ଖେଳ

ନିଶାସକ୍ତ ଅବସ୍ଥାରେ ସ୍ତ୍ରୀଙ୍କୁ ପିଟିଲେ କାମ୍ବଲି, ପୋଲିସ ଷ୍ଟେଶନରେ ମାମଲା ରୁଜୁ…

ମୁମ୍ବାଇ,୫।୨ : ପୂର୍ବତନ କ୍ରିକେଟର ବିନୋଦ କାମ୍ବଲି ପୁଣି ଥରେ ବିବାଦରେ ଛନ୍ଦି ହୋଇଛନ୍ତି। ଏବେ ସେ ତାଙ୍କ ସ୍ତ୍ରୀ ଆଣ୍ଡ୍ରେୟା ତାଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି। ଆଣ୍ଡ୍ରିଆଙ୍କ ଅଭିଯୋଗ ଆଧାରରେ ମୁମ୍ବାଇର ବାନ୍ଦ୍ରା ପୋଲିସ ଷ୍ଟେଶନରେ କାମ୍ବଲିଙ୍କ ବିରୋଧରେ...

ଅଶ୍ୱିନଙ୍କୁ କାହିଁକି ଏତେ ଡରୁଛି ଅଷ୍ଟ୍ରେଲିଆ? ରେକର୍ଡ କହୁଛି…

ନୂଆଦିଲ୍ଲୀ,୪।୨: ଫେବୃୟାରୀ ୯ରୁ ଭାରତ ବିପକ୍ଷରେ ଟେଷ୍ଟ ସିରିଜ ଖେଳିବ ଅଷ୍ଟ୍ରେଲିଆ। ୪ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ଉପରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଟିକେଟ ନିର୍ଭର କରୁଛି। ଏହି କାରଣରୁ ଉଭୟ ଟିମ୍‌ ସିରିଜ ଜିତିବା ଲାଗି...

ଅଷ୍ଟ୍ରେଲିଆ ସିରିଜ ଲାଗି ବିସିସିଆଇ ନେଲା ବଡ଼ ନିଷ୍ପତ୍ତି, ଏହି ୪ ଖେଳାଳି…

ନୂଆଦିଲ୍ଲୀ,୪।୨: ଟିମ୍‌ ଇଣ୍ଡିଆ ଅଷ୍ଟ୍ରେଲିଆ ସିରିଜ ଲାଗି ପ୍ରସ୍ତୁତି ଆରମ୍ଭ କରିଛି। ସମସ୍ତ ଖେଳାଳି ଅଧିନାୟକ ରୋହିତ ଶର୍ମା ଏବଂ କୋଚ୍‌ ରାହୁଲ ଦ୍ରାବିଡଙ୍କ ନେତୃତ୍ୱରେ ଅଭ୍ୟାସ କରୁଛନ୍ତି। ତେବେ ଏହି ସିରିଜ ପୂର୍ବରୁ ବିସିସିଆଇ ବଡ଼ ନିଷ୍ପତ୍ତି ନେଇଛି।...

୪୨ ଦିନରେ ଖେଳାଯିବ ୭ ମ୍ୟାଚ୍‌, ଫେବୃୟାରୀ ୯ରୁ ପ୍ରଥମ ଟେଷ୍ଟ: ଜାଣନ୍ତୁ ଲାଇଭ୍‌ ଷ୍ଟ୍ରିମିଂଠାରୁ ଆରମ୍ଭ କରି କାର୍ଯ୍ୟସୂଚୀ…

ନୂଆଦିଲ୍ଲୀ,୪।୨: ବର୍ତ୍ତମାନ ଅଷ୍ଟ୍ରେଲିଆ କ୍ରିକେଟ ଟିମ୍‌ ଭାରତ ଗସ୍ତରେ ଅଛି। ଏହି ଭ୍ରମଣରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ (ବର୍ଡର-ଗାଭାସ୍କର ଟ୍ରଫି) ଏବଂ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ଅଷ୍ଟ୍ରେଲିଆ...

‘ନକଲି ଅଶ୍ୱିନ’ଙ୍କ ସହ ଅଭ୍ୟାସ କରୁଛି ଅଷ୍ଟ୍ରେଲିଆ, ଜାଣନ୍ତୁ କିଏ ସେହି ବୋଲର୍‌…

ନୂଆଦିଲ୍ଲୀ,୪।୨: ଅଷ୍ଟ୍ରେଲିଆ ଦଳ ଭାରତ ଗସ୍ତରେ ଟେଷ୍ଟ ସିରିଜ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆ ଦଳ ଏକ ସ୍ବତନ୍ତ୍ର ବୋଲରଙ୍କ ସହ ଅଭ୍ୟାସ କରୁଛି। ବୋଲରଜଣଙ୍କ ହେଉଛନ୍ତି ମହେଶ ପିଥିୟା।...

୯ ଫେବୃୟାରୀରୁ ବର୍ଡର-ଗାଭାସ୍କର ଟ୍ରଫି: ୨୬ ବର୍ଷ ତଳେ ହୋଇଥିଲା ଆରମ୍ଭ, ଅଧିକ ବିଜୟ ଭାରତ ଖାତାରେ…

କୋଲକାତା,୪।୨ : ଯଦିଓ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ସିରିଜ ୭୫ ବର୍ଷ ପୂର୍ବେ ଖେଳାଯାଇଥିଲା, କିନ୍ତୁ ବର୍ଡର-ଗାଭାସ୍କର ଟ୍ରଫି ଅଧୀନରେ ଟେଷ୍ଟ ସିରିଜ ୨୬ ବର୍ଷ ପୂର୍ବେ ଆରମ୍ଭ ହୋଇଥିଲା। ଅକ୍ଟୋବର ୧୯୯୬ ରୁ ଭାରତ...

ମାର୍ଚ୍ଚ ୧୮ରେ ହେବ ଆଇଏସ୍‌ଏଲ୍‌ ଫାଇନାଲ

ନୂଆଦିଲ୍ଲୀ,୪।୨(ପି.ଟି.): ଚଳିତ ସିଜନ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇଏସ୍‌ଏଲ୍‌)ର ଫାଇନାଲ ମ୍ୟାଚ ମାର୍ଚ୍ଚ ୧୮ରେ ଖେଳାଯିବ ବୋଲି ଆୟୋଜକ ଗଣ ଶୁକ୍ରବାର ଘୋଷଣା କରିଛନ୍ତି। ଲିଗ୍‌ ପର୍ଯ୍ୟାୟ ଶେଷ ହେବା ପରେ ଚତୁର୍ଥ ଓ ପଞ୍ଚମ ଦଳ ଏବଂ ତୃତୀୟ...

ଭାରତ ୧୨-୦ରେ ଭୁଟାନକୁ ହରାଇଲା

ଢାକା, ୪।୨(ପି.ଟି.): ବଦଳ ଖେଳାଳିଭାବେ ଆସିଥିବା ତିନି ଖେଳାଳିଙ୍କ ହ୍ୟାଟ୍ରିକ ସହାୟତାରେ ଭାରତ ଏଠାରେ ଚାଲିଥିବା ୨୦ ବର୍ଷରୁ କମ୍‌ ମହିଳା ସାଫ୍‌ ଚାମ୍ପିୟନଶିପ୍‌ର ଶୁକ୍ରବାର ଅନୁଷ୍ଠିତ ଏକ ମ୍ୟାଚରେ ଭୁଟାନକୁ ୧୨-୦ ଗୋଲରେ ପରାସ୍ତ କରିଛି। ଭାରତର ଏହା...

ଦୃଷ୍ଟିବାଧିତ ମହିଳା କ୍ରିକେଟ ପ୍ରଶିକ୍ଷଣ ଓ ଆତ୍ମରକ୍ଷା କୌଶଳ ତାଲିମ ଶିବିର

ଭୁବନେଶ୍ୱର, ୪।୨(କ୍ରୀଡ଼ା ପ୍ରତିନିଧି): ଭାରତୀୟ ଦୃଷ୍ଟିହୀନ କ୍ରିକେଟ୍‌ ସଂଘ (କାଭି ଓଡ଼ିଶା) ଓ ସମର୍ଥନମ୍‌ ଟ୍ରଷ୍ଟ ଫର୍‌ ଦି ଡିସାବୁଲ୍‌ର ସହଯୋଗରେ ଦୃଷ୍ଟିବାଧିତ ମହିଳାମାନଙ୍କ ନିମନ୍ତେ ୫ ଦିନିଆ କ୍ରିକେଟ୍‌ ପ୍ରଶିକ୍ଷଣ ଓ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଖୋର୍ଦ୍ଧାର...

ଓଡ଼ିଶା ପୁରୁଷ ଦଳର କ୍ରମାଗତ ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୪।୨(କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ଚାଲିଥିବା ୭୧ତମ ଜାତୀୟ ସିନିୟର ଭଲିବଲ ଚାମ୍ପିୟନଶିପ୍‌ (ମହିଳା/ପୁରୁଷ)ରେ ଓଡ଼ିଶା ପୁରୁଷ ଦଳ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ଗୁରୁବାର ନିଜର ପ୍ରଥମ ମ୍ୟାଚରେ ମଣିପୁରକୁ ୩:୧ (୨୫-୨୧, ୨୭-୨୯, ୨୫-୧୧,...

ଓଡ଼ିଶା ବାଳିକା ଖୋ ଖୋ ଦଳକୁ ସ୍ବର୍ଣ୍ଣ, ବାଳକଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୪।୨(କ୍ରୀଡ଼ା ପ୍ରତିନିଧି): ମଧ୍ୟପ୍ରଦେଶରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସରେ ଓଡ଼ିଶାର ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ଶୁକ୍ରବାର ଖୋ ଖୋ ଇଭେଣ୍ଟରେ ଓଡ଼ିଶା ବାଳିକା ଦଳ ସ୍ବର୍ଣ୍ଣ ଏବଂ ବାଳକ ଦଳ ବ୍ରୋଞ୍ଜ ପଦକ ହାସଲ କରିଛି।...

ଜୟରାମ, ସବିତାଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୪।୨(କ୍ରୀଡ଼ା ପ୍ରତିନିଧି): ମଧ୍ୟପ୍ରଦେଶର ବିଭିନ୍ନ ସହରରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସର ଆଥଲେଟିକ୍ସ ଇଭେଣ୍ଟ ଶୁକ୍ରବାର ଆରମ୍ଭ ହୋଇଛି। ଏହା ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଥଲେଟିକ୍ସ ଇଭେଣ୍ଟର ପ୍ରଥମ ଦିବସରେ ଓଡ଼ିଶାକୁ ୨ଟି ସ୍ବର୍ଣ୍ଣ ପଦକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri