ଖେଳ

ପ୍ରମୋଦଙ୍କୁ ସ୍ବର୍ଣ୍ଣ, ରୌପ୍ୟ, ଶୁଭ୍ରଜିତ୍‌ଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୨୭।୨ (କ୍ରୀଡ଼ା ପ୍ରତିନିଧି): ସ୍ପେନ୍‌ର ଭିକ୍ଟୋରିଆଠାରେ ଅନୁଷ୍ଠିତ ସ୍ପାନିଶ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ପ୍ରମୋଦ ଭଗତ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ହାସଲ କରିଥିବାବେଳେ ଶୁଭ୍ରଜିତ ମହାରଣା ବ୍ରୋଞ୍ଜ ପଦକ ପାଇଛନ୍ତି। ଡବଲ୍ସ ଫାଇନାଲରେ ପ୍ରମୋଦ ଓ...

କ୍ୟାପ୍‌ଟେନ୍‌ଶିପ୍‌ରେ ଲାନିଙ୍ଗ୍‌ଙ୍କ ଶତକ

କେପ୍‌ଟାଉନ୍‌,୨୬।୨: ଅଷ୍ଟ୍ରେଲିଆ ମହିଳା ଦଳର ଅଧିନାୟିକା ମେଗ୍‌ ଲାନିଙ୍ଗ୍‌ କ୍ୟାରିୟରରେ ସଫଳତାର ଆଉ ଏକ ଫର୍ଦ୍ଦ ଯୋଡ଼ିଛନ୍ତି। ପ୍ରଥମ ଅନ୍ତର୍ଜାତୀୟ ଖେଳାଳି ଭାବେ ଲାନିଙ୍ଗ୍‌ ଟି୨୦ କ୍ୟାପ୍‌ଟେନ୍‌ଶିପ୍‌ରେ ଶତକ ହାସଲ କରିଛନ୍ତି। ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ବିଶ୍ୱକପ୍‌...

ଅଷ୍ଟ୍ରେଲିଆ ମହିଳା ଟି-୨୦ ବିଶ୍ୱକପ୍‌ ଚାମ୍ପିଅନ୍‌

କେପଟାଉନ୍‌,୨୬।୨: ଅଷ୍ଟ୍ରେଲିଆ ମହିଳା ଟି -୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୧୦ ରନରେ ପରାସ୍ତ କରି ଷଷ୍ଠ ଥର ଟାଇଟଲ ଜିତଛି। କେପଟାଉନର ନ୍ୟୁଲ୍ୟାଣ୍ଡରେ ଖେଳାଯାଇଥିବା ମ୍ୟାଚରେ ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୨୦...

ଦକ୍ଷିଣ ଆଫ୍ରିକାକୁ ୧୫୭ ରନ୍‌ର ଟାର୍ଗେଟ୍‌ ଦେଲା ଅଷ୍ଟ୍ରେଲିଆ

କେପଟାଉନ୍‌,୨୬।୨: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ କେପ୍‌ଟାଉନର ନ୍ୟୁଲାଣ୍ଡ୍ସରେ ମହିଳା ଟି-୨୦ ବିଶ୍ୱକପ୍‌ ଫାଇନାଲ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରୁଥିବା ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୫୬ ରନ୍‌...

ଟି-୨୦ ବିଶ୍ୱକପ୍‌ ଫାଇନାଲ୍‌: ଟସ୍‌ ଜିତିଲା ଅଷ୍ଟ୍ରେଲିଆ

କେପଟାଉନ୍‌,୨୬।୨: ଦକ୍ଷିଣ ଆଫ୍ରିକାରେ ଖେଳାଯାଉଥିବା ଆଇସିସି ମହିଳା ଟି-୨୦ ବିଶ୍ୱକପ୍‌ ଫାଇନାଲ୍‌ ମ୍ୟାଚ୍‌ ଆଜି ଖେଲାଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ଫାଇନାଲ ମ୍ୟାଚ୍‌ରେ ଟସ ଜିତି ଅଷ୍ଟ୍ରେଲିଆ ଅଧିନାୟକ ମେଗ ଲେନିଙ୍ଗ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆୟୋଜକ ଦକ୍ଷିଣ...

ଭଗବାନଙ୍କ ଶରଣରେ ରାହୁଲ-ଆଥିୟା

ନୂଆଦିଲ୍ଲୀ,୨୬।୨: ଭାରତୀୟ କ୍ରିକେଟର କେ.ଏଲ ରାହୁଲ ତାଙ୍କ କ୍ୟାରିୟରରେ ଏକ ଖରାପ ପର୍ଯ୍ୟାୟ ଦେଇ ଗତି କରୁଛନ୍ତି। ଉଭୟ ଟେଷ୍ଟ ଏବଂ ଦିନିକିଆରେ ତାଙ୍କ ବ୍ୟାଟରୁ ରନ ବାହାରକୁ ଆସୁନାହିଁ। ଅଷ୍ଟ୍ରେଲିଆ ବିପକ୍ଷ ଚଳିତ ଟେଷ୍ଟ ସିରିଜର ୩ ଇନିଂସରେ...

ଶର୍ଟଲିଷ୍ଟରେ ରିଚା ଏକମାତ୍ର ଭାରତୀୟ

ଦୁବାଇ, ୨୬ା୨: ଓମେନ୍ସ ଟି୨୦ ଓ୍ବାଲର୍‌ଡ କପ୍‌ ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟ ପାଇଁ ଶର୍ଟଲିଷ୍ଟରେ ସ୍ଥାନ ପାଇଥିବା ୯ଜଣ ଖେଳାଳିଙ୍କ ମଧ୍ୟରେ ରିଚା ଘୋଷ ହେଉଛନ୍ତି ଏକମାତ୍ର ଭାରତୀୟ। ଗୁରୁବାର କେପ୍‌ଟାଉନ୍‌ଠାରେ ୫ଥର ଚାମ୍ପିୟନ ଅଷ୍ଟ୍ରେଲିଆଠାରୁ ୫ ରନରେ...

ଦୀପ୍ତି ଶର୍ମା ୟୁପି ଓ୍ବାରିୟର୍ଜ ଉପଅଧିନାୟିକା

ଲକ୍ଷ୍ନୌ, ୨୬ା୨: ଆଗାମୀ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌) ଲାଗି ଭାରତୀୟ ଅଲ୍‌ରାଉଣ୍ଡର ଦୀପ୍ତି ଶର୍ମାଙ୍କୁ ୟୁପି ଓ୍ବାରିୟର୍ଜର ଉପଅଧିନାୟିକା ଘୋଷଣା କରାଯାଇଛି। ଭାରତୀୟ ମହିଳା ଦଳର ଏହି ୨୫ବର୍ଷୀୟା ପ୍ରମୁଖ ଖେଳାଳିଙ୍କୁ ଫ୍ରାଞ୍ଚାଇଜ ୨.୬ କୋଟି ଟଙ୍କା ବିନିମୟରେ...

ଷଷ୍ଠ ଟାଇଟଲ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

କେପ୍‌ଟାଉନ୍‌,୨୬ା୨: ରବିବାର କେପ୍‌ଟାଉନ୍‌ର ନ୍ୟୁଲାଣ୍ଡ୍ସରେ ଖେଳାଯିବ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ ଫାଇନାଲ। ଷଷ୍ଠ ଟାଇଟଲ ହାସଲ ଲକ୍ଷ୍ୟରେ ରହିଥିବା ଶକ୍ତିଶାଳୀ ଅଷ୍ଟ୍ରେଲିଆ ସମ୍ମୁଖରେ ରହିଛି ଘରୋଇ ଦକ୍ଷିଣ ଆଫ୍ରିକା। ବିଗତ ଏକ ବର୍ଷ ମଧ୍ୟରେ ଘରୋଇ ଦଳ କ୍ରିକେଟରେ...

କ୍ରୀଡ଼ା ପ୍ରତି ସଚ୍ଚୋଟ ମନୋଭାବ ଆବଶ୍ୟକ: କୋହଲି

ନୂଆଦିଲ୍ଲୀ,୨୬ା୨(ପି.ଟି.): ଆଇସିସି ଟ୍ରଫିକୁ ନେଇ ବିରାଟ କୋହଲିଙ୍କୁ କିଛି କ୍ରିକେଟ ସମୀକ୍ଷକ ବିଫଳ ଅଧିନାୟକର ଟ୍ୟାଗ ଦେଇଛନ୍ତି। ତାଙ୍କ ନେତୃତ୍ୱରେ ଭାରତ ୪ ବର୍ଷରେ ଗୋଟିଏ ଆଇସିସି ଟ୍ରଫି ଜିତି ନ ଥିଲା। ଆର୍‌ସିବିର ପୋଡକାଷ୍ଟରେ କୋହଲି ଏହା ଉପରେ...

ଦୁଇ ଥର ଆଇସିସି ଟ୍ରଫି ଫାଇନାଲରେ ପହଞ୍ଚିଥିଲୁ, ତଥାପି ବିଫଳ ଅଧିନାୟକ କୁହାଯାଇଥିଲା: କୋହଲି

ନୂଆଦିଲ୍ଲୀ,୨୫।୨: ନିକଟରେ ଟି୨୦ ବିଶ୍ୱକପ୍‌ ୨୦୨୩ ଫାଇନାଲରେ ପହଞ୍ଚିବାର ସୁଯୋଗ ହାତଛଡ଼ା କରିଛି ଭାରତୀୟ ମହିଳା ଟିମ୍‌। ଫଳରେ ଦଳ ବିଶ୍ୱକପ୍‌ ଜିତିବା ସ୍ବପ୍ନ ଭାଙ୍ଗିଯାଇଛି। ତେବେ ମହିଳା ଦଳ ଭଳି ପୁରୁଷ ଟିମ୍‌ ମଧ୍ୟ ୧୦ ବର୍ଷ ହେଲାଣି...

ଆଇପିଏଲ୍‌ ପ୍ରସ୍ତୁତି ଆରମ୍ଭ କଲା ଲକ୍ଷ୍ନୌ ଟିମ୍‌, ଗମ୍ଭୀରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୨୫।୨: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଦ୍ୱିତୀୟ ସିଜନ ଖେଳିବାକୁ ଯାଉଛି ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌। ଏହାକୁ ନେଇ ଦଳ ପ୍ରସ୍ତୁତି ଆରମ୍ଭ କରିଛି। ଫ୍ରାଞ୍ଚାଇଜ୍‌ର ଟୁଇଟର ହ୍ୟାଣ୍ଡେଲରୁ ଏକ ଫଟୋ ଶେୟାର କରାଯାଇଛି। ଫଟୋରେ ଦଳର ପରାମର୍ଶଦାତା(ମେଣ୍ଟର) ଗୌତମ ଗମ୍ଭୀର,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri