ଖେଳ

ଅଲିମ୍ପିକ୍ସ ମଇଦାନରେ ହୋଇଗଲା ପ୍ରେମ, ସ୍ବର୍ଣ୍ଣ ପଦକ ପାଉ ପାଉ ମିଳିଗଲା ବିବାହ ପ୍ରସ୍ତାବ

ପ୍ୟାରିସ୍‌,୩।୮:ଅଲିମ୍ପିକ୍ସରେ ଜାରି ରହିଛି ଖେଳାଳିଙ୍କ ଜଲୱା । ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା ସହ ଦେଶ ପାଇଁ ସ୍ବର୍ଣ୍ଣ ପଦକ ଜିତିବା ପ୍ରତି ଖେଳାଳିଙ୍କ ସ୍ବପ୍ନ । କିନ୍ତୁ ସେଇ ପଦକ ଜିତିବା ପରେ ଯଦି ଜୀବନ ରାସ୍ତାରେ ଚାଲିବାକୁ ପୁରୁଷ...

ପ୍ୟାରିସ ଅଲିମ୍ପିକ୍ସରେ ଗୋଟିଏ ବାଥରୁମ ବ୍ୟବହାର କରୁଛନ୍ତି ୫ ଆଥଲେଟ

ପ୍ୟାରିସ,୩।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ର ଅଧା ଯାତ୍ରା ସମାପ୍ତ ହୋଇଛି। ଏହି ସମୟରେ, ପ୍ୟାରିସ ସହରର ସେଇନ ନଦୀ ହେଉ କିମ୍ବା ପ୍ୟାରିସ ଅଲିମ୍ପିକ୍ସର ପରିଚାଳନା ହେଉ, ସମସ୍ତଙ୍କୁ ଆଙ୍ଗୁଳି ନିର୍ଦ୍ଦେଶ କରାଯାଉଛି। ପ୍ୟାରିସ ଅଲିମ୍ପିକ୍ସ ଆରମ୍ଭ ପୂର୍ବରୁ ପ୍ୟାରିସ...

ଭାରତୀୟ ଆଥ୍‌ଲେଟଙ୍କ ଲାଗି ପଠାଗଲା ୪୦ ଏୟାରକଣ୍ଡିଶନର

ନୂଆଦିଲ୍ଲୀ, ୪ା୮ :ପ୍ୟାରିସରେ ତାପମାତ୍ରା ସାଙ୍ଗକୁ ଆର୍ଦ୍ରତା ବୃଦ୍ଧି ପାଇବାରେ ଲାଗିଛି। ଅଲିମ୍ପିକ ଗେମ୍ସ ଭିଲେଜର ରୁମ୍‌ଗୁଡ଼ିକରେ କୁଲିଂ ବ୍ୟବସ୍ଥାରେ ଅଭାବ ରହିଥିବାରୁ ସେଠାରେ ଅବସ୍ଥାନ କରୁଥିବା ଭାରତୀୟ ଆଥଲେଟମାନଙ୍କ ସୁବିଧା ପାଇଁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ୪୦ଟି ଏୟାରକଣ୍ଡିଶନର...

ରୋଇଂ ପୋଡିୟମରେ ୩ ମା’

ପ୍ୟାରିସ୍‌,୩ା୮:ମାତୃତ୍ୱ ଲାଭ କରିବା ପରେ କ୍ରୀଡ଼ାବିତମାନଙ୍କ କ୍ୟାରିୟର ସାଧାରଣତଃ ପଛେଇ ଯାଇଥାଏ। ତେବେ ଚଳିତ ପ୍ୟାରିସ୍‌ ଅଲିମ୍ପିକ୍ସରେ ମାତୃତ୍ୱ ଲାଭ କରିଥିବା ୩ ଜଣ ଖେଳାଳି ରୋଇଂ ଇଭେଣ୍ଟରେ ପୋଡିୟମରେ ଛିଡ଼ା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ବ୍ରିଟେନ୍‌ର ହେଲେନ୍‌...

ପକ୍ଷାଘାତରୁ ଅଲିମ୍ପିକ୍ସ ପଦକ

ଚାଟେରକ୍ସ,୩ା୮: ଗୁଆଟେମାଲା ପାଇଁ ଟ୍ରାପ୍‌ ଶୁଟିଂରେ ପ୍ରଥମ ଅଲିମ୍ପିକ୍ସ ପଦକ ବିଜୟୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଗୁଆଟେମାଲା ଦେଶ ପକ୍ଷରୁ ଏହା ତୃତୀୟ ଅଲିମ୍ପିକ୍ସ ପଦକ ହୋଇଥିବା ବେଳେ ବିଜେତା ଆଡ୍ରିଆନା ରୁଆନୋ ଅଲିଭାଙ୍କ ପାଇଁ ଏହା ଏକ...

ଇତିହାସରୁ ଗୋଟିଏ ପାଦ ଦୂରରେ

ଚାଟେରକ୍ସ,୩ା୮: ଭାରତୀୟ ଶୁଟିଂ ସେନ୍‌ସେସନ୍‌ ମନୁ ଭାକର ଇତିହାସ ରଚିବାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛନ୍ତି। ଶୁକ୍ରବାର ମନୁ ୨୫ ମିଟର ସ୍ପୋଟର୍‌ସ ପିସ୍ତଲ ଇଭେଣ୍ଟର ଫାଇନାଲରେ ପହଞ୍ଚିବା ସହ ଗୋଟିଏ ସଂସ୍କରଣରେ ତୃତୀୟ ପଦକ ଜିତିବାର ନିକଟତର...

ଭାରତ-ଶ୍ରୀଲଙ୍କା ପ୍ରଥମ ମ୍ୟାଚ ଟାଇ

କଲମ୍ବୋ, ୨।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଶୁକ୍ରବାର ଏଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚ ଟାଇରେ ଶେଷ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ୫୦ ଓଭରରେ ୮ ଉଇକେଟ ହରାଇ ୨୩୦ ରନ କରିଥିବାବେଳେ ଭାରତ...

ଅଲିମ୍ପିକ୍ସରେ ଇତିହାସ ରଚିଲା ଭାରତ, ଅଷ୍ଟ୍ରେଲିଆକୁ କଲା ଚିତ୍‌ପଟାଙ୍ଗ

ପ୍ୟାରିସ୍‌,୨।୮: ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଟିମ। ଦଳ ଆଜି ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୩-୨ ଗୋଲରେ ହରାଇ ଦେଇଛି। ଏଥିସହ ଦୀର୍ଘ ୫୨ ବର୍ଷ ପରେ ଅଲିମ୍ପିକ୍ସରେ ଭାରତୀୟ ହକି ଟିମ...

ଅଲିମ୍ପିକ୍ସରେ ନୀରଜ ସ୍ବର୍ଣ୍ଣ ପଦକ ଜିତିଲେ ଦେଶବାସୀଙ୍କର ଖୋଲିବ ଭାଗ୍ୟ

ନୂଆଦିଲ୍ଲୀ,୨।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ର ପ୍ରଥମ ୬ ଦିନ ଭାରତ ପାଇଁ ସାଧାରଣ ଥିଲା । ୬ ଦିନରେ ଭାରତୀୟ ଦଳ ମାତ୍ର ୩ଟି ବ୍ରୋଞ୍ଜ ପଦକ ଜିତିବାରେ ସକ୍ଷମ ହୋଇଛି। ପିଭି ସିନ୍ଧୁ, ନିକହତ ଜରିନ, ରୋହନ ବୋପନାଙ୍କ...

ରିଷଭ ପନ୍ତଙ୍କ ବଦଳରେ ଖେଳିବେ କେ.ଏଲ୍‌ ରାହୁଲ, ରିୟାନ ପରାଗଙ୍କୁ ମିଳିଲାନି ସ୍ଥାନ

ନୂଆଦିଲ୍ଲୀ, ୦୨।୦୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ହେବାକୁ ଥିବା ୱାନ୍‌ଡେ ସିରିଜ୍‌ର ପ୍ରଥମ ମ୍ୟାଟ୍‌ କିଛି ସମୟ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି । ଟି-୨୦ ବିଶ଼୍ବକପ୍‌ ପରେ ରୋହିତ ଶର୍ମା ଟିମ୍‌କୁ ଫେରିଛନ୍ତି । ଏଥି ସହିତ...

ମନୁ ଭାକରଙ୍କୁ ମିଳିଲା ବଡ଼ ବଡ଼ କମ୍ପାନୀର ଅଫର; ୨୦ ଲକ୍ଷରୁ ବଢି କୋଟିଏ ଛୁଇଁଲା ଫି

ନୂଆଦିଲ୍ଲୀ,୨ା୮: ପ୍ୟାରିସ ଅଲମ୍ପିକ୍ସରେ ଦୁଇଟି ବ୍ରୋଞ୍ଜ ପଦକ ଜିତିଥିବା ତାରକା ସୁଟର୍ ମନୁ ଭାକରଙ୍କ ଲୋକପ୍ରିୟତା ଏବେ ସମଗ୍ର ଦେଶରେ ବୃଦ୍ଧି ପାଇଛି। ୧୦ ମିଟର ଏୟାର ପିସ୍ତଲ ବ୍ୟକ୍ତିଗତ ଏବଂ ମିଶ୍ରିତ ୨୫ ମିଟର ଏୟାର ପିସ୍ତଲ ଇଭେଣ୍ଟରେ...

ପ୍ୟାରିସ ଅଲିମ୍ପିକ୍ସରୁ ବଡ ଝଟକା, ଗୋଟିଏ ଦିନରେ ମଉଳିଲା ୫ ଖେଳାଳିଙ୍କ ପଦକ ଜିତିବାର ସ୍ବପ୍ନ

ପ୍ୟାରିସ,୨।୮: ଭାରତ ପାଇଁ ପ୍ୟାରିସ ଅଲିମ୍ପିକ୍ସର ଷଷ୍ଠ ଦିନ କିଛି ଭଲ ଏବଂ ଖରାପ ଖବର ଆଣିଥିଲା। ଗୋଟିଏ ପଟେ ସ୍ବପ୍ନିଲ ଶୁଟିଂରେ ଦେଶ ପାଇଁ ବ୍ରୋଞ୍ଜ ପଦକ ଜିତିଥିବା ବେଳେ ଅନ୍ୟ ପଟେ ୩ଟି ପଦକ ଆଶା ଧୂଳିସାତ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri