ଖେଳ

ଅଲିମ୍ପିକ୍‌ରେ ସାମିଲ ହୋଇପାରେ କ୍ରିକେଟ୍‌

ନୂଆଦିଲ୍ଲୀ,୨୨।୧: ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ ଗେମ୍ସରେ କ୍ରିକେଟ ଅନ୍ତର୍ଭୁକ୍ତ କରିବା ପାଇଁ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ନିଜର ଅଭିଯାନକୁ ତ୍ୱରାନ୍ବିତ କରିଛି। ଆୟୋଜକ କମିଟିରେ ପ୍ରତ୍ୟେକ ୬-୬ଟି ମହିଳା ଏବଂ ପୁରୁଷ ଦଳ ପଠାଇବାକୁ ପ୍ରସ୍ତାବ ଦିଆଯାଇଛି।...

ହିଟ୍‌ମ୍ୟାନ୍‌ଙ୍କ ଭୁଲାମନ

ରାୟପୁର,୨୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚରେ ଏମିତି କିଛି ଘଟିଥିଲା, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଭାରତୀୟ ଅଧିନାୟକ ରୋହିତ ଶର୍ମା ରାୟପୁରର ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଟସ...

ଶେଷ ଗ୍ରାଣ୍ଡସ୍ଲାମ୍‌ରେ ହାରିଲେ ସାନିଆ ମିର୍ଜା, ଟାଇଟଲ ଜିତିବାର ଆଶା ମଉଳିଲା…

ମେଲବୋର୍ନ,୨୨।୧ : ମହିଳା ଡବଲ୍ସ ଇଭେଣ୍ଟରେ ଦ୍ୱିତୀୟ ରାଉଣ୍ଡରେ ରବିବାର ହାରିଯିବା ପରେ ସାନିଆ ର୍ମିଜା ଏବଂ ତାଙ୍କ ସହଯୋଗୀ ଆନା ଡାନିଲିନା ଅଷ୍ଟ୍ରେଲିଆ ଓପନରୁ ବାହାର ହୋଇଛନ୍ତି। ଇଣ୍ଡୋ-କାଜାକ ଯୋଡି ବେଲଜିୟମର ଆଲିସନ ୱାନ ୟୁଟଭ୍ୟାଙ୍କ ଏବଂ ୟୁକ୍ରେନର...

ସମସ୍ତଙ୍କ ହୃଦୟ ଜିତିଲେ ରୋହିତ ଶର୍ମା

ରାୟପୁର,୨୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରର ବିଜୟୀ ହୋଇଛି। ଏହି ବିଜୟ ସହ ସିରିଜ କବଜା କରିଥିଲା। ଅଧିନାୟକ ରୋହିତ ଶର୍ମା ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଏହି...

ହକି ତାରକା ପ୍ରବୋଧଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ହକି ପଦକ ବି ଛାଡ଼ିଲେନି…

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଜାତୀୟ ହକି ତାରକାଙ୍କ ସରକାରୀ କ୍ୱାର୍ଟର୍ସରେ କଳାକନା ବୁଲାଇଲେ ଦୁର୍ବୃତ୍ତ। ଭୁବନେଶ୍ୱରର ୟୁନିଟ-୬ ଅଞ୍ଚଳରେ ଥିବା ସରକାରୀ କ୍ୱାର୍ଟର୍ସରେ ରହୁଥିବା ପ୍ରବୋଧ ତିର୍କୀଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଜଣାପଡ଼ିଛି। ଦୁର୍ବୃତ୍ତମାନେ କ୍ୱାର୍ଟର୍ସରେ ଥିବା ପ୍ରବୋଧଙ୍କ...

ଆମ ଉପରେ ଚାପ ରହିବ: ରିଡ୍‌

ଭୁବନେଶ୍ୱର, ୨୨।୧: ହକି ବିଶ୍ୱକପର କ୍ରସ୍‌ ଓଭରରେ ଭାରତ ରବିବାର ନ୍ୟୁଜିଲାଣ୍ଡକୁ ଭେଟିବ। ବିଶ୍ୱ ର଼୍ୟାଙ୍କିଙ୍ଗରେ ଭାରତ ୬ ଓ ନ୍ୟୁଜିଲାଣ୍ଡ ୧୨ ନମ୍ବରରେ ରହିଛି। ଭାରତ ଘରୋଇ ପରିବେଶରେ ବିଶ୍ୱକପ ଖେଳୁଥିବାବେଳେ ନ୍ୟୁଜିଲାଣ୍ଡ ବାହାର ପରିବେଶରେ ଶ୍ରେଷ୍ଠ ପ୍ରଦର୍ଶନପାଇଁ...

ହକି ସୁନ୍ଦରଗଡ଼ର ସ୍ପନ୍ଦନ

ସମୃଦ୍ଧ ଜନଜାତି ପରମ୍ପରା, ନୈସର୍ଗିକ ପ୍ରାକୃତିକ ସୌନ୍ଦଯର୍‌ୟ, ଖଣିଜ ସମ୍ପଦରେ ରତ୍ନଗର୍ଭା, ଆଦିମାନବଙ୍କ ଐତିହ୍ୟର ସ୍ବାକ୍ଷର ବହନ କରୁଥିବା ଓଡ଼ିଶାର ଉପାନ୍ତରେ ଅବସ୍ଥିତ ସୁନ୍ଦରଗଡ଼ ଜିଲା। ଜନଜାତିଙ୍କ ଜିଲା ଭାବେ ସ୍ବୀକୃତ ସୁନ୍ଦରଗଡ଼ ସମ୍ପ୍ରତି ବିଶ୍ୱ କ୍ରୀଡା ମାନଚିତ୍ରରେ ଏକ...

ହକି ବିଶ୍ୱକପ: ଗୋଲ ସ୍କୋରିଂରେ ହୋଇପାରେ ରେକର୍ଡ

ଭୁବନେଶ୍ୱର, ୨୨।୧: ଚଳିତ ହକି ବିଶ୍ୱକପରେ ଏପର୍ଯ୍ୟନ୍ତ ୨୪ଟି ପୁଲ୍‌ ମ୍ୟାଚ ଅନୁଷ୍ଠିତ ହୋଇ ଯାଇଛି। ଏହା ମଧ୍ୟରେ ୫.୪୨ ହାରରେ ୧୩୦ଟି ଗୋଲ ସ୍କୋର ହୋଇଛି। ଏହା ମଧ୍ୟରେ ଫିଲ୍ଡ ଗୋଲ ୮୦, ପେନାଲ୍ଟି କର୍ନର ଗୋଲ ୪୩...

ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ

ଭୁବନେଶ୍ୱର,୨୨ା୧: ହକି ବିଶ୍ୱକପ୍‌ରେ ଭାରତକୁ ଲାଗିଛି ବଡ଼ ଝଟକା। ଶନିବାର ଭାରତର ଆଟାକିଂ ମିଡ୍‌ଫିଲ୍ଡର ହାର୍ଦ୍ଦିକ୍‌ ସିଂ ଆହତ ହୋଇ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ରବିବାର ଇଂଲଣ୍ଡ ବିପକ୍ଷ ଗୋଲଶୂନ୍ୟ ମ୍ୟାଚ୍‌ର ଚତୁର୍ଥ କ୍ୱାର୍ଟରରେ ହାର୍ଦ୍ଦିକଙ୍କ ମାଂସପେଶୀ ଟାଣି ହୋଇ...

ସିରିଜ ଜିତିଲା ଭାରତ…

ରାୟପୁର,୨୧।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚକୁ ସହଜରେ ଟିମ ଇଣ୍ଡିଆ ଜିତିଛି। ଏହା ସହିତ ତିନିଟିକିଆ ସିରିଜକୁ ଭାରତ ୨-୦ରେ ଜିତଛି। ରାୟପୁରର ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ...

ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୦୯…

ରାୟପୁର,୨୧।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ରାୟପୁରର ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଜାରି ରହିଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତିବା ପରେ ପ୍ରଥମେ...

ଭାରତର ବୋଲିଂରେ ନ୍ୟୁଜିଲାଣ୍ଡ ଧରାଶାୟୀ…

ରାୟପୁର,୨୧।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ରାୟପୁରରେ ଜାରି ରହିଛି। ଭାରତୀୟ ଦଳ ଏହି ମ୍ୟାଚ ଜିତିବାକୁ ଏବଂ ସିରିଜକୁ ନିଜ ନାମ କରିବାକୁ ଚାହୁଁଛି। ଭାରତୀୟ ଅଧିନାୟକ ରୋହିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri