ଖେଳ

ରାଜ୍ୟ ଓପନ ର଼୍ୟାପିଡ୍‌ ଚେସ: ସୌମ୍ୟ ଚାମ୍ପିୟନ

ଭୁବନେଶ୍ୱର, ୧୩।୨ (କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ରବିବାର ଆୟୋଜିତ ୪ର୍ଥ ମୃତ୍ୟୁଞ୍ଜୟ ପାତ୍ର ମେମୋରିଆଲ ରାଜ୍ୟ ଓପନ ର଼୍ୟାପିଡ୍‌ ଚେସ୍‌ରେ ଫିଡେ ମାଷ୍ଟର ସୌମ୍ୟ ରଞ୍ଜନ ମିଶ୍ର ଚାମ୍ପିୟନ ହୋଇଛନ୍ତି। ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ...

୭ ବର୍ଷର ରେକର୍ଡ ଭାଙ୍ଗିଲା ଭାରତ

କେପ୍‌ଟାଉନ୍‌,୧୩।୨: ମହିଳା ଟି-୨୦ ବିଶ୍ୱକପ୍‌ର ଉଦ୍‌ଘାଟନୀ ମ୍ୟାଚରେ ଭାରତ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୭ ଉଇକେଟ୍‌ରେ ପରାସ୍ତ କରିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୨୦ ଓଭରରେ ୪ ଉଇକେଟ୍‌ ହରାଇ ୧୪୯ ରନ ସଂଗ୍ରହ କରିଥିଲା।...

ବାପୁଜୀ କ୍ରିକେଟ କ୍ଲବ ଚାମ୍ପିୟନ

ଭୁବନେଶ୍ୱର, ୧୩।୨ (କ୍ରୀଡ଼ା ପ୍ରତିନିଧି): ଷଷ୍ଠ ନବ ଦାସ ଏବଂ ୨ୟ ପ୍ରଶାନ୍ତ ମହାପାତ୍ର ମେମୋରିଆଲ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଶେଷ ହୋଇଛି। ସ୍ଥାନୀୟ ବିଜେବି କଲେଜ ଖେଳ ପଡ଼ିଆରେ ଅନୁଷ୍ଠିତ ଫାଇନାଲରେ ରାମେଶ୍ୱର ସ୍ପୋର୍ଟିଂକୁ ୭ ଉଇକେଟରେ...

ଓଡ଼ିଶା ୪-୧ରେ ଗୋଆକୁ ହରାଇଲା

ଭୁବନେଶ୍ୱର,୧୩ା୨(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱରର ବିଭିନ୍ନ ଗ୍ରାଉଣ୍ଡରେ ଚାଲିଥିବା ୭୬ତମ ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟର ଅନ୍ତିମ ରାଉଣ୍ଡ ମୁକାବିଲାରେ ଓଡ଼ିଶା ପ୍ରଥମ ବିଜୟ ହାସଲ କରିଛି। ରବିବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ଦଳ ୪-୧ ଗୋଲରେ ଗୋଆକୁ...

କବିର ହଂସଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର, ୧୩।୨ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଉତ୍କଳ ଓପନ ଟେନିସ ଟୁର୍ନାମେଣ୍ଟରେ କବିର ହଂସ ଡବଲ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ସିଙ୍ଗଲ୍ସ ଫାଇନାଲରେ ସେ ଆଦିତ୍ୟ ଶତପଥୀଙ୍କୁ ୬-୩, ୬-୨ ସେଟ୍‌ରେ ପରାସ୍ତ କରିଛନ୍ତି।...

ଶୁଆଙ୍ଗ କ୍ରିକେଟ କ୍ଲବ ଚାମ୍ପିୟନ

ପୁରୁଣା ଭୁବନେଶ୍ୱର,୧୩।୨ (ଡି.ଏନ.ଏ.) : ବାଙ୍କୁଆଳ ହାଇସ୍କୁଲ ପଡିଆରେ ୮ ଦିନ ଧରି ଚାଲିଥିବା ୧୨ତମ ଜଗବନ୍ଧୁ ସ୍ବାଇଁ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ପ୍ରତିଯୋଗିତାର ଫାଇନାଲ ମ୍ୟାଚ ଶୁଆଙ୍ଗ କ୍ରିକେଟ କ୍ଲବ, ଭୁବନେଶ୍ୱର ଓ ମା’ ଭଗବତୀ...

ସିମରଜିତ ଜିତିଲେ ଗୋଲ୍ଡେନ ଟ୍ରାଙ୍ଗଲ ସାଇକ୍ଲିଂ ଚାମ୍ପିୟନଶିପ୍‌

ଭୁବନେଶ୍ୱର, ୧୩।୨ (କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ସାଇକ୍ଲିଂ ଆଣ୍ଡ ଆଡ୍‌ଭେଞ୍ଚର କ୍ଲବ ଆନୁକୂଲ୍ୟରେ ଗୋଲ୍ଡେନ ଟ୍ରାଙ୍ଗ୍‌ଲ ସାଇକ୍ଲିଂ ଚାମ୍ପିୟନଶିପ୍‌ର ୫ମ ସଂସ୍କରଣ ରବିବାର ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ପଞ୍ଜାବର ସିମରଜିତ ସିଂ ୨:୫୪:୧୯ ସେକେଣ୍ଡ ସମୟ ନେଇ ପ୍ରଥମସ୍ଥାନ...

ମହିଳା ଟି୨୦ ବିଶ୍ୱକପ: ପାକିସ୍ତାନକୁ ୭ ଉଇକେଟରେ ହରାଇଲା ଭାରତ

କେପ୍‌ ଟାଉନ, ୧୨।୨: ଆଇସିସି ମହିଳା ଟି-୨୦ ବିଶ୍ୱକପରେ ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱି ପାକିସ୍ତାନକୁ ୭ ଉଇକେଟରେ ପରାସ୍ତ କରିଛି। ପାକିସ୍ତାନ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୪୯ ରନ୍‌ କରିଥିବା ବେଳେ ଭାରତ ୧୯ ଓଭରରେ...

ଭାରତକୁ ୧୫୦ ରନ୍‌ର ଟାର୍ଗେଟ୍‌ ଦେଲା ପାକିସ୍ତାନ

କେପ୍‌ଟାଉନ୍‌,୧୨।୨: ଆଇସିସି ମହିଳା ଟି-୨୦ ବିଶ୍ୱକପ୍‌ ଟୁର୍ନାମେଣ୍ଟରେ ଭାରତ ସମ୍ମୁଖରେ ପାକିସ୍ତାନ ୧୫୦ ରନ ଲକ୍ଷ୍ୟ ରଖିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦ୍ୱିତୀୟ ଓଭରରେ ଦୀପ୍ତି ଶର୍ମା ଜାଭେରିଆ ଖାନଙ୍କ ଉଇକେଟ୍‌ ନେଇଥିଲେ।...

ମହିଳା ଟି-୨୦ ବିଶ୍ୱକପ୍‌: ଭାରତ ବିପକ୍ଷରେ ଟସ୍‌ ଜିତିଲା ପାକିସ୍ତାନ

କେପ୍‌ଟାଉନ୍‌,୧୨।୨: ଆଇସିସି ମହିଳା ଟି-୨୦ ବିଶ୍ୱକପ୍‌ ଟୁର୍ନାମେଣ୍ଟରେ ଆଜି ଭାରତ ଏବଂ ପାକିସ୍ତାନ ମୁକାବିଲା ହେଉଛି। ଏହି ମ୍ୟାଚ୍‌ରେ ପାକିସ୍ତାନ ଅଧିନାୟିକା ବିସ୍‌ମା ମାରୋଫ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସ୍ମୃତି ମନ୍ଧନା ଆଙ୍ଗୁଟି ଆଘାତ...

ଗୋଟିଏ ପରାଜୟ ପରେ ଚିନ୍ତାରେ ଅଷ୍ଟ୍ରେଲିଆ ଟିମ୍‌: ଏହି ଖେଳାଳିଙ୍କୁ ଭାରତ ଡକାଇଲା

ନାଗପୁର,୧୨।୨:ନାଗପୁରରେ ଭାରତ ବିପକ୍ଷ ପ୍ରଥମ ଟେଷ୍ଟରେ ପରାଜୟ ପରେ ଅଷ୍ଟ୍ରେଲିଆ ଦଳ ଚିନ୍ତାରେ ପଡିଯାଇଛି। ଫଳରେ ଆଘାତପ୍ରାପ୍ତ କଙ୍ଗାରୁ ଦଳ ଏକ ନୂତନ ବାମହାତୀ ସ୍ପିନରକୁ ଅଷ୍ଟ୍ରେଲିଆରୁ ଡକାଇଛି। ମାଥ୍ୟୁ କୁହେନମାନ ଖୁବ୍‌ଶୀଘ୍ର ଦଳରେ ଯୋଗଦେବେ। ଏଥିସହିତ ଲେଗ ସ୍ପିନର...

ପୁଣି ଟେକ ରଖିଲେ ମାଧବନଙ୍କ ପୁଅ

ବଲିଉଡ ଅଭିନେତା ଆର ମାଧବନ ପୁଅ ବାପାଙ୍କ ଟେକ ରଖିଛନ୍ତି। ତାଙ୍କ ପୁଅ ବେଦାନ୍ତ ମଧ୍ୟପ୍ରଦେଶର ଖେଲୋ ଇଣ୍ଡିଆ ୨୦୨୨ ଅଧୀନରେ ସନ୍ତରଣରେ ୫ଟି ସ୍ବର୍ଣ୍ଣ ପଦକ ଏବଂ ଦୁଇଟି ରୌପ୍ୟ ପଦକ ଜିତିଛନ୍ତି। ଆର ମାଧବନ ଏହି ସୂଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri