ଖେଳ

ଭାରତ ବିଦାୟ ପଛରେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ

ଭୁବନେଶ୍ୱର,୨୫ା୧(ସ୍ପୋଟର୍‌ସ ବ୍ୟୁରୋ): ଲଗାତର ଦ୍ୱିତୀୟଥର ପାଇଁ ଘରୋଇ ମାଟିରେ ବିଶ୍ୱକପ୍‌ ଖେଳୁଥିବା ଭାରତୀୟ ହକି ଦଳର କ୍ୱାର୍ଟର ଫାଇନାଲ ସମ୍ଭାବନାକୁ ଶେଷ କରି ଦେଇଥିଲା ନ୍ୟୁଜିଲାଣ୍ଡ। ରବିବାର କ୍ରସ୍‌ଓଭର ମ୍ୟାଚ୍‌ରେ ସଡନ୍‌ ଡେଥ୍‌ରେ ନ୍ୟୁଜିଲାଣ୍ଡ ମ୍ୟାଚ୍‌ ଜିତିଥିବା ବେଳେ ଦଳ...

ସାନିଆ-ବୋପାନ୍ନାଙ୍କୁ ଓ୍ବାକ୍‌ଓଭର

ମେଲବୋର୍ନ, ୨୫ା୧ (ପି.ଟି.): ଅଷ୍ଟ୍ରେଲିଆନ ଓପନ୍‌ ମିକ୍ସଡ ଡବଲ୍ସରେ ଓ୍ବାକ୍‌ଓଭର ସହିତ ସେମିଫାଇନାଲରେ ପ୍ରବେଶ କରିଛନ୍ତି ଭାରତୀୟ ଯୋଡି ସାନିଆ ମିର୍ଜା ଓ ରୋହନ ବୋପାନ୍ନା। ମଙ୍ଗଳବାର ଲାଟଭିଆର ଜେଲେନା ଓଷ୍ଟାପେଙ୍କୋ ଓ ସ୍ପେନ୍‌ର ଡେଭିଡ ଭେଗା ହର୍ନାଣ୍ଡେଜ ଓହରିଯିବା...

ସେମିରେ ଆଜାରେଙ୍କା, ରିବାକିନା

ମେଲବୋର୍ନ,୨୫ା୧(ପି.ଟି.): ଚଳିତ ବର୍ଷର ପ୍ରଥମ ଟେନିସ୍‌ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ ଓପନ ମହିଳା ସିଙ୍ଗଲ୍ସ ସେମିରେ ପ୍ରବେଶ କରିଛନ୍ତି ଭିକ୍ଟୋରିଆ ଆଜାରେଙ୍କା ଓ ଏଲିନା ରିବାକିନା। ସେହିପରି ପୁରୁଷ ସିଙ୍ଗଲ୍ସରେ ଷ୍ଟିଫାନୋସ୍‌ ସିତ୍‌ସିପାସ ଓ କାରେନ୍‌ ଖାଚାନୋଭ ସେମିରେ ପ୍ରବେଶ କରିଛନ୍ତି।...

୬ ମ୍ୟାଚ୍‌ରେ ୬ ଶତକ…ଏବେ ବିଶ୍ୱକପ୍‌ ଦୂର ନୁହେଁ !

ନୂଆଦିଲ୍ଲୀ,୨୪।୧: ଚଳିତ ବର୍ଷ ଶେଷ ଆଡ଼କୁ ଦିନିକିଆ ବିଶ୍ୱକପ୍‌ ଅନୁଷ୍ଠିତ ହେବ। ଏହାକୁ ନେଇ ଭାରତୀୟ ଟିମ୍‌ ପ୍ରସ୍ତୁତି ଆରମ୍ଭ କରିଛି। ୨୦୨୩ ପ୍ରଥମ ମାସରେ ଦଳ ଯେଉଁଭଳି ପ୍ରଦର୍ଶନ କରିଛି, ସେଥିରୁ ଦଳ ସଠିକ୍‌ ପ୍ରସ୍ତୁତି ଦିଗରେ କାମ...

ଭାରତର କ୍ଲିନ ସୁଇପ୍‌, ୩ରୁ ୩ ଜିତିଲା, କୋନଓ୍ବେଙ୍କ ଲଢୁଆ ବ୍ୟାଟିଂ ସତ୍ତ୍ୱେ ପୁଣି ହାରିଲା ନ୍ୟୁଜିଲାଣ୍ଡ…

ଇନ୍ଦୋର,୨୪।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜରେ ଇନ୍ଦୋରର ହୋଲକାର କ୍ରିକେଟ ଷ୍ଟାଡିୟମରେ ଖେଳା ଯାଇଥିବା ତୃତୀୟ ମ୍ୟାଚକୁ ଜିତିଛି। ନ୍ୟୁଜିଲାଣ୍ଡ ଅଧିନାୟକ ଟମ୍‌ ଲାନ୍ଥାମ ଟସ ଜିତିବା ପରେ ବୋଲିଂ କରିବାକୁ ନିଷ୍ପତ୍ତି...

୩ ବର୍ଷ ପରେ ଗର୍ଜିଲା ହିଟ୍‌ମ୍ୟାନ୍‌ଙ୍କ ବ୍ୟାଟ୍‌: ମାରିଲେ କ୍ୟାରିୟରର ୩୦ତମ ଶତକ

ଇନ୍ଦୋର,୨୪।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଏଠାରେ ଖେଳାଯାଉଥିବା ତୃତୀୟ ଦିନିକିଆ ମ୍ୟାଚ୍‌ରେ ଗର୍ଜିଛି ହିଟ୍‌ମ୍ୟାନ୍‌ ତଥା ଅଧିନାୟକ ରୋହିତ ଶର୍ମାଙ୍କ ବ୍ୟାଟ୍‌। ଦୀର୍ଘ ୩ ବର୍ଷର ବ୍ୟବଧାନ ପରେ ସେ ବିସ୍ଫୋରକ ଇନିଂସ ଖେଳି ନିଜ କ୍ୟାରିୟରର ୩୦ତମ...

କୋହଲିଙ୍କ ରେକର୍ଡ ଭାଙ୍ଗିଲେ ଗିଲ, ହେଲେ ବାବରଙ୍କ ସମକକ୍ଷ

ଇନ୍ଦୋର,୨୪।୧: ଚଳିତ ବର୍ଷ ଭାରତରେ ଆଇସିସି ଦିନିକିଆ ବିଶ୍ୱକପ୍‌ ଅନୁଷ୍ଠିତ ହେବ। ଏହାକୁ ନେଇ ଖେଳାଳିଙ୍କ ଦିନିକିଆରେ ପ୍ରଦର୍ଶନ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ବର୍ଷ ଆରମ୍ଭରୁ ଜଣଙ୍କ ପରେ ଜଣେ ଭାରତୀୟ ଖେଳାଳି ନିଜ ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ଏହି...

କୋହଲି କି ରୋହିତ ନୁହନ୍ତି…ଆଇସିସି ଦିନିକିଆ ଟିମ୍‌ରେ ଏହି ୨ ଭାରତୀୟ ଖେଳାଳି, ବାବରଙ୍କୁ ମିଳିଲା ନେତୃତ୍ୱ

ନୂଆଦିଲ୍ଲୀ,୨୪।୧: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ(ଆଇସିସି) ୨୦୨୨ ପାଇଁ ବର୍ଷର ଦିନିକିଆ ଦଳ ଚୟନ କରିଛି। ଏହି ୧୧ ଜଣିଆ ଆଇସିସି ଦଳରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ ସ୍ଥାନ ମିଳିନାହିଁ। ଏପରିକି ଆଇସିସି ଦଳର...

କ୍ଲିନ ସୁଇପ୍‌ ମୁହାଁ ଭାରତ, ଟିମ୍‌ ଇଣ୍ଡିଆର ବିଶାଳ ସ୍କୋର,ନ୍ୟୁଜିଲାଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୩୮୬…

ଇନ୍ଦୋର,୨୪।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜର ତୃତୀୟ ମ୍ୟାଚ ଇନ୍ଦୋରର ହୋଲକାର କ୍ରିକେଟ ଷ୍ଟାଡିୟମରେ ଜାରି ରହିଛି। ନ୍ୟୁଜିଲାଣ୍ଡ ଅଧିନାୟକ ଟମ୍‌ ଲାନ୍ଥାମ ଟସ ଜିତିବା ପରେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ।...

ଅନ୍ତିମ ଦିନିକିଆରେ ଭାରତର ଦମ୍‌ଦାର ଆରମ୍ଭ

ଇନ୍ଦୋର,୨୪ା୧: ଇନ୍ଦୋରର ହୋଲ୍‌କର କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଦିନିକିଆ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଅନୁଷ୍ଠିତ ହୋଇଛି। ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାର ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ ଆରମ୍ଭ...

ଟସ୍‌ ଜିତିଲା ନ୍ୟୁଜିଲାଣ୍ଡ

ଇନ୍ଦୋର,୨୪।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ଖେଳାଯାଉଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ଶେଷ ଦିନିକିଆ ଇନ୍ଦୋରରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ।...

ଇତିହାସ ରଚିଲେ ଏହି କ୍ରିକେଟର୍‌: ମାତ୍ର ୨୪ ବର୍ଷ ବୟସରେ…

ନୂଆଦିଲ୍ଲୀ,୨୪।୧: ଆଫଗାନିସ୍ତାନ ସ୍ପିନର ରଶିଦ ଖାନ ନିଜ ବୋଲିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷ କରିଛନ୍ତି। ବିଶ୍ୱର ଅନେକ ଫ୍ରାଞ୍ଚାଇଜ ତାଙ୍କୁ ଟି-୨୦ ଲିଗରେ ନିଜ ଦଳରେ ସାମିଲ କରିବାକୁ ଏକପ୍ରକାର ପ୍ରତିଯୋଗିତା କରନ୍ତି। ଏସଏସ୍‌ ଟି-୩୦ ଲିଗରେ ଏମ୍‌ଏଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri