ଖେଳ

ଧୋନିଙ୍କ ଠାରୁ ବିଶେଷ ଉପହାର ପାଇଲେ ଗୁରବାଜ, ଟୁଇଟ୍‌ କରି ଦେଲେ ଧନ୍ୟବାଦ

ନୂଆଦିଲ୍ଲୀ,୨୧।୬: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୬ ତମ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ସର୍ବାଧିକ ଚର୍ଚ୍ଚା ଦେଖିବାକୁ ମିଳିଛି। ଏହା ପଛର କାରଣ ହେଉଛି ଅନେକ ପ୍ରଶଂସକ ବିଶ୍ୱାସ କରୁଥିଲେ...

ଇନ୍ଦୋରରେ ଭାରତୀୟ ମହିଳା ଦଳର କ୍ୟାମ୍ପ

ଇନ୍ଦୋର, ୨୧ା୬(ପି.ଟି.): ୧୭ ବର୍ଷରୁ କମ୍‌ ଏଏଫ୍‌ସି ଏସିଆନ୍‌ କ୍ୱାଲିଫାୟରର ଦ୍ୱିତୀୟ ରାଉଣ୍ଡ ପାଇଁ ଭାରତୀୟ ଦଳ ଏହାର ପ୍ରସ୍ତୁତି ଆରମ୍ଭ କରିଛି। ଆସନ୍ତା ଜୁଲାଇ ୭ ତାରିଖରୁ ଭାରତୀୟ ଦଳ ଇନ୍ଦୋରରେ ଏହାର ଅଭ୍ୟାସ କ୍ୟାମ୍ପ ଆରମ୍ଭ କରିବ।...

ଏଏଫ୍‌ସି ଉନ୍ନୟନ କମିଟିରେ ଅଭିଜିତ

ଭୁବନେଶ୍ୱର, ୨୧।୬ (ତପନ ସ୍ବାଇଁ): ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) କାର୍ଯ୍ୟକାରିଣୀ ସଦସ୍ୟ ତଥା ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଯୁଗ୍ମ ସମ୍ପାଦକ ଅଭିଜିତ ପଲ୍‌ ଏଏଫ୍‌ସି (ଏସିଆନ ଫୁଟବଲ କନ୍‌ଫେଡେରେଶନ) ଉନ୍ନୟନ କମିଟିରେ ସ୍ଥାନ ପାଇଛନ୍ତି। ଓଡ଼ିଶାର...

ରେସ୍‌ ଓ୍ବାକ୍‌ ପୂର୍ବରୁ ମଞ୍ଜୁଙ୍କ ହର୍ଡଲ୍ସ

ନୂଆଦିଲ୍ଲୀ, ୨୧ା୬(ପି.ଟି.): ଦେଶର ଟପ୍‌ ରେସ୍‌ ଓ୍ବାକର୍‌ ପଞ୍ଜାବର ୨୪ ବର୍ଷୀୟା ମଞ୍ଜୁ ରାଣୀ ଷଷ୍ଠ ଶ୍ରେଣୀରୁ ଏହି କ୍ରୀଡା ପ୍ରତି ଆକର୍ଷିତ ହେଲେ। ନିକଟରେ ଶେଷ ହୋଇଥିବା ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ମିଟ୍‌ରେ ସେ ୩୫ କିମି ରେସ୍‌...

ଓସିଏଲ୍‌ ୨୦୨୩: ଜାଗୁଆର୍ସ, ପାନ୍ଥର୍ସ ବିଜୟୀ

ଭୁବନେଶ୍ୱର, ୨୧ା୬(ସରୋଜ ଜେନା): ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଆନୁକୂଲ୍ୟରେ ଆୟୋଜିତ ଓଡ଼ିଶା କ୍ରିକେଟ୍‌ ଲିଗ୍‌(୨୦୨୩)ର ନବମ ଦିନରେ ବିଜୟୀ ହୋଇଛନ୍ତି ଓଡ଼ିଶା ଜାଗୁଆର୍ସ ଓ ଓଡ଼ିଶା ପାନ୍ଥର୍ସ। ଡ୍ରିମ୍ସ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚ୍‌ରେ ଓଡ଼ିଶା ଜାଗୁଆର୍ସ ୮ ଉଇକେଟରେ ଓଡ଼ିଶା...

ଭାରତ-ପାକିସ୍ତାନ ମ୍ୟାଚ ଆଜି

ବେଙ୍ଗାଲୁରୁ, ୨୧।୬: ଭୁବନେଶ୍ୱରରେ ହିରୋ କଣ୍ଟିନେଣ୍ଟାଲ କପ୍‌ ଚାମ୍ପିୟନ ହେବାର ୩ ଦିନ ପରେ ଭାରତ ବୁଧବାରଠାରୁ ସାଫ୍‌ ଫୁଟବଲ ଚାମ୍ପିୟନଶିପ୍‌ରେ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ହେଉଛି ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ। ଗ୍ରୁପ୍‌ ‘ଏ’ର...

ଦିନିକିଆ ବିଶ୍ୱକପ କାର୍ଯ୍ୟସୂଚୀରେ ବିଳମ୍ବ ପାଇଁ ପିସିବିକୁ ଦାୟୀ କଲା ବିସିସିଆଇ

ନୂଆଦିଲ୍ଲୀ,୨୦।୬: ଚଳିତ ବର୍ଷ ଶେଷରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପର ସରକାରୀ କାର୍ଯ୍ୟସୂଚୀ ଘୋଷଣାକୁ ସମସ୍ତ କ୍ରିକେଟ ପ୍ରେମୀ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଦ୍ୱାରା ଡ୍ରାଫ୍ଟ କାର୍ଯ୍ୟସୂଚୀରେ ପରିବର୍ତ୍ତନ ପାଇଁ...

ରାଞ୍ଚି ଯିବା ପରେ ଘରଠୁ ଅଧିକ ଖେଳାଳିଙ୍କୁ ସମୟ ଦେଉଛନ୍ତି ଧୋନି

ରାଞ୍ଚି,୨୦।୬: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ହୋମ ଟାଉନ ରାଞ୍ଚିରେ ଅନେକ ସମୟ ବିତାଉଛନ୍ତି। ଧୋନି ଯେତେବେଳେ ରାଞ୍ଚିରେ ରୁହନ୍ତି, ସେ ନିଶ୍ଚିତ ଭାବରେ କ୍ରିକେଟ ଷ୍ଟାଡିୟମକୁ ଯାଆନ୍ତି...

ଭାରତର ସହଜ ବିଜୟ

ତେହେରାନ,୨୦ା୬ (ପି.ଟି.): ଏକାଧିକ ଥର ବିଶ୍ୱ ଚାମ୍ପିୟନ ତଥା ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ପଙ୍କଜ ଆଡଭାନୀଙ୍କ ନେତୃତ୍ୱରେ ଭାରତ ଏଠାରେ ଚାଲିଥିବା ଏସିଆନ ଟିମ୍‌ ସ୍ନୁକର ଚାମ୍ପିୟନଶିପ୍‌ ଗ୍ରୁପ୍‌ ପର୍ଯ୍ୟାୟରେ ଦୁଇଟି ବଡ଼ ବିଜୟ ହାସଲ କରିଛି।...

ରୌପ୍ୟ ଜିତିଲେ କିଶୋର

ଭୁବନେଶ୍ୱର, ୨୦ା୬,(ସରୋଜ ଜେନା): ଜାତୀୟ ଆନ୍ତଃ ରାଜ୍ୟ ଆଥ୍‌ଲେଟିକ ମିଟ୍‌ ପୁରୁଷ ଜାଭେଲିନ୍‌ ଥ୍ରୋ ଇଭେଣ୍ଟରେ ରୌପ୍ୟ ପଦକ ବିଜୟୀ ହୋଇଛନ୍ତି ଓଡ଼ିଶାର କିଶୋର କୁମାର ଜେନା। ସୋମବାର ଅନୁଷ୍ଠିତ ଫାଇନାଲ ଇଭେଣ୍ଟରେ ସେ ୮୨.୮୭ ମିଟର ଥ୍ରୋ କରିବାରେ...

ଏସିଆନ ଗେମ୍ସ ସିଲେକ୍ସନ ଟ୍ରାଏଲରେ ଅନୁପମା

ଭୁବନେଶ୍ୱର, ୨୦ା୬, (ବିଜୟ ରଣା): ସେପ୍ଟେମ୍ବର ଚାଇନାରେ ହେବାକୁଥିବା ଏସିଆନ ଗେମ୍ସର ଜି ଜୁତ୍‌ସୁ ପ୍ରତିଯୋଗିତା ପାଇଁ ହେବାକୁଥିବା ସିଲେକ୍ସନ ଟ୍ରାଏଲରେ ଅଂଶଗ୍ରହଣ କରିବେ ଓଡ଼ିଶାର ଅନ୍ତର୍ଜାତୀୟ ସାମରିକକଳା କ୍ରୀଡ଼ାବିତ୍‌ ଅନୁପମା ସ୍ବାଇଁ। ସିଲେକ୍ସନ ଟ୍ରାଏଲ୍‌ ଉତ୍ତରଖଣ୍ଡର ହଲଦ୍ୱାନୀସ୍ଥିତ ଇନ୍ଦିରାଗାନ୍ଧୀ...

ଭର୍ଷ୍ଟାପେନ୍‌ ଜିତିଲେ କାନାଡିଆନ ଗ୍ରାଁପ୍ରି

ମଣ୍ଟ୍ରିଲ, ୨୦ା୬ (ଏପି): ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ କାନାଡିଆନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିଛନ୍ତି। ତାଙ୍କ କ୍ୟାରିୟରର ମୋଟ ଟାଇଟଲ ସଂଖ୍ୟା ୪୧ରେ ପହଞ୍ଚତ୍ଛି। ଏହାଦ୍ୱାରା ସେ ଆଇର୍ଟନ ସେନାଙ୍କ ସମକକ୍ଷ ହୋଇପାରିଛନ୍ତି। ଚଳିତ ସିଜନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri