ଖେଳ

ଟସ ଜିତି ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ ନିଷ୍ପତ୍ତି

ଅହମ୍ମଦାବାଦ,୨୬।୫: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଶୁକ୍ରବାର ଆଇପିଏଲ ୨୦୨୩ର ଦ୍ୱିତୀୟ କ୍ବାଲିଫାୟର ମ୍ୟାଚ ଗୁଜୁରାଟ ଟାଇଟନ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଆରମ୍ଭ ହୋଇଛି। ବର୍ଷା କାରଣରୁ ମ୍ୟାଚ ବିଳମ୍ବ ହୋଇଥିଲା। ତେବେ ପ୍ରଥମେ ଟସ ଜିତି ମୁମ୍ବାଇ...

ସିନ୍ଧୁ, ଶ୍ରୀକାନ୍ତ, ପ୍ରଣୟ କ୍ୱାର୍ଟରଫାଇନାଲରେ

କୁଆଲାଲମ୍ପୁର, ୨୫ା୫ :ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ, ଏଚ.ଏସ୍‌ ପ୍ରଣୟ ଓ କିଡାମ୍ବି ଶ୍ରୀକାନ୍ତ ମାଲେସିଆ ମାଷ୍ଟର୍ସ ସୁପର ୫୦୦ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଡବଲ ଅଲିମ୍ପିକ ପଦକ ବିଜେତା ୬ଷ୍ଠ ସିଡ୍‌ ସିନ୍ଧୁ...

ଜାପାନକୁ ୩-୧ରେ ପରାସ୍ତକଲା ଭାରତ

ନୂଆଦିଲ୍ଲୀ,୨୬ା୫: ଜୁନିୟର ଏସିଆ କପ୍‌ ହକିରେ ଜାପାନକୁ ୩-୧ରେ ପରାସ୍ତ କରିଛି ଭାରତ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ୦-୧ରେ ପଛୁଆ ରହିବା ପରେ ଭାରତୀୟ ଖେଳାଳି ଚମତ୍କାର ପ୍ରତ୍ୟାବର୍ତ୍ତନ କରି ମ୍ୟାଚକୁ ସହଜରେ ଜିତି ନେଇଥିଲେ। ଭାରତ...

ବେଲ୍‌ଜିୟମକୁ ଭେଟିବ ଭାରତ

ଲଣ୍ଡନ,୨୬ା୫: ପ୍ରୋ ହକି ଲିଗ୍‌ର ୟୁରୋପ ଚରଣ ଶୁକ୍ରବାର ଆରମ୍ଭ ହେବ। ପ୍ରଥମ ମ୍ୟାଚରେ ଭାରତ ବିଶ୍ୱ ଚାମ୍ପିୟନ ବେଲ୍‌ଜିୟମକୁ ଭେଟିବ। ୧୯ ପଏଣ୍ଟ ସହିତ ଭାରତ ପ୍ରୋ ହକି ଲିଗ୍‌ ପଏଣ୍ଟ ଟେବୁଲରେ ଏକ ନମ୍ବର ସ୍ଥାନରେ ରହିଛି।...

ଆଇପିଏଲ୍‌ ପରେ ଏସିଆ କପ୍‌ ଭେନ୍ୟୁ ସମ୍ପର୍କରେ ନିଷ୍ପତ୍ତି

ନୂଆଦିଲ୍ଲୀ, ୨୫ା୫: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫାଇନାଲ ପରେ ଏସିଆ କପ୍‌ କ୍ରିକେଟର ଭେନ୍ୟୁ ସମ୍ପର୍କରେ ନିଷ୍ପିତ୍ତି ନିଆଯିବ। ଫାଇନାଲକୁ ଏସିଆନ କ୍ରିକେଟ କାଉନ୍‌ସିଲ (ଏସିସି)ର ଉଚ୍ଚପଦଧିକାରୀମାନଙ୍କୁ ଆମନ୍ତ୍ରିତ କରାଯାଇଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)...

ରଗ୍‌ବୀ ସେମିରେ କିଟ୍‌ ମହିଳା, ପୁରୁଷ ଦଳ

ଭୁବନେଶ୍ୱର, ୨୬ା୫ (ସ୍ପୋଟର୍‌ସ ବ୍ୟୁରୋ): ଉତ୍ତର ପ୍ରଦେଶର ବିଭିନ୍ନ ସହରରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ରଗ୍‌ବୀ ବିଭାଗରେ କିଟ୍‌ ବିଶ୍ୱବିଦ୍ୟାଳୟର ମହିଳା ଓ ପୁରୁଷ ଦଳ ସେମି ଫାଇନାଲରେ ପ୍ରବେଶ କରିଛନ୍ତି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ...

କ୍ୱାଲିଫାୟର୍‌-୨ରେ ଘାତକ ହୋଇପାରନ୍ତି ଶୁବମନ

ଅହମଦାବାଦ,୨୫ା୫: ଇଣ୍ଡିଆନ ପ୍ରିମିୟର୍‌ ଲିଗ୍‌(ଆଇପିଏଲ)ର କ୍ୱାଲିଫାୟର-୨ରେ ପରସ୍ପରକୁ ଭେଟିବେ ଡିଫେଣ୍ଡିଂ ଚାମ୍ପିୟନ ଗୁଜରାଟ ଟାଇଟନ୍ସ ଓ ୫ ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ। ଲକ୍ଷ୍ନୌକୁ ୮୧ ରନ୍‌ରେ ପରାସ୍ତ କରି କ୍ୱାଲିଫାୟର-୨ରେ ପହଞ୍ଚିଛି ମୁମ୍ବାଇ। ଶୁକ୍ରବାର ବିଶ୍ୱର ସର୍ବବୃହତ୍‌ ନରେନ୍ଦ୍ର...

ଜାତିଆଣ ଆକ୍ଷେପ ମାମଲା: କ୍ଷମା ମାଗିଲେ ସ୍ପାନିଶ୍‌ ଲିଗ୍‌ ସଭାପତି

ମାଡ୍ରିଡ୍‌,୨୫ା୫: ସ୍ପାନିସ୍‌ ଲିଗ୍‌ ଫୁଟବଲରେ ବ୍ରାଜିଲର ଫରଓ୍ବାର୍ଡ ଖେଳାଳି ଭିନିସିୟସ୍‌ ଜୁନିୟରଙ୍କ ଜାତିଆଣ ଆକ୍ଷେପ ମାମଲାରେ କ୍ଷମାପ୍ରାର୍ଥନା କରିଛନ୍ତି ସ୍ପାନିଶ ଲିଗ୍‌ ସଭାପତି ଜାଭିଏର ଟେବାସ୍‌। ଭାଲେନ୍ସିଆ ବିପକ୍ଷରେ ରିୟଲ ମାଡ୍ରିଡ୍‌ର ୧-୦ ପରାଜୟରେ ମଷ୍ଟାଲ୍ଲା ଷ୍ଟାଡିୟମରେ ଜାତିଆଣ ଆକ୍ଷେପ...

କ୍ୱାର୍ଟର ଫାଇନାଲରେ ମୁକ୍ତେଶ୍ୱର

ଭୁବନେଶ୍ୱର, ୨୫।୫ (କ୍ରୀଡ଼ା ପ୍ରତିନିଧି): ମୁକ୍ତେଶ୍ୱର କ୍ରିକେଟ କ୍ଲବ ଆନୁକୂଲ୍ୟରେ ଏହାର ପଡ଼ିଆରେ ଚାଲିଥିବା ୨ୟ ପ୍ରଶାନ୍ତ ମହାପାତ୍ର ସ୍ମାରକୀ ଜୁନିୟର (୧୬ ବର୍ଷରୁ କମ୍‌) କ୍ରିକେଟ ଟୁର୍ନାମେଣ୍ଟର ୬ଷ୍ଠ ପ୍ରି-କ୍ୱାର୍ଟର ଫାଇନାଲ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହିଦ...

ଆଇପିଏଲ୍‌ ପ୍ଲେ ଅଫ୍‌ରେ ଶ୍ରେଷ୍ଠ ବୋଲିଂ

ଚେନ୍ନାଇ, ୨୫ା୫: ଆଇପିଏଲ ଏଲିମିନେଟର-୧ରେ ଅଗ୍ନିବର୍ଷୀ ବୋଲିଂ କରି ୫ ଉଇକେଟ ଅକ୍ତିଆର କରିଛନ୍ତି ଆକାଶ ମାଧଓ୍ବାଲ। ଏହା ସହିତ ପ୍ଲେ ଅଫ୍‌ର ଶ୍ରେଷ୍ଠ ବୋଲିଂ ଫିଗର ସେ ନିଜ ନାମରେ କରିଛନ୍ତି। ପ୍ରଥମ ଖେଳାଳି ଭାବରେ ମାଧଓ୍ବାଲ ୫...

ଉତ୍ତର ପ୍ରଦେଶ, ଝାଡ଼ଖଣ୍ଡ ବିଜୟୀ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୫।୫: ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଚାଲିଥିବା ଜାତୀୟ ସବ୍‌ଜୁନିୟର ପୁରୁଷ ହକିର ବୁଧବାର ଅନୁଷ୍ଠିତ ମ୍ୟାଚରେ ଉତ୍ତର ପ୍ରଦେଶ ଓ ଝାଡ଼ଖଣ୍ଡ ଦଳ ବିଜୟୀ ହୋଇଛି। ଦିବସର ପ୍ରଥମ ମ୍ୟାଚରେ ଉତ୍ତର ପ୍ରଦେଶ...

ସୂଚନା ଓ ଲୋକସମ୍ପର୍କ ବିଭାଗ ରନରଅପ୍‌

ଭୁବନେଶ୍ୱର, ୨୫।୫ (ସ୍ପୋଟର୍‌ସ ବ୍ୟୁରୋ): ଇସ୍ପାତ ଓ ଖଣି ବିଭାଗ ଦ୍ୱାରା ଆୟୋଜିତ ଆନ୍ତଃବିଭାଗୀୟ ସଚିବାଳୟ କ୍ରିକେଟ ଟୁର୍ନାମେଣ୍ଟରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଚାମ୍ପିୟନ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର କ୍ରିକେଟ ଦଳ ରନରଅପ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri