ଖେଳ

ପ୍ରଥମ ଇନିଂସ୍‌ରେ ୪୬୯ ରନ୍‌ରେ ଅଟକିଲା ଅଷ୍ଟ୍ରେଲିଆ

ଲଣ୍ଡନ,୮।୬: ଦି ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ର ଗୁରୁବାର ଦ୍ୱିତୀୟ ଦିନରେ ଅଷ୍ଟ୍ରେଲିଆ ୪୬୯ କରି ଅଲ୍‌ଆଉଟ ହୋଇଯାଇଛି। ଟ୍ରାଭିସ ହେଡ୍‌ ଏବଂ ଷ୍ଟିଭେନ୍‌ ସ୍ମିଥଙ୍କ ଦମ୍‌ଦାର ଶତକ ବଲରେ ଅଷ୍ଟ୍ରେଲିଆ ବଡ଼ ସ୍କୋର କରିବାରେ ସଫଳ...

ବିବାହ କଲେ ଏହି ଭାରତୀୟ ଦ୍ରୁତ ବୋଲର

ନୂଆଦିଲ୍ଲୀ,୮।୬: ଭାରତୀୟ ଦଳ ଜୁନ ୭ରୁ ଇଂଲଣ୍ଡରେ ଅଷ୍ଟ୍ରେଲିଆ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନସିପର ଫାଇନାଲ ମ୍ୟାଚ ଖେଳୁଛି। ମ୍ୟାଚ ଆରମ୍ଭ ହେବାର ଗୋଟିଏ ଦିନ ପରେ ଭାରତୀୟ ଦଳର ଷ୍ଟାର ଦ୍ରୁତ ବୋଲର ପ୍ରସିଦ୍ଧ କୃଷ୍ଣ ଭାରତୀୟ ପ୍ରଶଂସକଙ୍କୁ...

ଅହମଦାବାଦରେ ଖେଳିବାକୁ ଚାହୁଁନାହିଁ ପାକିସ୍ତାନ: ପିସିବି

କରାଚୀ,୮ା୬: ଭାରତରେ ଅକ୍ଟୋବର-ନଭେମ୍ବରରେ ଖେଳାଯିବାକୁ ଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ ବ୍ୟତୀତ ଅହମଦାବାଦରେ ଅନ୍ୟ କୌଣସି ମ୍ୟାଚ ଖେଳିବାକୁ ଚାହୁଁନାହିଁ ପାକିସ୍ତାନ। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ଚେୟାରମ୍ୟାନ ନଜାମ ସେଠୀ ଏନେଇ ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ...

ଅବସର ପରେ ଆଶେସକୁ ଫେରିଲେ ଏହି ଅଲ୍‌ରାଉଣ୍ଡର

ଲଣ୍ଡନ,୮ା୬: ଜୁନ୍‌ ୧୬ରୁ ଏଜ୍‌ବାଷ୍ଟନରେ ଆରମ୍ଭ ହେବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ୫ମ୍ୟାଚ ବିଶିଷ୍ଟ ଆଶେସ ଟେଷ୍ଟ ସିରିଜ ଲାଗି ଅବସରରୁ ପୁଣି ମଇଦାନମକୁ ଫେରିଛନ୍ତି ଭେଟେରାନ ଅଲ୍‌ରାଉଣ୍ଡର ମୋଇନ ଅଲି। ୩୫ ବର୍ଷୀୟ ମୋଇନ ୨୦୨୧ରେ ଟେଷ୍ଟରୁ ଅବସର...

ପ୍ରଥମ ସଂସ୍କରଣରେ ଚାମ୍ପିୟନ ହୋଇଥିଲା ଭାରତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ ପାଇଁ କଳିଙ୍ଗ ଷ୍ଟାଡିୟମ ପ୍ରସ୍ତୁତ। ପୂର୍ବରୁ ଭାରତୀୟ ଦଳ ଏଠାରେ ଅଭ୍ୟାସ ଚଳାଇଥିବାବେଳେ ଅନ୍ୟ ୩ ଦଳ ପର୍ଯ୍ୟାୟକ୍ରମେ ବୁଧବାର ପହଞ୍ଚତ୍ବାରେ ଲାଗିଛନ୍ତି। ଭାରତ ବ୍ୟତୀତ...

ସ୍ବର୍ଣ୍ଣ ବିଜୟୀ ମହିଳା ଭଲିବଲ ଦଳ ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ନେପାଳର କାଠମାଣ୍ଡୁରେ ଅନୁଷ୍ଠିତ କାଭା ମହିଳା ଭଲିବଲ ଚ୍ୟାଲେଞ୍ଜ କପ୍‌ରେ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳକୁ ବୁଧବାର କିଟ୍‌ ପରିସରରେ ସମ୍ବର୍ଦ୍ଧିତ କରାଯାଇଛି। ଭାରତୀୟ ଦଳରେ ଓଡ଼ିଆ ଖେଳାଳି ଅନନ୍ୟା ଦାସ ଓ...

ଓଡ଼ିଶା ସିନିୟର ମହିଳା ରଗ୍‌ବୀ ଦଳ ଘୋଷିତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ମହାରାଷ୍ଟ୍ରର ପୁଣେସ୍ଥିତ ବାଲଓ୍ବୋଡ଼ିଠାରେ ସର୍ବଭାରତୀୟ ଜୁନିୟର ମହିଳା ରଗ୍‌ବୀ ୭ଏସ୍‌ ଚାମ୍ପିୟନଶିପ୍‌ ଶେଷ ହୋଇଛି। ଏଥିରେ ଓଡ଼ିଶା ଦଳ ଚାମ୍ପିୟନ ହୋଇଛି। ସର୍ବଭାରତୀୟ ସିନିୟର ମହିଳା ରଗ୍‌ବୀ ୭ଏସ୍‌ ଚାମ୍ପିୟନଶିପ୍‌ ଆସନ୍ତା ୯ ତାରିଖରୁ...

ସାଇଦୀପଙ୍କ ଶତକ: କଟକ ‘ଏ’ ଦୃଢ଼

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): କଟକର ରେଭେନ୍ସା-୧ ଗ୍ରାଉଣ୍ଡରେ କଳାହାଣ୍ଡି କପ୍‌ କ୍ରିକେଟ ଟୁର୍ନାମେଣ୍ଟର ୨ ଦିନିଆ ଫାଇନାଲ ବୁଧବାର ଆରମ୍ଭ ହୋଇଛି। ସାଇଦୀପ ମହାପାତ୍ରଙ୍କ ଶତକ ଏବଂ ସୌଭାଗ୍ୟ ମିଶ୍ରଙ୍କ ଦୃଢ଼ ବ୍ୟାଟିଂ ବଳରେ କଟକ ‘ଏ’ ପ୍ରଥମ...

ଏନ୍‌ସିଏ କ୍ୟାମ୍ପକୁ ତନ୍ମୟୀ ମନୋନୀତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ତନ୍ମୟୀ ବେହେରା ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ)ର ୧୯ ବର୍ଷରୁ କମ୍‌ ବାଳିକା ହାଇପରଫର୍ମାନ୍ସ କ୍ୟାମ୍ପ ପାଇଁ ମନୋନୀତ ହୋଇଛନ୍ତି। ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ବୁଧବାର ଏହି ସୂଚନା ଦିଆଯାଇଛି।...

ଶିବ ପ୍ରସାଦ ଭାରତ ‘ଏ’ ଦଳର ମ୍ୟାନେଜର

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ହଂକଂଠାରେ ଏସିସି ଇମର୍ଜିଂ ମହିଳା ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ଚଳିତ ମାସ ୧୩ ତାରିଖରୁ ଆରମ୍ଭ ହେବ। ଏଥିରେ ଅଂଶଗ୍ରହଣ କରିବାକୁ ଯାଉଥିବା ଭାରତ ‘ଏ’ ଦଳର ମ୍ୟାନେଜର ଭାବେ ଓଡ଼ିଶାର ଶିବ...

ସ୍ବିଟେକ୍‌ ସେମିଫାଇନାଲରେ

ପ୍ୟାରିସ, ୮ା୬: ଗତଥରର ଚାମ୍ପିୟନ ଇଗା ସ୍ବିଟେକ ଫ୍ରେଞ୍ଚ ଓପନ ଟେନିସ ମହିଳା ସିଙ୍ଗଲ୍ସରେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ବିଶ୍ୱର ନମ୍ବର ଓ୍ବାନ ମାନ୍ୟତାପ୍ରାପ୍ତ ଏହି ଖେଳାଳି ଆମେରିକାର ସ୍ବଳ୍ପ ବୟସ୍କା କୋକୋ ଗଫ୍‌ଙ୍କୁ ୬-୪, ୬-୨ ରେ ହରାଇ...

ହେଡ୍‌ଙ୍କ ଶତକ: ବଡ଼ ସ୍କୋର ଆଗରେ ଅଷ୍ଟ୍ରେଲିଆ

ଲଣ୍ଡନ,୭।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ର ଫାଇନାଲ ଦି ଓଭାଲ ଗ୍ରାଉଣ୍ଡରେ ବୁଧବାର ଆରମ୍ଭ ହୋଇଯାଇଛି। ଟ୍ରାଭିସ ହେଡ୍‌ଙ୍କ ଶତକ ଏବଂ ଷ୍ଟିଭେନ୍‌ ସ୍ମିଥଙ୍କ ଦୃଢ଼ ବ୍ୟାଟିଂ ବଳରେ ଅଷ୍ଟ୍ରେଲିଆ ବଡ଼ ସ୍କୋର ଦିଗରେ ଅଗ୍ରସର ହୋଇଛି। ଅଷ୍ଟ୍ରେଲିଆ ୮୩ ଓଭରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri