ସୁଲ୍ (ଜର୍ମାନୀ), ୬ା୬ (ପି.ଟି.): ଜର୍ମାନୀର ସୁଲ୍ଠାରେ ଚାଲିଥିବା ଆଇଏସଏସ୍ଏଫ୍ ଜୁନିୟର ଶୁଟିଂ ବିଶ୍ୱକପ୍ରେ ଭାରତର ଧନୁଷ ଶ୍ରୀକାନ୍ତ ପୁରୁଷ ୧୦ ମିଟର ଏୟାର ରାଇଫଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ପ୍ରତିଯୋଗିତାରେ ଭାରତର ଏହା ହେଉଛି ତୃତୀୟ...
ଇଚିଅନ (ଦକ୍ଷିଣ କୋରିଆ), ୬।୬: ଏଠାରେ ଚାଲିଥିବା ୨୦ ବର୍ଷରୁ କମ୍ ଏସିଆନ ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ରେ ସିଦ୍ଧାର୍ଥ ଚୌଧାରୀ ଭାରତ ପାଇଁ ତୃତୀୟ ସ୍ବର୍ଣ୍ଣ ପଦକ ଆଣିଦେଇଛନ୍ତି। ସୋମବାର ଅନୁଷ୍ଠିତ ଶଟ୍ପୁଟ ଇଭେଣ୍ଟରେ ସେ ତାଙ୍କ ବ୍ୟକ୍ତିଗତ ଶ୍ରେଷ୍ଠ ୧୯.୫୨...
କାକାମିଘାରା, ୬ା୬ (ପି.ଟି.): ଜୁନିୟର ମହିଳା ଏସିଆ କପ୍ ହକି ଟୁର୍ନାମେଣ୍ଟରେ ସୋମବାର ଖେଳାଯାଇଥିବା ଏକ ମ୍ୟାଚ୍ରେ ଭାରତ ଦୃଢ଼ ପ୍ରତ୍ୟାବର୍ତ୍ତନ ସହ ମାଲେସିଆକୁ ୨-୧ ଗୋଲ୍ରେ ପରାସ୍ତ କରିଛି। ଖେଳର ୬ଷ୍ଠ ମିନିଟ୍ରେ ଦିଆନ ନାଜେରିଙ୍କ ଗୋଲ ଜରିଆରେ...
Archives
Model This Week
ପିଲାଙ୍କ ଧରିତ୍ରୀ