ଖେଳ

କ୍ରେଗ ଫୁଲଟନ ହେଲେ ଭାରତୀୟ ପୁରୁଷ ହକି ଦଳର ନୂଆ କୋଚ

ଭାରତ,୩।୩: ହକି ଇଣ୍ଡିଆ ଭାରତୀୟ ପୁରୁଷ ହକି ଦଳର ନୂତନ କୋଚଙ୍କ ନାମ ଶୁକ୍ରବାର ଘୋଷଣା କରିଛି। ଦକ୍ଷିଣ ଆଫ୍ରିକାର ୪୮ ବର୍ଷୀୟ କ୍ରେଗ ଫୁଲଟନ ମୁଖ୍ୟ କୋଚ ଭାବେ ଦାୟିତ୍ୱ ଗ୍ରହଣ କରିବେ ବୋଲି ହକି ଇଣ୍ଡିଆ ସୂଚନା...

ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ୍‌ର ଫାଇନାଲରେ ଅଷ୍ଟ୍ରେଲିଆ: ଜାଣନ୍ତୁ ଭାରତ ପାଇଁ କ’ଣ ରହିଛି ସମୀକରଣ

ଇନ୍ଦୋର, ୩।୩: ବର୍ଡର-ଗାଭାସ୍କର ଟେଷ୍ଟ ସିରିଜର ତୃତୀୟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୯ ଉଇକେଟରେ ଭାରତକୁ ପରାସ୍ତ କରିଛି। ଇନ୍ଦୋର ଟେଷ୍ଟରେ ବିଜୟ ପରେ କଙ୍ଗାରୁ ଦଳ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପର ଫାଇନାଲରେ ପ୍ରବେଶ କରିଛି। ଟାଇଟଲ ମ୍ୟାଚରେ ପହଞ୍ଚିବାରେ ଏହା...

ଦେଶରେ ଆଜି ୨୮୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୩।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୮୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ...

ଭାରତକୁ ୯ ଉଇକେଟ୍‌ରେ ପରାସ୍ତ କଲା ଅଷ୍ଟ୍ରେଲିଆ

ଇନ୍ଦୋର,୩।୩: ଚାରି ଟେଷ୍ଟ ସିରିଜର ତୃତୀୟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟିମ ଇଣ୍ଡିଆକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହି ବିଜୟ ସହିତ ଅଷ୍ଟ୍ରେଲିଆ ସିରିଜରେ ପ୍ରତ୍ୟାବର୍ତ୍ତନ କରିଛି। ପ୍ରଥମ ଦୁଇଟି ଟେଷ୍ଟ ଜିତିବା ପରେ ସିରିଜ୍‌ରେ ଭାରତ ୨-୧ରେ ଆଗୁଆ...

୩୭୨ ରନ ପଛରେ ମଧ୍ୟପ୍ରଦେଶ

ଗ୍ବାଲିୟର,୩ା୩:ଗ୍ବାଲିୟରର କ୍ୟାପଟେନ୍‌ ରୁପ୍‌ ସିଂ ଷ୍ଟାଡିୟମରେ ଖେଳା ଯାଇଥିବା ଇରାନୀ କପ୍‌ ମୁକାବିଲାରେ ଅବଶିଷ୍ଟ ଭାରତ ଦୃଢ ସ୍ଥିତିରେ ରହିଛି। ୨୦୨୧-୨୨ ସିଜନର ରଣଜୀ ଟ୍ରଫି ଚାମ୍ପିୟନ ମଧ୍ୟପ୍ରଦେଶ ଓ ଅବଶିଷ୍ଟ ଭାରତ ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ଦ୍ୱିତୀୟ ଦିନ...

ଗୁକେଶ ପ୍ଲେୟର ଅଫ୍‌ ଦି ଇୟର

ଆବୁଧାବି, ୩ା୩ (ପି.ଟି.):ଭାରତୀୟ ଗ୍ରାଣ୍ଡମାଷ୍ଟର ଡି. ଗୁକେଶ ଏସିଆନ ଚେସ୍‌ ଫେଡେରେଶନ (ଏସିଏଫ୍‌) ଦ୍ୱାରା ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଗତବର୍ଷ ମହାବଳିପୁରମରେ ଅନୁଷ୍ଠିତ ୪୪ତମ ଚେସ୍‌ ଅଲିମ୍ପିଆଡ୍‌ରେ ରେକର୍ଡ ବ୍ରେକିଙ୍ଗ ୯/୧୧ ସ୍କୋର ସହ...

ଲିଓନେଲ ମେସିଙ୍କୁ ବନ୍ଧୁକଧାରୀଙ୍କ ଧମକ

ବୁଏନ୍ସ ଏରିସ୍‌,୩ା୩: ଆର୍ଜେଣ୍ଟିନା ଫୁଟବଲ ଅଧିନାୟକ ଲିଓନେଲ ମେସିଙ୍କୁ ବନ୍ଧୁକଧାରୀ ଦୁର୍ବୃତ୍ତ ଧମକ ଦେଇଛନ୍ତି। ମେସିଙ୍କ ଶ୍ୱଶୁରଘର ମାଲିକାନାରେ ଥିବା ରୋସାରିଓର ଏକ ସୁପରମାର୍କେଟରେ ଏହି ଘଟଣା ଘଟିଛି। ଦୁଇ ବ୍ୟକ୍ତି ଏକ ମୋଟରସାଇକେଲରେ ଆସି ୧୨ ରାଉଣ୍ଡ ଫାଙ୍କା...

ତୃତୀୟ ଟେଷ୍ଟ: ଅଷ୍ଟ୍ରେଲିଆ ଆଗରେ ୭୬ ରନ୍‌ର ବିଜୟ ଟାର୍ଗେଟ୍‌

ଇନ୍ଦୋର,୨।୩: ଇନ୍ଦୋର ହୋଲ୍‌କର ଷ୍ଟାଡିୟମରେ ଖେଳାଯାଉଥିବା ତୃତୀୟ ଟେଷ୍ଟର ଗୁରୁବାର ଦ୍ୱିତୀୟ ଦିନରେ ଭାରତ ପୁଣି ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଭାରତ ପ୍ରଥମ ଇନିଂସରେ ୧୦୯ ରନ୍‌ରେ ଅଲ୍‌ଆଉଟ ହୋଇଥିବା ବେଳେ ଦ୍ୱିତୀୟ ଇନିଂସରେ ୧୬୩ ରନ୍‌ କରି...

ଲାନିଙ୍ଗ ହେଲେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟିକା

ନୂଆଦିଲ୍ଲୀ,୨।୩: ୨୦୨୩ ମାର୍ଚ୍ଚ ୪ ତାରିଖରୁ ଆରମ୍ଭ ହେବ ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ୍‌)। ଏହାପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ଏହାର ଅଧିନାୟିକାଙ୍କ ନାମ ଘୋଷଣା କରିଛି। ଅଷ୍ଟ୍ରେଲିଆର ମେଗ୍‌ ଲାନିଙ୍ଗଙ୍କୁ ଫ୍ରାଞ୍ଚାଇଜ୍‌ ଏହାର ଅଧିନାୟିକା ଭାବେ ନିଯୁକ୍ତି ଦେଇଛି। କହିରଖୁଛୁ, ନିକଟରେ...

ଶାହାଙ୍କୁ ଭେଟିଲେ ଇଂଲଣ୍ଡର ପୂର୍ବତନ ଅଧିନାୟକ, କହିଲେ…

ନୂଆଦିଲ୍ଲୀ,୨।୩: ସୋସିଆଲ ମିଡିଆରେ ହିନ୍ଦୀରେ ପୋଷ୍ଟ ଶେୟାର କରି ଚର୍ଚ୍ଚାରେ ରହୁଥିବା ଇଂଲଣ୍ଡର ପୂର୍ବତନ ଅଧିନାୟକ ଏବେ ଭାରତ ଗସ୍ତରେ ଅଛନ୍ତି। ୪୨ ବର୍ଷର କେଭିନ ପିଟରସେନ ଗୁରୁବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଏହି ସମୟରେ ଉଭୟଙ୍କ...

ନ୍ୟୁଜିଲାଣ୍ଡରେ ହେବ ବୁମ୍‌ରାଙ୍କ ସର୍ଜରୀ, ଏତିକି ମାସ ଯାଏ…

ନୂଆଦିଲ୍ଲୀ,୨।୩: ଆହତ ସମସ୍ୟାକୁ ନେଇ ଆଇପିଏଲ୍‌ ୨୦୨୩ରୁ ବାଦ ପଡ଼ିଛନ୍ତି ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା। ତାଙ୍କ ପିଠିରେ ଯନ୍ତ୍ରଣା ହେଉଥିବାରୁ ସେ ଆଗାମୀ ଦିନରେ ଅସ୍ତ୍ରୋପଚାର କରିବେ। ଅସ୍ତ୍ରୋପଚାର ଲାଗି ସେ ନ୍ୟୁଜିଲାଣ୍ଡ ଯିବେ। ବିସିସିଆଇ ମେଡିକାଲ...

ବଡ଼ ଉପଲବ୍ଧି ହାସଲ କଲେ ଅଶ୍ୱିନ୍‌

ଇନ୍ଦୋର,୨।୩: ବର୍ଡର-ଗାଭାସ୍କର ଟ୍ରଫି ୨୦୨୩ର ତୃତୀୟ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନରେ ଆର ଅଶ୍ୱିନ ଏକ ବଡ଼ ସଫଳତା ଅର୍ଜନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟରେ ଭାରତୀୟ ଦଳ ପାଇଁ ତୃତୀୟ ସର୍ବାଧିକ ଉଇକେଟ ନେଇଛନ୍ତି। ସେ ଭେଟେରାନ ଅଲରାଉଣ୍ଡର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri