ଖେଳ

ସାତଫେରା ନେଲେ ଆଥିଆ-ରାହୁଲ

ମୁମ୍ବାଇ,୨୩।୧: ଦୀର୍ଘଦିନର ସମ୍ପର୍କ ପରେ ବଲିଉଡ ଅଭିନେତ୍ରୀ ଆଥିଆ ଶେଟ୍ଟୀ ଏବଂ କ୍ରିକେଟର୍‌ କେ.ଏଲ ରାହୁଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସୁନୀଲ ଶେଟ୍ଟୀଙ୍କ ଖଣ୍ଡାଲା ଫାର୍ମହାଉସରେ ସୋମବାର ଦୁହେଁ ରାଜକୀୟ ଢଙ୍ଗରେ ବିବାହ କରିଛନ୍ତି। ତେବେ ବିବାହକୁ ଦେଇ...

ବାବା ମହାକାଳେଶ୍ୱରଙ୍କୁ ଦର୍ଶନ କଲେ ଭାରତୀୟ ଖେଳାଳି: ରିଷଭ ପାଇଁ ପ୍ରାର୍ଥନା

ଉଜୈନ,୨୩।୧: ଭାରତୀୟ ଦଳର ଖେଳାଳି ସୂର୍ଯ୍ୟକୁମାର ଯାଦବ, କୁଲଦୀପ ଯାଦବ ଏବଂ ୱାଶିଂଟନ ସୁନ୍ଦର ଏବଂ ଦଳର କର୍ମକର୍ତ୍ତାମାନେ ବିଶ୍ୱ ପ୍ରସିଦ୍ଧ ବାବା ମହାକଳେଶ୍ୱର ମନ୍ଦିର ପରିଦର୍ଶନରେ ଯାଇଛନ୍ତି। ଖେଳାଳିମାନେ ବାବା ମହାକଳେଶ୍ୱରଙ୍କୁ ପୂଜା କରି ଆଶୀର୍ବାଦ ନେବା ସହ...

ଓଡ଼ିଶା ବିପକ୍ଷରେ ବରୋଦା ୨୯୦/୪

ଭୁବନେଶ୍ୱର, ୨୩ା୧(ସ୍ପୋଟର୍‌ସ ବ୍ୟୁରୋ): କଟକସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଓଡ଼ିଶା ବିପକ୍ଷ କୁଚ ବିହାର ଟ୍ରଫି କ୍ରିକେଟ ମ୍ୟାଚର ପ୍ରଥମ ଦିବସରେ ବରୋଦା ୪ ଉଇକେଟ ହରାଇ ୨୯୦ ରନ କରିଛି। ଦଳ ପକ୍ଷରୁ ଅଭୁମନ୍ୟୁ ସିଂ ୧୨୮ (୨୧୩...

କୁନ୍‌ଲାଭଟ, ଆନ୍‌ ସେୟଙ୍ଗ୍‌ ଚାମ୍ପିୟନ

ନୂଆଦିଲ୍ଲୀ, ୨୩ା୧(ପି.ଟି.): ଥାଇଲାଣ୍ଡର କୁନ୍‌ଲାଭଟ ଭିଦିତଶରନ ଓ କୋରିଆର ଆନ୍‌ ସେୟଙ୍ଗ ଇଣ୍ଡିଆ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଯଥାକ୍ରମେ ପୁରୁଷ ଓ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସେମାନେ ଯଥାକ୍ରମେ ଦୁଇଥର ବିଶ୍ୱ ଚାମ୍ପିୟନ ଭିକ୍ଟର ଏକ୍ସେଲସେନ୍‌ ଓ...

ଉଦ୍‌ଘାଟନୀ ମ୍ୟାଚ୍‌ରେ ନାଗପୁର ବିଜୟୀ

ବନ୍ତ, ୨୩।୧ (ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋସ୍ଥିତ ହନୁମାନଜୀଉ ମିନିଷ୍ଟାଡିୟମରେ ଟିଲୋ ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ ୨୮ତମ ଅନ୍ତର୍ଜାତୀୟ ପ୍ରଦୀପ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ ଟିଲୋ କପ୍‌ ରବିବାର ଉଦ୍‌ଘାଟିତ ହୋଇଛି। ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ...

ସ୍ବିଟେକ୍‌, ଗଫ୍‌ ୪ର୍ଥ ରାଉଣ୍ଡରୁ ବିଦା

ମେଲବୋର୍ନ,୨୩ା୧(ପି.ଟି.): ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ୍‌ ଟୁର୍ନାମେଣ୍ଟରେ ରବିବାର ଦେଖିବାକୁ ମିଳିଛି ବଡ଼ ବିପର୍ଯୟ। ମହିଳା ସିଙ୍ଗଲ୍ସରେ ବିଶ୍ୱ ମାନ୍ୟତାର ଏକ ନମ୍ବର ସ୍ଥାନରେ ରହିଥିବା ଇଗା ସ୍ବିଟେକ୍‌ ଓ ୭ ନମ୍ବର କୋକୋଆ ଗଫ୍‌ ପରାଜୟ ସହ ଚତୁର୍ଥ ରାଉଣ୍ଡରୁ...

ହକି ବିଶ୍ୱକପ୍‌ରୁ ବିଦାୟ ନେଲା ଭାରତ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଭାରତ ୨୦୨୩ ହକି ବିଶ୍ୱକପ୍‌ରୁ ବିଦାୟ ନେଇଛି। କ୍ରସ୍‌ ଓଭର ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡଠାରୁ ପେନାଲଟି ସୁଟ୍‌ଆଉଟ୍‌ ପରାଜିତ ହୋଇଛି। ଫଳରେ ଭାରତର କ୍ୱାର୍ଟରଫାଇନାଲ ଖେଳିବା ଆଶା ମଉଳିଯାଇଛି। କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଆରମ୍ଭରୁ ଭାରତ...

ହକି ବିଶ୍ୱକପ୍‌ ୨୦୨୩: ପ୍ରଥମ ଟିମ ଭାବେ କ୍ବାର୍ଟରଫାଇନାଲରେ ପ୍ରବେଶ କଲା ସ୍ପେନ୍‌

ଭୁବନେଶ୍ବର,୨୨।୧(ବ୍ୟୁରୋ): ହକି ବିଶ୍ୱକପ୍‌ ୨୦୨୩ରେ ପ୍ରଥମ ଟିମ ଭାବେ କ୍ବାର୍ଟରଫାଇନାଲରେ ପ୍ରବେଶ କରିଛି ସ୍ପେନ୍‌। ମାଲେସିଆ ଓ ସ୍ପେନ ମଧ୍ୟରେ ରବିବାର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା କ୍ରସ ଓଭର ମ୍ୟାଚରେ ସୁଟଆଉଟ୍‌ରେ ମାଲେସିଆକୁ ସ୍ପେନ ପରାସ୍ତ କରିଛି। ଏହି ବିଜୟ...

ରାହୁଲ-ଆଥିଆଙ୍କ ବିବାହକୁ ମୋବାଇଲ୍‌ ମନା

ଷ୍ଟାର ଇଣ୍ଡିଆନ କ୍ରିକେଟର କେ.ଏଲ ରାହୁଲ ଏବଂ ବଲିଉଡର ଅଭିନେତ୍ରୀ ଆଥିଆ ଶେଟ୍ଟି ଜାନୁଆରୀ ୨୩ରେ ବିବାହ ବନ୍ଧନରେ ଆବଦ୍ଧ ହେବେ। ଚାନ୍ଦଲାସ୍ଥିତ ସୁନୀଲ ଶେଟ୍ଟୀଙ୍କ ବଙ୍ଗଳା ଠାରେ ଉଭୟ ପରସ୍ପରର ହାତ ଧରିବେ। ରାହୁଲ ଏବଂ ଆଥିଆଙ୍କ ବିବାହକୁ...

ନିଜ ବାୟୋପିକ ଛାଡ଼ିଲେ ଅଖତର, ନିର୍ମାତାଙ୍କୁ ଦେଲେ ଚେତାବନୀ

ନୂଆଦିଲ୍ଲୀ, ୨୨।୧: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତର ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କ ଜୀବନକାହାଣୀକୁ ନେଇ ଫିଲ୍ମ ‘ରାଓ୍ବଲପିଣ୍ଡି ଏକ୍ସପ୍ରେସ’ ଆସୁଥିବା ନେଇ ନିକଟରେ ଘୋଷଣା କରାଯାଇଥିଲା। ଏବେ ଶୋଏବ ଏହି ବାୟୋପିକ୍‌କୁ ପଛକୁ ହଟିଯିବା ସହ...

ପ୍ରେମିକାଙ୍କ ସହ ସର୍ବସାଧାରଣରେ ଝଗଡ଼ା: ଜରିମାନା ଗଣିବେ କ୍ଲାର୍କ !

ନୂଆଦିଲ୍ଲୀ, ୨୨।୧: ସର୍ବସାଧାରଣରେ ପ୍ରେମିକାଙ୍କ ସହ ବଚସାକୁ ନେଇ ଚର୍ଚ୍ଚାରେ ଅଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ମାଇକେଲ କ୍ଲାର୍କ। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଥିଲା। ଏଥିରେ କ୍ଲାର୍କଙ୍କୁ ପ୍ରେମିକା ଜାଡେ ଚାପୁଡ଼ା ମାରିଥିବା ଦେଖାଯାଇଥିଲା। ଏହି ଘଟଣା...

ଶୁବମନ ଗିଲ୍‌ଙ୍କୁ ସ୍ବତନ୍ତ୍ର ନାଁରେ ଡାକିଲେ ପାକିସ୍ତାନ କ୍ରିକେଟର୍‌

ନୂଆଦିଲ୍ଲୀ,୨୨।୧: ଦିନିକିଆ କ୍ରିକେଟରେ ଭାରତୀୟ ଓପନର୍‌ ଶୁବମନ ଗିଲ ରନ ବର୍ଷା କରୁଛନ୍ତି। ନିକଟରେ ସେ ଲଗାତର ଶତକ ଏବଂ ଦ୍ୱିଶତକ ହାସଲ କରିଛନ୍ତି। ଶୁବମନଙ୍କ ଏହି ପ୍ରଦର୍ଶନକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡର ପୂର୍ବତନ ଅଧ୍ୟକ୍ଷ ତଥା କ୍ରିକେଟର୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri