ଖେଳ

ଟସ୍‌ ଜିତି ବ୍ୟାଟିଂ କରିବ ରାଜସ୍ଥାନ

ଜୟପୁର,୨୭।୪: ଜୟପୁରର ସାଓ୍ବାଇ ମାନ୍‌ସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍‌ର ୩୭ତମ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମ୍‌ସନ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଚେନ୍ନାଇ ସୁପର କିଙ୍ଗ୍ସ ବୋଲିଂ କରିବ। ଅନ୍ୟପକ୍ଷେ...

ଫିଟ୍‌ ହେବାକୁ ଲାଗିବ ୭ରୁ ୮ ମାସ

ନୂଆଦିଲ୍ଲୀ,୨୫ା୪: ଦିନିକିଆ ବିଶ୍ୱକପ୍‌ ପୂର୍ବରୁ ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଦୁର୍ଘଟଣା ପରେ ସୁସ୍ଥ ହେଉଥିବା ଭାରତୀୟ ଉଇକେଟ କିପର ବ୍ୟାଟର ରିଷଭ ପନ୍ତଙ୍କ ଫିଟ୍‌ ହେବାକୁ ନେଇ ଆସିଛି ଏକ ବଡ ଅପଡେଟ୍‌। ଭାରତରେ ଖେଳାଯିବାକୁ ଥିବା ଦିନିକିଆ...

ମହିଳା କ୍ରିକେଟ ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମା ଘୋଷଣା: ଏ ଗ୍ରେଡରେ ହରମନପ୍ରୀତ-ମନ୍ଧାନା-ଦୀପ୍ତି…

କୋଲାକାତା,୨୭।୪ : ବିସିସିଆଇ ୨୦୨୨-୨୩ ବର୍ଷ ପାଇଁ ମହିଳା କ୍ରିକେଟ ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମା ଘୋଷଣା କରିଛି। କେନ୍ଦ୍ରୀୟ ଚୁକ୍ତିରେ ସମୁଦାୟ ୧୭ ଖେଳାଳିଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି। ମହିଳା କ୍ରିକେଟ ଦଳର ଅଧିନାୟକ ହରମାନପ୍ରୀତ କୌରଙ୍କ ସହିତ ଓପନର୍‌ ସ୍ମୃତି...

ଜୟପୁରରେ ଧୋନି-ସଞ୍ଜୁ ଲଢ଼େଇ…

ମୁମ୍ବାଇ,୨୭।୪ : ଲଗାତାର ଦୁଇଟି ପରାଜୟ ପରେ ରାଜସ୍ଥାନ ରୟାଲ୍ସ ଗୁରୁବାର ଆଇପିଏଲ -୧୬ର ୩୭ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସକୁ ଭେଟିବ। ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ଲଗାତାର ତିନିଟି ବିଜୟ ହାସଲ କରିଛି।...

ଆଇପିଏଲ ଫ୍ରାଞ୍ଚାଇଜ ପକ୍ଷରୁ ୬ ଖେଳାଳିଙ୍କୁ ୫୦ କୋଟି ଅଫର୍‌, ଅନ୍ତର୍ଜାତୀୟ କ୍ରିକେଟ ଛାଡି ଟି-୨୦ ଲିଗ ଖେଳିବାକୁ ସର୍ତ୍ତ…

କୋଲକାତା,୨୭।୪ : ଶୀର୍ଷ ଆଇପିଏଲ ଦଳର ମାଲିକମାନେ ଅନ୍ତର୍ଜାତୀୟ କ୍ରିକେଟ ତ୍ୟାଗ କରିବା ଏବଂ ଏକ ବର୍ଷ ପାଇଁ ଟି -୨୦ଲିଗ ଖେଳିବା ପାଇ ୬ ଜଣ ଇଂଲଣ୍ଡ ଖେଳାଳିଙ୍କୁ ୫୦ କୋଟି ଟଙ୍କାର ଅଫର ପ୍ରଦାନ କରିଛନ୍ତି। ‘ଟାଇମ୍ସ...

ଆଇସିସି ଟି -୨୦ ର଼୍ୟାଙ୍କିଙ୍ଗ: ଶୀର୍ଷରେ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୭।୪: ଭାରତୀୟ କ୍ରିକେଟ ଦଳ ଏବଂ ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଫର୍ମକୁ ଫେରିଛନ୍ତି। ଯଦିଓ, ସୂର୍ଯ୍ୟକୁମାର ଯାଦବ ଦୀର୍ଘ ଦିନ ଧରି ଖରାପ ଫର୍ମ ସହ ସଂଘର୍ଷ କରୁଥିଲେ, କିନ୍ତୁ ବର୍ତ୍ତମାନ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟତୀତ...

କୋହଲିଙ୍କ ସମେତ ଅନ୍ୟ ଖେଳାଳି ରହୁଥିବା ହୋଟେଲରୁ ୩ ଅପରାଧୀ ଗିରଫ

ନୂଆଦିଲ୍ଲୀ,୨୭।୪: ଆଇପିଏଲ ୨୦୨୩ ମଧ୍ୟରେ ଖେଳାଳିଙ୍କ ସୁରକ୍ଷାରେ ତ୍ରୁଟି ହୋଇଥିବା ମାମଲା ସାମ୍ନାକୁ ଆସିଛି। ଏହି ସିଜନ୍‌ରେ ହୋମ ଆଣ୍ଡ ଆୱେ ଫର୍ମାଟରେ ଖେଳାଯାଉଛି, ଯେଉଁ କାରଣରୁ ଦଳମାନେ ସେମାନଙ୍କର ଅଧା ମ୍ୟାଚ ଘରୋଇ ଗ୍ରାଉଣ୍ଡରେ ଏବଂ ଅନ୍ୟ ବାକି...

ହାଇଦ୍ରାବାଦକୁ ଝଟକା: ଆଇପିଏଲ୍‌ରୁ ବାଦ୍‌ ପଡିଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ର ୧୬ତମ ସିଜନରେ ସନରାଇଜର୍ସ ହାଇଦ୍ରାବାଦକୁ ଏକ ବଡ଼ ଝଟକା ଲାଗିଛି। ଷ୍ଟାର ଅଲରାଉଣ୍ଡର ୱାଶିଂଟନ ସୁନ୍ଦର ଆଇପିଏଲ ୧୬ର ଅବଶିଷ୍ଟ ମ୍ୟାଚରେ ଅଂଶ ହୋଇପାରିବ ନାହ। ସନରାଇଜର୍ସ ହାଇଦ୍ରାବାଦ ପକ୍ଷରୁ ଟୁଇଟ କରି ଏହି ବିଷୟରେ ସୂଚନା...

କ୍ରିକେଟରଙ୍କ ଉନ୍ନତିରେ କ୍ରିକେଟର ବିକାଶ

ଭୁବନେଶ୍ୱର,୨୭ା୪(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ପୁରୁଷ ସିନିୟର କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଭାବରେ ନିଯୁକ୍ତ ହୋଇଥିବା ଦୀନେଶ ମୋଙ୍ଗିଆ ବୁଧବାର ଓଡ଼ିଶାରେ ପହଞ୍ଚିବା ସହିତ ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇଥିଲେ। ଏହି ଅବସରରେ ମୋଙ୍ଗିଆ ଓଡ଼ିଶା କ୍ରିକେଟ ପାଇଁ...

ସ୍ପୋଟର୍‌ସ ଓଡ଼ିଶାର ବିଜୟ ଅଭିଯାନ

ଭୁବନେଶ୍ୱର, ୨୭।୪ (କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ଓମେନ୍ସ ଲିଗ୍‌ର ୬ଷ୍ଠ ସଂସ୍କରଣ ବୁଧବାରଠାରୁ ଗୁଜରାଟର ୩ଟି ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏଥିରେ ଓଡ଼ିଶାର ୨ଟି ଦଳ ଭାଗ ନେଉଥିବାବେଳେ ପ୍ରଥମ ଦିବସରେ ସ୍ପୋଟର୍‌ସ ଓଡ଼ିଶା ବିଜୟ ସହ ଅଭିଯାନ ଆରମ୍ଭ...

ଇଣ୍ଡିଆନ ଓମେନ୍ସ ଲିଗ୍‌ ଆରମ୍ଭ

ଇଣ୍ଡିଆନ ଓମେନ୍ସ ଲିଗ୍‌ର ୬ଷ୍ଠ ସଂସ୍କରଣ ଗୁଜରାଟର ବିଭିନ୍ନ ଷ୍ଟାଡିୟମରେ ବୁଧବାରଠାରୁ ଆରମ୍ଭ ହୋଇଛି । ଏଥିରେ ମୋଟ ୧୬ଟି ଦଳ ଅଂଶଗ୍ରହଣ କରୁଛନ୍ତି । ଏହା ମଧ୍ୟରେ ଓଡ଼ିଶାର ୨ ଦଳ ଓଡ଼ିଶା ଏଫ୍‌ସି ଏବଂ ସ୍ପୋଟର୍‌ସ ଓଡ଼ିଶା...

ମୟୂରଭଞ୍ଜ ୬-୧ ଗୋଲରେ ବିଜୟୀ

ଭୁବନେଶ୍ୱର, ୨୭।୪ (କ୍ରୀଡ଼ା ପ୍ରତିନିଧି): ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟବଲ ଚାମ୍ପିୟନଶିପ୍‌ ସାହାଣୀ କପ୍‌ରେ ବୁଧବାର ୩ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ମୟୂରଭଞ୍ଜ ଦଳ ବିଜୟୀ ହୋଇଥିବା ବେଳେ କୋରାପୁଟ-ଗଞ୍ଜାମ ଓ ପାରାଦୀପ-ଝାରସୁଗୁଡ଼ା ମ୍ୟାଚ ଡ୍ର ରହିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri