ଖେଳ

ସ୍ବତନ୍ତ୍ର ରେକର୍ଡ ହାସଲ କଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ, ୧୦।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ସୂର୍ଯ୍ୟକୁମାର ଯାଦବ ନିଜର ଟେଷ୍ଟ ଡେବ୍ୟୁ କରିଛନ୍ତି। ଟି-୨୦ରେ ଆଇସିସି ର଼୍ୟାଙ୍କିଙ୍ଗରେ ଶୀର୍ଷ ସ୍ଥାନ ଅଧିକାର କରିଥିବା ସୂର୍ଯ୍ୟକୁମାର ଯାଦବ ୩୨ ବର୍ଷ ୧୪୮...

ରୋହିତ ଶର୍ମା ଶତକ ନିକଟତର: ଲଞ୍ଚ ପର୍ଯ୍ୟନ୍ତ ଭାରତ ସ୍କୋର ୧୫୧/୩

ନାଗପୁର,୧୦।୨: ନାଗପୁରରେ ଖେଳାଯାଉଥିବା ଭାରତ ଏବଂ ଅଷ୍ଟ୍ରେଲିଆ ପ୍ରଥମ ଟେଷ୍ଟରେ ଭାରତ ଦୃଢ ସ୍ଥିତିରେ। ଦ୍ୱିତୀୟ ଦିନରେ ଲଞ୍ଚ ପର୍ଯ୍ୟନ୍ତ ଭାରତ ୩ ଉଇକେଟ୍‌ ହରାଇ ୧୫୧ ରନ୍‌ କରିଛି। ଅଧିନାୟକ ରୋହିତ ଶର୍ମା ୮୫ ଏବଂ ବିରାଟ କୋହଲି...

ମହିଳା ଚାମ୍ପିୟନଶିପ୍‌ ୧୫ରୁ, ପୁରୁଷ ଇଭେଣ୍ଟ ଏପ୍ରିଲ୍‌ରେ

ନୂଆଦିଲ୍ଲୀ, ୧୦ା୨ (ପି.ଟି.):ହକି ଇଣ୍ଡିଆ ଜାତୀୟ ସିନିୟର ମହିଳା ହକି ଚାମ୍ପିୟନଶିପ୍‌ ଫେବୃୟାରୀ ୧୫ରୁ ଆରମ୍ଭ ହେବ। ଏହା କାକିନାଡା, ଆନ୍ଧ୍ରପ୍ରଦେଶରେ ହେବ। ଏଥିରେ ୨୯ଟି ଦଳ ଭାଗ ନେବେ। ଗତବର୍ଷ ଫାଇନାଲରେ କର୍ନାଟକକୁ ୨-୦ ଗୋଲରେ ପରାସ୍ତ କରି...

ଆଇସିସି ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ ଆଜିଠାରୁ

କେପ୍‌ ଟାଉନ୍‌, ୧୦ା୨ (ପି.ଟି.):ଆଇସିସି ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ ଏଠାରେ ଶୁକ୍ରବାରଠାରୁ ଆରମ୍ଭ ହେବ। ପ୍ରତିଯୋଗିତାରେ ଅଷ୍ଟ୍ରେଲିଆ ଆଧିପତ୍ୟ ବିସ୍ତାର କରିବାକୁ ଚାହିଁବ। ଭାରତ ଓ ଇଂଲଣ୍ଡ ସମେତ ଅନ୍ୟ କେତୋଟି ଦଳ ତାହା କରାଇ ଦେବାକୁ ଚାହିଁବେ...

ବିଦେଶରେ ହେବ ନକ୍‌ଆଉଟ ପର୍ଯ୍ୟାୟ

ଭୁବନେଶ୍ୱର,୧୦ା୨(ସ୍ପୋଟର୍‌ସ ବ୍ୟୁରୋ):ସନ୍ତୋଷ ଟ୍ରଫି ଫୁଟବଲର ୭୬ ତମ ସଂସ୍କରଣର ଅନ୍ତିମ ରାଉଣ୍ଡ ଭୁବନେଶ୍ୱରରେ ଶୁକ୍ରବାର ଠାରୁ ଆରମ୍ଭ ହେବ। ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ, କ୍ୟାପିଟାଲ ସ୍ପୋଟର୍‌ସ ଆରେନା ଏବଂ ୭ମ ବାଟାଲିୟନ ଷ୍ଟାଡିୟମରେ ସମସ୍ତ ମ୍ୟାଜ ଖେଳାଯିବ। ଏହି...

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ଦକ୍ଷିଣ ଆଫ୍ରିକା- ଶ୍ରୀଲଙ୍କା ଉଦ୍‌ଘାଟନୀ ମ୍ୟାଚ୍‌

କେପ୍‌ ଟାଉନ୍‌, ୯ା୨: କେପ୍‌ ଟାଉନ୍‌ରେ ଶୁକ୍ରବାରଠାରୁ ଆରମ୍ଭ ହେବ ଆଇସିସି ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌। ପ୍ରତିଯୋଗିତାରେ ଅଷ୍ଟ୍ରେଲିଆ ନିଜ ଆଧିପତ୍ୟ ବିସ୍ତାର କରିବାକୁ ଉଦ୍ୟମ କରିବ। ହେଲେ ଭାରତ, ଇଂଲଣ୍ଡ ସମେତ ଅନ୍ୟ କେତୋଟି ଦଳ କଡ଼ା...

ରୋହିତ ଶର୍ମାଙ୍କ ଅର୍ଦ୍ଧଶତକ: ପ୍ରଥମ ଦିନ ଖେଳ ଶେଷସୁଦ୍ଧା ଭାରତ ୭୭/୧

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ନାଗପୁରରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ପ୍ରଥମ ଦିନର ଖେଳ ଶେଷ ହୋଇଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୭୭ ରନ ସଂଗ୍ରହ...

ବଡ଼ ଉପଲବ୍ଧି ହାସଲ କଲେ ଅଶ୍ୱିନ୍‌

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ଆଜିଠାରୁ ଆରମ୍ଭ ହୋଇଛି। ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ମ୍ୟାଚର ପ୍ରଥମ ଦିନରେ ଟିମ ଇଣ୍ଡିଆର ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ...

ଜାଡେଜାଙ୍କୁ ୫ ଉଇକେଟ୍‌: ଅଷ୍ଟ୍ରେଲିଆ ୧୭୭ ରନ୍‌ରେ ଅଲଆଉଟ୍‌

ନାଗପୁର,୯।୨:ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ବୋଲର ଚମତ୍କାର ବୋଲିଂ କରିଛି। ଅଷ୍ଟ୍ରେଲିଆର ପ୍ରଥମ ଇନିଂସରେ ୧୭୭ ରନରେ ଅଲଆଉଟ୍‌ ହୋଇଛି। ଏହି ଇନିଂସରେ ଅଷ୍ଟ୍ରେଲିଆ ପାଇଁ ମାର୍ନସ ଲାବୁଶେନ ସର୍ବାଧିକ ୪୯ ରନ ସଂଗ୍ରହ କରିଥିଲେ। ଷ୍ଟିଭ ସ୍ମିଥ...

୧୦୯ ରନ୍‌ରେ ପାଭିଲିୟନ ଫେରିଲେ ଅଧା ଅଷ୍ଟ୍ରେଲିଆ ଟିମ୍‌

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ଆରମ୍ଭ ହୋଇଛି। ମାତ୍ର ୧୦୯ ରନ୍‌ରେ ଅଧା ଅଷ୍ଟ୍ରେଲିଆ ଟିମ୍‌ ପାଭିଲିୟନ ଫେରିଛନ୍ତି। ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି...

ଭାବପ୍ରବଣ ହୋଇ ପଡ଼ିଆରେ ମା’ଙ୍କୁ ଆଲିଙ୍ଗନ କଲେ ଏହି କ୍ରିକେଟର୍‌

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ନାଗପୁରରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟତୀତ କେ.ଏସ ଭରତ...

ଟସ୍‌ ଜିତିଲା ଅଷ୍ଟ୍ରେଲିଆ

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ନାଗପୁରରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟସ ଜିତିବା ପରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ସୂର୍ଯ୍ୟକୁମାର ଯାଦବ ଏବଂ କେ.ଏସ ଭରତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri