ଖେଳ

ବଢିବ ବ୍ରିଜଭୂଷଣଙ୍କ ଅଡୁଆ, ଆଜି ଦିଲ୍ଲୀ ପୋଲିସ ଦାଖଲ କରିବ ଏଫଆଇଆର

ନୂଆଦିଲ୍ଲୀ,୨୮।୪: ମହିଳା ରେସଲରଙ୍କ ଧାରଣା ପ୍ରଦର୍ଶନ ମାମଲାରେ ଏମପି ବ୍ରିଜଭୂଷଣ ଶରଣ ସିଂଙ୍କ ଅଡୁଆ ବଢିପାରେ। ଦିଲ୍ଲୀ ପୋଲିସ କହିଛି କି ସେ ଆଜି ଅର୍ଥାତ ଶୁକ୍ରବାର ଏହି ମାମଲାର ଏଫଆଇଆର ଦାଖଲ କରିବ। ଦିଲ୍ଲୀ ପୋଲିସ ସୁପ୍ରିମକୋର୍ଟରେ ଏହି...

‘ଆମ ଖେଳାଳି ଆମ ଦେଶର ଗୌରବ’, ରେସଲରଙ୍କ ସପକ୍ଷରେ ବାହାରିଲେ ମମତା

କୋଲକାତା,୨୮।୪: ଦିଲ୍ଲୀର ଜନ୍ତର ମନ୍ତରରେ ଧାରଣାରେ ବସିଥିବା ରେସଲରଙ୍କ ପ୍ରତି ସମର୍ଥନ ବଢିବାରେ ଲାଗିଛି। ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟୁଇଟ କରି ରେସଲରଙ୍କୁ ସପୋର୍ଟ କରିଛନ୍ତି। ସେ ଶୁକ୍ରବାର କହିଛନ୍ତି, ଆମ ସମସ୍ତଙ୍କୁ ଧାରଣା ଦେଇଥିବା ରେସଲରଙ୍କ...

ଘରୋଇ ପଡ଼ିଆରେ ଲକ୍ଷ୍ନୌକୁ ଭେଟିବ ପଞ୍ଜାବ

ଚଣ୍ଡିଗଡ,୨୮।୪: ଆଇପିଏଲ ୨୦୨୩ର ୩୮ ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ(ଏଲଏସ୍‌ଜି)ମୁହାଁମୁହିଁ ହେବେ। ଉଭୟଙ୍କ ମଧ୍ୟରେ ଏହି ମ୍ୟାଚ ପଞ୍ଜାବର ଘରୋଇ ପଡ଼ିଆ ବିନ୍ଦ୍ରା ଷ୍ଟାଡିୟମ ମୋହଲିରେ ସନ୍ଧ୍ୟା ୭.୩୦ରେ ଖେଳାଯିବ। ଲକ୍ଷ୍ନୌ ତା’ର ଶେଷ...

କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ବାହାରିଲେ ନୀରଜ ଚୋପ୍ରା କହିଲେ, ଶୀଘ୍ର ନ୍ୟାୟ ପାଇବା ଉଚିତ୍‌

ନୂଆଦିଲ୍ଲୀ,୨୮।୪: ରେସଲିଂ ଫେଡେରେସନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ)ର ସଭାପତି ବ୍ରିଜ ଭୂଷଣ ସିଂଙ୍କ ବିରୋଧରେ କୁସ୍ତିଯୋଦ୍ଧାଙ୍କ ଷ୍ଟ୍ରାଇକର ଆଜି ଷଷ୍ଠ ଦିନ। ଏବେ ଅନେକ ରାଜନେତା କୁସ୍ତିମାନଙ୍କ ସମର୍ଥନରେ ଆସିବା ଆରମ୍ଭ କରିଛନ୍ତି। ଏହି ସମୟରେ କୁସ୍ତିଯୋଦ୍ଧାମାନେ ଅଲିମ୍ପିକ ଚାମ୍ପିୟନ...

ଦୃଷ୍ଟି ଆଢ଼ୁଆଳରେ ଦୃଷ୍ଟିବାଧିତ ମହିଳା କ୍ରିକେଟର

ସମ୍ପ୍ରତି କେନ୍ଦ୍ର ଓ ଓଡ଼ିଶା ସରକାର ଖେଳର ବିକାଶ ସହ ଖେଳାଳିଙ୍କ ଉନ୍ନତି ପାଇଁ ଅନେକ ପଦକ୍ଷେପ ନେଉଛନ୍ତି। ଦେଶ କିପରି ଖେଳରେ ଆଗକୁ ବଢ଼ିବ ଏଥିପାଇଁ କେନ୍ଦ୍ର ସରକାର ବିଭିନ୍ନ ଯୋଜନାମାନ ପ୍ରସ୍ତୁତ କରୁଛନ୍ତି। ସେହିପରି ଓଡ଼ିଶାକୁ କ୍ରୀଡ଼ା...

ବିଶ୍ୱରେ ଭାରତ ଦ୍ୱିତୀୟ

ଯେ କୌଣସି କ୍ରୀଡ଼ା ହେଉନା କାହିଁକି ଅନେକ ସମୟରେ ତ୍ୱରିତ ସଫଳତା ପାଇଁ କେତେକ ଖେଳାଳି ଶର୍ଟ କଟ୍‌ ପନ୍ଥା ଆପଣେଇଥାନ୍ତି। ପ୍ରଦର୍ଶନରେ ଉନ୍ନତି ଆଣିବା ପାଇଁ ସମୟ ସମୟରେ ଶକ୍ତିବର୍ଦ୍ଧକ (ଡୋପିଂ) ବ୍ୟବହାର କରିଥାନ୍ତି। ପୂର୍ବରୁ ଅନେକ ସମୟରେ...

ବାଦ୍‌ ପଡ଼ିଲେ ଶିଖା, ପୁନମ୍‌, ତାନିଆ

ନୂଆଦିଲ୍ଲୀ,୨୮ା୪(ପି.ଟି): ଗୁରୁବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପ୍ରକାଶ ପାଇଛି। ଏହି ତାଲିକାରେ ୧୭ ଜଣ ଖେଳାଳି ସ୍ଥାନ ପାଇଥିବା ବେଳେ ଉଇକେଟ୍‌କିପର ବ୍ୟାଟର ରିଚା ଘୋଷ୍‌ ଓ ଜେମିମା ରୋଡ୍ରିଗୁଏଜ୍‌ଙ୍କୁ ଗ୍ରେଡ୍‌ ବି’କୁ...

କୁସ୍ତିଯୋଦ୍ଧାଙ୍କ ଉପରେ କ୍ଷୁବ୍‌ଧ ପି.ଟି. ଉଷା

ନୂଆଦିଲ୍ଲୀ, ୨୮ା୪ (ପି.ଟି.): ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣରେ ବିଳମ୍ବ ଘଟୁଥିବାରୁ ପୁଣି ଧାରଣାରେ ବସିଥିବା କୁସ୍ତିଯୋଦ୍ଧାମାନଙ୍କ ଉପରେ କ୍ଷୁବ୍ଧ ହୋଇଛନ୍ତି ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ସଭାପତି ପି.ଟି....

ନୟାଗଡ଼, ବାଲେଶ୍ୱର ବିଜୟୀ

ଭୁବନେଶ୍ୱର, ୨୮।୪(କ୍ରୀଡ଼ା ପ୍ରତିନିଧି): ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ ଚାମ୍ପିୟନଶିପ୍‌ ସାହାଣୀ କପ୍‌ରେ ଗୁରୁବାର ୪ଟି ମ୍ୟାଚ୍‌ ଅନୁଷ୍ଠିତ ହୋଇଛି। ଏଥିରେ ନୟାଗଡ଼ ଓ ବାଲେଶ୍ୱର ଦଳ ବିଜୟୀ ହୋଇଥିବା ବେଳେ ସୁନ୍ଦରଗଡ଼-ଭୁବନେଶ୍ୱର ଓ ଜଗତ୍‌ସିଂହପୁର-ବୌଦ୍ଧ ମ୍ୟାଚ୍‌ ଡ୍ର...

ଯଶସ୍ବୀ ଜୟସ୍ବାଲଙ୍କ ଅର୍ଦ୍ଧଶତକ

ଜୟପୁର,୨୮ା୪: ଓପନର ଯଶସ୍ବୀ ଜୟସ୍ବାଲଙ୍କ ଅର୍ଦ୍ଧଶତକ ବଳରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚରେ ନିର୍ଦ୍ଧାରିତ ଓଭରରେ ୫ ଉଇକେଟ ହରାଇ ୨୦୨ ରନ୍‌ ସଂଗ୍ରହ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ପକ୍ଷରୁ...

ଚେନ୍ନାଇକୁ ହରାଇ ରାଜସ୍ଥାନ ଶୀର୍ଷରେ

ଜୟପୁର,୨୭।୪: ଜୟପୁରର ସାଓ୍ବାଇ ମାନ୍‌ସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୩୭ ତମ ହାଇସ୍କୋରିଂ ମ୍ୟାଚ୍‌ରେ ଅଧିନାୟକ ସଞ୍ଜୁ ସାମ୍‌ସନଙ୍କ ନେତୃତ୍ୱାଧୀନ ରାଜସ୍ଥାନ ୩୨ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ରାଜସ୍ଥାନ ୧୦ ପଏଣ୍ଟ ପାଇ ଟେବୁଲର...

ଚେନ୍ନାଇ ଆଗରେ ୨୦୩ ରନ୍‌ର ବିଜୟ ଟାର୍ଗେଟ୍‌

ଜୟପୁର,୨୭।୪: ଜୟପୁରର ସାଓ୍ବାଇ ମାନ୍‌ସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୩୭ତମ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମ୍‌ସନ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଯଶସ୍ବୀ ଜୟସ୍ବାଲଙ୍କ ୭୭ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଅର୍ଦ୍ଧଶତକ ବଳରେ ରାଜସ୍ଥାନ ନିର୍ଦ୍ଧାରିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri