ଖେଳ

ପନ୍ତଙ୍କ ଅଭାବ ଅନୁଭୂତ ହେବ

ନାଗପୁର,୭ା୨ବର୍ଡର-ଗାଭାସ୍କର ଟ୍ରଫିରେ ଭାରତ ଷ୍ଟାର ଉଇକେଟ କିପର ବ୍ୟାଟର ରିଷଭ ପନ୍ତଙ୍କ ଅଭାବ ଅନୁଭବ କରିବ ବୋଲି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଇଆନ୍‌ ଚାପେଲ୍‌। ପନ୍ତଙ୍କ ଉପସ୍ଥିତି ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ କମିନ୍ସଙ୍କ ନିଦ ହଜେଇ ଦେବା ପାଇଁ...

ଜାତୀୟ ଜୁନିୟର ଟେବୁଲ ଟେନିସ୍‌ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର,୭।୨(କ୍ରୀଡ଼ା ପ୍ରତିନିଧି): ଚେନ୍ନାଇର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚଳିତ ମାସ ୮ରୁ ୧୬ ପର୍ଯ୍ୟନ୍ତ ହେବାକୁଥିବା ୮୪ତମ ଜାତୀୟ ଜୁନିୟର ଓ ଯୁବ ଆନ୍ତଃରାଜ୍ୟ ଟେବୁଲ ଟେନିସ୍‌ ଟୁର୍ନାମେଣ୍ଟ ପାଇଁ ସୋମବାର ଓଡ଼ିଶା ଦଳ ଘୋଷିତ ହୋଇଛି। ପ୍ରତିଯୋଗିତାରେ...

କ୍ୱାର୍ଟରରେ ଓଡ଼ିଶା ମହିଳା ଦଳ

ପୁରୀ ଅଫିସ, ୭ା୨: ତାଳବଣିଆ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଚାଲିଥିବା ୪୪ତମ ଜାତୀୟ ସଫ୍ଟବଲ ପୁରୁଷ ଓ ମହିଳା ଚାମ୍ପିୟନଶିପ୍‌ର ଦ୍ୱିତୀୟ ଦିବସରେ ସୋମବାର ଓଡ଼ିଶା ମହିଳା ଦଳର ପ୍ରାଧାନ୍ୟ ଦେଖିବାକୁ ମିଳିଛି। ମହିଳା ବିଭାଗ ପ୍ରି କ୍ୱାର୍ଟର ମ୍ୟାଚରେ ହିମାଚଳ...

ମଣିପୁରରେ ହେବ ଅନ୍ତର୍ଜାତୀୟ ଫୁଟବଲ ମ୍ୟାଚ

ଇମ୍ଫାଲ,୬ା୨: ଭାରତର ଫୁଟବଲ ପାଓ୍ବାର ହାଉସ୍‌ ମଣିପୁର ଆୟୋଜନ କରିବ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍‌। ଭାରତ ସହିତ ମିଆଁମାର ଓ କିର୍ଗିଜସ୍ତାନ ଏହି ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଭାଗ ନେବେ। ଆସନ୍ତା ମାର୍ଚ୍ଚ ମାସରେ ଏହି ଟୁର୍ନାମେଣ୍ଟ ଆୟୋଜିତ ହେବ। ମାର୍ଚ୍ଚ...

ଏସିଆ କପ୍‌ କ୍ରିକେଟ ଭେନ୍ୟୁ ନେଇ ମାର୍ଚ୍ଚରେ ହେବ ଚୂଡାନ୍ତ

ନୂଆଦିଲ୍ଲୀ,୬।୨: ୨୦୨୩ ଏସିଆ କପ୍‌ କ୍ରିକେଟ ଆୟୋଜକ ନେଇ ଅନିଶ୍ଚିତତା ଜାରି ରହିଛି। ପ୍ରତିଯୋଗିତା ସେପ୍ଟେମ୍ବରରେ ହେବାକୁ ଥିବା ବେଳେ ପାକିସ୍ତାନକୁ ଆୟୋଜନ କରିବା ଅଧିକାର ମିଳିଛି। ହେଲେ ସୁରକ୍ଷାକୁ ନେଇ ନିଜର ବିସିସିଆଇ ପ୍ରତିକ୍ରିୟା ରଖିଛି। ଯଦି ଏସିଆ...

ଭାରତକୁ ନାଲିଆଖି ଦେଖାଇଲେ ପାକିସ୍ତାନର ପୂର୍ବତନ କ୍ରିକେଟର୍‌

ଇସଲାମାବାଦ୍‌,୬।୨: ଏସିଆ କପ ୨୦୨୩ ଆୟୋଜନକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ସମ୍ପର୍କ ଆହୁରି ଖରାପ ହେଉଥିବା ଦେଖାଯାଉଛି। ନିକଟରେ ବାହାରେନରେ ଅନୁଷ୍ଠିତ ଏସୀୟ କ୍ରିକେଟ ପରିଷଦ (ଏସିସି) ବୈଠରେ ପାକିସ୍ତାନରେ ଏସିଆ କପ୍‌ ଆୟୋଜନ ହେବ...

ପ୍ରଗତି ସ୍ପୋର୍ଟିଂକୁ ହରାଇଲା ରାଇଜିଂ ଷ୍ଟୁଡେଣ୍ଟ୍ସ

ଭୁବନେଶ୍ୱର,୬ା୨(ସ୍ପୋଟର୍‌ସ ବ୍ୟୁରୋ): କେଶୁରାରେ ତୃତୀୟ ପଞ୍ଚାନନ ସ୍ମାରକୀ କ୍ରିକେଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚରେ କଟକର ରାଇଜିଂ ଷ୍ଟୁଡେଣ୍ଟ୍ସ ୪୬ ରନରେ ଭୁବନେଶ୍ୱରର ପ୍ରଗତି ସ୍ପୋଟିର୍ଂକୁ ପରାସ୍ତ କରିଛି। ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବରେ...

ବିଜୟ ଲକ୍ଷ୍ୟରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର,୬ା୨(ସ୍ପୋଟର୍‌ସ ବ୍ୟୁରୋ): ଇଣ୍ଡିଆନ୍‌ ସୁପର ଲିଗ୍‌ରେ ସୋମବାର ପରସ୍ପର ସହିତ ମ୍ୟାଚ୍‌ ଖେଳିବେ ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ଓ ଏଫ୍‌ସି ଗୋଆ। କଳିଙ୍ଗ ଷ୍ଟାଡିୟମରେ ସନ୍ଧ୍ୟା ୭.୩୦ରେ ଏହି ମ୍ୟାଚ ଖେଳାଯିବ। ଘରୋଇ ଦର୍ଶକଙ୍କ ସମ୍ମୁଖରେ ଓଏଫ୍‌ସି ଏହି ମ୍ୟାଚ...

ଏସୀୟ ଜୁଜୁଟ୍‌ସୁ ପାଇଁ ଅନୁପମାଙ୍କୁ ଯୋଗ୍ୟତା

ଭୁବନେଶ୍ୱର,୬ା୨ (ସ୍ପୋଟର୍‌ସ ବ୍ୟୁରୋ): ଏସୀୟ ଜୁଜୁଟ୍‌ସୁ ପ୍ରତିଯୋଗିତା ପାଇଁ ଭାରତୀୟ ଦଳରେ ମନୋନୀତ ହୋଇଛନ୍ତି ଓଡ଼ିଶାର ଅନୁପମା ସ୍ବାଇଁ। ରବିବାର ଦିଲ୍ଲୀର ପ୍ରୋ ଫାଇଟ୍‌ କ୍ଲବରେ ଅନୁଷ୍ଠିତ ଚୟନ ପ୍ରତିଯୋଗିତାର ଉଭୟ କଷ୍ଟ୍ୟୁମ(ଜିଆଇ) ଓ ନୋ ଜିଆଇ ବର୍ଗରେ ସେ...

ଓଡ଼ିଶା ମହିଳା ଚାମ୍ପିୟନ୍‌

ଭୁବନେଶ୍ୱର,୬ା୨ (ସ୍ପୋଟର୍‌ସ ବ୍ୟୁରୋ): ୧୫ ତମ ଜାତୀୟ ରଗ୍‌ବୀ ଚାମ୍ପିୟନଶିପ୍‌ରେ ଚାମ୍ପିୟନ୍‌ ଆଖ୍ୟ ଅର୍ଜନ କରିଛି ଓଡ଼ିଶା ମହିଳା ଦଳ। କିଟ୍‌ ବିଶ୍ୱବିଦ୍ୟାଳୟ ଗ୍ରାଉଣ୍ଡରେ ଖେଳା ଯାଇଥିବା ଟୁର୍ନାମେଣ୍ଟର ଫାଇନାଲରେ ଓଡ଼ିଶା ୪୭-୭ ପଏଣ୍ଟରେ ବିହାରକୁ ପରାସ୍ତ କରିଥିଲା। ଦିଲ୍ଲୀ...

କିଲିମାଞ୍ଜାରୋ ଆରୋହଣ କରିବେ ମଧୁସ୍ମିତା

ଭୁବନେଶ୍ୱର,୬ା୨(ସ୍ପୋଟର୍‌ସ ବ୍ୟୁରୋ): ଗଞ୍ଜାମ ଜିଲାର ଗୋଶାଣନୂଆଗାଁ ଗ୍ରାମର ପର୍ବତାରୋହୀ ମଧୁସ୍ମିତା ପାତ୍ର ଆଫ୍ରିକା ମହାଦେଶର ଉଚ୍ଚତମ ଗିରିଶୃଙ୍ଗ ମାଉଣ୍ଟ କିଲିମାଞ୍ଜାରୋ ଆରୋହଣ କରିବେ। ରବିବାର ବ୍ରହ୍ମପୁର ପ୍ରେସ୍‌ କ୍ଲବରେ ଏହି ଅଭିଯାନ ପାଇଁ ଫ୍ଲାଗ ଅଫ୍‌ ସେରିମନି ଆୟୋଜିତ ହୋଇଛି।...

ବୋଷ୍ଟନରେ ସ୍ବର୍ଣ୍ଣ ଜିତିଲେ ଶଙ୍କର

ବୋଷ୍ଟନ, ୬ା୨ (ପି.ଟି.): ଭାରତୀୟ ହାଇ ଜମ୍ପର ତେଜସ୍ବିନୀ ଶଙ୍କର ଏଠାରେ ଚାଲିଥିବା ନ୍ୟୁ ବାଲାନ୍ସ ଇନ୍‌ଡୋର ଗ୍ରାଁ ପ୍ରିରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ପ୍ରତିଯୋଗିତାରେ ତାଙ୍କୁ ପୂର୍ବତନ ବିଶ୍ୱ ଚାମ୍ପିୟନ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri