ଖେଳ

ପଏଣ୍ଟ ଭାଗକଲେ ଲେବାନନ-ମଙ୍ଗୋଲିଆ

ଭୁବନେଶ୍ୱର, ୧୩ା୬, (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଚତୁଃରାଷ୍ଟ୍ରୀୟ ଫୁଟବଲ ଟୁର୍ନାମେଣ୍ଟରେ ସୋମବାର ଲେବାନନ-ମଙ୍ଗୋଲିଆ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି। ମ୍ୟାଚଟି ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ କୌଣସି ଦଳ ଗୋଲ ସ୍କୋର କରିପାରି ନ...

ଫାଇନାଲରେ ଭାରତ

ଭୁବନେଶ୍ୱର, ୧୩।୬ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଚତୁଃରାଷ୍ଟ୍ରୀୟ ଫୁଟବଲ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ଲିଗ୍‌ ମ୍ୟାଚରେ ଭାରତ ୧-୦ ଗୋଲରେ ଭାନୁଆଟୁକୁ ହରାଇ ଫାଇନାଲରେ ପ୍ରବେଶ କରିଛି। ଘରୋଇ ଦଳ ପକ୍ଷରୁ...

ଓଡ଼ିଶା ବାଳିକା, ବାଳକ ଓଭରଅଲ୍‌ ଚାମ୍ପିୟନ

ଭୁବନେଶ୍ୱର, ୧୩ା୬(ସ୍ପୋଟର୍‌ସ ବ୍ୟୁରୋ): କିଟ୍‌ ବିଶ୍ୱବିଦ୍ୟାଳୟରେ ଚାଲିଥିବା ପ୍ରଥମ ଜନଜାତି ଖେଳ ମହୋତ୍ସବ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଓଡ଼ିଶା ବାଳିକା ଓ ବାଳକ ଦଳ ସାମଗ୍ରିକ ଚାମ୍ପିୟନ ହୋଇଛି। ସେହିପରି କର୍ନାଟକ ବାଳିକା ଓ ବାଳକ ଦଳ ରନର...

୨୦ ବର୍ଷରୁ କମ୍‌ ଫୁଟବଲ୍‌ ବିଶ୍ୱକପ୍‌: ଉରୁଗୁଏ ଚାମ୍ପିୟନ

ଲା ପ୍ଲାଟା(ଆର୍ଜେଣ୍ଟିନା),୧୨ା୬: ଆର୍ଜେଣ୍ଟିନାରେ ଅନୁଷ୍ଠିତ ୨୦ ବର୍ଷରୁ କମ୍‌ ଫୁଟବଲ ବିଶ୍ୱକପରେ ଉରୁଗୁଏ ଚାମ୍ପିୟନ ହୋଇଛି। ଫାଇନାଲରେ ଇଟାଲୀକୁ ଦଳ ୧-୦ରେ ପରାସ୍ତ କରି ଉରୁଗୁଏ ପ୍ରଥମ ଟାଇଟଲ୍‌ ହାସଲ କରିଛି। କ୍ରମାଗତ ୪ଟି ସଂସ୍କରଣରେ ୟୁରୋପୀୟ ଦଳ ଚାମ୍ପିୟନ...

ପରାଜୟ ପରେ ଟିମ ଇଣ୍ଡିଆକୁ ବଡ଼ ଝଟକା, ମ୍ୟାଚ ଫି’ର ଜରିମାନା ଲଗାଇଲା ଆଇସିସି

ନୂଆଦିଲ୍ଲୀ,୧୨।୬: ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲରେ ପରାଜୟ ପରେ ଭାରତକୁ ଆଉ ଏକ ଝଟକା ଲାଗିଛି। ସ୍ଲୋ ଓଭର ରେଟ୍‌ ପାଇଁ ଟିମ ଇଣ୍ଡିଆ ଉପରେ ଆଇସିସି ପୂରା ମ୍ୟାଚ ଫି’ର ଜରିମାନା କରିଛି। ଭାରତ ସହିତ ଅଷ୍ଟ୍ରେଲିଆକୁ ମଧ୍ୟ...

ହିଏ-ଓ୍ବାଙ୍ଗ୍‌ଙ୍କୁ ମହିଳା ଡବଲ୍ସ ଟାଇଟଲ

ପ୍ୟାରିସ, ୧୨ା୬: ତାଇଓ୍ବାନର ହିଏ ସୁ ଓ୍ବେଇ ଓ ଚାଇନାର ଓ୍ବାଙ୍ଗ୍‌ ଜିନ୍‌ୟୁ ଫ୍ରେଞ୍ଚ ଓପନ ଟେନିସ ମହିଳା ଡବଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ସେମାନେ ୟୁଏସ୍‌-କାନାଡିଆନ ଯୋଡ଼ି ଟେଲର ଟାଉନ୍‌ସେଣ୍ଡ ଓ ଲେଲା ଫର୍ନାଣ୍ଡିଜଙ୍କୁ ୧-୬, ୭-୬...

କିଟ୍‌ ଅନ୍ତର୍ଜାତୀୟ ଚେସ୍‌ ମହୋତ୍ସବ ଉଦ୍‌ଘାଟିତ

ଭୁବନେଶ୍ୱର,୧୨।୬ (କ୍ରୀଡ଼ା ପ୍ରତିନିଧି): କିଟ୍‌ ଅନ୍ତର୍ଜାତୀୟ ଚେସ୍‌ ମହୋତ୍ସବର ୧୪ତମ ସଂସ୍କରଣ ରବିବାର କିଟ୍‌ ବିଶ୍ୱବିଦ୍ୟାଳୟସ୍ଥିତ ବିଶ୍ୱନାଥନ୍‌ ଆନନ୍ଦ ଚେସ୍‌ ହଲ୍‌ରେ ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶା ସରକାର, ଭାରତୀୟ ଚେସ୍‌ ସଂଘ, ଭାରତୀୟ କ୍ରୀଡ଼ା ପ୍ରାଧିକରଣ, ଓଡ଼ିଶା ଚେସ୍‌ ସଂଘ...

ଆର୍ଜେଣ୍ଟିନାକୁ ୨-୧ରେ ହରାଇଲା ଭାରତ

ଇନ୍ଧୋଭେନ୍‌, ୧୨ା୬(ପି.ଟି): ଆର୍ଜେଣ୍ଟିନା ବିପକ୍ଷରେ ବିଜୟ ସହିତ ୨୦୨୨-୨୩ ପ୍ରୋ ଲିଗ୍‌ ହକି ସିଜନ ଶେଷ କରିଛି ଭାରତ। ନେଦରଲାଣ୍ଡ୍ସ ବିପକ୍ଷ ପରାଜୟ ପରେ ଭାରତୀୟ ଦଳ ଚମତ୍କାର ପ୍ରତ୍ୟାବର୍ତ୍ତନ କରିବା ସହିତ ୨-୧ରେ ବିଜୟୀ ହୋଇଛି। ଭାରତ ପକ୍ଷରୁ...

ଭାରତକୁ ପ୍ରଥମ ଟାଇଟଲ

କାକାମିଗହରା (ଜାପାନ), ୧୨ା୬(ପି.ଟି.): ଜାପାନରେ ଅନୁଷ୍ଠିତ ମହିଳା ଜୁନିୟର ଏସିଆ କପ୍‌ ହକିରେ ଭାରତ ଚାମ୍ପିୟନ୍‌ ଆଖ୍ୟା ଅର୍ଜନ କରିଛି। ରବିବାର ଅନୁଷ୍ଠିତ ଫାଇନାଲରେ ଭାରତ ୨-୧ ଗୋଲରେ ଦକ୍ଷିଣ କୋରିଆକୁ ପରାସ୍ତ କରିଛି। ଏହାସହିତ ପ୍ରଥମଥର ପାଇଁ ଭାରତ...

ଫାୟାର ଆର୍ମ ଟ୍ରେନିଂରେ ୨୪ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୧୨ା୬ (ସ୍ପୋଟର୍‌ସ ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମସ୍ଥିତ ୫୦ ମିଟର ଫାୟାର ଆର୍ମ ଶୁଟିଂ ରେଞ୍ଜ୍‌ଠାରେ ଓଡ଼ିଶା ରାଇଫଲ ଆସୋସିଏଶନ ଆନୁକୂଲ୍ୟରେ ୯ ତାରିଖରୁ ଚାଲିଥିବା ଫାୟାର ଆର୍ମ ଟ୍ରେନିଂ ଶିବିର ରବିବାର ଉଦ୍‌ଯାପିତ ହୋଇଛି। ଏଥିରେ ୨୪ ପରୀକ୍ଷାର୍ଥୀ...

‘ଆର୍ଦ୍ର ପରିବେଶରୁ ଭାରତକୁ ଫାଇଦା ମିଳିବ’

ଭୁବନେଶ୍ୱର, ୧୨।୬ (କ୍ରୀଡ଼ା ପ୍ରତିନିଧି): ଇଣ୍ଟରକଣ୍ଟିନେଣ୍ଟାଲ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତର ପରବର୍ତ୍ତୀ ପ୍ରତିଦ୍ୱନ୍ଦ୍ୱୀ ଭାନୁଆଟୁ ହୋଇଥିବାରୁ ଭୁବନେଶ୍ୱରର ଆର୍ଦ୍ର ପରିବେଶରୁ ଘରୋଇ ଦଳକୁ ଫାଇଦା ମିଳିବ ବୋଲି ଅନୁଭବ କରୁଛନ୍ତି ମୁଖ୍ୟ କୋଚ୍‌ ଇଗର ଷ୍ଟିମାକ୍‌। ମଙ୍ଗୋଲିଆ ବିପକ୍ଷରେ ଭାରତ...

ଭାରତ ଆଜି ଭାନୁଆଟୁକୁ ଭେଟିବ

ଭୁବନେଶ୍ୱର, ୧୨।୬ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ସୋମବାର ୨ଟି ମ୍ୟାଚ୍‌ ଅନୁଷ୍ଠିତ ହେବ। ଅପରାହ୍ନ ୪ଟା ୩୦ରେ ଲେବାନନ୍‌ ବିପକ୍ଷରେ ଖେଳିବ ମଙ୍ଗୋଲିଆ। ସନ୍ଧ୍ୟା ୭ଟା ୩୦ରେ ଭାରତ ଏହାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri