ଖେଳ

କ୍ୱାର୍ଟରରେ ଜୋକୋଭିଚ୍‌-ଖାଚାନୋଭ

ପ୍ୟାରିସ୍‌, ୫ା୬: କ୍ଲେ କୋର୍ଟ ଗ୍ରାଣ୍ଡସ୍ଲାମ ଫ୍ରେଞ୍ଚ ଓପନ କ୍ୱାର୍ଟର ଫାଇନାଲରେ ସର୍ବିଆର ନୋଭାକ୍‌ ଜୋକୋଭିଚ୍‌ ପ୍ରବେଶ କରିଛନ୍ତି। ରାଫେଲ ନାଡାଲଙ୍କ ଅନୁପସ୍ଥିତିରେ ଟାଇଟଲ୍‌ ଫେବରିଟ୍‌ ଭାବରେ ବିବେଚିତ ଜୋକୋଭିଚ୍‌ ଜୁଆନ୍‌ ପାବ୍‌ଲୋ ଭାରିଲାସଙ୍କୁ ୬-୩, ୬-୨, ୬-୨ ସେଟ୍‌ରେ...

ଦେଶରେ ଜଣେ ମାତ୍ର ପ୍ରତିଭାଶାଳୀ ଯୁବକ ଜୟ ଶାହା, ତାଙ୍କୁ ଅଧ୍ୟକ୍ଷ କରିଦିଅ, କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ଜୟନ୍ତ ଚୌଧୁରୀ

ନୂଆଦିଲ୍ଲୀ,୪।୬: ରାଷ୍ଟ୍ରୀୟ ଲୋକଦଳ ପାର୍ଟି(ଆରଏଲଡି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜୟନ୍ତ ଚୌଧୁରୀ କୁସ୍ତି ଯୋଦ୍ଧାଙ୍କ ସମର୍ଥନ କରି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ ରବିବାର କହିଛନ୍ତି, ‘ସରକାର ୯ ବର୍ଷର ଉତ୍ସବ ପାଳନ କରୁଛନ୍ତି। ୯ ବର୍ଷ ପୂର୍ବରୁ କେବେ...

ଓଡ଼ିଶା ଟ୍ରେନ ଦୁର୍ଘଟଣାକୁ ନେଇ ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ କୋହଲି

ନୂଆଦିଲ୍ଲୀ,୩।୬: ଶୁକ୍ରବାର ଓଡ଼ିଶାର ବାଲେଶ୍ୱରଠାରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ୨୮୮ ଜଣଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣାକୁ ନେଇ ଭାରତୀୟ କ୍ରିକେଟ ଦଳର ଖେଳାଳି ବିରାଟ କୋହଲି ଦୁଃଖ ପ୍ରକାଶ କରିଛନ୍ତି। କୋହଲି...

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଶୋକବ୍ୟକ୍ତ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୩।୬:ବାହାନଗା ଟ୍ରେନ୍‌ଦୁର୍ଘଟଣା ନେଇ ଶୋକ ପ୍ରକାଶ କଲେ ବିରାଟ କୋହଲି। ଟେ ଟ୍ବିଟ୍‌ କରି କହିଛନ୍ତି, ଓଡିଶାରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣାକୁ ନେଇ ମୁଁ ଦୁଃଖିତ। ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରିୟଜନଙ୍କ ପରିବାରକୁ ସମବେଦନା ଜଣାଉଛି। ଆହତଙ୍କ ଆଶୁଆରୋଗ୍ୟ...

କୁସ୍ତିଯୋଦ୍ଧାଙ୍କୁ ୧୯୮୩ ବିଶ୍ୱକପ୍‌ ବିଜୟୀଙ୍କ ସମର୍ଥନ

ନୂଆଦିଲ୍ଲୀ, ୩ା୬(ପି.ଟି.): ବିକ୍ଷୋଭ ପ୍ରଦର୍ଶନକାରୀ କୁସ୍ତିଯୋଦ୍ଧାମାନଙ୍କୁ ୧୯୮୩ କ୍ରିକେଟ ବିଶ୍ୱକପ୍‌ ବିଜୟୀ ଦଳର ସଦସ୍ୟମାନେ ସମର୍ଥନ ଜ୍ଞାପନ କରିଛନ୍ତି। ଖେଳାଳିମାନଙ୍କ ବିଷୟ ଶୁଣାଯିବ ଏବଂ ସମାଧାନ କରାଯିବ ବୋଲି ସେମାନେ ଆଶା କରିଛନ୍ତିି। ତେଣୁ ତରବରିଆ ଭାବେ କୌଣସି ନିଷ୍ପତ୍ତି...

ଚତୁର୍ଥ ରାଉଣ୍ଡରେ ସାବାଲେଙ୍କା, ପାଭ୍‌ଲ୍ୟୁଚେଙ୍କୋଭା

ପ୍ୟାରିସ, ୩।୬: ଆରିନା ସାବାଲେଙ୍କା, ଆନାସ୍ତାସିଆ ପାଭଲ୍ୟୁଚେଙ୍କୋଭା, ଏଲିସ ମେର୍ଟେନ୍ସ, ଡାରିଆ କାସାଟ୍‌କିନା ପ୍ରମୁଖ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ତୃତୀୟ ରାଉଣ୍ଡ ମ୍ୟାଚରେ ସାବାଲେଙ୍କା ୬-୨,...

ଆହାନ ମିଶ୍ର ରନରଅପ୍‌

ଭୁବନେଶ୍ୱର, ୩।୬ (କ୍ରୀଡ଼ା ପ୍ରତିନିଧି): ପଞ୍ଜାବର ଜସୋଓ୍ବାଲଠାରେ ୨୯ ମେ’ରୁ ୨ ଜୁନ୍‌ ପର୍ଯ୍ୟନ୍ତ ଅନୁଷ୍ଠିତ ଏଆଇଟିଏ ୧୪ ବର୍ଷରୁ କମ୍‌ ସୁପର ସିରିଜ ଟେନିସ ଟୁର୍ନାମେଣ୍ଟର ଡବଲ୍ସରେ ରନରଅପ୍‌ ହୋଇଛନ୍ତି ଓଡ଼ିଶାର ଆହାନ ମିଶ୍ର। ଉକ୍ତ ପ୍ରତିଯୋଗିତାରେ ତାଙ୍କର...

ବେଲଜିୟମକୁ ହରାଇଲା ଭାରତ

ଲଣ୍ଡନ, ୩ା୬ (ପି.ଟି.): ୟୁରୋପ ପର୍ଯ୍ୟାୟ ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ ହକି ପ୍ରତିଯୋଗିତାରେ ଶୁକ୍ରବାର ବେଲଜିୟମକୁ ୫-୧ ଗୋଲ୍‌ରେ ପରାସ୍ତ କରିଛ ଭାରତ। ପ୍ରତିଯୋଗିତାରେ ପଛକୁ ପଛ ଦୁଇଟି ମ୍ୟାଚ ହାରିଯିବା ପରେ ଦଳର ଏହା ହେଉଛି ପ୍ରଥମ ବିଜୟ। ମିଡ୍‌ଫିଲ୍ଡର...

ପାରାମାଉଣ୍ଟ ସ୍ପୋର୍ଟିଂ ଚାମ୍ପିୟନ

ଭୁବନେଶ୍ୱର, ୩।୬ (କ୍ରୀଡ଼ା ପ୍ରତିନିଧି): ମୁକ୍ତେଶ୍ୱର କ୍ରିକେଟ କ୍ଲବ ଆନୁକୂଲ୍ୟରେ ୨ୟ ପ୍ରଶାନ୍ତ ମହାପାତ୍ର ସ୍ମାରକୀ ଜୁନିୟର (୧୬ ବର୍ଷରୁ କମ୍‌) କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଶେଷ ହୋଇଛି। ଏହାର ଫାଇନାଲରେ ପ୍ରଗତି ସ୍ପୋର୍ଟିଂକୁ ୨୮ ରନରେ ହରାଇ ପାରାମାଉଣ୍ଟ...

ଭିଲାସିରଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର, ୩।୬(କ୍ରୀଡ଼ା ପ୍ରତିନିଧି): ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ) ଓ ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ) ଆନୁକୂଲ୍ୟରେ ଖୋର୍ଦ୍ଧାର ବରୁଣେଇସ୍ଥିତ କେଟି ଗ୍ଲୋବାଲ ସ୍କୁଲ୍‌ ପରିସରରେ ଅନୁଷ୍ଠିତ ଟେନିସ ଟୁର୍ନାମେଣ୍ଟ ଶୁକ୍ରବାର ଶେଷ ହୋଇଛି। ଭାରତର ବିଭିନ୍ନ ସ୍ଥାନରୁ ୮୦...

୧୪ ଜଣିଆ ଭାରତ ‘ଏ’ ଦଳ ଘୋଷଣା

ନୂଆଦିଲ୍ଲୀ, ୩ା୬ (ପି.ଟି.): ହଂକଂରେ ଜୁନ୍‌ ୨୧ରୁ ଏସିସି (ଏସିଆନ କ୍ରିକେଟ କାଉନ୍‌ସିଲ) ଏମର୍ଜିଂ ମହିଳା ଏସିଆ କପ୍‌ ଖେଳାଯିବ। ଏଥିପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ମହିଳା ସିଲେକ୍ସନ କମିଟି ତରଫରୁ ୧୪ ଜଣିଆ ଦଳ ଘୋଷଣା...

ଡବ୍ଲୁଟିସି ଫାଇନାଲ: ଟିମ୍‌ ଇଣ୍ଡିଆ ପାଇଁ ଭାରି ପଡିପାରନ୍ତି କଙ୍ଗାରୁ ଟିମ୍‌ର ଏହି ଖେଳାଳି

ନୂଆଦିଲ୍ଲୀ,୨।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପାଇଁ ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ। ଜୁନ୍‌ ୭ରୁ ଲଣ୍ଡନର ଓଭାଲରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଫାଇନାଲ ମ୍ୟାଚ ଖେଳାଯିବ। ତେବେ ମଇଦାନରେ ଦ୍ରୁତ ବୋଲର୍‌ଙ୍କ ଦ୍ୱାରା ଭଲ ରନ୍‌ କରିହେବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri