ଖେଳ

ସଙ୍କେତ, ବିଶାଲଙ୍କ ଶତକ, ସୋହମ, ମାଧବଙ୍କୁ ୫

ଭୁବନେଶ୍ୱର,୨୩ା୫ (ସ୍ପୋଟର୍‌ସ ବ୍ୟୁରୋ) ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ୧୬ ବର୍ଷରୁ କମ୍‌ ଆନ୍ତଃଜିଲା କ୍ରିକେଟ ଟୁର୍ନାମେଣ୍ଟର ପ୍ରଥମ ଚରଣ ଅନୁଷ୍ଠିତ ହେଉଛି। ସୋମବାର ଅନୁଷ୍ଠିତ ମ୍ୟାଚରେ ଭୁବନେଶ୍ୱର ବି, କେନ୍ଦୁଝର, ନୂଆପଡା, ବରଗଡ, ଖୋର୍ଦ୍ଧା ଓ ଗଜପତି...

ଆଇସିସି ନିୟମ ଉଲ୍ଲଂଘନ କରିଛନ୍ତି ଅମ୍ପାୟର ଯତୀନ

ଦୁବାଇ,୨୩।୫(ପି.ଟି.): ଭଟିଣ୍ଡାର ଜଣେ ଅମ୍ପାୟର ଯତୀନ କାଶ୍ୟପଙ୍କ ବିରୋଧରେ ଦୁର୍ନୀତି ନିବାରଣ ନିୟମ ଉଲ୍ଲଂଘନ କରିଛନ୍ତି। ୨୦୨୨ରେ କେତୋଟି ଅନ୍ତର୍ଜାତୀୟ ମ୍ୟାଚ୍‌ ଉପରେ ତଦନ୍ତ ବେଳେ ଏହା ଜଣାପଡ଼ିଥିବା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ସୋମବାର ପ୍ରକାଶ କରିଛି। କାଶ୍ୟପ କି...

୨୯ ଦିନରେ ପହଞ୍ଚିଲା ଆନ୍ଦୋଳନ: ନାର୍କୋ ଟେଷ୍ଟ ପାଇଁ ରେସ୍‌ଲରଙ୍କ ସହମତି

ନୂଆଦିଲ୍ଲୀ,୨୨ା୫: ଡବ୍ଲ୍ୟୁଏଫ୍‌ଆଇ ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଖେଳାଳିଙ୍କ ଆନ୍ଦୋଳନ ସୋମବାର ୨୯ ଦିନରେ ପହଞ୍ଚିଛି। ଅଲିମ୍ପିକ୍ସ ପଦକ ବିଜୟୀ ରେସ୍‌ଲର ସାକ୍ଷୀ ମଲିକ୍‌ ଏବଂ ବଜରଙ୍ଗ ପୁନିଆଙ୍କ ସମେତ ଏସିଆନ୍‌ ଗେମ୍ସ...

ଆଇପିଏଲ ପ୍ଲେ ଅଫ୍‌ କେବେ, କେଉଁଠି ?…

କୋଲକାତା,୨୨।୫ : ଆଇପିଏଲ ୨୦୨୩ ଏହାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଖେଳାଯାଇଥିବା ୭୦ ଟି ଲିଗ ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରି ଗୁଜରାଟ ଟାଇଟାନ୍ସ, ଚେନ୍ନାଇ ସୁପର କିଙ୍ଗ୍ସ, ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଦଳ...

ପ୍ଲେ ଅଫ୍‌ରେ ଏହି ୪ ଟିମ୍‌

ନୂଆଦିଲ୍ଲୀ,୨୨।୫: ଆଇପିଏଲ ୨୦୨୩ର ୧୬ତମ ସିଜନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବର୍ତ୍ତମାନ ମେ’ ୨୩ରୁ ପ୍ଲେ ଅଫ୍‌ ମ୍ୟାଚ ଖେଳାଯିବ। ଚେନ୍ନାଇ ସୁପର କିଙ୍ଗ୍ସ, ଲକ୍ଷ୍ନୌ ସୁପର ଜିଆଣ୍ଟସ, ଗୁଜୁରାଟ ଟାଇଟାନ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ପ୍ଲେ ଅଫ...

ଉତ୍କଳ ଟ୍ୟାଲେଣ୍ଟ କ୍ୱେଷ୍ଟ କରାଟେ ଉଦ୍‌ଯାପିତ

ଭୁବନେଶ୍ୱର, ୨୨ା୫ (ସ୍ପୋଟର୍‌ସ ବ୍ୟୁରୋ): ଉତ୍କଳ କରାଟେ ସ୍କୁଲ ପରିସରରେ ଉତ୍କଳ ଟ୍ୟାଲେଣ୍ଟ କ୍ୱେଷ୍ଟ କରାଟେ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ମୋଟ ୪୦୦ ପ୍ରତିଯୋଗୀ ଅଂଶଗ୍ରହଣ କରି ସେମାନଙ୍କ ଦକ୍ଷତା ପ୍ରଦର୍ଶନ କରିଥିଲେ। ଭୁବନେଶ୍ୱର ଏବଂ କଟକ...

ଆଦିତ୍ୟ ବିକ୍ରମ ଚାମ୍ପିୟନ

ଭୁବନେଶ୍ୱର, ୨୨ା୫ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଦ୍ୱିତୀୟ କେ. ଡି. ପିଲାଇ ରାଜ୍ୟ ସ୍କୁଲ ଚେସ୍‌ ଚାମ୍ପିୟନଶିପ୍‌ ସ୍ଥାନୀୟ ଟଙ୍କପାଣି ରୋଡ୍‌ସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ...

ତ୍ରିପୁରାକୁ ୫୪-୦ରେ ହରାଇଲା ଦିଲ୍ଲୀ

ଭୁବନେଶ୍ୱର, ୨୨ା୫(ସ୍ପୋଟର୍‌ସ ବ୍ୟୁରୋ): ରାଉରକେଲାସ୍ଥିତ ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ଚାଲିଥିବା ୧୩ତମ ହକି ଇଣ୍ଡିଆ ଜାତୀୟ ପୁରୁଷ ସବ୍‌ ଜୁନିୟର ଚାମ୍ପିୟନଶିପ୍‌ ୨୦୨୩ରେ ରବିବାର ଖେଳାଯାଇଥିବା ମ୍ୟାଚରେ ହକି ପଞ୍ଜାବ, ଦିଲ୍ଲୀ ହକି ଓ ହକି ଚଣ୍ଡିଗଡ଼ ସେମାନଙ୍କ ମ୍ୟାଚରେ...

ଦୀପ୍‌ଗ୍ରେସଙ୍କ ଗୋଲ୍‌ରେ ଅନ୍ତିମ ମ୍ୟାଚ୍‌ ଡ୍ର

ଆଡିଲେଡ୍‌,୨୨ା୫(ପି.ଟି.): ଅଷ୍ଟ୍ରେଲିଆ ବିପକ୍ଷ ମହିଳା ହକି ଟେଷ୍ଟ ସିରିଜ୍‌ରେ କ୍ରମାଗତ ଦୁଇଟି ପରାଜୟ ପରେ ତୃତୀୟ ମ୍ୟାଚ୍‌ ଡ୍ର ରଖିଛି ଭାରତ। ରବିବାର ଅନୁଷ୍ଠିତ ମ୍ୟାଚରେ ଭାରତ ସଂଘର୍ଷ କରି ୧-୧ରେ ମ୍ୟାଚ୍‌ ଡ୍ର ରଖିଥିଲା। ଅଷ୍ଟ୍ରେଲିଆ ପକ୍ଷର ମାଡିସନ୍‌...

ଗୋକୁଳମ କେରଳକୁ ହ୍ୟାଟ୍ରିକ୍‌ ଟାଇଟଲ

ଅହମଦାବାଦ, ୨୨ା୫ (ପି.ଟି.): ଗୋକୁଳମ କେରଳ ଚଳିତବର୍ଷର ଇଣ୍ଡିଆନ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌) ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଦଳ ୫-୦ ଗୋଲ୍‌ରେ କିକ୍‌ଷ୍ଟାର୍ଟ ଏଫ୍‌ସି କର୍ନାଟକକୁ ପରାସ୍ତ କରିଛି। କ୍ରମାଗତ ୩ ସିଜନ ଚାମ୍ପିୟନ ହୋଇ ଦଳ...

ପ୍ଲେ ଅଫ୍‌ ଦୌଡରୁ ବାଦ୍‌ ପଡ଼ିଲା ଆର୍‌ସିବି

ବେଙ୍ଗାଲୁରୁ,୨୧ା୫: ରବିବାର ଖେଳାଯାଇଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ ଦମ୍‌ଦାର ଶତକୀୟ ଇନିଂସ୍‌ ବଲରେ ଗୁଜରାଟ ଟାଇଟନ୍ସ ୬ ଉଇକେଟରେ ବିଜୟୀ ହୋଇଛି। ଫଳରେ ଆଇପିଏଲ୍‌ ପ୍ଲେ ଅଫ୍‌ ଦୌଡରୁ ବାଦ ପଡିଛି ଆର୍‌ସିବି। କୋହଲି...

ଗୁଜରାଟ ଆଗରେ ୧୯୮ ରନ୍‌ର ଟାର୍ଗେଟ୍‌

ବେଙ୍ଗାଲୁରୁ,୨୧ା୫: ଆଇପିଏଲ୍‌ରେ ଆଉ ଏକ ଶତକ ହାସଲ କରିଛନ୍ତି ବିରାଟ କୋହଲି। ରବିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚରେ କୋହଲି କ୍ୟାରିୟରର ସପ୍ତମ ଶତକ ହାସଲ କରିଛନ୍ତି। କୋହଲିଙ୍କ ୧୦୧ ରନ୍‌ ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ୨୦ ଓଭରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri