ଖେଳ

ପଞ୍ଚମ ଆଧାର କାର୍ଡ଼ କ୍ରିକେଟ: ସୁଆଙ୍ଗ ଚାମ୍ପିୟନ

ପୁରୁଣା ଭୁବନେଶ୍ୱର,୨୦ା୩ (ଡିଏନ୍‌ଏ): ସ୍ଥାନୀୟ ସୁଆଙ୍ଗ ସ୍ଥିତ ଚ୍ୟାଲେଞ୍ଜ କ୍ରିକେଟ ଆସୋସିଏସନ ଆନୂକୁଲ୍ୟରେ ଅନୁଷ୍ଠିତ ୫ମ ଅଧାରକାର୍ଡ଼ କ୍ରିକେଟ ଟୁର୍ନାମେଣ୍ଟରେ ଆୟୋଜକ ସୁଆଙ୍ଗ ଚାମ୍ପିୟନ ହୋଇଛି। ରବିବାର ଫାଇନାଲ ମ୍ୟାଚରେ ଗଙ୍ଗପଡ଼ାକୁ ୨୪ ରନ୍‌ରେ ହରାଇଥିଲା ଦଳ। ଟସ୍‌ ଜିତି...

ଆରଏସ୍‌ବି ଚେନ୍ନାଇ, କେରଳ ଚାମ୍ପିୟନ

ଭୁବନେଶ୍ୱର,୨୦ା୩(ସ୍ପୋଟର୍‌ସ ବ୍ୟୁରୋ): କିଟ୍‌ ଓ କିସ୍‌ରେ ସର୍ବଭାରତୀୟ ସିଭିଲ ସର୍ଭିସେସ୍‌ ଚେସ୍‌ ଉଦ୍‌ଯାପିତ ହୋଇଛି। ପୁରୁଷ ବର୍ଗରେ ଆରଏସ୍‌ବି ଚେନ୍ନାଇ ଓ ମହିଳା ବର୍ଗରେ କେରଳ ଦଳଗତ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛନ୍ତି। ପୁରୁଷ ବର୍ଗରେ ଆରଏସ୍‌ବି ମୁମ୍ବାଇ ଦ୍ୱିତୀୟ...

ଓଡ଼ିଶାର ଆହନ ରନର ଅପ୍‌

ଭୁବନେଶ୍ୱର, ୨୦ା୩ (ସ୍ପୋଟର୍‌ସ ବ୍ୟୁରୋ): ଅଗରତାଲାରେ ଅନୁଷ୍ଠିତ ୧୬ ବର୍ଷରୁ କମ୍‌ ଟେନିସ ଚାମ୍ପିୟନଶିପ୍‌ ସିରିଜରେ ଓଡ଼ିଶାର ଆହନ ମିଶ୍ର ରନରଅପ୍‌ ହୋଇଛନ୍ତି। ଫାଇନାଲରେ ସେ ଟପ୍‌ ସିଡ୍‌ ତଥା ତ୍ରିପୁରାର ତ୍ୱିଜିଲାଙ୍ଗ୍‌ ଦେବର୍ମାଙ୍କଠାରୁ ୧-୬,୧-୬ ସିଧାସଳଖ ସେଟ୍‌ରେ ହାରିଯାଇଥିଲେ।...

ଭାରତୀୟ ଖୋଖୋ ଦଳରେ ଅର୍ଚ୍ଚନା

ଭୁବନେଶ୍ୱର, ୨୦ା୩ (ସ୍ପୋଟର୍‌ସ ବ୍ୟୁରୋ): ଆସାମର ଗୁଆହାଟୀଠାରେ ସୋମବାରଠାରୁ ୨୩ ତାରିଖ ପର୍ଯ୍ୟନ୍ତ ୪ର୍ଥ ଏସିଆନ୍‌ ଖୋ ଖୋ ପୁରୁଷ ଓ ମହିଳା ଚାମ୍ପିୟନଶିପ୍‌ ୨୦୨୩ ଅନୁଷ୍ଠିତ ହେବ। ଏଥିରେ ଅଂଶଗ୍ରହଣ କରିବାକୁ ଥିବା ଭାରତୀୟ ଖୋ ଖୋ ଦଳରେ...

ଦ୍ୱିତୀୟ ଦିନିକିଆ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

ଇଷ୍ଟ ଲଣ୍ଡନ,୨୦ା୩(ପି.ଟି.): ଟପ୍‌ ଅର୍ଡର ବ୍ୟାଟର ସାଇ ହୋପ୍‌ଙ୍କ ଅପରାଜିତ ୧୨୮ ରନ୍‌ ବଳରେ ଇଷ୍ଟ ଲଣ୍ଡନରେ ଖେଳା ଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଦିନିକିଆକୁ ୪୮ ରନରେ ଜିତି ନେଇଛି ଓ୍ବେଷ୍ଟଇଣ୍ଡିଜ୍‌। ପ୍ରଥମ ଦିନିକିଆ ବର୍ଷା କାରଣରୁ...

ବୋପାନ୍ନା ସବୁଠାରୁ ବୟସ୍କ ଚାମ୍ପିୟନ

ଇଣ୍ଡିଆନ ଓ୍ବେଲ୍ସ (ୟୁଏସ୍‌), ୨୦ା୩ (ପି.ଟି.): ଭାରତର ରୋହନ ବୋପାନ୍ନା ସବୁଠାରୁ ବୟସ୍କ ଖେଳାଳି ଭାବେ ଏଟିପି ମାଷ୍ଟର୍ସ ୧୦୦୦ ଚାମ୍ପିୟନ ହୋଇଛନ୍ତି। ସେ ଓ ତାଙ୍କ ଅଷ୍ଟ୍ରେଲୀୟ ପାର୍ଟନର ମ୍ୟାଟ ଇବିଡେନ୍‌ ଏଠାରେ ଚାଲିଥିବା ବିଏନ୍‌ପି ପାରିବାସ ଓପନ...

ଭାରତକୁ ୧୦ ଉଇକେଟ୍‌ରେ ପରାସ୍ତ କଲା ଅଷ୍ଟ୍ରେଲିଆ

ବିଶାଖାପାଟଣା,୧୯।୩: ମିଚେଲ ମାର୍ଶ ଏବଂ ଟ୍ରାଭିସ ହେଡଙ୍କ ଅର୍ଦ୍ଧଶତକ ସହାୟତାରେ ଅଷ୍ଟ୍ରେଲିଆ ଦଳ ଦ୍ୱିତୀୟ ଦିନିକିଆରେ ଭାରତକୁ ୧୦ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ କଙ୍ଗାରୁ ଦଳ ସିରିଜରେ ପ୍ରତ୍ୟାବର୍ତ୍ତନ କରିଛି। ମୁମ୍ବାଇରେ ଭାରତ ପ୍ରଥମ ଦିନିକିଆ...

ଦିନିକିଆରେ କାହିଁକି ଫ୍ଲପ ହେଉଛନ୍ତି ଟି୨୦ ସୁପରଷ୍ଟାର ସୂର୍ଯ୍ୟକୁମାର? ଅଗରକର କହିଲେ…

ବିଶାଖାପାଟଣା,୧୯।୩: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ଶ୍ରେୟସ ଆୟର ଆହତ ହେବା ଯୋଗୁ ଟି୨୦ ଫର୍ମାଟ ସୁପରଷ୍ଟାର ସୂର୍ଯ୍ୟକୁମାର ଯାଦବଙ୍କୁ ସୁଯୋଗ ମିଳିଥିଲା। ହେଲେ ଉଭୟ ମୁମ୍ବାଇ ଏବଂ ବିଶାଖାପାଟଣାରେ ମିଳିଥିବା ସୁଯୋଗର ଫାଇଦା...

ଲଜ୍ଜାଜନକ ରେକର୍ଡ ହାସଲ କଲେ ସୂର୍ଯ୍ୟକୁମାର

ବିଶାଖାପାଟଣା,୧୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ ସ୍ମିଥ ଟସ ଜିତିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ।...

ଭାରତ ୧୧୭ ରନ୍‌ରେ ଅଲଆଉଟ୍‌

ବିଶାଖାପାଟଣା,୧୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତ ୧୧୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଫଳରେ ଅଷ୍ଟ୍ରେଲିଆକୁ ୧୧୮ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି।...

ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ: ୧୧୭ରେ ଅଲଆଉଟ…

ବିଶାଖାପଟ୍ଟନମ,୧୯।୩ : ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ବିଶାଖାପଟ୍ଟନମ୍‌ରେ ୩ ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଖେଳା ଯାଉଛି। ଡ.ଓ୍ବାଇଏସ ରାଜଶେଖର ରେଡ୍ଡି ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ...

ଇଶାନ-ଶାର୍ଦ୍ଦୁଳ ବାଦ, ଫେରିଲେ ରୋହିତ-ଅକ୍ଷର

ବିଶାଖାପାଟଣା,୧୯।୩: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ବିଶାଖାପାଟଣାର ଡା ଓ୍ବାଇ ଏସ୍‌ ରାଜଶେଖର ରେଡ୍ଡି କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ତେବେ ଭାରତୀୟ ଦଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri