ଖେଳ

ମିଥାଲି ଗୁଜରାଟ ଜାଏଣ୍ଟ୍ସ ମେଣ୍ଟର

ଅହମଦାବାଦ, ୨୯ା୧: ଭାରତର ପୂର୍ବତନ ଅଧିନାୟିକା ମିଥାଲି ରାଜ୍‌ ଓମ୍ସେନ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌) ଗୁଜରାଟ ଜାଏଣ୍ଟ୍ସର ମେଣ୍ଟର ଭାବେ ନିଯୁକ୍ତି ପାଇଛନ୍ତି। ଡବ୍ଲ୍ୟୁପିଏଲ୍‌ର ଉଦ୍‌ଘାଟନୀ ସଂସ୍କରଣ ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ଖେଳାଯିବ। ମହିଳା ଅନ୍ତର୍ଜାତୀୟ କ୍ରିକେଟରେ ମିଥାଲି ହେଉଛନ୍ତି ସବୁଠାରୁ...

ଭାରତ-ଇଂଲଣ୍ଡ ଫାଇନାଲ ଆଜି

ପୋଶ୍ଚେଫଷ୍ଟ୍ରୁମ୍‌, ୨୯ା୧: ଚଳିତ ୧୯ ବର୍ଷରୁ କମ୍‌ ମହିଳା ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ ରବିବାର ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ। ଟାଇଟଲ ଜିତି ଇତିହାସ ସୃଷ୍ଟିକରିବା ଲାଗି ବ୍ୟାଟିଂ ସେନ୍‌ସେସନ ଶେଫାଳି ବର୍ମାଙ୍କ ପାଇଁ...

ଚାର୍ଲି ଚାପ୍‌ଲିନ୍‌ ବେଶରେ ଷ୍ଟାଡିୟମରେ ଉତ୍ତମ

ରାଉରକେଲା ଅଫିସ,୨୯ା୧: ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଶନିବାର ଭାରତ ଦଳ ତାର ଶେଷ ମ୍ୟାଚ ଦକ୍ଷିଣ ଆଫ୍ରିକା ସହିତ ଖେଳିଥିଲା। ଏହି ଖେଳ ସନ୍ଧ୍ୟା ୭ଟାରେ ଆରମ୍ଭ ହୋଇଥିଲା। ଏହି ଖେଳ ଆରମ୍ଭ ପୂର୍ବରୁ ରାଉରକେଲା ସରକାରୀ...

ହକି ବିଶ୍ୱକପ୍‌: ଆଜି ଟାଇଟଲ ଟକ୍କର

ଭୁବନେଶ୍ୱର, ୨୯ା୧: ଚଳିତ ହକି ବିଶ୍ୱକପ୍‌ର ମେଗା ଫାଇନାଲ ରବିବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ପରସ୍ପରର ସମ୍ମୁଖୀନ ହେବେ ୟୁରୋପର ଦୁଇ ପାଓ୍ବାର ହାଉସ ଜର୍ମାନୀ ଓ ବେଲ୍‌ଜିୟମ। ଜର୍ମାନୀ ଦଳ ୨ ଥର ଟାଇଟଲ ଜିତିଥିବାବେଳେ ବେଲ୍‌ଜିୟମ...

ଟି୨୦ ଟିମ୍‌ରୁ ଇଶାନଙ୍କୁ ବାହାର କରିବା ସମୟ ଉପନୀତ !

ନୂଆଦିଲ୍ଲୀ,୨୮।୧: କ୍ରମାଗତ ଭାବେ ନିରାଶାଜନକ ପ୍ରଦର୍ଶନ କରୁଛନ୍ତି ଭାରତୀୟ ଟିମ୍‌ର ଯୁବ ଓପନର୍‌ ଇଶାନ କିଶନ। ବାଲାଂଦେଶ ବିପକ୍ଷ ଦିନିକିଆ ମ୍ୟାଚ୍‌ରେ ସେ ଦ୍ୱିଶତକ ମାରିଥିଲେ ହେଁ ଟି୨୦ରେ ତାଙ୍କ ପ୍ରଦର୍ଶନ ଖରାପ ରହି ଆସୁଛି। ଗତ ୧୦ ଟି୨୦...

ରବିବାର ଖେଳାଯିବ ବର୍ଷର ପ୍ରଥମ ବିଶ୍ୱକପ୍‌, ଭାରତ ପାଇଁ ଇତିହାସ ରଚିବାର ସୂବର୍ଣ୍ଣ ସୁଯୋଗ

ପୋଚେଫଷ୍ଟରୁମ୍‌,୨୮।୧: ରବିବାର ଅର୍ଥାତ ଜାନୁୟାରୀ ୨୯ ଭାରତର ଅଣ୍ଡର-୧୯ ମହିଳା ଟିମ୍‌ ଲାଗି ବହୁତ ସ୍ବତନ୍ତ୍ର ରହିବ। ଏହି ଦିନ ଶେଫାଳୀ ବର୍ମା ନେତୃତ୍ୱାଧୀନ ଭାରତୀୟ ଟିମ୍‌ ପାଖରେ ଇତିହାସ ସୃଷ୍ଟି କରିବା ଏବଂ ନିଜ ଦେଶ ପାଇଁ ପ୍ରଥମ...

ଫେରୁଛନ୍ତି ଜାଡେଜା, ଭୟଭୀତ ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ,୨୮।୧: ବର୍ତ୍ତମାନ ଭାରତୀୟ ଟିମ୍‌ ନ୍ୟୁଜିଲାଣ୍ଡ ବିପକ୍ଷରେ ଟି୨୦ ସିରିଜ ଖେଳୁଛି। ହେଲେ କ୍ରିକେଟ ପ୍ରଶଂସକଙ୍କ ନଜର ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯିବାକୁ ଥିବା ଟେଷ୍ଟ ସିରିଜ ଉପରେ ରହିଛି। ଫେବୃୟାରୀ ୯ରୁ ଅଷ୍ଟ୍ରେଲିଆ ବିପକ୍ଷରେ ୪ ଟେଷ୍ଟ ମ୍ୟାଚ୍‌ ଖେଳିବ...

ସୁଧୁରୁନି ଅର୍ଶଦୀପଙ୍କ ବୋଲିଂ: ପୁଣି ନିଜ ନାମରେ କଲେ ଲଜ୍ଜାଜନକ ରେକର୍ଡ

ରାଞ୍ଚି,୨୮।୧: ଟି୨୦ ବିଶ୍ୱକପ୍‌ରେ ଉଲ୍ଲେଖନୀୟ ବୋଲିଂକୁ ନେଇ ଚର୍ଚ୍ଚାରେ ରହିଥିଲେ ବାମ ହାତୀ ଯୁବ ଦ୍ରୁତ ବୋଲର୍‌ ଅର୍ଶଦୀପ ସିଂହ। ହେଲେ ଏବେ ତାଙ୍କ ପାଇଁ ‘ନୋ ବଲ୍‌’ ବଡ ସମସ୍ୟା ହୋଇଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ସିରିଜର ପ୍ରଥମ...

ମ୍ୟାଚ୍‌ ଓ୍ବାଶିଂଟନ ବନାମ ନ୍ୟୁଜିଲାଣ୍ଡ ହୋଇଯାଇଥିଲା: ହାର୍ଦ୍ଦିକ

ରାଞ୍ଚି,୨୮।୧: ଭାରତୀୟ କ୍ରିକେଟ ଟିମ୍‌ ରାଞ୍ଚିରେ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟି୨୦ ମୁକାବିଲାରେ ପରାଜିତ ହୋଇଥିଲା। ଟସ୍‌ ହାରି ପ୍ରଥମେ ବ୍ୟାଟିଂ ନିମନ୍ତ୍ରଣ ପାଇଥିବା ନ୍ୟୁଜିଲାଣ୍ଡ ୨୦ ଓଭରରେ ୧୭୬ ରନ୍‌ କରିଥିଲା। ଜବାବରେ ଭାରତ ୨୦ ଓଭରରେ ୯...

ଲକ୍ଷ୍ନୌରେ ‘କର ବା ମର’ ମୁକାବିଲା ଖେଳିବ ଭାରତ

ନୂଆଦିଲ୍ଲୀ,୨୮।୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ଦ୍ୱିତୀୟ ମୁକାବିଲା ରବିବାର ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଇକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ପରାଜୟର ସାମ୍ନା କରିଥିବା ଟିମ୍‌ ଇଣ୍ଡିଆ ପାଇଁ ଏହା ‘କର...

ସବାଲେଙ୍କା ଅଷ୍ଟ୍ରେଲିୟ ଓପନ ଟାଇଟଲ ଜିତିଲେ…

ମେଲବୋର୍ନ,୨୮।୧ : ଅଷ୍ଟ୍ରେଲିୟ ଓପନ ୨୦୨୩ର ମହିଳା ସିଙ୍ଗଲ ଇଭେଣ୍ଟରେ ବେଲାରୁଷର ଆରିନା ସବାଲେଙ୍କା ଚାମ୍ପିଅନ ହୋଇଛନ୍ତି। ପ୍ରଥମ ସେଟରେ ହାରିବା ପରେ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରି ସେ ଖାଜକସ୍ତାନର ଏଲେନା ରାୟବାକିନାଙ୍କୁ ପରାସ୍ତ କରିଛନ୍ତି। ଟାଇଟଲ ମ୍ୟାଚ ରେ...

୧୯ ବର୍ଷରୁ କମ୍‌ ମହିଳା ଟି୨୦ ବିଶ୍ୱକପ୍‌: ନ୍ୟୁଜିଲାଣ୍ଡକୁ ହରାଇ ଫାଇନାଲରେ ଭାରତ

ପୋଶ୍ଚେଫଷ୍ଟ୍ରୁମ୍‌ (ଦକ୍ଷିଣ ଆଫ୍ରିକା), ୨୮।୧(ପି.ଟି.): ଓପନର ଶ୍ୱେତା ଶେରାଓ୍ବତଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ପାର୍ଶଭି ଚୋପ୍ରାଙ୍କ ୩ ଉଇକେଟ ସଫଳତାକୁ ପାଥେୟ କରି ଭାରତ ୮ ଉଇକେଟରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ୧୯ ବର୍ଷରୁ କମ୍‌ ମହିଳା ଟି୨୦ ବିଶ୍ୱକପ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri