ଖେଳ

ଉଷୁ ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ବଡ଼ବିଲ,୧୩।୮(ଦେବପ୍ରିୟ ରଣା): ବିହାର ପାଟ୍‌ନାସ୍ଥିତ ପାଟଳିପୁତ୍ର ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଅନୁଷ୍ଠିତ ୨୨ତମ କନିଷ୍ଠ ଜାତୀୟ ଉଷୁ ଚାମ୍ପିୟନଶିପ୍‌ରେ ଓଡ଼ିଶାକୁ ୯ ପଦକ ମିଳିଛି। ୨ ସ୍ବର୍ଣ୍ଣ ସହ ୨ ରୌପ୍ୟ ଏବଂ ୫ କାଂଶ୍ୟ ପଦକ ହାସଲ କରିଛନ୍ତି ଓଡ଼ିଶା...

ଭାରତ-ୱେଷ୍ଟଇଣ୍ଡିଜ ଟି -୨୦ ସିରିଜର ପଞ୍ଚମ ମ୍ୟାଚ୍‌: ବିଜୟ ଲକ୍ଷ୍ୟରେ ଟିମ ଇଣ୍ଡିଆ…

ଫ୍ଳୋରିଡା,୧୩।୮ : ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି -୨୦ ସିରିଜର ପଞ୍ଚମ ତଥା ଅନ୍ତିମ ମ୍ୟାଚ ଫ୍ଲୋରିଡାର ସେଣ୍ଟ୍ରାଲ ବ୍ରାଉଡର୍‌ ରିଜିଓନାଲ ପାର୍କ ଷ୍ଟାଡିୟମରେ ରବିବାର ସନ୍ଧ୍ୟା ୮ଟାରେ ଖେଳାଯିବ। ସମ୍ପ୍ରତି ଏହି ସିରିଜ ୨-୨ ରେ ରହିଛି।...

ସେହ୍ବାଗଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୩।୮: ବିଶ୍ୱକପ ୨୦୨୩ ଅକ୍ଟୋବର ୫ରୁ ଆରମ୍ଭ ହେବ। ଏଥର ଏହି ଟୁର୍ନାମେଣ୍ଟ ଭାରତରେ ଅନୁଷ୍ଠିତ ହେବାକୁ ଯାଉଛି, ତେଣୁ ସମସ୍ତଙ୍କ ନଜର ରୋହିତ ଶର୍ମାଙ୍କ ଅଧିନାୟକ ଦଳ ଉପରେ ରହିବ। ଭାରତର ପ୍ରଥମ ମ୍ୟାଚ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିବ।...

ସ୍ବତନ୍ତ୍ର କ୍ଲବରେ ସାମିଲ ହେଲେ ଜୟସ୍ବାଲ

ଫ୍ଲୋରିଡା,୧୩।୮: ୱେଷ୍ଟଇଣ୍ଡିଜ ବିପକ୍ଷରେ ଚମତ୍କାର ବ୍ୟାଟିଂ କରୁଥିବାବେଳେ ଯଶସ୍ବୀ ଜୟସ୍ବାଲ ଅପରାଜିତ ୮୪ ରନ କରିଥିଲେ। ଏହି ଇନିଂସ ଆଧାରରେ ସେ ଏକ ବିଶେଷ ସଫଳତା ହାସଲ କରିଥିଲେ। ରୋହିତ ଶର୍ମା ଏବଂ ରିଷଭ ପନ୍ତଙ୍କ ସହ ଜଡିତ ସ୍ବତନ୍ତ୍ର...

କ୍ରିକେଟ୍‌ରେ ବି ଆରମ୍ଭ ହେବ ରେଡ୍‌ କାର୍ଡ

ନୂଆଦିଲ୍ଲୀ,୧୩।୮: ଫୁଟବଲ ମ୍ୟାଚରେ ଖେଳାଳିଙ୍କୁ ରେଡ କାର୍ଡ ଦିଆଯାଏ। କିନ୍ତୁ ବର୍ତ୍ତମାନ କ୍ରିକେଟରେ ରେଡ କାର୍ଡ ମଧ୍ୟ ବ୍ୟବହାର କରାଯିବ। ରେଡ କାର୍ଡ ନିୟମ କାରିବିଆନ ପ୍ରିମିୟର ଲିଗ ମାଧ୍ୟମରେ ପ୍ରବର୍ତ୍ତିତ ହେବ। ରେଡ କାର୍ଡ ନିୟମ ସମ୍ପର୍କରେ ଲିଗର...

ନିଜ ରୋଜଗାରକୁ ନେଇ କୋହଲିଙ୍କ ବଡ଼ ଖୁଲାସା, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୨।୮: ଭାରତୀୟ ଟିମ୍‌ର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଭାବେ ପରିଗଣିତ ବିରାଟ କୋହଲି ଏବେ ଭଲ ଫର୍ମରେ ଅଛନ୍ତି। ଏହାକୁ ନେଇ ଆଲୋଚନା ଥମି ନ ଥିବା ବେଳେ ଏବେ ତାଙ୍କ ରୋଜଗାରକୁ ନେଇ ଭିନ୍ନ ଚର୍ଚ୍ଚା ମୁଣ୍ଡ ଟେକିଛି। କିଛିଦିନ...

ଏସିଆ କପ୍‌ ଲାଗି ଦଳ ଘୋଷଣା କଲା ବାଲାଂଦେଶ, ଟିମ୍‌କୁ ଫେରିଲେ… 

ନୂଆଦିଲ୍ଲୀ,୧୨।୮: ବାଲାଂଦେଶ କ୍ରିକେଟ ବୋର୍ଡ(ବିସିବି) ଶନିବାର ଏସିଆ କପ୍‌ ଲାଗି ୧୭ ସଦସ୍ୟ ବିଶିଷ୍ଟ ଟିମ୍‌ ଘୋଷଣା କରିଛି। ଏଥିରେ ଓପନିଂ ବ୍ୟାଟ୍ସମ୍ୟାନ୍‌ ତାନ୍‌ଜିଦ ହାସନ ତମିମଙ୍କୁ ପ୍ରଥମ ଥର ଲାଗି ଜାତୀୟ ଦଳରେ ସାମିଲ କରାଯାଇଛି। ତମିମ ଇକବାଲ...

ଚତୁର୍ଥ ଟି୨୦: ଟସ୍‌ ଜିତି ଓ୍ବେଷ୍ଟଇଣ୍ଡିଜର ବ୍ୟାଟିଂ ନିଷ୍ପତ୍ତି

ଫ୍ଲୋରିଡା,୧୨।୮: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ଚତୁର୍ଥ ତଥା ଗୁରୁତ୍ୱପୂର୍ଣ୍ଣ ମୁକାବିଲା ଶନିବାର ଏଠାରେ ଖେଳାଯାଉଛି। ଏଥିରେ ଓ୍ବେଷ୍ଟଇଣ୍ଡିଜ ଅଧିନକ ରୋଭମାନ ପାଭେଲ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ମ୍ୟାଚ୍‌ରେ ଭାରତୀୟ ଟିମ୍‌ରେ...

ଅଡୁଆରେ ଦିଲ୍ଲୀ କ୍ରିକେଟ, ଏନ୍‌ଓସି ମାଗିଲେ ଦୁଇ ଧୁରନ୍ଧର

ନୂଆଦିଲ୍ଲୀ,୧୨।୮: ବଢ଼ିବାରେ ଲାଗିଛି ଦିଲ୍ଲୀ କ୍ରିକେଟର ଅଡୁଆ। ପୂର୍ବତନ ଅଧିନାୟକ ନୀତିଶ ରାଣା ଏବଂ ଗତ ବର୍ଷ ରଣଜୀ ଟ୍ରଫିରେ ଦଳ ତରଫରୁ ଭଲ ପ୍ରଦର୍ଶନ କରିଥିବା ଧ୍ରୁବ ଶୋରେ ଆଗାମୀ ଘରୋଇ ସିଜିନରେ ଅନ୍ୟ ଟିମ୍‌ର ପ୍ରତିନିଧିତ୍ୱ କରିବା...

‘ଦଳକୁ ପ୍ରସ୍ତୁତ କରିବା ବଦଳରେ ବରବାଦ କରୁଛି ବିସିସିଆଇ’

ଲାହୋର,୧୨।୮: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ସରଫରାଜ ନଓ୍ବାଜ ବିସିସିଆଇକୁ କଟାକ୍ଷ କରିଛନ୍ତି। ଭାରତ ତୁଳନାରେ ପାକିସ୍ତାନ ଟିମ୍‌ ଅଧିକ ସ୍ଥିର ନଜର ଆସୁଛି। କାରଣ ଭାରତୀୟ ଟିମ୍‌ ଏସିଆ କପ୍‌ ଏବଂ ଦିନିକିଆ ବିଶ୍ୱକପ୍‌ ପୂର୍ବରୁ ହିଁ ଖେଳାଳିମାନଙ୍କୁ...

ଫ୍ଲୋରିଡାରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୪ର୍ଥ ଟି -୨୦ ମ୍ୟାଚ

ଫ୍ଲୋରିଡା, ୧୨।୮: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଥିବା ୫ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର କାରଭାନ ବର୍ତ୍ତମାନ ଆମେରିକାର ଫ୍ଲୋରିଡା ସହରରେ ପହଞ୍ଚିଛି। ତେବେ ଚତୁର୍ଥ ଟି -୨୦ ମ୍ୟାଚ ଫ୍ଲୋରିଡାର ଲାଉଡର୍ହିଲ ଗ୍ରାଉଣ୍ଡରେ ଖେଳାଯିବ। ଏହି...

ଆଜି ଭାରତ- ଓ୍ବେଷ୍ଟଇଣ୍ଡିଜ୍‌ ଚତୁର୍ଥ ମ୍ୟାଚ୍‌

ଲୌଡରହିଲ (ଆମେରିକା), ୧୨।୮: ଲୌଡରହିଲ ସ୍ଥିତି ସେଣ୍ଟ୍ରାଲ ବ୍ରୋଓ୍ବାର୍ଡ ଷ୍ଟାଡିୟମରେ ଶନିବାର ଭାରତ- ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ସିରିଜର ୪ର୍ଥ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳାଯିବ। ଭାରତ ତୃତୀୟ ମ୍ୟାଚ ଜିତିବାରୁ ଓ୍ବେଷ୍ଟଇଣ୍ଡିଜ ୨-୧ରେ ସିରିଜ ଅଗ୍ରଣୀ ରହିଛି। ତେଣୁ ଭାରତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri