ଖେଳ

ଲନ୍‌ ବଲ୍ସ ବୈଷୟିକ ଅଧିକାରୀଙ୍କ କର୍ମଶାଳା ଆରମ୍ଭ

ଭୁବନେଶ୍ୱର, ୧୮।୫ (କ୍ରୀଡ଼ା ପ୍ରତିନିଧି): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ବୋଲିଂ ଆସୋସିଏଶନ ଆନୁକୂଲ୍ୟରେ ନୟାପଲ୍ଲୀସ୍ଥିତ ଇନ୍‌ଡୋର ହଲ୍‌ରେ ବୁଧବାରଠାରୁ ଲନ୍‌ ବଲ୍ସ ବୈଷୟିକ ଅଧିକାରୀ ଓ କୋଚ୍‌ଙ୍କ କର୍ମଶାଳା ଆରମ୍ଭ ହୋଇଛି। ଏହା ୧୯ ତାରିଖ...

ସାଲ୍‌ମିଙ୍କୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୧୮।୫(କ୍ରୀଡ଼ା ପ୍ରତିନିଧି): ଝାଡ଼ଖଣ୍ଡର ରାଞ୍ଚତ୍ଠାରେ ଚାଲିଥିବା ୨୬ତମ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ଡିସ୍‌କସ୍‌ ଥ୍ରୋରେ ଓଡ଼ିଶାର ସାଲ୍‌ମି କିସ୍‌ପୋଟାଙ୍କୁ ବ୍ରୋଞ୍ଜ ପଦକ ମିଳିଛି। ବୁଧବାର ଅନୁଷ୍ଠିତ ପ୍ରତିଯୋଗିତାରେ ସାଲ୍‌ମି ୪୬.୩୧ ମିଟର ଦୂରତାକୁ...

ସର୍ଗିଓ ଲୋବେରା ଓଏଫ୍‌ସିର ନୂଆ କୋଚ୍‌

ଭୁବନେଶ୍ୱର,୧୮ା୫ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ଫୁଟବଲ୍‌ କ୍ଲବ(ଓଏଫ୍‌ସି)ର ମୁଖ୍ୟ କୋଚ୍‌ ଭାବରେ ସ୍ପାନିଶ ଫୁଟବଲର ସର୍ଗିଓ ଲୋବେରାଙ୍କୁ ନିଯୁକ୍ତି ଦିଆଯାଇଛି। ବୁଧବାର ଓଏଫ୍‌ସିର ମୁଖ୍ୟ କୋଚ୍‌ ଭାବରେ ସେ ଦୁଇବର୍ଷିଆ ଚୁକ୍ତି କରିଛନ୍ତି। ନିକଟରେ ସୁପର୍‌ କପ୍‌ ଜିତିବା ସହିତ...

ଆଜିଠୁ ରାଉରକେଲାରେ ଜାତୀୟ ସବ୍‌ଜୁନିୟର ପୁରୁଷ ହକି

ଭୁବନେଶ୍ୱର, ୧୮।୫ (କ୍ରୀଡ଼ା ପ୍ରତିନିଧି): ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଜାତୀୟ ସବ୍‌ଜୁନିୟର ପୁରୁଷ ହକିର ୧୩ତମ ସଂସ୍କରଣ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ୧୧ ଦିନିଆ ଟୁର୍ନାମେଣ୍ଟରେ ମୋଟ ୨୮ଟି ଦଳ ଅଂଶଗ୍ରହଣ କରିବେ। ନବନିର୍ମିତ ବିଶ୍ୱସ୍ତରୀୟ ବିର୍ସା...

ହନୁମାନ ମନ୍ଦିର ଯାଏ ରେସ୍‌ଲରଙ୍କ ଶୋଭାଯାତ୍ରା

ନୂଆଦିଲ୍ଳୀ,୧୮ା୫(ପି.ଟି.): ଭାରତୀୟ ରେସ୍‌ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତରମନ୍ତର ଆନ୍ଦୋଳନରତ ଖେଳାଳିମାନେ ସମର୍ଥକଙ୍କ ସହିତ କନ୍ନଟ ପ୍ଲେସ୍‌ର ହନୁମାନ ମନ୍ଦିର ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାରେ ବାହାରିଥିଲେ। ଏହା ସହିତ ବଙ୍ଗଲା...

ଗୋଟିଏ ଗ୍ରୁପ୍‌ରେ ଭାରତ, ପାକିସ୍ତାନ

ନୂଆଦିଲ୍ଲୀ, ୧୮।୫ (ପି.ଟି.): ସାଉଥ୍‌ ଏସିଆନ ଫୁଟବଲ ଫେଡେରେଶନ (ସାଫ୍‌) କପ୍‌ ବେଙ୍ଗାଲୁରୁଠାରେ ଆସନ୍ତା ଜୁନ୍‌ ୨୧ରୁ ଜୁଲାଇ ୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ଗୋଟିଏ ଗ୍ରୁପ୍‌ରେ...

କଟକ ଜିତିଲା ସାହାଣୀ କପ୍‌

ଭୁବନେଶ୍ୱର, ୧୮।୫ (କ୍ରୀଡ଼ା ପ୍ରତିନିଧି): ଆନ୍ତଃ ଜିଲା ସାହାଣୀ କପ୍‌ ଫୁଟବଲ ଟୁର୍ନାମେଣ୍ଟର ୬୨ତମ ସଂସ୍କରଣ ବୁଧବାର ଶେଷ ହୋଇଛି। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ କଟକ-କନ୍ଧମାଳ ଦ୍ୱିତୀୟ ଫାଇନାଲ ୧-୧ ଗୋଲରେ ଡ୍ର ରହିଥିଲା। କନ୍ଧମାଳ ପକ୍ଷରୁ ବିଜୟ ମୁଖୀ...

ପଞ୍ଜାବକୁ ହରାଇଲା ଦିଲ୍ଲୀ

ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଆଇପିଏଲର ୬୪ତମ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ୧୫ ରନ୍‌ରେ ବିଜୟୀ ହୋଇଛି। ପଞ୍ଜାବର ଲିଆମ ଲିଭିଂଷ୍ଟୋନଙ୍କ ଲଢ଼ୁଆ ବ୍ୟାଟିଂ ସତ୍ତ୍ୱେ ପଞ୍ଜାବ ୨୦ ଓଭରରେ ୮ ଉଇକେଟ...

ପଞ୍ଜାବ ଆଗରେ ୨୧୪ ରନ୍‌ର ଟାର୍ଗେଟ୍‌

ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଆଇପିଏଲର ୬୪ତମ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ ହରାଇ ୨୧୩ ରନ୍‌ କରିଛି। ଫଳରେ ପଞ୍ଜାବ ଆଗରେ...

ଏହି ୪ କ୍ରିକେଟର କ୍ୟାରିୟର ମଧ୍ୟରେ ଜିରୋରେ ହୋଇନାହାନ୍ତି ଆଉଟ୍‌

ନୂଆଦିଲ୍ଲୀ,୧୭ା୫: କ୍ରିକେଟରେ କିଛି ବ୍ୟାଟ୍ସମ୍ୟାନ ଅଛନ୍ତି ଯେଉଁମାନେ ପଡ଼ିଆକୁ ଯାଉଯାଉ ପ୍ରଥମ ବଲ୍‌ରେ ଆଉଟ୍‌ ହୋଇ ପାଭିଲିଅନ ଫେରିଛନ୍ତି। ମାତ୍ର ଆଉ କିଛି ବ୍ୟାଟ୍ସମ୍ୟାନ ଅଛନ୍ତି, ଯେଉଁମାନେ ତାଙ୍କ କ୍ୟାରିୟର ମଧ୍ୟରେ ଆଦୌ ଜିରୋରେ ଆଉଟ୍‌ ହୋଇନାହାନ୍ତି। ସେମାନଙ୍କ ମଧ୍ୟରୁ...

ଟସ୍‌ ଜିତି ପଞ୍ଜାବର ବୋଲିଂ ନିଷ୍ପତ୍ତି

ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଉଥିବା ଆଇପିଏଲର ୬୪ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ଅଧିନାୟକ ଶିଖର ଧାଓ୍ବନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)...

ଆଇପିଏଲ ୬୪ତମ ମ୍ୟାଚ: ଆଜି ଡିସି-ପିବିକେଏସ୍‌ ଲଢେଇ

ଧର୍ମଶାଳା,୧୭।୫: ଆଇପିଏଲ ୨୦୨୩ର ୬୪ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ଭେଟିବ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)। ବୁଧବାର ସନ୍ଧ୍ୟା ୭:୩୦ରେ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମ, ଧର୍ମଶାଳା ଠାରେ ଖେଳାଯିବ । ପ୍ଲେ ଅଫ ଦୃଷ୍ଟିରୁ ପଞ୍ଜାବ ପାଇଁ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri