ଖେଳ

ଶ୍ରୀଲଙ୍କାରେ ଏ କ’ଣ ହେଲା? ସିରିଜ ଆରମ୍ଭ ପୂର୍ବରୁ ସର୍ବସମ୍ମୁଖରେ ଭାବବିହ୍ବଳ ହେଲେ ଗମ୍ଭୀର,Video

ନୂଆଦିଲ୍ଲୀ,୨୭।୭: ଟିମ୍‌ ଇଣ୍ଡିଆର ଶ୍ରୀଲଙ୍କା ଗସ୍ତର ଆରମ୍ଭ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ମୁକାବିଲାରୁ ହେବାକୁ ଯାଉଛି। ଗମ୍ଭୀର ଏହି ସିରିଜ ସହ ହେଡ୍‌ କୋଚ୍‌ ଭାବେ ଇନିଂସ ଆରମ୍ଭ କରିବେ। ଗମ୍ଭୀର ରାହୁଲ ଦ୍ରାବିଡଙ୍କ ସ୍ଥାନ ନେଇଛନ୍ତି। ଗତ...

ଅଲିମ୍ପିକ୍ସରେ ଦିଆଯାଉଥିବା ସ୍ବର୍ଣ୍ଣ ପଦକ ରୂପାରେ ତିଆରି! କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୭।୭: ପ୍ୟାରିସ ପ୍ରସ୍ତୁତ। ବିଶ୍ୱର ୧୦,୫୦୦ରୁ ଊର୍ଦ୍ଧ୍ୱ ଆଥଲେଟ୍‌ଙ୍କ ସମାଗମରେ ‘ସିଟି ଅଫ ଲାଇଟ୍ସ’ ହୋଇଉଠିଛି ଚଳଚଞ୍ଚଳ। ଶୁକ୍ରବାରଠାରୁ ଏଠାରେ ଆରମ୍ଭ ହୋଇଛି ବିଶ୍ୱର ସର୍ବୋଚ୍ଚ କ୍ରୀଡ଼ା ପ୍ରତିଯୋଗିତା ଅଲିମ୍ପିକ୍ସର ୩୩ତମ ସଂସ୍କରଣ। ବିଶ୍ୱର ପ୍ରଥମ ସହର ଭାବରେ ପ୍ୟାରିସ...

ଆଜି ଭାରତ-ଶ୍ରୀଲଙ୍କା ମ୍ୟାଚ୍‌

ପାଲିକେଲ, ୨୭।୭: ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ସୀମିତ ଓଭର ସିରିଜ ଶନିବାରଠାରୁ ଆରମ୍ଭ ହେବ। ଭ୍ରମଣକାରୀ ଦଳ ନୂଆ କୋଚ୍‌ ଗୌତମ ଗମ୍ଭୀର ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ପ୍ରଥମେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ...

୫୮ ବର୍ଷରେ ଅଲିମ୍ପିକ୍ସ ଡେବ୍ୟୁ କଲେ ଏହି ଖେଳାଳି

ସାଣ୍ଟିଆଗୋ,୨୬ା୭: ଚିଲିର ଟେବୁଲ ଟେନିସ୍‌ ଖେଳାଳି ଝେଙ୍ଗ ଝିୟିଙ୍ଗ ୫୮ ବର୍ଷ ବୟସରେ ଅଲିମ୍ପିକ୍ସ ପଦାର୍ପଣ କରିବାକୁ ଯାଉଛନ୍ତି। ଚାଇନାରେ ଜନ୍ମ ନେଇଥିବା ଏହି ଖେଳାଳି ଜଣକ ୧୯୮୯ ମସିହାରେ ଦେଶ ଛାଡିଥିଲେ। ଟିଆନମେନ୍‌ ସ୍କୋୟାରରେ ଗଣହତ୍ୟା ହେଉଥିବା ବେଳେ...

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ହେଉଛି ନ୍ୟୁଜିଲାଣ୍ଡ। ‘ପୁଲ୍‌ ଅଫ୍‌ ଡେଥ୍‌’ରେ ସ୍ଥାନ ପାଇଥିଲେ ହେଁ ଭାରତୀୟ ପୁରୁଷ...

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି ପଦକ ହାସଲ କରିଥିବା ବେଳେ କେବଳ ଶୁଟିଂରୁ ୪ଟି ପଦକ ରହିଛି। ତେବେ...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ ନିଯୁକ୍ତ କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଏହି ସିରିଜ ଲାଗି ଟି୨୦ ଅଧିନାୟକ ଏବଂ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ପେସ୍‌ ବୋଲର ରେଣୁକା ଠାକୁର ସିଂଙ୍କ ୩ ଉଇକେଟ ସଫଳତା ଏବଂ ପରେ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ ରେକର୍ଡ ରହିଥିଲା । ହେଲେ ବର୍ତ୍ତମାନ ଏହି ରେକର୍ଡ ଭାଙ୍ଗିଛି । ସ୍ମୃତି...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ କହିଛନ୍ତି ଯେ ସେ ମଇଦାନରେ ଅଧିନାୟକ ଦାୟିତ୍ୱ ତୁଲାଇବାର ମଜା ନେଇଛନ୍ତି ।...

ବାଂଲାଦେଶକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା

ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ । ସେମିଫାଇନାଲରେ ପାକିସ୍ତାନୀ ଦଳ ଆୟୋଜକ ଶ୍ରୀଲଙ୍କାକୁ ଭେଟିବ । ବାଂଲାଦେଶର ୮୧ ରନର...

ଅଲିମ୍ପିକ୍ସରେ ଏହି ଖେଳାଳି ଜିତିବେ ପଦକ: ପ୍ରକାଶ ପାଦ୍ୟୁକୋନ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୬।୭: ଭେଟେରାନ ବ୍ୟାଡମିଣ୍ଟନ ଖେଳାଳି ତଥା ଟପ ସଟଲର ପି.ଭି ସିନ୍ଧୁଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି କୋଚ ପ୍ରକାଶ ପାଦୁକୋନ। ପ୍ୟାରିସ ଅଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ ତିନୋଟି ପଦକ ଜିତିବାର ଭାରତ ପାଖରେ ଏକ ବଡ଼ ସୁଯୋଗ ରହିଛି ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri