ଖେଳ

ବେଙ୍ଗଲକୁ ୭ ଉଇକେଟରେ ହରାଇଲା ଓଡ଼ିଶା

ଭୁବନେଶ୍ୱର,୨୮।୧(ସ୍ପୋଟର୍‌ସ ବ୍ୟୁରୋ): କୋଲକାତାର ଇଡେନ ଗାର୍ଡେନରେ ଅନୁଷ୍ଠିତ ବେଙ୍ଗଲ ବିପକ୍ଷ ରଣଜୀ ଟ୍ରଫି ମୁକାବିଲାରେ ବିଜୟୀ ହୋଇଛି ଓଡ଼ିଶା। ୧୧୨ ରନ୍‌ ବିଜୟ ଲକ୍ଷ୍ୟର ପିଛା କରୁଥିବା ଓଡ଼ିଶା ୩ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା।...

୨୧ ରନରେ ହାରିଲା ଭାରତ

ରାଞ୍ଚି,୨୮।୧: ଭାରତ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚକୁ ୨୧ ରନ୍‌ରେ ଜିତି ନେଇଛି ନ୍ୟୁଜିଲାଣ୍ଡ। ଡାରିଲ ମିଚେଲ ଓ ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକ ବଳରେ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୭ ଉଇକେଟରେ ୧୭୬ ରନ କରିଥିଲା।...

ଦକ୍ଷିଣ ଆଫ୍ରିକା, ୱେଲ୍ସ, ଆର୍ଜେଣ୍ଟନା ବିଜୟୀ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୮।୧: ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ହକି ବିଶ୍ୱକପ୍‌ କ୍ଲାସିଫିକେଶନ ମ୍ୟାଚରେ ଦକ୍ଷିଣ ଆଫ୍ରିକା, ୱେଲ୍ସ ଓ ଆର୍ଜେଣ୍ଟିନା ବିଜୟ ହାସଲ କରିଛି। ଦକ୍ଷିଣ ଆଫ୍ରିକା ୬-୩ ଗୋଲରେ ମାଲେସିଆକୁ ହରାଇଥିଲା।...

ଶତକ ମ୍ୟାଚରେ ଭାରତର ବୃହତ୍‌ ବିଜୟ

ରାଉରକେଲା ଅଫିସ/ଭୁବନେଶ୍ୱର,(କ୍ରୀଡ଼ା ପ୍ରତିନିଧି), ୨୮।୧: ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ହକି ବିଶ୍ୱକପ୍‌ର ଏକ କ୍ଲାସିଫିକେଶନ ମ୍ୟାଚରେ ଭାରତ ୮-୦ ଗୋଲରେ ଜାପାନକୁ ପରାସ୍ତ କରିଛି। ଭାରତର ଏହାଥିଲା ୧୦୦ତମ ବିଶ୍ୱକପ୍‌ ମ୍ୟାଚ। ବିଶ୍ୱକପ୍‌ରେ ଭାରତର ଏହା...

ଗୋଞ୍ଜେଲୋ ପିଲାଟ୍‌ଙ୍କ ବିରଳ ରେକର୍ଡ

ଭୁବନେଶ୍ୱର,୨୮।୧(ସ୍ପୋଟର୍‌ସ ବ୍ୟୁରୋ): ଜର୍ମାନୀ ଦଳର ପେନାଲ୍ଟି କର୍ନର ସ୍ପେଶାଲିଷ୍ଟ ଗୋଞ୍ଜେଲୋ ପିଲାଟ୍‌ ଏକ ନିଆରା ରେକର୍ଡ ନିଜ ନାମରେ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲରେ ପିଲାଟ୍‌ଙ୍କ ହାଟ୍ରିକ ବଳରେ ଜର୍ମାନୀ ଫାଇନାଲରେ ପ୍ରବେଶ କରିଛି। ଦୁଇଟି ଭିନ୍ନ ଦେଶ ପକ୍ଷରୁ...

ଅଷ୍ଟ୍ରେଲିଆର ଟାଇଟଲ ଅଭିଯାନ ଶେଷ

ଭୁବନେଶ୍ୱର, ୨୮।୧(କ୍ରୀଡ଼ା ପ୍ରତିନିଧି): ବିଶ୍ୱର ନମ୍ବରୱାନ ଦଳ ଅଷ୍ଟ୍ରେଲିଆର ବିଶ୍ୱକପ୍‌ ଟାଇଟଲ ଅଭିଯାନ ସେମିଫାଇନାଲରୁ ଶେଷ ହୋଇଛି। ଶୁକ୍ରବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଜର୍ମାନୀ ୪-୩ ଗୋଲରେ ବିଜୟୀ ହୋଇ ଅଷ୍ଟ୍ରେଲିଆକୁ ବିଦାୟ ପଥ ଦେଖାଇଛି। ଫଳରେ...

ଗ୍ରାଣ୍ଡସ୍ଲାମରୁ ସାନିଆଙ୍କ ବିଦାୟ

ମେଲବୋର୍ନ,୨୮ା୧(ପି.ଟି.): ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟେନିସ୍‌ ଟୁର୍ନାମେଣ୍ଟର ମିକ୍ସଡ ଡବଲ୍ସ ବର୍ଗରେ ରନର୍ସ ଅପ୍‌ ହେବା ସହିତ ଗ୍ରାଣ୍ଡସ୍ଲାମ କ୍ୟାରିୟରକୁ ବିଦାୟ ଜଣାଇଛନ୍ତି ଭାରତୀୟ ଟେନିସ ତାରକା ସାନିଆ ମିର୍ଜା। ଅନ୍ୟତମ ଭାରତୀୟ ଖେଳାଳି ରୋହନ ବୋପାନ୍ନାଙ୍କ ସହିତ ଯୋଡି...

ଜର୍ମାନୀ-ବେଲଜିୟମ ଫାଇନାଲ

ଭୁବନେଶ୍ୱର, ୨୮।୧ (କ୍ରୀଡ଼ା ପ୍ରତିନିଧି): ଗତଥରର ଚାମ୍ପିୟନ ବେଲ୍‌ଜିୟମ କ୍ରମାଗତ ଦ୍ୱିତୀୟ ଥରପାଇଁ ହକି ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ଫାଇନାଲରେ ଏହି ଦଳ ଆସନ୍ତା ରବିବାର ଜର୍ମାନୀକୁ ଭେଟିବ। ବେଲଜିୟମ ଓ ଗତ ସଂସ୍କରଣର ରନରଅପ୍‌ ନେଦରଲାଣ୍ଡ୍ସ ମଧ୍ୟରେ...

କ୍ରିକେଟ ଇତିହାସରେ ପ୍ରଥମ: ଆଇସିସି ଟୁର୍ନାମେଣ୍ଟରେ ରହିବେ କେବଳ ମହିଳା ଅଧିକାରୀ, ତାଲିକାରେ ୩ ଭାରତୀୟ

ନୂଆଦିଲ୍ଲୀ,୨୭।୧: ଆସନ୍ତା ମାସ (ଫେବୃୟାରୀ)ରେ ଦକ୍ଷିଣ ଆଫ୍ରିକାରେ ମହିଳା ଟି -୨୦ ବିଶ୍ୱକପ୍‌ ଖେଳାଯିବ। ଏହି ଟୁର୍ନାମେଣ୍ଟ ପାଇଁ ଆଇସିସି ମ୍ୟାଚ ରେଫରି ଏବଂ ଅମ୍ପାୟାରଙ୍କ ନାମ ଘୋଷଣା କରିଛି। ବିଶେଷ କଥା ହେଉଛି ଏହି ୧୩ ସଦସ୍ୟ ବିଶିଷ୍ଟ...

ସୂର୍ଯ୍ୟକୁମାରଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ପଣ୍ଟିଂ

ନୂଆଦିଲ୍ଲୀ,୨୭।୧: ଅଷ୍ଟ୍ରେଲିଆର ମହାନ କ୍ରିକେଟର ରିକି ପଣ୍ଟିଂ ଭାରତୀୟ ମିଡିଲ୍‌ ଅର୍ଡର ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି। ବର୍ତ୍ତମାନ ସମୟରେ କୌଶଳ ତଥା ଅଭିନବତା ଦୃଷ୍ଟିରୁ କ୍ରିକେଟରେ ସୂର୍ଯ୍ୟକୁମାରଙ୍କଠାରୁ ଭଲ ଖେଳାଳିଙ୍କୁ ଦେଖି ନ ଥିବା...

ଆରମ୍ଭରୁ ବିପର୍ଯ୍ୟୟ: ପାଓ୍ବାର ପ୍ଲେରେ ୩ ଉଇକେଟ ହରାଇଲା ଭାରତ

ରାଞ୍ଚି,୨୭।୧: ପ୍ରଥମ ଟି୨୦ରେ ହାର୍ଦ୍ଦିକ ପାଣ୍ଡ୍ୟା ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ୧୭୭ ରନ୍‌ ଟାର୍ଗେଟକୁ ପିଛା କରୁଥିବା ଦଳ ପାଓ୍ବାର ପ୍ଲେରେ ୩ ଉଇକେଟ ହରାଇଛି। ଏବେ ହାର୍ଦ୍ଦିକ ପାଣ୍ଡ୍ୟା(୨) ଏବଂ ସୂର୍ଯ୍ୟକୁମାର...

ଭାରତକୁ ୧୭୭ ରନ୍‌ର ଟାର୍ଗେଟ

ରାଞ୍ଚି,୨୭।୧: ଦିନିକିଆ ସିରିଜ ପରେ ଏବେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟି୨୦ ସିରିଜ ଖେଳୁଛି ଭାରତ। ଶୁକ୍ରବାର ସିରିଜର ପ୍ରଥମ ମ୍ୟାଚ୍‌ ରାଞ୍ଚିରେ ଖେଳାଯାଉଛି। ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ଭାରତକୁ ଜିତିବା ଲାଗି ୧୭୭ ରନ୍‌ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri