ଖେଳ

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ ଖେଳାଳିଙ୍କ ନାମ ଘୋଷଣା କରାଯାଇଛି। ଇର୍ଫାନ ପଠାନଙ୍କୁ ଏହି ଅବସରରେ କୋଣାର୍କ ସୂର୍ଯ୍ୟର...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି ହୋଇଛି। ଏହି କ୍ୱାଲିଫାୟର ମ୍ୟାଚ ମାଲେସିଆରେ ଖେଳାଯାଉଛି, ଯେଉଁଠାରେ ମଙ୍ଗୋଲିଆ ଦଳ ପ୍ରଥମେ...

କଂଗ୍ରେସରେ ଯୋଗଦେବା ପୂର୍ବରୁ ବଡ଼ ନିଷ୍ପତ୍ତି ନେଲେ ଭିନେଶ, ଛାଡିଲେ ଏହି ସରକାରୀ ଚାକିରି

ନୂଆଦିଲ୍ଲୀ,୬।୯: ଭେଟେରାନ ରେସଲର ଭିନେଶ ଫୋଗଟ କଂଗ୍ରେସରେ ଯୋଗଦେବା ପୂର୍ବରୁ ରେଳବାଇରେ ଚାକିରି ଛାଡିଛନ୍ତି। ଉତ୍ତର ରେଳବାଇରେ ଭିନେଶ ଫୋଗଟଙ୍କୁ ଓଏସ୍‌ଡି / ସ୍ପୋର୍ଟସ ଭାବରେ ନିଯୁକ୍ତି କରାଯାଇଥିଲା। ଭିନେଶ ଏକ୍ସରେ ଲେଖିଛନ୍ତି, ଭାରତୀୟ ରେଳବାଇରେ ସେବା ମୋ ଜୀବନର...

ଫିଲ୍ମ ଦୁନିଆରେ ଏଣ୍ଟ୍ରି ମାରିଲେ ଧୋନି! ଏହି ଫିଲ୍ମରେ କରିବେ ଅଭିନୟ

ନୂଆଦିଲ୍ଲୀ,୬।୯: ଦୁଇ ତାରକା ଗୋଟିଏ ଫିଲ୍ମରେ ଥିଲେ ଫିଲ୍ମର କ୍ରେଜ ହିଁ ବଢିଯାଏ। ଲୋକେ ତାଙ୍କ ପ୍ରିୟର ସୁପରଷ୍ଟାରଙ୍କୁ ଦେଖିବାକୁ ଭିଡ ଜମାଇଥା’ନ୍ତି। ଦକ୍ଷିଣ ଫିଲ୍ମର ଆଗାମୀ ଚଳଚ୍ଚିତ୍ର GOAT ରେ ମଧ୍ୟ ସମାନ ଘଟଣା ଘଟିଛି। ଏଥିରେ ତେଲଗୁ...

ନୂଆ ଇନିଂସ ଆରମ୍ଭ କଲେ ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଟିମ୍‌ର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିକଟ ଅତିତରେ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରୁ ସନ୍ୟାସ ଘୋଷଣା କରିଥିଲେ। ଏବେ ସେ ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଏହି କ୍ରିକେଟର ଏବେ ରାଜନୀତି ଦୁନିଆରେ ନିଜର କ୍ୟାରିୟର...

ଟି-୨୦ରେ ନୂଆ ଇତିହାସ ରଚିଲେ ଏହି କ୍ରିକେଟ୍‌ର,ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ…

ନୂଆଦିଲ୍ଲୀ,୫।୯: କାରିବିଆନ ପ୍ରିମିୟର ଲିଗ ଅର୍ଥାତ୍‌ ସିପିଏଲ୍‌ ୨୦୨୪ର ସପ୍ତମ ମ୍ୟାଚ ରେ ସେଣ୍ଟ କିଟ୍ସ ଆଣ୍ଡ୍‌ ନେଭିସ ପ୍ୟାଟ୍ରିୟଟ୍‌ସ ବନାମ ଗୁଇନା ଆମାଜନ ୱାରିୟର୍ସ ମଧ୍ୟରେ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚରେ ଶିମ୍ରନ ହେଟମିୟରଙ୍କ ବିସ୍ଫୋରକ ଇନିଂସ ଯୋଗୁ...

୧୦୦୦ କୋଟି ସମ୍ପତ୍ତିର ମାଲିକ ବିରାଟ କୋହଲି; ଏହି ପ୍ରସଙ୍ଗରେ ଶାହରୁଖ-ସଲମାନଙ୍କଠାରୁ ଅଛନ୍ତି ପଛରେ…

ଶାହରୁଖ ଖାନ ଏବଂ ସଲମାନ ଖାନ ବଲିଉଡ ଇଣ୍ଡଷ୍ଟ୍ରିରେ ରାଜ୍‌ କରୁଥିବାବେଳେ ବିରାଟ କୋହଲି କ୍ରିକେଟ ଜଗତକୁ ରାଜ୍‌ କରୁଛନ୍ତି। ନିକଟରେ ଦେଶର ସବୁଠାରୁ ଧନୀ ଅଭିନେତାଙ୍କ ତାଲିକା ପ୍ରକାଶ ପାଇଥିଲା ଯେଉଁଥିରେ ଶାହାରୁଖ ଖାନ ଜିତିଥିଲେ। ସୁପରଷ୍ଟାର ଶାହାରୁଖ...

ସେମି ଫାଇନାଲରେ ଟିଆଫୋ, ଫ୍ରିଟ୍ଜ

ନ୍ୟୁୟର୍କ,୫ା୯(ପି.ଟି.): ବର୍ଷର ଅନ୍ତିମ ଗ୍ରାଣ୍ଡସ୍ଲାମ ୟୁଏସ୍‌ ଓପନର ସେମି ଫାଇନାଲରେ ପ୍ରବେଶ କରିଛନ୍ତି ଫ୍ରାନ୍ସିସ ଟିଆଫୋ, ଟେଲର ଫ୍ରିଟ୍ଜ ଓ ଆରିନା ସାବାଲେଙ୍କା। ମଙ୍ଗଳବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଟେଲର ଫ୍ରିଟ୍ଜ ୭-୬(୭/୨), ୩-୬, ୬-୪ ଓ ୭-୬(୭/୩)...

ଡ୍ରାଭିଡ ହେବେ ରାଜସ୍ଥାନର ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ, ୫ା୯ (ପି.ଟି.): ଭାରତର ଟି୨୦ ବିଶ୍ୱକପ୍‌ ୨୦୨୪ ସଫଳତାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଦଳର ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୫ରେ ରାଜସ୍ଥାନ ରୟାଲ୍ସ ଦଳର ମୁଖ୍ୟ କୋଚ୍‌ ଦାୟିତ୍ୱ ଗ୍ରହଣ...

ଲଜ୍ଜାଜନକ ରେକର୍ଡ କଲା ପାକିସ୍ତାନ,୧୯୬୫ ପରେ ପ୍ରଥମଥର ଘଟିଲା ଏମିତି…

ରାଓ୍ବଲପିଣ୍ଡି,୪।୯: ବାଂଲାଦେଶ ବିପକ୍ଷରେ ଘରେ ଅପମାନଜନକ ପରାଜୟର ସମ୍ମୁଖୀନ ହେବା ପରେ ପାକିସ୍ତାନ ଦଳ ବହୁ ସମାଲୋଚନାର ସମ୍ମୁଖୀନ ହୋଇଛି। ଏହି ପରାଜୟର ଗୋଟିଏ ଦିନ ପରେ ପାକିସ୍ତାନ ଦଳ ଆଉ ଏକ ବଡ଼ ଝଟକା ଦେଇଛି। ୨ ମ୍ୟାଚ୍‌...

ପାକିସ୍ତାନକୁ ଧୂଳି ଚଟେଇଲା ବାଂଲାଦେଶ

ରାଓ୍ବଲପିଣ୍ଡି,୪ା୯: ପାକିସ୍ତାନ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟ ମ୍ୟାଚ ୬ ଉଇକେଟରେ ଜିତି ନେଇଛି ବାଂଲାଦେଶ। ଏଥିସହିତ ଦଳ ଦୁଇ ମ୍ୟାଚ ବିଶିଷ୍ଟ ସିରିଜ ୨-୦ରେ କ୍ଲିନ୍‌ ସୁଇପ୍‌ ବିଜୟ ହାସଲ କରିଛି। ମ୍ୟାଚ ଜିତିବା ଲାଗି ମଙ୍ଗଳବାର ମ୍ୟାଚର...

ମୋ ପୁଅ କ୍ୟାରିୟର୍‌ ନଷ୍ଟ କରିଦେଇଛନ୍ତି ଧୋନୀ: ସଙ୍ଗୀନ ଅଭିଯୋଗ ଆଣିଲେ ଯୁବରାଜ ସିଂଙ୍କ ବାପା

ନୂଆଦିଲ୍ଲୀ,୪।୯:ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ ପୁଣି ଥରେ ଏମଏସ ଧୋନୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ନିଜେ ଭାରତ ପାଇଁ ଖେଳିଥିବା ଯୋଗରାଜ ଧୋନୀଙ୍କୁ ସମାଲୋଚନା କରି ତାଙ୍କ ପୁଅ ଯୁବରାଜଙ୍କ କ୍ୟାରିୟର ନଷ୍ଟ କରିଥିବା ଅଭିଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri