ଖେଳ

ଶାର୍ଦ୍ଦୂଳ,ଗୁରବାଜଙ୍କ ଅର୍ଦ୍ଧଶତକ

କୋଲକାତା,୭ା୪: କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ଅନୁଷ୍ଠିତ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ର ନବମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ବିପକ୍ଷରେ ଚମତ୍କାର ଅର୍ଦ୍ଧଶତକ ହାସଲ କରିଛନ୍ତି ଶାର୍ଦ୍ଦୂଳ ଠାକୁର ଓ ରହମାନଉଲ୍ଲା ଗୁରବାଜ। ଉଭୟ ଖେଳାଳିଙ୍କ ଅର୍ଦ୍ଧଶତକ ବଳରେ କୋଲକାତା...

ଜାଭେଲିନ୍‌ ଛାଡ଼ି କ୍ରିକେଟକୁ ପସନ୍ଦ କରିଥିଲେ ହାଜେଲଉଡ୍‌

ଜୋଶ୍‌ ହାଜେଲଉଡ୍‌ କ୍ରିକେଟ ଜଗତରେ ଏକ ପରିଚିତ ନାମ। ଅଷ୍ଟ୍ରେଲିଆର ଏହି ଦ୍ରୁତ ବୋଲର ଇତିମଧ୍ୟରେ ୫୯ ଟେଷ୍ଟ, ୬୯ ଦିନିକିଆ ଓ ୪୧ଟି ଟି୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିସାରିଛନ୍ତି। ଟେଷ୍ଟରେ ୨୦୦, ଦିନିକିଆରେ ୧୦୦ ଓ ଟି୨୦ରେ ୫୦...

ମୁମ୍ବାଇ ଡବ୍ଲ୍ୟୁପିଏଲ୍‌ ଚାମ୍ପିୟନ

ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୬ତମ ସଂସ୍କରଣ ଇତିମଧ୍ୟରେ ଆରମ୍ଭ ହୋଇଯାଇଛି। ଗତ ସଂସ୍କରଣରେ ପଏଣ୍ଟ ଟେବୁଲର ନିମ୍ନରେ ରହିଥିବା ଲିଗ୍‌ର ସବୁଠାରୁ ସଫଳ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଏଥର ମଧ୍ୟ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ତେବେ...

କୋଲକାତାର ବୃହତ ବିଜୟ

କୋଲକାତା,୬।୪: କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ଅନୁଷ୍ଠିତ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ର ନବମ ମ୍ୟାଚରେ ଉଭୟ ବ୍ୟାଟିଂ ଏବଂ ବୋଲିଂରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଚମତ୍କାର ପ୍ରଦର୍ଶନ କରି ୮୧ ରନ୍‌ରେ ବିଜୟୀ ହୋଇଛି। ଶାର୍ଦ୍ଦୂଳ ଠାକୁର ଓ ରହମାନଉଲ୍ଲା...

ଆର୍‌ସିବି ଆଗରେ ୨୦୫ ରନ୍‌ର ଟାର୍ଗେଟ୍‌

କୋଲକାତା,୬।୪: କୋଲକାତାର ଇଡେନ୍‌ ଗାର୍ଡେନରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୯ତମ ମ୍ୟାଚ୍‌ରେ ଆର୍‌ସିବି ଅଧିନାୟକ ଫାଫ ଡୁପ୍ଲେସିସ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ କୋଲକାତା ନାଇଟ ରାଇଡର୍ସ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ...

ଟସ୍‌ ଜିତି ଆରସିବିର ବୋଲିଂ ନିଷ୍ପତ୍ତି

କୋଲକାତା,୩।୪: କୋଲକାତାର ଇଡେନ ଗାର୍ଡେନରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍‌ର ୯ତମ ମ୍ୟାଚରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୋ ମଧ୍ୟରେ ଖେଳାଯାଉଛି। ଆରସିବି ଅଧିନାୟକ ଫାଫ ଡୁ ଫ୍ଲେସିସ୍‌ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ...

ଆଜିର ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସକୁ ସତର୍କ ରହିବାକୁ ପଡ଼ିବ

କୋଲକାତା,୬ା୪: ଗୁରୁବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର -କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ହେବ। ଏହି ମ୍ୟାଚ୍‌ ଆଜି ସନ୍ଧ୍ୟା ୭.୩୦ରେ ଇଡେନ ଗାର୍ଡେନ୍ସରେ ଖେଳାଯିବ। ତେବେ ଏହି ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦଳକୁ କୋଲକାତା...

ଆଜିି କେକେଆର୍‌କୁ ଭେଟିବ ଆରସିବି, ଇଡେନ ଗାର୍ଡେନ୍ସରେ ହେବ ଲଢେଇ

କୋଲକାତା,୬।୪: ଆଜି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ମ୍ୟାଚ୍‌ ଇଡେନ ଗାର୍ଡେନ୍ସରେ ଖେଳାଯିବ। ତେବେ ପ୍ରଥମ ମ୍ୟାଚ୍‌ରେ ପରାସ୍ତ ହୋଇଥିବା ନାଇଟ୍‌ ରାଇଡର୍ସ ବିଜୟ ଖାତା ଖୋଲି ପାଇଁ ଚେଷ୍ଟା କରିବ।...

ସ୍ପେଶାଲ ଅଲିମ୍ପିକ୍ସ କୃତୀ ଆଥ୍‌ଲେଟ ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): ନିକଟରେ ଆମିଟି ୟୁନିଭର୍ସିଟି ଆନୁକୂଲ୍ୟରେ ଆୟୋଜିତ ସାଇକ୍ଲିଂ ଜାତୀୟ ଚାମ୍ପିୟନଶିପ୍‌ ଏବଂ ରୋଲର ସ୍କେଟିଂରେ ପଦକ ହାସଲ କରିଥିବା ସ୍ପେଶାଲ ଅଲିମ୍ପିକ୍ସ ଭାରତର ଓଡ଼ିଶା ଆଥ୍‌ଲେଟଙ୍କୁ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସମ୍ବର୍ଦ୍ଧିତ କରିଛନ୍ତି।...

ଟିଟି ଖେଳାଳିଙ୍କୁ ନୂତନ ପଦ୍ଧତିରେ ପ୍ରଶିକ୍ଷଣ ଦିଆଯିବ

କଟକ ଅଫିସ, ୬ା୪: ଓଡ଼ିଶାରେ ଟେବୁଲ ଟେନିସ (ଟିଟି) କ୍ରୀଡ଼ାର ପ୍ରସାର ହେବ। ଖେଳାଳିମାନଙ୍କୁ ଉତ୍ତମ ପ୍ରଶିକ୍ଷଣ ପ୍ରଦାନ ସହ ପ୍ରୋତ୍ସାହିତ କରାଯିବ। ସ୍ଥାନୀୟ ବାଣିଜ୍ୟକର ଭବନଠାରେ ବୁଧବାର ଆୟୋଜିତ ଏକ ବୈଠକରେ ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ ସଭାପତି...

ପୂର୍ବତନ ଓପନର ସୁଧୀର ନାୟକଙ୍କ ପରଲୋକ

ନୂଆଦିଲ୍ଲୀ, ୬ା୪ (ପି.ଟି.): ଭାରତୀୟ କ୍ରିକେଟ ଦଳର ଜଣେ ପୂର୍ବତନ ଓପନର ସୁଧୀର ନାୟକଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୭୮ବର୍ଷ ବୟସ ହୋଇଥିଲା। ୧୯୭୪ରେ ସେ ୩ଟି ଟେଷ୍ଟ ମ୍ୟାଚ ଖେଳିଥିଲେ। କିଛିଦିନ ଅସୁସ୍ଥ ରହିବା ପରେ ମୁମ୍ବାଇର ଏକ...

ଜାତୀୟ ଶକ୍ତି ଉତ୍ତୋଳନରେ ଓଡ଼ିଶାକୁ ୫ ପଦକ

ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): କେରଳର କୋଝିକୋଡ଼ଠାରେ ବୁଧବାର ଶେଷ ହୋଇଥିବା ଜାତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାକୁ ମୋଟ ୫ଟି ପଦକ ମିଳିଛି। ଓଡ଼ିଶା ମହିଳା ଦଳ ଓଭରଅଲ୍‌ ରନରଅପ୍‌ ହୋଇଛି। ତନୟା ପଣ୍ଡା ୮୪, ସ୍ବାଗତିକା ଖଟେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri