ଖେଳ

ମହିଳା ଟି -୨୦ ବିଶ୍ୱକପ: ଆର୍ୟରଲ୍ୟାଣ୍ଡକୁ ୧୫୬ ରନ୍‌ ଲକ୍ଷ୍ୟ ଦେଲା ଭାରତ

ନୂଆଦିଲ୍ଲୀ,୨୦।୨: ମହିଳା ଟି -୨୦ ବିଶ୍ୱକପରେ ଭାରତ ଏବଂ ଆର୍ୟରଲ୍ୟାଣ୍ଡ ମଧ୍ୟରେ ମ୍ୟାଚ୍‌ ଜାରି ରହିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ଟିମ ଇଣ୍ଡିଆ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୫୫ ରନ୍‌...

ଅଷ୍ଟ୍ରେଲିଆକୁ ବଡ଼ ଝଟ୍‌କା

ଇନ୍ଦୋର,୨୦ା୨: ବର୍ଡର-ଗାଭାସ୍କର ଟ୍ରଫିରେ ୦-୨ରେ ପଛୁଆ ରହିଥିବା ଅଷ୍ଟ୍ରେଲିଆକୁ ବଡ଼ ଝଟ୍‌କା। ସୋମବାର ଦଳର ପ୍ରମୁଖ ଦ୍ରୁତ ବୋଲର ଜୋଶ ହାଜେଲଉଡ୍‌ ଆକିଲିଶ୍‌ଙ୍କ ଗୋଇଠିରେ ଇଞ୍ଜୁରୀ କାରଣରୁ ଇନ୍ଦୋର ଏବଂ ଅହମ୍ମଦାବାଦରେ ହେବାକୁ ଥିବା ଟେଷ୍ଟରୁ ବାଦ୍‌ ପଡିଛନ୍ତି ।...

କ୍ରିକେଟର ପୃଥ୍ବୀ ଶ’ଙ୍କୁ ଆକ୍ରମଣ ମାମଲା: ୧୪ ଦିନିଆ ନ୍ୟାୟିକ ହେପାଜତରେ ଅନ୍ୟ ୩ ଅଭିଯୁକ୍ତ

ନୂଆଦିଲ୍ଲୀ,୨୦।୨: ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କୁ ଆକ୍ରମଣ କରିବା ଘଟଣାରେ ମହିଳା ଅଭିଯୁକ୍ତ ସପ୍‌ନା ଗିଲଙ୍କୁ ପୋଲିସ ଦୁଇଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି। ଇତିମଧ୍ୟରେ ଗିରଫ ହୋଇଥିବା ସପ୍‌ନାଙ୍କ ୩ ସହଯୋଗୀଙ୍କୁ ସୋମବାର ୧୪ ଦିନିଆ ନ୍ୟାୟିକ ହେପାଜତକୁ...

ଡବ୍ଲ୍ୟୁଟିସି ଫାଇନାଲ: ଭାରତର ପ୍ରଦର୍ଶନ ଉପରେ ଶ୍ରୀଲଙ୍କାର ଭାଗ୍ୟ

ନୂଆଦିଲ୍ଲୀ,୨୦ା୨: ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ ଜିତିବା ସହିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ଫାଇନାଲ ସମ୍ଭାବନାକୁ ଦୃଢ଼ୀଭୂତ କରିଛି ଭାରତ। ଜୁନ୍‌ ୭ରେ ଓଭାଲରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ପାଇଁ ଅଷ୍ଟ୍ରେଲିଆ ଆଗୁଆ ଯୋଗ୍ୟତା ଅର୍ଜନ କରିଥିବା ବେଳେ ବର୍ଡର-ଗାଭାସ୍କର...

ମହିଳା ଟି୨୦ ବିଶ୍ୱକପ: ଆଜି ଆୟର୍ଲାଣ୍ଡକୁ ଭେଟିବ ଭାରତ

ଜିକ୍ୱେବର୍‌ହା(ଦକ୍ଷିଣ ଆଫ୍ରିକା),୨୦ା୨: ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଭାରତ ସୋମବାର ଆୟର୍ଲାଣ୍ଡକୁ ଭେଟିବ। ପୂର୍ବ ମ୍ୟାଚ୍‌ରେ ଇଂଲଣ୍ଡ ନିକଟରୁ ଭାରତ ପରାଜିତ ହୋଇଥିଲା। ଫଳରେ ଭାରତ ବୃହତ୍‌ ବିଜୟ ସହ ଟୁର୍ନାମେଣ୍ଟକୁ ପ୍ରତ୍ୟାବର୍ତ୍ତନ କରି ସେମିଫାଇନାଲ ଦୌଡ଼ରେ ସାମିଲ ହେବାକୁ...

ସୌରାଷ୍ଟ୍ରକୁ ଦ୍ୱିତୀୟ ରଣଜୀ ଟାଇଟଲ

କୋଲ୍‌କାତା,୨୦ା୨(ପି.ଟି.): କୋଲ୍‌କାତାର ଇଡେନ୍‌ ଗାର୍ଡେନରେ ଅନୁଷ୍ଠିତ ରଣଜୀ ଟ୍ରଫି ଫାଇନାଲ ମ୍ୟାଚ୍‌ରେ ବେଙ୍ଗଲକୁ ପରାସ୍ତ କରିବା ସହିତ ଦ୍ୱିତୀୟଥର ପାଇଁ ରଣ୍‌ଜୀ ଟ୍ରଫି ଜିତିଛି ସୌରାଷ୍ଟ୍ର। ଅଧିନାୟକ ଜୟଦେବ ଉନାଡକଟ୍‌ଙ୍କ ଘାତକ ବୋଲିଂ ଓ ଅର୍ପିତ ବାସବଦାଙ୍କ ବ୍ୟାଟିଂ ବଳରେ...

ଇନ୍‌ଡୋର ଷ୍ଟାଡିୟମରେ ସମସ୍ତ ମ୍ୟାଚ୍‌

କଟକ ଅଫିସ,୨୦ା୨: ଦ୍ୱିତୀୟ ଖେଲୋ ଇଣ୍ଡିଆ ମହିଳା ଲିଗ୍‌ର ଫେନ୍ସିଂ ର଼୍ୟାଙ୍କିଙ୍ଗ୍‌ ପ୍ରତିଯୋଗିତା କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଫେବୃୟାରୀ ୨୩ରୁ ୨୬ ପର୍ଯ୍ୟନ୍ତ ଏହି ଟୁର୍ନାମେଣ୍ଟ ଖେଳାଯିବ। ରାଜ୍ୟ ଫେନ୍ସିଂ ସଂଘ, ଖେଲୋ ଇଣ୍ଡିଆ,...

କମଳା ସିଂଙ୍କ ନେତୃତ୍ୱରେ ଓଡ଼ିଶା ଦଳ

ଭୁବନେଶ୍ୱର,୨୦ା୨ (ସ୍ପୋଟର୍‌ସ ବ୍ୟୁରୋ): ୨୧ ବର୍ଷରୁ କମ୍‌ ଖେଲୋ ଇଣ୍ଡିଆ ମହିଳା ହକି ଲିଗ୍‌ ପାଇଁ ୧୮ ଜଣିଆ ଓଡ଼ିଶା ଦଳ ଘୋଷଣା କରାଯାଇଛି। କମଳା ସିଂ ଏହି ଦଳର ଅଧିନାୟିକା ରହିଥିବା ବେଳେ ପୂଜା ସାହୁ ଉପ ଅଧିନାୟିକା...

ଜାତୀୟ କରାଟେରେ ଓଡ଼ିଶାକୁ ୮ ପଦକ

ଭୁବନେଶ୍ୱର,୨୦ା୨(ସ୍ପୋଟର୍‌ସ ବ୍ୟୁରୋ): ଉତ୍ତରାଖଣ୍ଡର ଡେରାଡୁନରେ ଶେଷ ହୋଇଥିବା ଜାତୀୟ ସିନିୟର ଓ ୨୧ ବର୍ଷରୁ କମ କରାଟେ ପ୍ରତିଯୋଗିତାରେ ଓଡିଶାର କରାଟେକା ମୋଟ ୮ ପଦକ ହାସଲ କରିଛନ୍ତି। ଏହା ମଧ୍ୟରେ ଗୋଟିଏ ସ୍ବର୍ଣ୍ଣ, ୨ରୌପ୍ୟ ଓ ୫ଟି ବ୍ରୋଞ୍ଜ...

ପର୍ସେଲ ଜିତିଲେ ଚେନ୍ନାଇ ଓପନ ଏଟିପି ଚ୍ୟାଲେଞ୍ଜର

ଚେନ୍ନାଇ, ୨୦ା୨ (ପି.ଟି.): ଅଷ୍ଟ୍ରେଲିଆର ମାକ୍ସ ପର୍ସେଲ ଚେନ୍ନାଇ ଓପନ ଏଟିପି ଚ୍ୟାଲେଞ୍ଜର ସିଙ୍ଗଲ୍ସ ଟାଇଟଲ ଜିତିଛନ୍ତି। ଫାଇନାଲରେ ସେ ଆମରିକାର ନିକୋଲାସ ମୋରେନୋ ଡି’ ଅଲବେରାନଙ୍କୁ ୫-୭, ୭-୬, ୬-୪ରେ ହରାଇ ଦେଇଛନ୍ତି। ଏହି ମ୍ୟାଚ ଦୀର୍ଘ ୩...

ରାଜସ୍ଥାନକୁ ୧୩-୧ରେ ହରାଇଲା ଓଡ଼ିଶା

କାକିନାଡ଼ା, ୨୦ା୨: ଏଠାରେ ଚାଲିଥିବା ୧୩ତମ ଜାତୀୟ ସିନିୟର ମହିଳା ହକି ଚାମ୍ପିୟନଶିପ୍‌ରେ ରବିବାର ଓଡ଼ିଶା, କର୍ନାଟକ, ଛତିଶଗଡ଼, ମଧ୍ୟପ୍ରଦେଶ ଓ ବିହାର ସେମାନଙ୍କ ମ୍ୟାଚ୍‌ରେ ବିଜୟ ହାସଲ କରି କ୍ୱାର୍ଟର ଫାଇନାଲ ସମ୍ଭାବନାକୁ ଦୃଢ଼ୀଭୂତ କରିଛନ୍ତି। ଦିନର ପ୍ରଥମ...

କର୍ନାଟକ ସହ ପଏଣ୍ଟ ବାଣ୍ଟିଲା ଓଡ଼ିଶା

ଭୁବନେଶ୍ୱର,୨୦ା୨ (ସ୍ପୋଟର୍‌ସ ବ୍ୟୁରୋ): ୭୬ତମ ସନ୍ତୋଷ ଟ୍ରଫି ଫୁଟ୍‌ବଲର ଅନ୍ତିମ ପର୍ଯ୍ୟାୟ ମ୍ୟାଚ୍‌ରେ ରବିବାର ଆୟୋଜକ ଓଡ଼ିଶା କର୍ନାଟକ ସହ ପଏଣ୍ଟ ବାଣ୍ଟିଛି। ଅନ୍ୟ ମ୍ୟାଚ୍‌ଗୁଡ଼ିକ ମଧ୍ୟରେ କେରଳ-ପଞ୍ଜାବ ମ୍ୟାଚ୍‌ ଡ୍ର ରହିଥିବା ବେଳେ ଗୋଆକୁ ପରାସ୍ତ କରିଛି ମହାରାଷ୍ଟ୍ର।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri