ଖେଳ

ବିଶ୍ୱବିଜେତା ମହିଳା କ୍ରିକେଟ ଦଳ ସମ୍ବର୍ଦ୍ଧିତ: ସଚିନ କହିଲେ, ତୁମେମାନେ ଦେଶ ପାଇଁ ପ୍ରେରଣା

ଅହମ୍ମଦାବାଦ,୧।୨: ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ମହିଳା ଅଣ୍ଡର-୧୯ ଟି-୨୦ ବିଶ୍ୱକପ ବିଜେତା ଦଳକୁ ପୁରସ୍କୃତ କରିଛି। ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ ଏହି ସମାରୋହରେ ବିସିସିଆଇ ଖେଳାଳିଙ୍କୁ...

ଅନ୍ତିମ ଟି୨୦: ଟସ୍‌ ଜିତିଲା ଭାରତ, ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧।୨: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଟି୨୦ ମୁକାବିଲା ବୁଧବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ପୂର୍ବରୁ ସିରିଜର ଦୁଇଟି ମୁକାବିଲାରୁ ଉଭୟ ଦଳ ଗୋଟିଏ ଲେଖାଏ ଜିତିଥିବାରୁ ଏହି...

ଚର୍ଚ୍ଚାରେ ରାହୁଲ-ଆଥିଆଙ୍କ ଲାଟେଷ୍ଟ୍‌ ଫଟୋଶୁଟ୍‌

ବଲିଉଡ ଅଭିନେତ୍ରୀ ଆଥିଆ ଶେଟ୍ଟୀ ନିକଟରେ କ୍ରିକେଟର କେ.ଏଲ ରାହୁଲଙ୍କୁ ବିବାହ କରିଛନ୍ତି। ଆଜିକାଲି ଏହି ଦମ୍ପତି ପରସ୍ପର ସହ ସମୟ ବିତାଉଛନ୍ତି। ଉଭୟ ପ୍ରଥମଥର ଭୋଗ୍ୟୁ ପତ୍ରିକା ପାଇଁ ଫଟୋଶୁଟ କରିଛନ୍ତି। ରାହୁଲ ଏବଂ ଆଥିଆ ବିବାହ ପୂର୍ବରୁ...

କ୍ରୀଡ଼ା ପାଇଁ ପ୍ରବଳ ଟଙ୍କା ଅଜାଡି ଦେଲେ ମୋଦି ସରକାର

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବୁଧବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। କ୍ରୀଡା ବଜେଟରେ ଏଥର ମଧ୍ୟ ଏକ ବମ୍ପର ବୃଦ୍ଧି କରାଯାଇଛି। କେନ୍ଦ୍ର ସରକାର ଯୁବ ଓ କ୍ରୀଡ଼ା ମନ୍ତ୍ରଣାଳୟ ପାଇଁ ୩୩୯୭.୩୨ କୋଟି ଟଙ୍କା ବଜେଟ...

ପ୍ରଥମ ଟେଷ୍ଟରୁ ବାଦ୍‌ ପଡ଼ିଲେ ଶ୍ରେୟସ

ନୂଆଦିଲ୍ଲୀ,୧।୨: ଅଷ୍ଟ୍ରେଲିଆ ବିପକ୍ଷ ୪ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି ଶ୍ରେୟସ ଆୟର। ଏବେ ତାଙ୍କ ସ୍ଥାନରେ ସୂର୍ଯ୍ୟକୁମାର ଯାଦବ ନଚେତ ଶୁଭମନ ଗିଲଙ୍କୁ ଖେଳାଇବା ଉପରେ ବିଚାର କରୁଛି। ତେବେ ଶ୍ରେୟସ ଏଯାବତ ସୁସ୍ଥ ହୋଇନାହାନ୍ତି।...

ଛକା ବର୍ଷା କଲେ ଧୋନୀ

ଚେନ୍ନାଇ,୧।୨: ଆଇପିଏଲ୍‌ ୨୦୨୩ ଚଳିତ ବର୍ଷ ମାର୍ଚ୍ଚ ଶେଷରେ କିମ୍ବା ଏପ୍ରିଲ ଆରମ୍ଭରେ ଆରମ୍ଭ ହୋଇପାରେ। ଦୁନିଆର ସବୁଠୁ ବଡ କ୍ରିକେଟ ଲିଗ ଆରମ୍ଭ ପାଇଁ ଅତିକମରେ ଦୁଇ ମାସ ବାକି ଅଛି, କିନ୍ତୁ ମହେନ୍ଦ୍ର ସିଂ ଧୋନୀ ଏହା...

ଆଜି ଖେଳାଯିବ ନିର୍ଣ୍ଣାୟକ ଟି୨୦: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିବେ ମ୍ୟାଚ୍‌…

ଅହମ୍ମଦାବାଦ,୧।୨: ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜକୁ କ୍ଲିନ୍‌ ସୁଇପ୍‌ କରିବା ପରେ ଏବେ ଟିମ୍‌ ଇଣ୍ଡିଆ ପାଖରେ ଟି୨୦ ସିରିଜକୁ ଜିତିବାର ଭଲ ସୁଯୋଗ ରହିଛି। ଦଳ ଏବେ ସିରିଜରେ ୧-୧ ବରାବର ସ୍ଥିତିରେ ରହିଛି। ତେବେ ବୁଧବାର ଭାରତ-ନ୍ୟୁଜିଲାଣ୍ଡ...

ଭାରତ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧।୨: ଭାରତ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆ ଦଳକୁ ବଡ ଝଟ୍‌କା ଲାଗିଛି। ଆହତ ହୋଇଥିବା ଯୋଗୁ ଦଳର ମୁଖ୍ୟ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ପ୍ରଥମ ଟେଷ୍ଟରେ ଖେଳିବେ ନାହିଁ। ସେ ନିଜେ ଏହା ନିଶ୍ଚିତ କରିଛନ୍ତି।...

ଉଦ୍‌ଘାଟନୀ ମ୍ୟାଚ ଭେନ୍ୟୁ ବଦଳିଲା

ମେଲବୋର୍ନ, ୧।୨(ଏପି): ଟିକେଟ ଚାହିଦା ବୃଦ୍ଧି ପାଇବାରୁ ଆଗାମୀ ଫିଫା ମହିଳା ଫୁଟ୍‌ବଲ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଆୟର୍ଲାଣ୍ଡ ବିପକ୍ଷ ଓପନିଂ ମ୍ୟାଚର ଭେନ୍ୟୁ ବଦଳା ଯାଇଛି। ଏହି ମ୍ୟାଚ ପ୍ରକୃତରେ ସିଡ୍‌ନୀର ନ୍ୟୁ ଆଲିଏଞ୍ଜ୍‌ ଷ୍ଟାଡିୟମରେ ଖେଳାଯିବାର କାର୍ଯ୍ୟକ୍ରମ ରହିଥିଲା।...

ଭାରତୀୟ ଟପ୍‌ ଅର୍ଡର ଉପରେ ନଜର

ଅହମଦାବାଦ,୧।୨(ପି.ଟି.): ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚଳିତ ସିରିଜର ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ ବୁଧବାର ଏଠାରେ ଅନୁଷ୍ଠିତ ହେବ। ଭାରତ ଓ ନ୍ୟୁଜିଲାଣ୍ଡ ଗୋଟିଏ ଲେଖାଏ ମ୍ୟାଚ ଜିତିଥିବାରୁ ସିରିଜ ଏବେ ୧-୧ ସ୍ଥିତିରେ ଅଛି। ତେଣୁ...

ଟଙ୍କଧରଙ୍କ ସହ ଓଡ଼ିଶା ଏଫ୍‌ସିର ଚୁକ୍ତି

ଭୁବନେଶ୍ୱର, ୧।୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଫୁଟବଲ ଏକାଡେମୀର ସଦସ୍ୟ ଟଙ୍କଧର ବାଗ୍‌ଙ୍କ ସହ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ଅନ୍ୟତମ ପ୍ରତିଷ୍ଠିତ ଦଳ ଓଡ଼ିଶା ଏଫ୍‌ସି ଚୁକ୍ତି କରିଛି। ଏହି ଚୁକ୍ତି ଅଢ଼େଇ ବର୍ଷ ପାଇଁ ହୋଇଥିବା ଫ୍ରାଞ୍ଚାଇଜ୍‌ ପକ୍ଷରୁ ସ୍ପଷ୍ଟ...

ଜାତୀୟ ସିନିୟର ଭଲିବଲ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୧।୨(କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ୭୧ତମ ଜାତୀୟ ସିନିୟର ଭଲିବଲ ଚାମ୍ପିୟନଶିପ୍‌ (ମହିଳା/ପୁରୁଷ) ଫେବୃୟାରୀ ୨ରୁ ଆରମ୍ଭ ହେବ। ଏଥିପାଇଁ ଓଡ଼ିଶା ମହିଳା ଓ ପୁରୁଷ ଦଳ ମଙ୍ଗଳବାର ଘୋଷଣା କରାଯାଇଛି। ଉଭୟ ଦଳର ୧୨ ଜଣ ଲେଖାଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri