ଖେଳ

ଇଂଲଣ୍ଡ ବିଜୟୀ, ଫ୍ରାନ୍ସ ପରାସ୍ତ

ବୁଏନ୍‌ସ ଏୟାର୍ସ, ୨୪ା୫ (ପି.ଟି.): ଆର୍ଜେଣ୍ଟିନାରେ ଅନୁଷ୍ଠିତ ୨୦ ବର୍ଷରୁ କମ୍‌ ଫୁଟ୍‌ବଲ ବିଶ୍ୱକପ୍‌ରେ ଦେଖିବାକୁ ମିଳିଛି ଆଉ ଏକ ବିପର୍ଯ୍ୟୟ। ଦକ୍ଷିଣ କୋରିଆ ୨-୧ରେ ଫ୍ରାନ୍ସକୁ ପରାସ୍ତ କରି ସୃଷ୍ଟି କରିଛି ବିପର୍ଯ୍ୟୟ। ସୋମବାର ଇଂଲଣ୍ଡ, ଦକ୍ଷିଣ କୋରିଆ,...

ନମ୍ବର ୧କୁ ଫେରିଲେ ଅଲ୍‌କାରାଜ

ପ୍ୟାରିସ, ୨୪ା୫(ଏପି): ସଦ୍ୟ ପ୍ରକାଶିତ ଏଟିପି ର଼୍ୟାଙ୍କିଙ୍ଗରେ ନୋଭାକ୍‌ ଜୋକୋଭିଚ୍‌ଙ୍କୁ ହଟାଇ କାର୍ଲୋସ ଅଲ୍‌କାରାଜ ନମ୍ବର ଓ୍ବାନ ସ୍ଥାନ ଅଧିକାର କରିନେଇଛନ୍ତି। ଏଥିସହ ସେ ଫ୍ରେଞ୍ଚ ଓପନରେ ଟପ୍‌ ସିଡ୍‌ ମାନ୍ୟତା ଲାଭ କରିଛନ୍ତି। ଅନ୍ୟପକ୍ଷରେ ଇଟାଲିଆନ ଓପନ ଜିତିବା...

ଇଲିମିନେଟର ମ୍ୟାଚରେ ଏମଆଇ-ଏଲଏସଜି ଲଢ଼େଇ…

ଚେନ୍ନାଇ,୨୪।୫ : ଆଇପିଏଲ ୨୦୨୩ର ଇଲିମିନେଟର ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍‌ସ(ଏଲଏସଜି) ମଧ୍ୟରେ ବୁଧବାର ସନ୍ଧ୍ୟା ସାଢ଼େ ୭ରେ ଖେଳାଯିବ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ବିଜେତା ଦଳ ଦ୍ୱିତୀୟ କ୍ୱାଲିଫାୟର...

ଇଣ୍ଡିଆ ଗେଟ୍‌ ଯାଏ କ୍ୟାଣ୍ଡେଲ ଶୋଭାଯାତ୍ରା

ନୂଆଦିଲ୍ଲୀ,୨୪ା୫(ପି.ଟି.): ଭାରତୀୟ ରେସ୍‌ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ଆନ୍ଦୋଳନରତ ରେସଲର ମାନେ ଇଣ୍ଡିଆ ଗେଟ୍‌ ପର୍ଯ୍ୟନ୍ତ ମହମବତୀ ଶୋଭାଯାତ୍ରା କରିଛନ୍ତି। ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଖେଳାଳିଙ୍କ ଆନ୍ଦୋଳନକୁ ଏକମାସ ପୁରିବା ଫଳରେ ହଜାର...

ଆଜିଠୁ ୨ ଦିନିଆ ସୁପରଲିଗ୍‌

ଭୁବନେଶ୍ୱର, ୨୪।୫ (କ୍ରୀଡ଼ା ପ୍ରତିନିଧି): କଳାହାଣ୍ଡି କପ୍‌ କ୍ରିକେଟ ଟୁର୍ନାମେଣ୍ଟର ୨ ଦିନିଆ ସୁପରଲିଗ୍‌ ବୁଧବାରଠାରୁ କଟକର ବିଭିନ୍ନ ଗ୍ରାଉଣ୍ଡରେ ଆରମ୍ଭ ହେବ। ଏଥିରେ ଭାଗ ନେବାକୁ ଯାଉଥିବା ୧୦ ଦଳକୁ ୨ଟି ଗ୍ରୁପ୍‌ରେ ବିଭକ୍ତ କରାଯାଇଛି। ଗ୍ରୁପ୍‌ ‘ଏ’ରେ...

ଆଇବିଏ ଦ୍ୱାରା ୪ ମହାସଂଘ ନିଲମ୍ବିତ

ଲାଉସାନ୍ନେ,୨୪ା୫(ପି.ଟି.): ଅନ୍ତର୍ଜାତୀୟ ବକ୍ସିଂ ଆସୋସିଏଶନ୍‌ (ଆଇବିଏ) ପକ୍ଷରୁ ୪ ଦେଶର ଜାତୀୟ ମହସଂଘକୁ ନିଲମ୍ବିତ କରାଯାଇଛି। ଏକ ବିଦ୍ରୋହୀ ସଙ୍ଗଠନ ପକ୍ଷରୁ ଆୟୋଜିତ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବା କାରଣରୁ ଜର୍ମାନୀ, ନ୍ୟୁଜିଲାଣ୍ଡ, ସ୍ବିଡେନ୍‌ ଓ ନେଦରଲାଣ୍ଡ୍ସକୁ ନିଲମ୍ବନ କରାଯାଇଛି। ଗତ...

ସିଏସକେକୁ ଫାଇନାଲ ଟିକଟ…

ଚେନ୍ନାଇ,୨୩।୫ : ଆଇପିଏଲ ୨୦୨୩ର ପ୍ରଥମ କ୍ୱାଲିଫାୟର ମ୍ୟାଚରେ ଗୁଜରାଟ ଟାଇଟାନ୍ସ (ଜିଟି ) ବିପକ୍ଷରେ  ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)   ୧୫ ରନରେ ବିଜୟ ହାସଲ କରିଛି । ଏହା ସହିତ ସିଏସକେକୁ ଫାଇନାଲ ଖେଳିବାର ଟିକଟ ମିଳିଛି।...

ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୭୩ ରନ…

ଚେନ୍ନାଇ,୨୩।୫ : ଆଇପିଏଲ ୨୦୨୩ର ପ୍ରଥମ କ୍ୱାଲିଫାୟର ମ୍ୟାଚ ଗୁଜରାଟ ଟାଇଟାନ୍ସ(ଜିଟି ) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ମଧ୍ୟରେ ଖେଳାଯାଉଛି। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଜିଟି ଟସ ଜିତି ପ୍ରଥମେ ବୋଲିଂ କରିବାକୁ...

ଟସ ଜିତିଲା ଜିଟି, ପ୍ରଥମେ ବୋଲିଂ…

ଚେନ୍ନାଇ,୨୩।୫ : ଆଇପିଏଲ ୨୦୨୩ର ପ୍ରଥମ କ୍ୱାଲିଫାୟର ମ୍ୟାଚ ଗୁଜରାଟ ଟାଇଟାନ୍ସ(ଜିଟି ) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ମଧ୍ୟରେ ଖେଳାଯାଉଛି। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଜିଟି ଟସ ଜିତି ପ୍ରଥମେ ବୋଲିଂ କରିବାକୁ...

ବିରାଟ ଆର୍‌ସିବି ଛାଡି ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳନ୍ତୁ: କେଭିନ୍‌ ପିଟରଶନ

ନୂଆଦିଲ୍ଲୀ,୨୩।୫: ବିରାଟ କୋହଲି ୨୦୦୮ରୁ ଆର୍‌ସିବି ପାଇଁ ଖେଳି ଆସୁଛନ୍ତି। ଏହି ୧୬ସିଜିନ୍‌ ମଧ୍ୟରେ ସେ ଟିମ୍‌ ପାଇଁ ୭୫୦୦ରୁ ଅଧିକ ରନ୍‌ କରିଛନ୍ତି। ୧୬ତମ ସିଜିନ୍‌ରେ ବିରାଟ ଶତକ ହାସଲ କରିଥିଲେ ମଧ୍ୟ ଟିମ୍‌ ଜିତି ପାରି ନ...

ସେ ବଡ଼ ଭାଇ ଭଳି, ସବୁବେଳେ ତାଙ୍କ ପ୍ରଶଂସକ ହୋଇରହିବି: ଧୋନିଙ୍କୁ ନେଇ ଏଭଳି କହିଲେ ପାଣ୍ଡ୍ୟା

ନୂଆଦିଲ୍ଲୀ,୨୩।୫: ଆଇପିଏଲର ୧୬ ତମ ସିଜନରେ ଆଜିଠାରୁ ପ୍ଲେ ଅଫ ମ୍ୟାଚ ଆରମ୍ଭ ହେବ। ଚଳିତ ସିଜିନର ପ୍ରଥମ କ୍ୱାଲିଫାୟର ମ୍ୟାଚରେ ଗୁଜୁରାଟ ଟାଇଟାନ୍ସ (ଜିଟି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)ମଧ୍ୟରେ ମୁକାବିଲା ହେବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ...

ଭିନିସିୟସ୍‌ ଜୁନିୟରଙ୍କୁ ଜାତିଆଣ ଆକ୍ଷେପ

ମାଡ୍ରିଡ୍‌,୨୩ା୫(ପି.ଟି.): ସ୍ପାନିସ୍‌ ଲିଗ୍‌ ଫୁଟବଲରେ ବ୍ରାଜିଲର ଭିନିସିଅସ୍‌ ଜୁନିଅରଙ୍କୁ ଜାତିଆଣ ଆକ୍ଷେପର ଶିକାଶ ହେବାକୁ ପଡିଛି। ଭାଲେନ୍ସିଆ ବିପକ୍ଷରେ ରିୟଲ ମାଡ୍ରିଡ୍‌ର ୧-୦ ପରାଜୟରେ ଏମିତି ଘଟଣା ଘଟିଥିଲା। ମେଷ୍ଟାଲ୍ଲା ଷ୍ଟାଡିୟମରେ ଏଭଳି ଘଟଣା ଘଟିଥିବା ବେଳେ ଖେଳକୁ କିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri