ଖେଳ

ଟସ୍‌ ଜିତି ଆରସିବିର ବୋଲିଂ ନିଷ୍ପତ୍ତି

କୋଲକାତା,୩।୪: କୋଲକାତାର ଇଡେନ ଗାର୍ଡେନରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍‌ର ୯ତମ ମ୍ୟାଚରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୋ ମଧ୍ୟରେ ଖେଳାଯାଉଛି। ଆରସିବି ଅଧିନାୟକ ଫାଫ ଡୁ ଫ୍ଲେସିସ୍‌ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ...

ଆଜିର ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସକୁ ସତର୍କ ରହିବାକୁ ପଡ଼ିବ

କୋଲକାତା,୬ା୪: ଗୁରୁବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର -କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ହେବ। ଏହି ମ୍ୟାଚ୍‌ ଆଜି ସନ୍ଧ୍ୟା ୭.୩୦ରେ ଇଡେନ ଗାର୍ଡେନ୍ସରେ ଖେଳାଯିବ। ତେବେ ଏହି ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦଳକୁ କୋଲକାତା...

ଆଜିି କେକେଆର୍‌କୁ ଭେଟିବ ଆରସିବି, ଇଡେନ ଗାର୍ଡେନ୍ସରେ ହେବ ଲଢେଇ

କୋଲକାତା,୬।୪: ଆଜି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ମ୍ୟାଚ୍‌ ଇଡେନ ଗାର୍ଡେନ୍ସରେ ଖେଳାଯିବ। ତେବେ ପ୍ରଥମ ମ୍ୟାଚ୍‌ରେ ପରାସ୍ତ ହୋଇଥିବା ନାଇଟ୍‌ ରାଇଡର୍ସ ବିଜୟ ଖାତା ଖୋଲି ପାଇଁ ଚେଷ୍ଟା କରିବ।...

ସ୍ପେଶାଲ ଅଲିମ୍ପିକ୍ସ କୃତୀ ଆଥ୍‌ଲେଟ ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): ନିକଟରେ ଆମିଟି ୟୁନିଭର୍ସିଟି ଆନୁକୂଲ୍ୟରେ ଆୟୋଜିତ ସାଇକ୍ଲିଂ ଜାତୀୟ ଚାମ୍ପିୟନଶିପ୍‌ ଏବଂ ରୋଲର ସ୍କେଟିଂରେ ପଦକ ହାସଲ କରିଥିବା ସ୍ପେଶାଲ ଅଲିମ୍ପିକ୍ସ ଭାରତର ଓଡ଼ିଶା ଆଥ୍‌ଲେଟଙ୍କୁ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସମ୍ବର୍ଦ୍ଧିତ କରିଛନ୍ତି।...

ଟିଟି ଖେଳାଳିଙ୍କୁ ନୂତନ ପଦ୍ଧତିରେ ପ୍ରଶିକ୍ଷଣ ଦିଆଯିବ

କଟକ ଅଫିସ, ୬ା୪: ଓଡ଼ିଶାରେ ଟେବୁଲ ଟେନିସ (ଟିଟି) କ୍ରୀଡ଼ାର ପ୍ରସାର ହେବ। ଖେଳାଳିମାନଙ୍କୁ ଉତ୍ତମ ପ୍ରଶିକ୍ଷଣ ପ୍ରଦାନ ସହ ପ୍ରୋତ୍ସାହିତ କରାଯିବ। ସ୍ଥାନୀୟ ବାଣିଜ୍ୟକର ଭବନଠାରେ ବୁଧବାର ଆୟୋଜିତ ଏକ ବୈଠକରେ ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ ସଭାପତି...

ପୂର୍ବତନ ଓପନର ସୁଧୀର ନାୟକଙ୍କ ପରଲୋକ

ନୂଆଦିଲ୍ଲୀ, ୬ା୪ (ପି.ଟି.): ଭାରତୀୟ କ୍ରିକେଟ ଦଳର ଜଣେ ପୂର୍ବତନ ଓପନର ସୁଧୀର ନାୟକଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୭୮ବର୍ଷ ବୟସ ହୋଇଥିଲା। ୧୯୭୪ରେ ସେ ୩ଟି ଟେଷ୍ଟ ମ୍ୟାଚ ଖେଳିଥିଲେ। କିଛିଦିନ ଅସୁସ୍ଥ ରହିବା ପରେ ମୁମ୍ବାଇର ଏକ...

ଜାତୀୟ ଶକ୍ତି ଉତ୍ତୋଳନରେ ଓଡ଼ିଶାକୁ ୫ ପଦକ

ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): କେରଳର କୋଝିକୋଡ଼ଠାରେ ବୁଧବାର ଶେଷ ହୋଇଥିବା ଜାତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାକୁ ମୋଟ ୫ଟି ପଦକ ମିଳିଛି। ଓଡ଼ିଶା ମହିଳା ଦଳ ଓଭରଅଲ୍‌ ରନରଅପ୍‌ ହୋଇଛି। ତନୟା ପଣ୍ଡା ୮୪, ସ୍ବାଗତିକା ଖଟେଇ...

ମାୟା, ହରିଥା, ପ୍ରକାଶ କ୍ୱାର୍ଟରରେ

ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ) ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ଆଇଟିଏଫ୍‌ ଏସିଆନ ୧୪ ବର୍ଷରୁ କମ୍‌ ଡେଭଲପମେଣ୍ଟ ଚାମ୍ପିୟନଶିପ୍‌ ଫାଇନାଲ୍ସରେ ବୁଧବାର ପ୍ରି-କ୍ୱାର୍ଟର...

ଟାଇଟନ୍ସର ଦ୍ୱିତୀୟ ବିଜୟ

ନୂଆଦିଲ୍ଲୀ, ୬।୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଗତଥରର ଚାମ୍ପିୟନ ଗୁଜରାଟ ଟାଇଟନ୍ସ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଦଳ ୬ ଉଇକେଟରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଦିଲ୍ଲୀ...

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଆରଆର

ଗୁଆହାଟୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ସପ୍ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ)ମଧ୍ୟରେ ଗୁଆହାଟୀର ବରସାପାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ତେବେ ପିବିକେଏସ...

ଆଜି ନିଜ ପଡ଼ିଆରେ ଖେଳିବେ ରିଆନ

ଗୁଆହାଟୀ,୫ା୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ବୁଧବାର ଆର୍‌ଆର୍‌ ଏବଂ ପିବିକେଏସ୍‌ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହେବ। ୨୦୨୩ର ଅଷ୍ଟମ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ପଞ୍ଜାବ କିଙ୍ଗ୍ସ ସହ ପ୍ରତିଦ୍ୱନ୍ଦ୍ୱିତା କରିଥିଲା। ତେବେ ଉଭୟ ଦଳ ନିଜ ନିଜ ପ୍ରଥମ...

ଜାସନ ରୟଙ୍କୁ ୨.୮ କୋଟି ଟଙ୍କାରେ କିଣିଲା କେକେଆର୍‌

କୋଲକାତା,୫ା୪: ଅଧିନାୟକ ଶ୍ରେୟସ ଆୟରଙ୍କ ଆଘାତ ଏବଂ ଶାକିଲ ଅଲ୍‌ ହାସନ ହଠାତ୍‌ ଟୁର୍ନାମେଣ୍ଟରୁ ଓହରିଯିବା ପରେ ଅସୁବିଧାଜନକ ସ୍ଥିତିରେ ଥିବା କୋଲକାତା ନାଇଟ୍‌ ରାଇଡର୍ସ ଏକ ଲାଇଫ ଲାଇନ୍‌ ପାଇଥିବା ଜଣାପଡ଼ିଛି। ଦୁଇଥର ଚାମ୍ପିୟନ ଫ୍ରାଞ୍ଚାଇଜ କୋଲକାତା ନାଇଟ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri