ଖେଳ

ପନ୍ତଙ୍କୁ ଚାପୁଡା ମାରିବାକୁ ଚାହୁଁଛନ୍ତି କପିଲ ଦେବ

ନୁଆଦିଲ୍ଲୀ,୮।୨: ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଡିସେମ୍ବର ୩୦ରେ ଏକ ଭୟଙ୍କର କାର ଦୁର୍ଘଟଣା ସମ୍ମୁଖୀନ ହୋଇଥିଲେ। ଗୁରୁତର ଆହତ ହେବା ପରେ ସେ ଏବେ ଚିକିତ୍ସିତ ହେଉଛନ୍ତି। ଦୁର୍ଘଟଣା ପରେ ପନ୍ତଙ୍କ ଅସ୍ତ୍ରୋପଚାର ହୋଇଛି। ୬...

ମହିଳା ପ୍ରିମିୟର ଲିଗର ସର୍ବାଧିକ ବେସ ପ୍ରାଇସ୍‌ ୫୦ ଲକ୍ଷରେ ୨୪ ଖେଳାଳି, ହରମାନପ୍ରୀତ-ସ୍ମୃତି ସାମିଲ…

ନୂଆଦିଲ୍ଲୀ,୮।୨ : ମହିଳା ପ୍ରିମିୟର ଲିଗ (ଡବ୍ଲୁପିଏଲ) ର ପ୍ରଥମ ସଂସ୍କରଣ ଚଳିତ ବର୍ଷ ମାର୍ଚ୍ଚ ୪ ରୁ ୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏ ସମ୍ପର୍କରେ ବିସିସିଆଇ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛି। ଏହି ଟୁର୍ନାମେଣ୍ଟ ମୁମ୍ବାଇର...

ବିଶ୍ୱର ଦ୍ୱିତୀୟ କ୍ରିକେଟର୍‌ ଭାବେ ଏମିତି କାରନାମା କଲେ ଗ୍ୟାରି

ହରାରେ,୮।୨: ୱେଷ୍ଟଇଣ୍ଡିଜ ଏବଂ ଜିମ୍ବାୱେ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଗ୍ୟାରି ବାଲାନ୍ସ ଇତିହାସ ସୃଷ୍ଟି କରିଛନ୍ତି। ଜିମ୍ବାୱେ ପାଇଁ ପାଞ୍ଚ ନମ୍ବରରେ ବ୍ୟାଟିଂ କରୁଥିବା ବେଳେ ସେ ଅପରାଜିତ ୧୩୭ ସ୍କୋର କରିଥିଲେ। ଏହା ସହିତ ସେ...

ସର୍ବଭାରତୀୟ ସଫ୍ଟବଲ ପ୍ରତିଯୋଗିତା

ପୁରୀ ଅଫିସ,୮।୨: ତାଳବଣିଆସ୍ଥିତ ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ଚାଲିଥିବା ୪୪ତମ ସର୍ବଭାରତୀୟ ସଫ୍ଟବଲ ପ୍ରତିଯୋଗିତାର ମଙ୍ଗଳବାର ତୃତୀୟଦିନ ଉଭୟ ମହିଳା ଓ ପୁରୁଷ ବିଭାଗ ମଧ୍ୟରେ ସୁପର ଲିଗ୍‌ ମ୍ୟାଚ ଅନୁଷ୍ଠିତ ହୋଇଛି। ତୃତୀୟ ଦିନରେ ଅନୁଷ୍ଠିତ ମହିଳା ବିଭାଗ ମ୍ୟାଚରେ...

ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ୱର,୮।୨(ସ୍ପୋଟର୍‌ସ ବ୍ୟୁରୋ): ଦୃଷ୍ଟିବାଧିତଙ୍କ ପାଇଁ ଖେଳାଯାଉଥିବା ଜାତୀୟ ନାଗେଶ ଟ୍ରଫି ୨୦୨୨-୨୩ ପାଇଁ ମଙ୍ଗଳବାର ୧୬ ଜଣିଆ ଓଡ଼ିଶା ଦଳ ଘୋଷଣା କରାଯାଇଛି। ଅନ୍ତର୍ଜାତୀୟ କ୍ରିକେଟର ସୁଖରାମ ମାଝିଙ୍କୁ ଏହି ଦଳର ଅଧିନାୟକ ଏବଂ ଲିଙ୍ଗରାଜ ରାଉତରାଙ୍କୁ ଉପଅଧିନାୟକ ରଖାଯାଇଛି।...

ପୁରସ୍କାର ଦୌଡ଼ରେ ସିରାଜ, ଶୁବମନ

ଦୁବାଇ, ୮।୨ (ପି.ଟି.): ଜାନୁୟାରୀ ମାସରେ ଚମତ୍କାର ପ୍ରଦର୍ଶନ ପାଇଁ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ଦୌଡ଼ରେ ଭାରତ ପେସ୍‌ ବୋଲର ମହମ୍ମଦ ସିରାଜ ଓ ଓପନର ଶୁବମନ ଗିଲ୍‌ ରହିଛନ୍ତି। ପୁରସ୍କାର ପାଇଁ ତୃତୀୟ ଦାବିଦାର...

ଓମେନ୍ସ ପ୍ରିମିୟର ଲିଗ୍‌: ନିଲାମ ହେବାକୁ ଥିବା ଖେଳାଳିଙ୍କ ମଧ୍ୟରେ ଓଡ଼ିଶାରୁ ୬

ଭୁବନେଶ୍ୱର, ୭।୨: ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ନିଲାମ ପାଇଁ ଶର୍ଟଲିଷ୍ଟ ହୋଇଛନ୍ତି ୪୦୯ ଖେଳାଳି। ସେମାନଙ୍କ ମଧ୍ୟରେ ଓଡ଼ିଶାର ୬ ଜଣ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ମାଧୁରୀ ମେହେଟା, ରସନାରା ପରବିନ, ସୁଶ୍ରୀ ଦିବ୍ୟଦର୍ଶିନୀ, ପ୍ରିୟଙ୍କା...

ମାର୍ଚ୍ଚ ୪ ରୁ ମହିଳା ପ୍ରିମିୟର ଲିଗ୍‌: ନିଲାମ ତାଲିକାରେ ୪୦୯ ଖେଳାଳି, ୨୪୬ ଭାରତୀୟ-୧୬୩ ବିଦେଶୀ…

କୋଲକାତା,୭।୨ : ମହିଳା ପ୍ରିମିୟର ଲିଗ (ଡବ୍ଲୁପିଏଲ) ର ପ୍ରଥମ ସଂସ୍କରଣ ଚଳିତ ବର୍ଷ ମାର୍ଚ୍ଚ ୪ ରୁ ୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏ ସମ୍ପର୍କରେ ବିସିସିଆଇ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛି। ଏହି ଟୁର୍ନାମେଣ୍ଟ ମୁମ୍ବାଇର...

କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କଲେ ଏହି କ୍ରିକେଟର

ଇସଲାମାବାଦ,୭।୨: ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ପାକିସ୍ତାନର ଉଇକେଟକିପର୍‌ ବ୍ୟାଟ୍ସମ୍ୟାନ୍‌ କାମରାନ ଆକମଲ। ଦୀର୍ଘ ସମୟରୁ ସେ ଦଳରୁ ବାଦ୍‌ ପଡ଼ିଥିବା ବେଳେ ପାକିସ୍ତାନ ସୁପର ଲିଗ୍‌ ସମେତ ଅନ୍ୟାନ୍ୟ ଲିଗ୍‌ରେ ଖେଳିବା ଜାରି ରଖିଥିଲେ। ହେଲେ ଏବେ...

ଟର୍ନିଂ ଟ୍ରାକ୍‌ରେ ଅଶ୍ୱିନୀ ବିପଜ୍ଜନକ: ଖ୍ବାଜା

ବେଙ୍ଗାଲୁରୁ,୭ା୨: ଭାରତୀୟ ଟର୍ନିଂ ଟ୍ରାକ୍‌ରେ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଖେଳିବା ସବୁଠାରୁ ବିପଜ୍ଜନକ ବୋଲି କହିଛନ୍ତି ଅଷ୍ଟ୍ରେଲିଆ ଓପ୍‌ନର ଉସ୍‌ମାନ ଖ୍ବାଜା। ୪ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ଅଶ୍ୱିନଙ୍କ ନେତୃତ୍ୱାଧୀନ ସ୍ପିନ୍‌ ବୋଲିଂ ଆଟାକ୍‌ ସବୁଠାରୁ ଅଧିକ ଚ୍ୟାଲେଞ୍ଜ ଦେବ...

ଅଚାନକ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ସିଡନୀ,୭।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଫେବୃଆରୀ ୯ରେ ନାଗପୁର ଗ୍ରାଉଣ୍ଡରେ ଆରମ୍ଭ ହେବ। କିନ୍ତୁ ଏହାପୂର୍ବରୁ କଙ୍ଗାରୁ ଦଳର ପୂର୍ବତନ ଅଧିନାୟକ ଆରୋନ ଫିଞ୍ଚ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି।...

ଓଏଫ୍‌ସିର ପ୍ଲେ-ଅଫ୍‌ ଆଶା ଉଜ୍ଜୀବିତ

ଭୁବନେଶ୍ୱର,୭୨ (ସ୍ପୋଟର୍‌ସ ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ୍‌ ସୁପର ଲିଗ୍‌ର ଏକ ମ୍ୟାଚ୍‌ରେ ଏଫ୍‌ସି ଗୋଆ ସହିତ ପଏଣ୍ଟ ବାଣ୍ଟିଛି ଓଡ଼ିଶା ଏଫ୍‌ସି(ଓଏଫ୍‌ସି)। କଡା ସଂଘର୍ଷପୂର୍ଣ୍ଣ ମ୍ୟାଚଟି ୧-୧ରେ ଅମୀମାଂସିତ ରହିଥିଲା। ମ୍ୟାଚର ଅନ୍ତିମ ୩୦ ମିନିଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri