ଖେଳ

ପ୍ରୋ ଲିଗ୍‌: ଶୀର୍ଷରେ ଭାରତ

୨୦୨୨ ଅକ୍ଟୋବରରୁ ଆରମ୍ଭ ହୋଇଥିବା ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ ସିଜନରେ ଭାରତ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ କରି ପଏଣ୍ଟ ଟେବୁଲର ଶୀର୍ଷସ୍ଥାନ ଅଧିକାର କରିଛି। ଦଳ ଏପର୍ଯ୍ୟନ୍ତ ଖେଳିଥିବା ୮ଟି ମ୍ୟାଚରୁ ୫ ବିଜୟ, ୨ ଶୁଟ୍‌ ଆଉଟ ବିଜୟ ଓ...

ହାଇଦ୍ରାବାଦକୁ ହରାଇଲା ଗୁଜରାଟ

ଅହମଦାବାଦ,୧୫।୫: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଆଇପିଏଲ୍‌ର ୬୨ତମ ମ୍ୟାଚ୍‌ରେ ଗୁଜରାଟ ୩୪ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ଗୁଜରାଟ ୧୬ ପଏଣ୍ଟ ପାଇ ଟେବୁଲର ଶୀର୍ଷ ସ୍ଥାନ ବଜାୟ ରଖି ପ୍ଲେ-ଅଫ୍‌ ଆଶା...

ହଟିଲା ସଫ୍ଟ ସିଗ୍‌ନାଲ: ଫ୍ରି ହିଟ୍‌ ପାଇଁ ଆସିଲା ନୂତନ ନିୟମ

ଦୁବାଇ,୧୫ା୫: ଅନ୍ତର୍ଜାତୀୟ କ୍ରିକେଟ୍‌ କାଉନସିଲ୍‌(ଆଇସିସି) ପକ୍ଷରୁ ସୋମବାର କେତେକ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏପରିକି ବିବାଦୀୟ ସଫ୍ଟ ସିଗ୍‌ନାଲ ନିୟମକୁ ଆଇସିସି ହଟାଇ ଦେଇଛି। ପୂର୍ବରୁ କୌଣସି କ୍ୟାଚ୍‌ର ନିଷ୍ପତ୍ତି ଟିଭି ଅମ୍ପାୟରଙ୍କୁ ରେଫର କରିବା ପୂର୍ବରୁ ଅନ୍ୟ...

ହାଇଦ୍ରାବାଦ ଆଗରେ ୧୮୯ ରନ୍‌ର ଟାର୍ଗେଟ୍‌

ଅହମଦାବାଦ,୧୫।୫: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଆଇପିଏଲ୍‌ ୬୨ତମ ମ୍ୟାଚ୍‌ରେ ଶୁବମନ ଗିଲଙ୍କ ଦମ୍‌ଦାର ଶତକୀୟ ଇନିଂସ୍‌ ବଳରେ ଗୁଜରାଟ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୮୮ ରନ୍‌ କରିଛି। ଫଳରେ ହାଇଦ୍ରାବାଦ ଆଗରେ...

ଆଇପିଏଲରେ ଶୁଭମାନଙ୍କ ପ୍ରଥମ ଶତକ

ଅହମ୍ମଦାବାଦ,୧୫।୫: ଆଇପିଏଲ ୨୦୨୩ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ମଧ୍ୟରେ ସୋମବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ହାଇଦ୍ରାବାଦ ପ୍ରଥମେ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଗୁଜରାଟ ବ୍ୟାଟିଂ...

ଆନ୍ଦୋଳନ ବିଶ୍ୱବ୍ୟାପୀ କରିବାକୁ ରେସ୍‌ଲରଙ୍କ ଧମକ

ନୂଆଦିଲ୍ଲୀ,୧୫ା୫: ଭାରତୀୟ ରେସ୍‌ଲିଂ ଫେଡେରେଶନ(ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ଖେଳାଳିଙ୍କ ଆନ୍ଦୋଳନ ୨୩ ଦିନରେ ପହଞ୍ଚିଛି। ଇତିମଧ୍ୟରେ ସରକାର ବ୍ରିଜ୍‌ଭୂଷଣଙ୍କୁ ତୁରନ୍ତ ଗିରଫ ନ କଲେ ଆନ୍ଦୋଳନକୁ ବିଶ୍ୱବ୍ୟାପୀ କରାଯିବ...

ବିଜୟ ଲକ୍ଷ୍ୟରେ ହାଇଦ୍ରାବାଦ

ଅହମଦାବାଦ,୧୫।୫: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଆଇପିଏଲ୍‌ ୬୨ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ(ଏସ୍‌ଆରଏଚ୍‌) ଅଧିନାୟକ ଆଡେନ ମାର୍କ୍ରାମ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ବ୍ୟାଟିଂ କରିବ।...

ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଲା ହାଇଦ୍ରାବାଦ

ଅହମ୍ମଦାବାଦ,୧୫।୫: ଆଇପିଏଲ ୨୦୨୩ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ମଧ୍ୟରେ ସୋମବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ହାଇଦ୍ରାବାଦ ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଗୁଜରାଟ ଗୁଜରାଟ...

ରାଜସ୍ଥାନ ବିପକ୍ଷ ଐତିହାସିକ ବିଜୟ ପରେ ମ୍ୟାକ୍ସୱେଲଙ୍କ ଉପରେ ଟଙ୍କା ବର୍ଷା

ନୂଆଦିଲ୍ଲୀ,୧୫।୫: ଆଇପିଏଲ ୨୦୨୩ର ୬୦ତମ ମ୍ୟାଚ ରବିବାର ଜୟପୁରର ସାୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଛି। ରାଜସ୍ଥାନ ରୟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଇଥିବା ଏହି ମ୍ୟାଚରେ ଆରସିବି ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ତେବେ...

ଧୋନୀଙ୍କୁ ଅଟୋଗ୍ରାଫ୍‌ ମାଗିଲେ ଗାଭାସ୍କର, ଟି-ଶର୍ଟରେ ଲେଖିଲେ ମାହୀ

ନୂଆଦିଲ୍ଲୀ,୧୫ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଶେଷ ମ୍ୟାଚ୍‌ରେ ରବିବାର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ୬ ଓ୍ବିକେଟରେ ପରାସ୍ତ କରିଛି। ଚେପକ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସର ଶେଷ ଲିଗ୍‌ ମ୍ୟାଚ୍‌ ପରେ...

ଆଇପିଏଲକୁ ଗୁଡବାଏ କହିବେନି ଧୋନି !…

କୋଲକାତା,୧୫।୫ : ଆଇପିଏଲ ୨୦୨୩ ଏହାର ଶେଷ ହେବାକୁ ଯାଉଛି । ଟୁର୍ନାମେଣ୍ଟରେ କେବଳ ୯ ଟି ଲିଗ ମ୍ୟାଚ ବାକି ଅଛି । ଏହା ପରେ ଚାରିଟି ଦଳ ଫାଇନାଲ ପାଇଁ ଲଢ଼ିବେ। ଏହି ସମୟରେ ଚେନ୍ନାଇ ସୁପର...

ଆଇପିଏଲ ୨୦୨୩ର ୬୨ତମ ମ୍ୟାଚ: ଜିଟି-ଏସଆରଏଚ ଲଢ଼େଇ…

ଅହମଦାବାଦ,୧୫।୫ : ଆଇପିଏଲ ୨୦୨୩ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ(ଜିଟି) ସୋମବାର ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ)କୁ ଭେଟିବ। ଏହି ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସନ୍ଧ୍ୟା ସାଢ଼େ ୭ଟାରେ ଖେଳାଯିବ। ପଏଣ୍ଟ ଟେବୁଲରେ ଜିଟି ଦଳ ପ୍ରଥମ ସ୍ଥାନରେ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri