ଖେଳ

ମୋଦିଙ୍କୁ ସୈତାନ କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର୍‌

ଇସଲାମାବାଦ୍‌,୬।୩: ପାକିସ୍ତାନ ଏକ ଭୟଙ୍କର ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି ଏବଂ ଲୋକଙ୍କ ପାଖରେ ଖାଇବାକୁ ମଧ୍ୟ ଟଙ୍କା ନାହିଁ। ଶେହଓ୍ବାଜ୍‌ ସରକାର ଋଣ ପାଇଁ ଅନ୍ୟ ଦେଶମାନଙ୍କ ନିକଟରେ ନିବେଦନ କରୁଛନ୍ତି। ଦୁର୍ଭାଗ୍ୟବଶତଃ, ଅର୍ଥନୈତିକ ଦୁଃଖ ମଧ୍ୟରେ...

ଅଷ୍ଟ୍ରେଲିଆ ଦଳକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୬।୩: ଇନ୍ଦୋର ଟେଷ୍ଟ ଜିତିବା ପରେ ଅଷ୍ଟ୍ରେଲୀୟ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଅଷ୍ଟ୍ରେଲିଆର ଅଧିନାୟକ ପ୍ୟାଟ କମିନ୍ସ ସିରିଜର ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ପାଇଁ ଦଳକୁ ଫେରିବେ ନାହିଁ। କମିନ୍ସ ତାଙ୍କ ମା’ଙ୍କ ଚିକିତ୍ସା ପାଇଁ...

ଧୋନୀଙ୍କ ନାଁ ବ୍ୟାଟ୍‌ରେ ଲେଖି ପଡ଼ିଆକୁ ଓହ୍ଲାଇଲେ ଏହି ମହିଳା କ୍ରିକେଟ୍‌ର: ଜାଣନ୍ତୁ କାରଣ

ମୁମ୍ବାଇ,୬।୩: ମହିଳା ପ୍ରିମିୟର ଲିଗରେ ଏକ ରୋମାଞ୍ଚକର ମ୍ୟାଚରେ ୟୁପି ୱାରିୟର୍ସ ଗୁଜରାଟ ଜିଆଣ୍ଟସକୁ ତିନି ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ୟୁପିର ଗ୍ରେସ ହାରିସ ୨୬ ବଲରେ ୫୯ ରନର ଅପରାଜିତ ଇନିଂସ ଖେଳିଥିଲେ। ତେବେ ଏହି...

କୋହଲିଙ୍କ ସହ ତୁଳନା ହେବାରୁ ଏମିତି କହିଲେ ମନ୍ଧାନା

ନୂଆଦିଲ୍ଲୀ,୬।୩: ମହିଳା ପ୍ରିମିୟର ଲିଗରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ଅଛନ୍ତି ଭାରତର ତାରକା କ୍ରିକେଟର୍‌ ସ୍ମୃତି ମନ୍ଧାନାଙ୍କୁ ବିରାଟ କୋହଲିଙ୍କ ସହ ତୁଳନା କରାଯାଉଛି। ଏନେଇ ସେ କହିଛନ୍ତି, କୋହଲିଙ୍କ ସହ ତୁଳନାକୁ ମୁଁ ଆଦୌ ପସନ୍ଦ କରେ...

ଆଜିଠୁ ବକ୍ସ ଅଫିସରେ ଟିକେଟ ବିକ୍ରି

ଭୁବନେଶ୍ୱର, ୬।୩(କ୍ରୀଡ଼ା ପ୍ରତିନିଧି): ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଭାରତ, ଅଷ୍ଟ୍ରେଲିଆ ଓ ବିଶ୍ୱ ଚାମ୍ପିୟନ ଜର୍ମାନୀକୁ ନେଇ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ହକି ମ୍ୟାଚ ଚଳିତ ମାସ ୧୦ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ବକ୍ସ ଅଫିସ...

ଅନ୍ତିମ ମ୍ୟାଚ ଖେଳିଲେ ସାନିଆ

ହାଇଦ୍ରାବାଦ, ୬ା୩ (ପି.ଟି.): ଭାରତୀୟ ଟେନିସ କିମ୍ବଦନ୍ତୀ ସାନିଆ ମିର୍ଜା ରବିବାର ତାଙ୍କ କ୍ୟାରିୟରର ଅନ୍ତିମ ମ୍ୟାଚ ରବିବାର ଖେଳିଛନ୍ତ, ଯେଉଁଠାରେ ସେ ଆରମ୍ଭ କରିଥିଲେ। ସ୍ଥାନୀୟ ଲାଲବାହାଦୁର ଷ୍ଟାଡିୟମରେ ସେ ରୋହନ ବୋପାନ୍ନା, ଯୁବରାଜ ସିଂ ଓ ତାଙ୍କ...

ମହାରାଷ୍ଟ୍ର ଦଳଗତ ଚାମ୍ପିୟନ

ଭୁବନେଶ୍ୱର, ୬।୩ (କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ କିଟ୍‌ ଷ୍ଟାଡିୟମରେ କର୍ମଚାରୀ ଭବିଷ୍ୟନିଧି ସଂଗଠନ ସର୍ବଭାରତୀୟ ଆଥଲେଟିକ୍‌ ଓ ଇନ୍‌ଡୋର କ୍ରୀଡ଼ା ଉଦ୍‌ଯାପିତ ହୋଇଯାଇଛି। ଏଥିରେ ମହାରାଷ୍ଟ୍ର ଦଳଗତ ଚାମ୍ପିୟନ ହୋଇଥିବାବେଳେ କେରଳର କ୍ଲିମେଣ୍ଟ ଅଗଷ୍ଟିନ ଓ ତାମିଲନାଡ଼ୁର ପି. ଶିବକୁମାର...

ବିଜୁଙ୍କ ଜୟନ୍ତୀରେ ମିନି ମାରାଥନ

ଭୁବନେଶ୍ୱର, ୬।୩(କ୍ରୀଡ଼ା ପ୍ରତିନିଧି): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଏକ ମିନି ମାରାଥନ କଳିଙ୍ଗ ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି। କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଆୟୋଜିତ ମିନି ମାରାଥନକୁ ରାଜ୍ୟ ଯୁବ କଲ୍ୟାଣ ବୋର୍ଡର...

ଅବଶିଷ୍ଟ ଭାରତ ଟାଇଟଲ ବଜାୟ ରଖିଲା

ଗ୍ବାଲିୟର, ୬ା୩ (ପି.ଟି.): ମଧ୍ୟ ପ୍ରଦେଶକୁ ୨୩୮ ରନରେ ପରାସ୍ତ କରି ଅବଶିଷ୍ଟ ଭାରତ ଦଳ ସମ୍ମାନଜନକ ଇରାନୀ କପ୍‌ ଟାଇଟଲ ବଜାୟ ରଖିଛି। ଅସମ୍ଭବ ମନେ ହେଉଥିବା ୪୩୭ ରନର ବିଜୟ ଲକ୍ଷ୍ୟକୁ ପିଛା କରି ମଧ୍ୟ ପ୍ରଦେଶ...

ୟୁପି ଓ୍ବାରିୟର୍ଜର ରୋମାଞ୍ଚକ ବିଜୟ

ମୁମ୍ବାଇ,୫ା୩: ନଭି ମୁମ୍ବାଇସ୍ଥିତ ଡା. ଡି.ଓ୍ବାଇ. ସ୍ପୋଟର୍‌ସ ଏକାଡେମୀରେ ରବିବାର ଖେଳାଯାଇଥିବା ମହିଳା ପ୍ରିମିୟର ଲିଗ୍‌ର ତୃତୀୟ ମ୍ୟାଚରେ ୩ ଉଇକେଟରେ ୟୁପି ଓ୍ବାରିୟର୍ଜ ରୋମାଞ୍ଚକ ବିଜୟ ହାସଲ କରିଛି। ଅନ୍ୟପକ୍ଷେ ଗୁଜରାଟ ଜାଏଣ୍ଟ୍ସ କ୍ରମାଗତ ଦ୍ୱିତୀୟ ପରାଜୟ ବରଣ...

୬୦ ରନ୍‌ରେ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ

ମୁମ୍ବାଇ,୫।୩: ମହିଳା ପ୍ରିମିୟର ଲିଗର ଦ୍ୱିତୀୟ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)କୁ ୬୦ ରନରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ଆରସିବି ଅଧିନାୟକ ସ୍ମୃତି ମନ୍ଧାନା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଦିଲ୍ଲୀ କ୍ୟାପିଟାଲ୍ସ ୨୦...

ଆରସିବିକୁ ୨୨୪ ରନ୍‌ର ଟାର୍ଗେଟ୍‌ ଦେଲା ଦିଲ୍ଲୀ କ୍ୟାପିଟାଲ୍ସ

ମୁମ୍ବାଇ,୫।୩: ମହିଳା ପ୍ରିମିୟର ଲିଗର ଦ୍ୱିତୀୟ ମ୍ୟାଚ ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ଆରସିବିର ଅଧିନାୟକ ସ୍ମୃତି ମନ୍ଧାନା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri