ କରିଥିଲା।...

ଭାରତ-ପାକ୍‌ ମ୍ୟାଚରେ ପରିବର୍ତ୍ତନ ହେବା ନେଇ ଆସିଲା ଜୟ ଶାହାଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୭।୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଭାରତରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପର ସରକାରୀ କାର୍ଯ୍ୟସୂଚୀ ଘୋଷଣା କରିସାରିଛି।୫ ଅକ୍ଟୋବରରୁ ଏହି ମେଗା ଇଭେଣ୍ଟର କାର୍ଯ୍ୟକ୍ରମରେ ବର୍ତ୍ତମାନ କିଛି ପରିବର୍ତ୍ତନ ଖବର ଆସୁଛ। ଏ ସମ୍ପର୍କରେ କ୍ରିକେଟ ବୋର୍ଡ...

ଟି୨୦ ବିଶ୍ୱକପ୍‌ ଖେଳିବା ଲାଗି ଯୋଗ୍ୟତା ହାସଲ କଲା ଆୟର୍ଲାଣ୍ଡ

ଏଡିନ୍‌ବର୍ଗ,୨୭ା୭: ଜର୍ମାନୀ ବିପକ୍ଷ ମ୍ୟାଚ ବର୍ଷା ଯୋଗୁ ସମ୍ଭବ ନ ହେବାରୁ ଆଇସିସି ଟି୨୦ ବିଶ୍ୱକପ୍‌ ୨୦୨୪ ପାଇଁ ଆୟର୍ଲାଣ୍ଡ ଯୋଗ୍ୟତା ହାସଲ କରିଛି। ୟୁରୋପିଆନ କ୍ୱାଲିଫାୟର୍ସର ଶ୍ରେଷ୍ଠ ୨ ଦଳ ମୁଖ୍ୟ ରାଉଣ୍ଡକୁ ଉନ୍ନୀତ ହେବେ। ଆୟର୍ଲାଣ୍ଡ ବର୍ତ୍ତମାନ...

୧୦ ମାସ ପରେ ଟିମ ଇଣ୍ଡିଆକୁ ପ୍ରତ୍ୟାବର୍ତ୍ତନ କରିପାରନ୍ତି ବୁମ୍‌ରା

ନୂଆଦିଲ୍ଲୀ,୨୭।୭: ଜସପ୍ରୀତ ବୁମ୍‌ରା ଗତ ଏକ ବର୍ଷ ପିଠି ସମସ୍ୟାରେ ପୀଡିତ ଥିଲେ। ନିକଟରେ ବିସିସିଆଇ ମଧ୍ୟ ତାଙ୍କ ସ୍ବାସ୍ଥ୍ୟ ବିଷୟରେ ସୂଚନା ପ୍ରକାଶ କରି କହିଛି ଯେ, ସେ ବେଙ୍ଗାଲୁରୁର ଜାତୀୟ କ୍ରିକେଟ ଏକାଡେମୀରେ ନିଜର ପୂର୍ଣ୍ଣ କ୍ଷମତା...

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଭାରତ

କେସିଙ୍ଗଟନ ଓଭାଲ,୨୭।୭: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆ ସିରିଜରେ ଗୁରୁବାର ମ୍ୟାଚରେ ଭାରତର ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇଁ ୱେଷ୍ଟଇଣ୍ଡିଜ ବ୍ୟାଟିଂ କରିବ। ଟିମ ଇଣ୍ଡିଆ ମୁକେଶ କୁମାରଙ୍କୁ ଖେଳ...

ବିଶ୍ୱକପ ପାଇଁ ପ୍ରସ୍ତୁତ ଧର୍ମଶାଳା ଷ୍ଟାଡିୟମ

ଶିମଲା,୨୭।୭: ୨୦୨୩ ବିଶ୍ୱକପ ୫ ଅକ୍ଟୋବରରୁ ଆରମ୍ଭ ହେବ। ଏହାର ପ୍ରଥମ ମ୍ୟାଚ ଅହମ୍ମଦାବାଦରେ ଇଂଲଣ୍ଡ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଖେଳାଯିବ। ଭାରତର ୧୦ଟି ସହରରେ ବିଶ୍ୱକପର ୪୯ଟି ମ୍ୟାଚ ଖେଳାଯିବ। ଏହି ତାଲିକାରେ ଧର୍ମଶାଳା ନାମ ମଧ୍ୟ ଅନ୍ତର୍ଭୁକ୍ତ...

ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଦିନିକିଆ ସିରିଜ୍‌ ପୂର୍ବରୁ ଭାରତକୁ ଝଟ୍‌କା

ନୂଆଦିଲ୍ଲୀ,୨୭।୭: ଆଜିଠାରୁ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ଏହାପୂର୍ବରୁ ଭାରତକୁ ବଡ଼ ଝଟ୍‌କା ଲାଗିଛି। ପ୍ରଥମ ଦିନିକିଆ ପୂର୍ବରୁ ଗୋଡରେ ଯନ୍ତ୍ରଣା ଅନୁଭବ କରିବାରୁ ପେସ୍‌ ବୋଲର୍‌ ମହମ୍ମଦ ସିରାଜଙ୍କୁ ଦିନିକିଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri