ଖେଳ

ଉପରକୁ ଉଠିଲେ କୋହଲି

ନୂଆଦିଲ୍ଲୀ,୧୫।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜରେ ଚମତ୍କାର ପ୍ରଦର୍ଶନ କରିଥିବା ଖେଳାଳିମାନେ ମଧ୍ୟ ଆଇସିସି ର଼୍ୟାଙ୍କିଙ୍ଗ୍‌ରେ ଉପକୃତ ହୋଇଛନ୍ତି। ଭାରତର ଭେଟେରାନ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଏକ ନମ୍ବର ବୋଲର ଭାବରେ ନିଜର ସ୍ଥିତିକୁ...

‘ବିରାଟ’ ରେକର୍ଡ ହାସଲ କଲେ କୋହଲି

ନୂଆଦିଲ୍ଲୀ,୧୫।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚ ଡ୍ରରେ ଶେେ ହୋଇଥିଲା। ଟିମ ଇଣ୍ଡିଆ ଏହି ସିରିଜକୁ ୨-୧ରେ ଜିତିଥିଲା। ଅହମ୍ମଦାବାଦରେ ଖେଳାଯାଇଥିବା ଚତୁର୍ଥ ମ୍ୟାଚରେ ବିରାଟ କୋହଲି ଏକ...

ଫିଫା ବିଶ୍ୱକପ-୨୦୨୬: ଯୋଜନାରେ ପରିବର୍ତ୍ତନ, ୪-୪ ଟିମର ୧୨ ଗ୍ରୁପ୍‌ ରହିବେ…

ଓ୍ବାଶିଂଟନ,୧୫।୩ : ଉତ୍ତର ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ଫିଫା ବିଶ୍ୱକପ-୨୦୨୬ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ହୋଇଛି। ଆସନ୍ତା ବିଶ୍ୱକପରେ ୪-୪ ଟିମର ୧୨ ଟି ଗ୍ରୁପ୍‌ ହେବ ବୋଲି ଫିଫା ଏକ ବିବୃତ୍ତିରେ କହିଛି। ପୂର୍ବରୁ ୩-୩...

ଭାରତ-ଅଷ୍ଟ୍ରେଲିଆ ଏକଦିବସୀୟ ସିରିଜର ପ୍ରଥମ ମୁକାବିଲା ମାର୍ଚ୍ଚ ୧୭ରେ, ଟିମ୍‌ ଇଣ୍ଡିଆରେ ଖେଳିବେନି ରୋହିତ ଶର୍ମା…

ମୁମ୍ବାଇ,୧୫।୩ : ଭାରତ ଏବଂ ଅଷ୍ଟ୍ରେଲିଆ ଦଳ ବର୍ତ୍ତମାନ ବର୍ଡର-ଗାଭାସ୍କର ଟ୍ରଫି ପରେ ଏକଦିବଦୀୟ ସିରିଜରେ ମୁକାବିଲା କରିବାକୁ ପ୍ରସ୍ତୁ ହେଉଛନ୍ତି। ମାର୍ଚ୍ଚ ୧୭ ଶୁକ୍ରବାରଠାରୁ ଦୁଇ ଦଳ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ ହେବ।...

ଦିନିକିଆ ସିରିଜରେ ସ୍ମିଥ୍‌ ଅଧିନାୟକ

ଅହମଦାବାଦ,୧୫ା୩(ପି.ଟି.): ନିୟମିତ ଅଧିନାୟକ ପ୍ୟାଟ୍‌ କୁମିନ୍ସଙ୍କ ସ୍ଥାନରେ ଷ୍ଟିଭ୍‌ ସ୍ମିଥ୍‌ ଅଧିନାୟକ ଦାୟିତ୍ୱ ବହନ କରିବେ। ଅନ୍ତିମ ଦୁଇ ଟେଷ୍ଟରେ ସ୍ମିଥ୍‌ ଷ୍ଟାଣ୍ଡଇନ୍‌ କ୍ୟାପ୍‌ଟେନ ରହିଥିବା ବେଳେ ଦିନିକିଆ ସିରିଜ୍‌ ପାଇଁ ମଧ୍ୟ ତାଙ୍କୁ ଅଧିନାୟକ ରଖାଯିବ ବୋଲି ଅଷ୍ଟ୍ରେଲିଆ...

ପ୍ଲେ-ଅଫ୍‌ରେ ମୁମ୍ବାଇ

ମୁମ୍ବାଇ,୧୫ା୩: ଓମେନ୍ସ ପ୍ରିମିୟର ଲିଗ୍‌ରେ କ୍ରମାଗତ ୫ମ ବିଜୟ ସହ ପ୍ଲେ-ଅଫ୍‌ରେ ପ୍ରବେଶ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ବ୍ରାବୋର୍ନ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ଗୁଜରାଟ ଜାଏଣ୍ଟ୍ସକୁ ୫୫ ରନରେ ପରାସ୍ତ କରିଛି ଦଳ। ହରମନ୍‌ପ୍ରୀତ କୌରଙ୍କ ୫୧ ରନ୍‌ ବଳରେ...

ଜର୍ମାନୀକୁ ହରାଇଲା ଅଷ୍ଟ୍ରେଲିଆ

ରାଉରକେଲା ଅଫିସ, ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୧୫ା୩: ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ପ୍ରୋଲିଗ୍‌ରେ ବିଶ୍ୱ ଚାମ୍ପିୟନ ଜର୍ମାନୀର ଖରାପ ପ୍ରଦର୍ଶନ ଅବ୍ୟାହତ ରହିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଅଷ୍ଟ୍ରେଲିଆ ୨-୧ ଗୋଲରେ ଏହି ଦଳକୁ ପରାସ୍ତ କରିଛି।...

ଓଡ଼ିଶା ସେମିଫାଇନାଲରେ

ଭୁବନେଶ୍ୱର, ୧୫ା୩(ସ୍ପୋଟର୍‌ସ ବ୍ୟୁରୋ): ଦୃଷ୍ଟି ବାଧିତ ଜାତୀୟ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ନାଗେଶ ଟ୍ରଫିର ସୁପର-୮ ପର୍ଯ୍ୟାୟରେ ଚଣ୍ଡିଗଡ଼ ବିପକ୍ଷ ଦ୍ୱିତୀୟ ଲିଗ୍‌ ମ୍ୟାଚ ଓଡ଼ିଶା ୯ ଉଇକେଟରେ ଜିତି ନେଇଛି। ହାଇଦ୍ରାବାଦର ଏଓ୍ବାଇଆର୍‌ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି...

ଏନ୍‌ସିଏ କ୍ୟାମ୍ପ ପାଇଁ ଓଡ଼ିଶାରୁ ୫ ମନୋନୀତ

ଭୁବନେଶ୍ୱର, ୧୫ା୩(କ୍ରୀଡ଼ା ପ୍ରତିନିଧି): ନିକଟରେ ଶେଷ ହୋଇଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଘରୋଇ ସିଜନରେ ପ୍ରଭାବୀ ପ୍ରଦର୍ଶନ କରି ଓଡ଼ିଶାର ୫ ଖେଳାଳି ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) କ୍ୟାମ୍ପକୁ ମନୋନୀତ ହୋଇଛନ୍ତି। ଏପ୍ରିଲ ୧୭ରୁ ମେ’...

ଭିଜି ଟ୍ରଫି ଫାଇନାଲରେ ଇଷ୍ଟ ଜୋନ୍‌

ଭୁବନେଶ୍ୱର, ୧୫ା୩(କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆନୁକୂଲ୍ୟରେ ରାୟପୁରରେ ଚାଲିଥିବା ଭିଜି ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲରେ ଇଷ୍ଟଜୋନ୍‌ ପ୍ରବେଶ କରିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଇଷ୍ଟଜୋନ୍‌ ୪୪ ରନରେ ଓ୍ବେଷ୍ଟ ଜୋନ୍‌କୁ ହରାଇ ଏହି...

ଜାତୀୟ ମହିଳା ହ୍ୟାଣ୍ଡବଲରେ ଭାଗନେବ ଓଡ଼ିଶା

ଭୁବନେଶ୍ବର, ୧୫ା୩ (କ୍ରୀଡ଼ା ପ୍ରତିନିଧି): ବାରାଣସୀଠାରେ ବୁଧବାରଠାରୁ ୧୯ ପର୍ଯ୍ୟନ୍ତ ୫୧ତମ ଜାତୀୟ ମହିଳା ହ୍ୟାଣ୍ଡବଲ ପ୍ରତିଯୋଗିତା ହେବ। ଏହି ପ୍ରତିଯୋଗିତାରେ ଭାଗ ନେବାକୁ ଓଡ଼ିଶା ମହିଳା ଦଳ ମଙ୍ଗଳବାର ବାରାଣାସୀ ଯାତ୍ରା କରିଛି। ସ୍ବର୍ଣ୍ଣଲତା ପ୍ରଧାନ, ସ୍ମୃତିରେଖା ରାଉତରାୟ,...

କିଟ୍‌ ପ୍ରତିଯୋଗୀଙ୍କୁ ୧ ସ୍ବର୍ଣ୍ଣ, ୧ ବ୍ରୋଞ୍ଜ

ଭୁବନେଶ୍ୱର,୧୫ା୩ (କ୍ରୀଡ଼ା ପ୍ରତିନିଧି): ଚେନ୍ନାଇସ୍ଥିତ ତାମିଲନାଡ଼ୁ ଫିଜିକାଲ ଏଜୁକେଶନ ଆଣ୍ଡ ସ୍ପୋଟର୍‌ସ ୟୁନିଭର୍ସିଟି ଆନୁକୂଲ୍ୟରେ ଚାଲିଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଆଥଲେଟିକ୍ସ (ମହିଳା ଓ ପୁରୁଷ) ଚାମ୍ପିୟନଶିପ୍‌ର ଦ୍ୱିତୀୟ ଦିବସରେ କିଟ୍‌ ପ୍ରତିଯୋଗୀଙ୍କୁ ୨ଟି ପଦକ ମିଳିଛି। ମହିଳା ୧୦୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri